Numbers 20:15
ବହୁ ବର୍ଷପୂର୍ବେ ଆମ୍ଭର ପୂର୍ବପୁରୁଷ କିପରି ମିଶରକୁ ଗଲେ ଓ ମିଶର ରେ ଦୀର୍ଘକାଳ ବାସ କଲେ ଓ ମିଶରୀଯମାନେ ଆମ୍ଭମାନଙ୍କ ପ୍ରତି ଓ ଆମ୍ଭ ପୂର୍ବପୁରୁଷମାନଙ୍କ ପ୍ରତି ଯେଉଁ କୁବ୍ଯବହାର କଲେ, ତାହା ତୁମ୍ଭେ ଜାଣ।
Numbers 20:15 in Other Translations
King James Version (KJV)
How our fathers went down into Egypt, and we have dwelt in Egypt a long time; and the Egyptians vexed us, and our fathers:
American Standard Version (ASV)
how our fathers went down into Egypt, and we dwelt in Egypt a long time; and the Egyptians dealt ill with us, and our fathers:
Bible in Basic English (BBE)
How our fathers went down into Egypt, and we were living in Egypt for a long time; and the Egyptians were cruel to us and to our fathers:
Darby English Bible (DBY)
how our fathers went down to Egypt, and we dwelt in Egypt a long time, and the Egyptians evil entreated us and our fathers;
Webster's Bible (WBT)
How our fathers went down into Egypt, and we have dwelt in Egypt a long time; and the Egyptians afflicted us, and our fathers:
World English Bible (WEB)
how our fathers went down into Egypt, and we lived in Egypt a long time; and the Egyptians dealt ill with us, and our fathers:
Young's Literal Translation (YLT)
that our fathers go down to Egypt, and we dwell in Egypt many days, and the Egyptians do evil to us and to our fathers;
| How our fathers | וַיֵּֽרְד֤וּ | wayyērĕdû | va-yay-reh-DOO |
| went down | אֲבֹתֵ֙ינוּ֙ | ʾăbōtênû | uh-voh-TAY-NOO |
| Egypt, into | מִצְרַ֔יְמָה | miṣraymâ | meets-RA-ma |
| and we have dwelt | וַנֵּ֥שֶׁב | wannēšeb | va-NAY-shev |
| Egypt in | בְּמִצְרַ֖יִם | bĕmiṣrayim | beh-meets-RA-yeem |
| a long | יָמִ֣ים | yāmîm | ya-MEEM |
| time; | רַבִּ֑ים | rabbîm | ra-BEEM |
| Egyptians the and | וַיָּרֵ֥עוּ | wayyārēʿû | va-ya-RAY-oo |
| vexed | לָ֛נוּ | lānû | LA-noo |
| us, and our fathers: | מִצְרַ֖יִם | miṣrayim | meets-RA-yeem |
| וְלַֽאֲבֹתֵֽינוּ׃ | wĕlaʾăbōtênû | veh-LA-uh-voh-TAY-noo |
Cross Reference
Deuteronomy 26:6
ସେଥି ରେ ମିସ୍ରୀଯ ଲୋକମାନେ ଆମ୍ଭମାନଙ୍କ ପ୍ରତି ଦୌରାତ୍ମ କଲେ ଓ ଆମ୍ଭମାନଙ୍କୁ କଷ୍ଟ ଦଇେ କଠିନ ପରିଶ୍ରମ କରାଇଲେ।
Exodus 12:40
ଇସ୍ରାଏଲୀୟ ଲୋକମାନେ ମିଶରରେ 430 ବର୍ଷ ଧରି ବାସ କରୁଥିଲେ।
Genesis 46:6
ସମାନେେ ମଧ୍ଯ ସମାନଙ୍କେର ଥିବା ସମସ୍ତ ପଶୁ ଏବଂ ସମାନେେ ଯାହା ଜିନିଷ କିଣାନ ଦେଶ ରେ ଅର୍ଜନ କରିଥିଲେ ଏବଂ ତାହାସବୁ ମିଶର ଦେଶକୁ ନେଲେ, ଯାକୁବଙ୍କର ସମସ୍ତ ବଂଶଧରଙ୍କର ସହିତ।
Acts 7:15
ତା'ପରେ ଯାକୁବ ମିଶର ଦେଶକୁ ଗଲେ। ସଠାେରେ ସେ ନିଜେ ଓ ଆମ୍ଭର ପୂର୍ବପୁରୁଷମାନେ ମୃତ୍ଯୁ ବରଣ କଲେ।
Genesis 15:13
ତା'ପରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, ତୁମ୍ଭେ ଏ ବିଷଯ ରେ ନିଶ୍ଚିତ ହାଇପୋରିବ, ତୁମ୍ଭର ବଂଶଧର ବିଦେଶ ରେ ପ୍ରବାସୀ ହବେେ ଏବଂ କ୍ରୀତଦାସ ହବେେ ଏବଂ କ୍ଲେଶ ଭୋଗ କରିବେ 400 ବର୍ଷ ପର୍ୟ୍ଯନ୍ତ।
Acts 7:19
ସେ ନୂଆ ରାଜା ଆମ୍ଭ ଲୋକଙ୍କ ପ୍ରତି ନିଷ୍ଠୁର ଥିଲେ। ସେ ଆମ୍ଭ ପୂର୍ବପୁରୁଷମାନଙ୍କ ପ୍ରତି ଦୁର୍ବ୍ଯବହାର କଲେ। ରାଜା ସମାନଙ୍କେର ଶିଶୁମାନଙ୍କୁ ମାରିବା ପାଇଁ ବାହା ରେ ପକଇଦେବୋକୁ ସମାନଙ୍କେୁ ବଧ୍ଯ କଲେ।
Numbers 16:13
ତୁମ୍ଭେ ଆମ୍ଭମାନଙ୍କୁ ଦୁଗ୍ଧମଧୁ ପ୍ରବାହୀ ଦେଶରୁ ବାହାର କରି ଏହି ପ୍ରାନ୍ତର ରେ ମାରିବାକୁ ଆଣିଅଛ। ଏହା କ'ଣ କ୍ଷୁଦ୍ର ବିଷଯ? ଆହୁରି ତୁମ୍ଭେ ନିଜକୁ ଆମ୍ଭମାନଙ୍କ ଉପରେ ଶାସକ ହବୋକୁ ଚାହୁଁଛ।
Numbers 11:5
ଆମ୍ଭେ ମାନେ ମିଶର ଦେଶ ରେ ବିନା ମୂଲ୍ଯ ରେ ଯେଉଁ ମାଛ ଖାଉଥିଲୁ, ତାହା ମନେ ପଡେ। ଆମ୍ଭମାନଙ୍କର ମଧ୍ଯ ଉତ୍ତମ ପନିପରିବା ଯଥା: କାକୁଡି, ତରଭୁଜ, ପିଆଜ ଓ ରସୁଣ କଥା ମନେ ପଡେ।
Exodus 5:14
ଫାରୋଙ୍କର ମୁନିବମାନେ, ତଦାରଖକାରୀମାନଙ୍କୁ ଲୋକମାନଙ୍କ ଉପରେ ନିୟୁକ୍ତ କଲେ। ସମାନେେ କ୍ରୀତଦାସମାନଙ୍କୁ ଚାବୁକ ମାରି କହିଲେ, କାହିଁକି ତୁମ୍ଭମାନେେ ଯେତେ ଇଟା ନିର୍ମାଣ କରୁଥିଲ, ସତେିକି ଇଟା ନିର୍ମାଣ କରୁନାହଁ? ପୂର୍ବରୁ ତୁମ୍ଭମାନେେ ଇଟା ତିଆରି କରିପାରୁଥିଲ, ଏବଂ କାହିଁକି କରି ପାରିବ ନାହିଁ।
Exodus 1:22
ତେଣୁ ଫାରୋ ତାଙ୍କର ସମସ୍ତ ଲୋକମାନଙ୍କୁ ଆଜ୍ଞା ଦେଲେ, ଇଶ୍ରାୟେଲର ସମସ୍ତ ନବଜାତ ବାଳକମାନଙ୍କୁ ନୀଳ ନଦୀ ରେ ଫୋପାଡ଼ି ଦିଅ। କିନ୍ତୁ ତୁମ୍ଭେ କନ୍ଯା ସନ୍ତାନଗଣଙ୍କୁ ଜିବୀତ ରଖିପାର।
Exodus 1:16
ରାଜା କହିଲେ, ଯେଉଁ ସମୟରେ ତୁମ୍ଭମାନେେ ଏବ୍ରୀଯା ସ୍ତ୍ରୀମାନଙ୍କର ଧାତ୍ରୀ କାର୍ୟ୍ଯ କରିବ ଓ ସମାନଙ୍କେର ପିଲା ଜନ୍ମ କରିବା ରେ ସାହାୟ୍ଯ କରିବ, ପୁତ୍ର ସନ୍ତାନ ଥିଲେ ସମାନଙ୍କେୁ ମାରିଦବେ ଓ କନ୍ଯା ସନ୍ତାନ ହେଲେ ସମାନଙ୍କେୁ ଜୀବିତ ରଖିବ।
Exodus 1:11
ମିଶରୀଯ ଲୋକମାନେ ସମାନଙ୍କେୁ କଠିନ ପରିଶ୍ରମ ଦ୍ବାରା ଅବମାନିତ କରିବାକୁ ସ୍ଥିର କଲେ। ତେଣୁ ମିଶରୀଯମାନେ ସମାନଙ୍କେ ପାଇଁ କ୍ରୀତଦାସ ମୁନିବମାନଙ୍କୁ ନିୟୁକ୍ତି ଦେଲେ। ସମାନେେ ପିଥୋମ୍ ଓ ରାମିଷେଷ୍ ନିର୍ମାଣ କଲେ, ଯେଉଁଠା ରେ ଫାରୋ ଖାଦ୍ୟ ଶସ୍ଯ ରଖୁଥିଲେ।