Nehemiah 13
1 ସହେିଦିନ ସମାନେେ ଲୋକମାନଙ୍କୁ ଜଣାଇବାକୁ ମାଶାଙ୍କେ ପୁସ୍ତକରୁ ପାଠ କଲେ। ପୁଣି ତହିଁ ମଧିଅରେ ଲିଖିତ ଏହି କଥା ମିଳିଲା, ଯେ ଅେମ୍ମାନୀୟ ଓ ମାୟୋବୀଯ ଲୋକ କବେେ ପରମେଶ୍ବରଙ୍କ ସଭା ରେ ପ୍ରବେଶ କରିବେ ନାହିଁ।
2 କାରଣ ସମାନେେ ଅନ୍ନଜଳ ନଇେ ଇଶ୍ରାୟେଲ ସନ୍ତାନଗଣଙ୍କୁ ଭଟେିଲେ ନାହିଁ। କିନ୍ତୁ ଇଶ୍ରାୟେଲୀୟମାନଙ୍କୁ ଅଭିଶାପ ଦବୋ ପାଇଁ ସମାନେେ ବିଲିଯମକୁ ପାଉଣା ଦେଲେ। ତଥାପି ଆମ୍ଭମାନଙ୍କ ପରମେଶ୍ବର ସହେି ଅଭିଶାପକୁ ଆଶୀର୍ବାଦ ରେ ପରିଣତ କଲେ।
3 ସେତବେେଳେ ସମାନେେ ଏହି ବ୍ଯବସ୍ଥା ଶୁଣି ଇଶ୍ରାୟେଲ ମଧ୍ଯରୁ ସମଗ୍ର ମିଶ୍ରିତ ଜନତାକୁ ପୃଥକ କଲେ।
4 ଏଥି ପୂର୍ବରୁ ଆମ୍ଭମାନଙ୍କ ପରମେଶ୍ବରଙ୍କ ମନ୍ଦିରସ୍ଥିତ କଠାେରୀ ସବୁର ଦାଯିତ୍ବ, ଇଲିଯାଶୀବ୍କୁ ଦିଆଗଲା। ଇଲିଯାଶୀବ୍ ଯାଜକ ଟୋବିୟର କୁଟୁମ୍ବ ଥିଲା।
5 ତେଣୁ ସେ ତାକୁ ଏକ ବଡ କଠାେରୀ ଦଲୋ। ସହେି କଠାେରୀକୁ ପୂର୍ବେ ଲୋକମାନେ ସହେି ସ୍ଥାନ ରେ ଶସ୍ଯ ନବୈେଦ୍ଯ, ସୁଗନ୍ଧ ଏବଂ ଅନ୍ଯାନ୍ଯ ସାମଗ୍ରୀ, ଲବେୀୟ ଓ ଗାଯକ ଓ ଦ୍ବାରପାଳମାନଙ୍କ ନିମନ୍ତେ ଶସ୍ଯ, ଦ୍ରାକ୍ଷାରସ ଓ ତୈଲର ଦଶମାଂଶ, ଆଉ ଯାଜକମାନଙ୍କ ନିମନ୍ତେ ଉପହାର ରଖିବା ରେ ବ୍ଯବହୃତ ହେଉଥିଲା।
6 ମୁଁ ଏସବୁ ସମୟରେ ୟିରୁଶାଲମ ରେ ନଥିଲି, କାରଣ ବାବିଲର ଅର୍ତ୍ତକ୍ଷସ୍ତ ରାଜାର ଅଧିକାରର ବତିଶ ବର୍ଷ ରେ ମୁଁ ରାଜାଙ୍କ ନିକଟକୁ ଗଲି ଓ କେତକେ ଦିନ ପରେ ରାଜାଙ୍କୁ ବିଦାଯ ମାଗିଲି।
7 ଏହାପରେ ମୁଁ ୟିରୁଶାଲମକୁ ଫରେି ଆସିଲି ଏବଂ ଇଲିଯାଶୀବ୍, ଟୋବିୟ ନିମନ୍ତେ ପରମେଶ୍ବରଙ୍କ ମନ୍ଦିରର ପ୍ରାଙ୍ଗଣ ରେ ଏକ କଠାେରୀ ପ୍ରସ୍ତୁତ କରି ଯେଉଁ ମନ୍ଦକର୍ମ କରିଥିଲା ତାହା ବିଷଯ ରେ ଶୁଣିଲି।
8 ଏହା ମାେତେ ବ୍ଯତିବ୍ଯସ୍ତ କଲା, ଏଣୁ ମୁଁ ସହେି କଠାେରୀରୁ ଟୋବିୟର ସମସ୍ତ ଗୃହ ସାମଗ୍ରୀ ବାହାର କରି ପକାଇ ଦଲେି।
9 ଏହାପରେ ମୁଁ ଆଜ୍ଞା କରିବାରୁ, ସମାନେେ କଠାେରୀସବୁକୁ ଶୁଚିକଲେ। ତବେେ ମୁଁ ସଠାେକୁ ପୁନର୍ବାର ପରମେଶ୍ବରଙ୍କ ଗୃହର ପାତ୍ରାଦି ଓ ଶସ୍ଯ ନବୈେଦ୍ଯ ଓ କୁନ୍ଦୁରୁ ଆଣିଲି।
10 ମୁଁ ଜାଣିବାକୁ ପାଇଲି ଯେ, ଲବେୀୟମାନଙ୍କ ଅଂଶ ତାଙ୍କୁ ଦିଆୟାଇ ନଥିଲା। ତେଣୁ ଲବେୀୟମାନେ ଓ ଗାଯକମାନେ ଯେଉଁମାନେ ମନ୍ଦିର ରେ କାର୍ୟ୍ଯ କରୁଥିଲେ ପ୍ରେତ୍ୟକକ ନିଜ ନିଜ ଭୂମିକୁ ଫରେି ୟାଇଥିଲେ।
11 ତେଣୁ ମୁଁ ଅଧିକାରୀମାନଙ୍କୁ ପଗ୍ଭରିଲି, କାହିଁକି ତୁମ୍ଭେ ପରମେଶ୍ବରଙ୍କ ମନ୍ଦିରର ଅବ ହଳୋ କଲ? ଏ ବିଷଯ ରେ ମୁଁ ସମାନଙ୍କେ ସହିତ ୟୁକ୍ତିତର୍କ କଲି। ତାପରେ ମୁଁ ଲବେୀୟମାନଙ୍କୁ ଏକତ୍ର କଲି ଏବଂ ସମାନଙ୍କେୁ ସମାନଙ୍କେର ନିଜ କ୍ଷେତ୍ର ରେ ନିୟୁକ୍ତି କଲି।
12 ତେଣୁ ସମଗ୍ର ଯିହୁଦା ଶସ୍ଯର ଓ ନୂତନ ଦ୍ରାକ୍ଷାରସର ଓ ତୈଳର ଏକ ଦଶମାଂଶ ଭଣ୍ତାରକୁ ଆଣିଲେ।
13 ତହିଁରେ ମୁଁ ଶଲେିମିଯ ଯାଜକକୁ ଓ ଲେଖକ ସାଦୋକ ଓ ଲବେୀୟମାନଙ୍କ ମଧ୍ଯରୁ ପଦାଯକୁ ଭଣ୍ତାର ସମୂହର ଅଧ୍ଯକ୍ଷ କଲି। ଏବଂ ସକ୍କୂରର ପୁତ୍ର ହନାନ୍, ମତ୍ତନିଯର ପୁତ୍ର ସକ୍କୂର ସମାନଙ୍କେର ଅଧିନ ରେ କାର୍ୟ୍ଯ କଲେ। କାରଣ ସମାନେେ ବିଶ୍ବସ୍ତ ଥିଲେ। ଏଣୁ ଆପଣା ଭାତୃଗଣକୁ ବିତରଣ କରିବାର କାର୍ୟ୍ଯ ସମାନଙ୍କେର ହେଲା।
14 ହେ ମାରେ ପରମେଶ୍ବର, ଏ ବିଷଯ ରେ ମାେତେ ସ୍ମରଣ କର। ଆଉ ମୁଁ ମାହେର ପରମଶ୍ବରଙ୍କ ଗୃହ ଓ ତହିଁର ବିଷଯ ପାଳନୀଯ ବିଷଯ ନିମନ୍ତେ ଯାହା କରିଅଛି ମାରେ କୃତ ସହେି ସୁକର୍ମ ସବୁ ଲିଭାଇ ଦିଅ।
15 ସହେି ସମୟରେ ମୁଁ ଯିହୁଦା ମଧିଅରେ କେତକେ ଲୋକଙ୍କୁ ବିଶ୍ରାମ ଦିନ ରେ ଦ୍ରାକ୍ଷାୟନ୍ତ୍ର ଦଳିବାର ଓ ବିଡା ଭିତରକୁ ଆଣିବାର ଓ ଗଧର୍ଭ ଉପରେ ବୋଝଇେ କରିବାର ମଧ୍ଯ ବିଶ୍ରାମ ଦିନ ରେ ଦ୍ରାକ୍ଷାରସ, ଦ୍ରାକ୍ଷାଫଳ ଓ ଡିମ୍ବିରିଫଳ ଓ ସର୍ବପ୍ରକାର ବୋଝ ୟିରୁଶାଲମକୁ ଆଣିବାର ଦେଖିଲି। ତେଣୁ ବିଶ୍ରାମ ଦିନ ରେ କୌଣସି ଖାଦ୍ୟ ବିକ୍ରଯ ନ କରିବାକୁ ମୁଁ ସମାନଙ୍କେୁ ସତର୍କ କଲି।
16 ସହେି ନଗର ରେ ସୋରୀଯ ଲୋକେ ବାସ କରୁଥିଲେ। ସମାନେେ ମତ୍ସ୍ଯ ଓ ଅନ୍ୟ ବହୁତ ଦ୍ରବ୍ଯ ବିଶ୍ରାମ ଦିନ ରେ ୟିହୁଦୀଯମାନଙ୍କୁ ଓ ୟିରୁଶାଲମ ରେ ବିକ୍ରଯ କଲେ।
17 ଏଥିପାଇଁ ମୁଁ ଯିହୁଦାର କୁଳୀନ ନାଗରିକମାନଙ୍କ ସଙ୍ଗେ ୟୁକ୍ତି କରି କରି ସମାନଙ୍କେୁ କହିଲି, ତୁମ୍ଭମାନେେ ବିଶ୍ରାମ ଦିନ ଅପବିତ୍ର କରିବା ପାଇଁ ବହୁତ କୁକର୍ମ କରୁଅଛ?
18 ତୁମ୍ଭମାନଙ୍କ ପିତୃପୁରୁଷମାନେ କ'ଣ ଏପରି ବ୍ଯବହାର କରି ନଥିଲେ। ଆଉ ତହିଁ ସକାଶୁ ଆମ୍ଭମାନଙ୍କ ପରମେଶ୍ବର କି ଆମ୍ଭମାନଙ୍କ ଉପରେ ଓ ଏହି ନଗର ଉପରେ ଏହି ସବୁ ଅମଙ୍ଗଳ ଘଟାଇ ନାହାଁନ୍ତି? ତଥାପି ତୁମ୍ଭମାନେେ ବିଶ୍ରାମଦିନ ଅପବିତ୍ର କରି ଇଶ୍ରାୟେଲ ଉପରକୁ କୋପ ଆଣୁଅଛ।
19 ଏହାପରେ ବିଶ୍ରାମବାର ପୂର୍ବରୁ ୟିରୁଶାଲମ ରେ ଯେତବେେଳେ ଅନ୍ଧାର ହବୋକୁ ଲାଗିଲା। ମୁଁ କବାଟସବୁ ବନ୍ଦ କରିବାକୁ ପ୍ରହରୀକୁ ଆଜ୍ଞା ଦଲେି ଆହୁରି ବିଶ୍ରାମବାର ଶଷେ ହବୋ ପର୍ୟ୍ଯନ୍ତ ନଖାଲିବୋକୁ ଆଜ୍ଞା ଦଲେି। ପୁଣି ବିଶ୍ରାମଦିନ ଲୋକମାନଙ୍କୁ ବୋଝ ବୋହିବାରୁ ବିରତ କରିବା ପାଇଁ ମୁଁ ଆପଣା ଦାସମାନଙ୍କ ମଧ୍ଯରୁ କେତକଙ୍କେୁ ଦ୍ବାରମାନଙ୍କ ରେ ନିୟୁକ୍ତି କଲି।
20 ତହିଁରେ ବଣିକମାନେ ଓ ସର୍ବପ୍ରକାର ଦ୍ରବ୍ଯ ବିକ୍ରଯକାରୀମାନେ ଥରେ ବା ଦୁଇଥର ୟିରୁଶାଲମ ବାହା ରେ ରାତ୍ରି କ୍ଷପେଣ କଲେ।
21 ତାପରେ ମୁଁ ସମାନଙ୍କେୁ ସତର୍କ କଲି ଏବଂ କହିଲି, ତୁମ୍ଭମାନେେ କାହିଁକି ପ୍ରାଚୀର ନିକଟରେ ରାତ୍ରି ୟାପନ କରୁଅଛ? ତୁମ୍ଭମାନେେ ଆଉ ଥରେ ଏପରି କଲେ ମୁଁ ତୁମ୍ଭମାନଙ୍କୁ ଧରିବି। ସହେି ସମଯାବଧି ସମାନେେ ଆଉ ବିଶ୍ରାମବାର ରେ ଆସିଲେ ନାହିଁ।
22 ଏହାପରେ ମୁଁ ଲବେୀୟମାନଙ୍କୁ ବିଶ୍ରାମଦିନ ପବିତ୍ର କରିବା ନିମନ୍ତେ ନିଜ ନିଜକୁ ଶୁଚି କରିବାକୁ ଓ ଆସି ଦ୍ବାରସବୁ ଜଗିବାକୁ ଆଜ୍ଞା କଲି।
23 ସହେି ସମୟରେ ଯେଉଁ ୟିହୁଦୀଯମାନେ ଅସଦୋଦ୍, ଅମ୍ମାନେ ଓ ମାୟୋବ ଦେଶୀଯ ସ୍ତ୍ରୀମାନଙ୍କୁ ବିବାହ କରିଥିଲେ, ସମାନଙ୍କେୁ ମୁଁ ଦେଖିଲି।
24 ସମାନଙ୍କେ ବାଳକମାନେ ଅଧେ ଅସ୍ଦୋଦୀଯ ଭାଷା ରେ କଥାବାର୍ତ୍ତା କଲେ। ସମାନେେ ୟିହୁଦୀଯ ଭାଷା ରେ କଥାବାର୍ତ୍ତା କରିପାରିଲେ ନାହିଁ। ମାତ୍ର ପ୍ରେତ୍ୟକକ ଗୋଷ୍ଠୀର ଭାଷା ଅନୁସାରେ କଥା କହିଲେ।
25 ତେଣୁ ମୁଁ ସମାନଙ୍କେ ସହିତ ବାଦାନୁବାଦ କଲି ଓ ସମାନଙ୍କେୁ ଅଭିଶାପ ଦଲେି। ସମାନଙ୍କେ ମଧ୍ଯରୁ କେତକଙ୍କେୁ ପ୍ରହାର କଲି। ମୁଁ ସମାନଙ୍କେ ଦାଢି ମଧ୍ଯ ଉତ୍ପାଟନ କଲି ଏବଂ ପରମେଶ୍ବରଙ୍କ ନାମ ରେ ସମାନଙ୍କେୁ ପ୍ରତିଜ୍ଞା କରାଇଲି, ତୁମ୍ଭମାନେେ ସମାନଙ୍କେ ପୁତ୍ରମାନଙ୍କୁ ଆପଣାର କନ୍ଯା ଦିଅନାହିଁ ଏବଂ କିମ୍ବା ଆପଣା ପୁତ୍ର ନିମନ୍ତେ ସମାନଙ୍କେ କନ୍ଯା ଗ୍ରହଣ କର ନାହିଁ।
26 ଇଶ୍ରାୟେଲର ରାଜା ଶଲୋମନ କ'ଣ ଏପରି କାର୍ୟ୍ଯ କରି ପାପ କରି ନ ଥିଲେ? ଅନକେ ରାଷ୍ଟ୍ର ବା ଜାତି ମଧିଅରେ ତାଙ୍କପରି ରାଜା କହେି ନ ଥିଲେ ଓ ସେ ଆପଣା ପରମେଶ୍ବରଙ୍କ ପ୍ରିଯପାତ୍ର ଥିଲେ। ପରମେଶ୍ବର ତାହାଙ୍କୁ ସମଗ୍ର ଇଶ୍ରାୟେଲ ଉପରେ ରାଜା କଲେ। ତଥାପି ବିଦେଶୀଯ ସ୍ତ୍ରୀମାନେ ତାହାଙ୍କୁ ହିଁ ପାପ କରାଇଲେ।
27 ତେଣୁ କଣ ଆମ୍ଭେ କଥା ଶୁଣି ପରମେଶ୍ବରଙ୍କ ବିରୁଦ୍ଧ ରେ ୟିବୁ? ବିଦେଶୀଯା ସ୍ତ୍ରୀମାନଙ୍କୁ ବିବାହ କରି ମହାପାପ କରିବୁ?
28 ମହାୟାଜକ ଇଲିଯାଶୀବ୍ର ପୁତ୍ର ଯିହାୟୋଦାରଦାର ପୁତ୍ରମାନଙ୍କ ମଧ୍ଯରୁ ଜଣେ ପୁତ୍ର ହାରୋଣୀଯ ସନ୍ବଲ୍ଲଟର ଜ୍ବାଇଁ ଥିଲା। ମୁଁ ସହେି ଲୋକଙ୍କୁ ମାଠାରୁେ ଗ୍ଭଲିୟିବା ପାଇଁ ବାଧ୍ଯ କରିଥିଲି।
29 ହେ ମାରେ ପରମେଶ୍ବର, ସମାନଙ୍କେୁ ସ୍ମରଣ କର। ଯେ ହତେୁ ସମାନେେ ଯାଜକପଦକୁ ଆଉ ଯାଜକ ପଦ ରେ ଓ ଲବେୀୟମାନଙ୍କର ନିଯମକୁ କଳଙ୍କିତ କରିଛନ୍ତି।
30 ଏହିରୂପେ ମୁଁ ସମାନଙ୍କେୁ ବିଦେଶୀଯ ସମସ୍ତଙ୍କଠାରୁ ପରିସ୍କାର କଲି ଓ ପ୍ରେତ୍ୟକକର କାର୍ୟ୍ଯ ଅନୁସାରେ ଯାଜକମାନଙ୍କର ଓ ଲବେୀୟମାନଙ୍କର କାର୍ୟ୍ଯ ନିରୂପଣ କଲି।
31 ନିରୂପିତ ସମୟରେ କାଠ ଓ ପ୍ରଥମଜାତ ଫଳର ଉପହାର ନିମନ୍ତେ ଲୋକ ନିୟୁକ୍ତ କଲି।
1 On that day they read in the book of Moses in the audience of the people; and therein was found written, that the Ammonite and the Moabite should not come into the congregation of God for ever;
2 Because they met not the children of Israel with bread and with water, but hired Balaam against them, that he should curse them: howbeit our God turned the curse into a blessing.
3 Now it came to pass, when they had heard the law, that they separated from Israel all the mixed multitude.
4 And before this, Eliashib the priest, having the oversight of the chamber of the house of our God, was allied unto Tobiah:
5 And he had prepared for him a great chamber, where aforetime they laid the meat offerings, the frankincense, and the vessels, and the tithes of the corn, the new wine, and the oil, which was commanded to be given to the Levites, and the singers, and the porters; and the offerings of the priests.
6 But in all this time was not I at Jerusalem: for in the two and thirtieth year of Artaxerxes king of Babylon came I unto the king, and after certain days obtained I leave of the king:
7 And I came to Jerusalem, and understood of the evil that Eliashib did for Tobiah, in preparing him a chamber in the courts of the house of God.
8 And it grieved me sore: therefore I cast forth all the household stuff of Tobiah out of the chamber.
9 Then I commanded, and they cleansed the chambers: and thither brought I again the vessels of the house of God, with the meat offering and the frankincense.
10 And I perceived that the portions of the Levites had not been given them: for the Levites and the singers, that did the work, were fled every one to his field.
11 Then contended I with the rulers, and said, Why is the house of God forsaken? And I gathered them together, and set them in their place.
12 Then brought all Judah the tithe of the corn and the new wine and the oil unto the treasuries.
13 And I made treasurers over the treasuries, Shelemiah the priest, and Zadok the scribe, and of the Levites, Pedaiah: and next to them was Hanan the son of Zaccur, the son of Mattaniah: for they were counted faithful, and their office was to distribute unto their brethren.
14 Remember me, O my God, concerning this, and wipe not out my good deeds that I have done for the house of my God, and for the offices thereof.
15 In those days saw I in Judah some treading wine presses on the sabbath, and bringing in sheaves, and lading asses; as also wine, grapes, and figs, and all manner of burdens, which they brought into Jerusalem on the sabbath day: and I testified against them in the day wherein they sold victuals.
16 There dwelt men of Tyre also therein, which brought fish, and all manner of ware, and sold on the sabbath unto the children of Judah, and in Jerusalem.
17 Then I contended with the nobles of Judah, and said unto them, What evil thing is this that ye do, and profane the sabbath day?
18 Did not your fathers thus, and did not our God bring all this evil upon us, and upon this city? yet ye bring more wrath upon Israel by profaning the sabbath.
19 And it came to pass, that when the gates of Jerusalem began to be dark before the sabbath, I commanded that the gates should be shut, and charged that they should not be opened till after the sabbath: and some of my servants set I at the gates, that there should no burden be brought in on the sabbath day.
20 So the merchants and sellers of all kind of ware lodged without Jerusalem once or twice.
21 Then I testified against them, and said unto them, Why lodge ye about the wall? if ye do so again, I will lay hands on you. From that time forth came they no more on the sabbath.
22 And I commanded the Levites that they should cleanse themselves, and that they should come and keep the gates, to sanctify the sabbath day. Remember me, O my God, concerning this also, and spare me according to the greatness of thy mercy.
23 In those days also saw I Jews that had married wives of Ashdod, of Ammon, and of Moab:
24 And their children spake half in the speech of Ashdod, and could not speak in the Jews’ language, but according to the language of each people.
25 And I contended with them, and cursed them, and smote certain of them, and plucked off their hair, and made them swear by God, saying, Ye shall not give your daughters unto their sons, nor take their daughters unto your sons, or for yourselves.
26 Did not Solomon king of Israel sin by these things? yet among many nations was there no king like him, who was beloved of his God, and God made him king over all Israel: nevertheless even him did outlandish women cause to sin.
27 Shall we then hearken unto you to do all this great evil, to transgress against our God in marrying strange wives?
28 And one of the sons of Joiada, the son of Eliashib the high priest, was son in law to Sanballat the Horonite: therefore I chased him from me.
29 Remember them, O my God, because they have defiled the priesthood, and the covenant of the priesthood, and of the Levites.
30 Thus cleansed I them from all strangers, and appointed the wards of the priests and the Levites, every one in his business;
31 And for the wood offering, at times appointed, and for the firstfruits. Remember me, O my God, for good.
Tamil Indian Revised Version
பின்பு அவன் நூற்றுக்கு அதிபதிகளில் இரண்டுபேரை அழைத்து, செசரியா பட்டணத்திற்குப் போகும்படி இருநூறு காலாட்களையும், எழுபது குதிரை வீரரையும், இருநூறு ஈட்டிக்காரர்களையும், இரவில் மூன்று மணியளவிலே, ஆயத்தம் செய்யுங்கள் என்றும்;
Tamil Easy Reading Version
பின்பு அதிகாரி இரண்டு படை அதிகாரிகளை அழைத்தான். அவன் அவர்களை நோக்கி, “செசரியாவுக்குப் போவதற்குச் சில மனிதர்கள் வேண்டும். இருநூறு படை வீரர்களை ஆயத்தப்படுத்துங்கள். எழுபது குதிரை வீரர்களையும் இருநூறு ஈட்டியேந்திய வீரர்களையும் தயார்படுத்துங்கள். இன்றிரவு ஒன்பது மணிக்குப் புறப்படத் தயாராக இருங்கள்.
Thiru Viviliam
பின்பு, ஆயிரத்தவர் தலைவர் நூற்றுவர் தலைவருள் இருவரை வரவழைத்து, “இருநூறு படை வீரருடனும் எழுபது குதிரை வீரருடனும் இரவு ஒன்பது மணிக்குச் செசரியா செல்லுவதற்கு ஏற்பாடு செய்யுங்கள்.
Title
செசரியாவிற்குப் பவுல் அனுப்பப்படுதல்
Other Title
பவுல் செசரியாவுக்கு ஆளுநர் பெலிக்சிடம் அனுப்பப்படுதல்
King James Version (KJV)
And he called unto him two centurions, saying, Make ready two hundred soldiers to go to Caesarea, and horsemen threescore and ten, and spearmen two hundred, at the third hour of the night;
American Standard Version (ASV)
And he called unto him two of the centurions, and said, Make ready two hundred soldiers to go as far as Caesarea, and horsemen threescore and ten, and spearmen two hundred, at the third hour of the night:
Bible in Basic English (BBE)
And he sent for two captains and said, Make ready two hundred men, with seventy horsemen and two hundred spearmen, to go to Caesarea, at the third hour of the night:
Darby English Bible (DBY)
And having called to [him] certain two of the centurions, he said, Prepare two hundred soldiers that they may go as far as Caesarea, and seventy horsemen, and two hundred light-armed footmen, for the third hour of the night.
World English Bible (WEB)
He called to himself two of the centurions, and said, “Prepare two hundred soldiers to go as far as Caesarea, with seventy horsemen, and two hundred men armed with spears, at the third hour of the night{about 9:00 PM}.”
Young’s Literal Translation (YLT)
and having called near a certain two of the centurions, he said, `Make ready soldiers two hundred, that they may go on unto Caesarea, and horsemen seventy, and spearmen two hundred, from the third hour of the night;
அப்போஸ்தலர் Acts 23:23
பின்பு அவன் நூற்றுக்கு அதிபதிகளில் இரண்டுபேரை அழைத்து, செசரியாபட்டணத்திற்குப் போகும்படி இருநூறு காலாட்களையும், எழுபது குதிரைவீரரையும், இருநூறு ஈட்டிக்காரரையும், இராத்திரியில் மூன்றாம்மணி வேளையிலே, ஆயத்தம்பண்ணுங்களென்றும்;
And he called unto him two centurions, saying, Make ready two hundred soldiers to go to Caesarea, and horsemen threescore and ten, and spearmen two hundred, at the third hour of the night;
And | Καὶ | kai | kay |
he called unto | προσκαλεσάμενος | proskalesamenos | prose-ka-lay-SA-may-nose |
him two | δύο | dyo | THYOO-oh |
τινὰς | tinas | tee-NAHS | |
τῶν | tōn | tone | |
centurions, | ἑκατονταρχῶν | hekatontarchōn | ake-ah-tone-tahr-HONE |
saying, | εἶπεν | eipen | EE-pane |
Make ready | Ἑτοιμάσατε | hetoimasate | ay-too-MA-sa-tay |
two hundred | στρατιώτας | stratiōtas | stra-tee-OH-tahs |
soldiers | διακοσίους | diakosious | thee-ah-koh-SEE-oos |
to | ὅπως | hopōs | OH-pose |
go | πορευθῶσιν | poreuthōsin | poh-rayf-THOH-seen |
to | ἕως | heōs | AY-ose |
Caesarea, | Καισαρείας | kaisareias | kay-sa-REE-as |
and | καὶ | kai | kay |
horsemen | ἱππεῖς | hippeis | eep-PEES |
threescore and ten, | ἑβδομήκοντα | hebdomēkonta | ave-thoh-MAY-kone-ta |
and | καὶ | kai | kay |
spearmen | δεξιολάβους | dexiolabous | thay-ksee-oh-LA-voos |
hundred, two | διακοσίους | diakosious | thee-ah-koh-SEE-oos |
at | ἀπὸ | apo | ah-POH |
the third | τρίτης | tritēs | TREE-tase |
hour | ὥρας | hōras | OH-rahs |
of the | τῆς | tēs | tase |
night; | νυκτός | nyktos | nyook-TOSE |