Micah 7

fullscreen15 ଆମ୍ଭେ ତୁମ୍ଭକୁ ମିଶର ଦେଶରୁ ବାହାର କଲାପରି ବହୁ ଆଶ୍ଚର୍ୟ୍ଯ କର୍ମ କରିବା ଏବଂ ତୁମ୍ଭମାନଙ୍କୁ ଆଶ୍ଚର୍ୟ୍ଯ କାର୍ୟ୍ଯ ଦଖାଇବୋ।

fullscreen16 ଗୋଷ୍ଠୀସକଳ ସହେି ସମସ୍ତ ଆଶ୍ଚର୍ୟ୍ଯ କର୍ମ ଦେଖି ଲଜ୍ଜିତ ହବେେ। ସମାନଙ୍କେର ପରାକ୍ରମ ଆମ୍ଭ ତୁଳନା ରେ କିଛି ନୁହେଁ ବୋଲି ସମାନେେ ଅନୁଭବ କରିବେ। ସମାନେେ ଚଳିତ ହାଇେ ନିଜନିଜ ମୁଖ ରେ ହସ୍ତ ଦବେେ ଓ କର୍ଣ୍ଣକୁ ଆବୃତ କରିବେ, ଶୁଣିବାରୁ ନିବୃତ ହବେେ।

fullscreen17 ସମାନେେ ସର୍ପ ପରି ଧୂଳି ଗ୍ଭଟିବେ। ସମାନେେ ଭୟ ରେ କମ୍ପିତ ହବେେ। ଆଉ ସମାନେେ କୀଟମାନଙ୍କ ପରି ସମାନଙ୍କେର ଗର୍ତ୍ତରୁ ବାହାରି ଗୁରୁଣ୍ତି ଗୁରୁଣ୍ତି ଗ୍ଭଲିବେ। ଶଷେ ରେ ସଦାପ୍ରଭୁ ଆମ୍ଭର ପରମେଶ୍ବରଙ୍କ ନିକଟକୁ ଆସିବେ ଏବଂ ଭୟର ସହିତ ସମ୍ମାନ ଜଣାଇବେ।

15 According to the days of thy coming out of the land of Egypt will I shew unto him marvellous things.

16 The nations shall see and be confounded at all their might: they shall lay their hand upon their mouth, their ears shall be deaf.

17 They shall lick the dust like a serpent, they shall move out of their holes like worms of the earth: they shall be afraid of the Lord our God, and shall fear because of thee.

Micah 7 in Tamil and English

15 ଆମ୍ଭେ ତୁମ୍ଭକୁ ମିଶର ଦେଶରୁ ବାହାର କଲାପରି ବହୁ ଆଶ୍ଚର୍ୟ୍ଯ କର୍ମ କରିବା ଏବଂ ତୁମ୍ଭମାନଙ୍କୁ ଆଶ୍ଚର୍ୟ୍ଯ କାର୍ୟ୍ଯ ଦଖାଇବୋ।
According to the days of thy coming out of the land of Egypt will I shew unto him marvellous things.

16 ଗୋଷ୍ଠୀସକଳ ସହେି ସମସ୍ତ ଆଶ୍ଚର୍ୟ୍ଯ କର୍ମ ଦେଖି ଲଜ୍ଜିତ ହବେେ। ସମାନଙ୍କେର ପରାକ୍ରମ ଆମ୍ଭ ତୁଳନା ରେ କିଛି ନୁହେଁ ବୋଲି ସମାନେେ ଅନୁଭବ କରିବେ। ସମାନେେ ଚଳିତ ହାଇେ ନିଜନିଜ ମୁଖ ରେ ହସ୍ତ ଦବେେ ଓ କର୍ଣ୍ଣକୁ ଆବୃତ କରିବେ, ଶୁଣିବାରୁ ନିବୃତ ହବେେ।
The nations shall see and be confounded at all their might: they shall lay their hand upon their mouth, their ears shall be deaf.

17 ସମାନେେ ସର୍ପ ପରି ଧୂଳି ଗ୍ଭଟିବେ। ସମାନେେ ଭୟ ରେ କମ୍ପିତ ହବେେ। ଆଉ ସମାନେେ କୀଟମାନଙ୍କ ପରି ସମାନଙ୍କେର ଗର୍ତ୍ତରୁ ବାହାରି ଗୁରୁଣ୍ତି ଗୁରୁଣ୍ତି ଗ୍ଭଲିବେ। ଶଷେ ରେ ସଦାପ୍ରଭୁ ଆମ୍ଭର ପରମେଶ୍ବରଙ୍କ ନିକଟକୁ ଆସିବେ ଏବଂ ଭୟର ସହିତ ସମ୍ମାନ ଜଣାଇବେ।
They shall lick the dust like a serpent, they shall move out of their holes like worms of the earth: they shall be afraid of the Lord our God, and shall fear because of thee.