Numbers 3:5-39 in Oriya
Numbers 3:5
ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ,
Numbers 3:6
ତୁମ୍ଭେ ଲବେୀ ଗୋଷ୍ଠୀର ସମସ୍ତ ଲୋକଙ୍କୁ ଆଣି ହାରୋଣ ସମ୍ମୁଖ ରେ ଉପସ୍ଥିତ କରାଅ, ସମାନେେ ତାହାର ସବୋ କରିବେ।
Numbers 3:7
ସମାନଙ୍କେର ସମାଗମ ତମ୍ବୁ ନିକଟରେ ରକ୍ଷକ ହବେେ। ସମଗ୍ର ଇଶ୍ରାୟେଲ ସମାଜ ପାଇଁ ସମାନେେ ମଧ୍ଯ ପବିତ୍ର ଛାଉଣୀର କାର୍ୟ୍ଯ କରିବେ।
Numbers 3:8
ପୁଣି ସମାନେେ ସମାଗମ ତମ୍ବୁର ସବୋକାର୍ୟ୍ଯ କରିବା ସମୟରେ ସମାଗମ ତମ୍ବୁର ସମସ୍ତ ଦ୍ରବ୍ଯର ରକ୍ଷା କରିବେ ଓ ଇଶ୍ରାୟେଲ ଲୋକମାନଙ୍କର ସବୋ କରିବେ।
Numbers 3:9
ଆଉ ତୁମ୍ଭେ ହାରୋଣ ଓ ତା'ର ପୁତ୍ରଗଣ ହସ୍ତ ରେ ଲବେୀୟମାନଙ୍କୁ ଦବେ। ହାରୋଣ ଓ ତାଙ୍କର ପୁତ୍ରମାନଙ୍କୁ ଉପହାର ରୂପେ ଇଶ୍ରାୟେଲ ଲୋକମାନଙ୍କ ପକ୍ଷରୁ ସମାନଙ୍କେୁ ଦିଆଗଲା।
Numbers 3:10
ପୁଣି ତୁମ୍ଭେ ହାରୋଣ, ତା'ର ପୁତ୍ରଗଣଙ୍କୁ ଯାଜକରୂପେ ନିୟୁକ୍ତି କରିବ। ସମାନେେ ଯାଜକରୂପେ ସବୋ କାର୍ୟ୍ଯ କରିବେ। ଯଦି କୌଣସି ବିଦେଶୀ ପାଖକୁ ଆ ସେ, ତାକୁ ଆଇନ ସଙ୍ଗତ କାର୍ୟ୍ଯ କରିବ।
Numbers 3:11
ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ,
Numbers 3:12
ମୁଁ ତୁମ୍ଭକୁ କହିଥିଲି ଇଶ୍ରାୟେଲର ପ୍ରେତ୍ୟକକ ବଂଶର ପ୍ରଥମ ଜାତ ମାରେ ସବେକ ହବେ। ବର୍ତ୍ତମାନ ଲବେୀୟମାନେ ମାରେ ଅଧିକୃତ, ତେଣୁ ଇଶ୍ରାୟେଲୀୟମାନଙ୍କ ପ୍ରଥମ ଜାତ ପରିବର୍ତେ ଲବେୀୟମାନେ ମାରେ ହବେେ।
Numbers 3:13
ଯେତବେେଳେ ତୁମ୍ଭମାନେେ ମିଶର ରେ ଥିଲ, ସେତବେେଳେ ମୁଁ ମିଶରୀଯମାନଙ୍କର ପ୍ରଥମଜାତ ସନ୍ତାନଙ୍କୁ ହତ୍ଯା କରିଥିଲି। ଇଶ୍ରାୟେଲ ରେ ସମସ୍ତ ମନୁଷ୍ଯ ଓ ପଶୁର ପ୍ରଥମଜାତକୁ ମାେ ପାଇଁ ପବିତ୍ର କଲି। ସମାନେେ ସମସ୍ତେ ମାରେ ଅଧିକୃତ। ମୁଁ ସଦାପ୍ରଭୁ ଅଟେ।
Numbers 3:14
ଅନନ୍ତର ସଦାପ୍ରଭୁ ସୀନଯ ମରୁଭୂମିରେ ମାଶାଙ୍କେୁ ପୁଣି କହିଲେ,
Numbers 3:15
ଲବେୀୟମାନଙ୍କୁ ସମାନଙ୍କେର ପିତୃଗୃହ ଓ ପରିବାରବର୍ଗ ଅନୁସାରେ ଗଣନା କର। ତୁମ୍ଭେ ସମସ୍ତ ପୁରୁଷ ଓ ଏକ ମାସରୁ ଅଧିକ ବଯସ୍କ ବାଳକମାନଙ୍କୁ ଗଣନା କରିବା ଉଚିତ୍।
Numbers 3:16
ତେଣୁ ମାଶାେ ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ସମସ୍ତଙ୍କୁ ଗଣନା କଲେ।
Numbers 3:17
ଲବେୀର ତିନିପୁତ୍ର ଥିଲେ ଓ ସମାନଙ୍କେର ନାମ ହେଲା ଗେର୍ଶୋନ,କାହାତ୍ ଓ ମରାରି।
Numbers 3:18
ଗେର୍ଶୋନ ପରିବାରବର୍ଗର ନାମ ଲାବନି ଓ ଶିମିଯି।
Numbers 3:19
ପୁଣି ଆପଣା ବଂଶ ଅନୁସାରେ କାହାତର ପରିବାରବର୍ଗର ନାମ ଅମ୍ରମ, ୟିଷହର, ହିବ୍ରୋଣ ଓ ଉଷୀଯଲେ।
Numbers 3:20
ପୁଣି ଆପଣା ବଂଶ ଅନୁସାରେ ମରାରିର ପରିବାରବର୍ଗର ନାମ ମହଲି ଓ ମୂଶି।
Numbers 3:21
ଗେର୍ଶୋନଠାରୁ ଲିବନି ବଂଶ ଓ ଶିମିଯିର ବଂଶ ଉତ୍ପନ୍ନ ହେଲେ, ଏମାନେ ଗେର୍ଶୋନୀଯ ବଂଶ।
Numbers 3:22
ଏମାନଙ୍କ ମଧିଅରେ ଓ ଏକମାସରୁ ଅଧିକ ବଯସ୍କ ବାଳକ ଗଣନା ଅନୁସାରେ 7,500 ହେଲେ।
Numbers 3:23
ଗେର୍ଶୋନୀଯ ପରିବାରବର୍ଗ ପଶ୍ଚିମ ଦିଗ ରେ ପବିତ୍ର ତମ୍ବୁର ପଶ୍ଚାତ ଭାଗ ରେ ଛାଉଣୀ ସ୍ଥାପନ କରିବେ।
Numbers 3:24
ପୁଣି ଲାଯଲରେ ପୁତ୍ର ଇଲୀଯାସଫ ଗେର୍ଶୋନୀଯ ପରିବାରବର୍ଗର ଅଧିପତି ଥିଲା।
Numbers 3:25
ସମାଗମ ତମ୍ବୁ ରେ ଗେର୍ଶୋନର ପରିବାରର କର୍ତ୍ତବ୍ଯ ଥିଲା, ପବିତ୍ର ତମ୍ବୁର ଛାତ ଏବଂ ସମାଗମ ତମ୍ବୁର ଫାଟକର ଆଛାଦନ କନାର ଯତ୍ନ ନବୋ।
Numbers 3:26
ସମାନେେ ପବିତ୍ର ତମ୍ବୁର ପ୍ରାଙ୍ଗଣ ରେ ଓ ବଦେୀ ରେ ଥିବା ପରଦାର, ପ୍ରାଙ୍ଗଣର ପ୍ରବେଶ ଫାଟକର ଏବଂ ସମସ୍ତ ରଜ୍ଜୁର ଯତ୍ନ ନେଲେ।
Numbers 3:27
ପୁଣି କହାତ୍ଠାରୁ ଅମ୍ରମୀଯ ବଂଶ ୟିଷ୍ହରୀଯ ବଂଶ, ଦିବ୍ରୋଣୀଯ ବଂଶ ଓ ଉଷୀଯଲେୀଯ ବଂଶ ଉତ୍ପନ୍ନ ହେଲେ। ଏମାନେ କହାତୀଯ ବଂଶ ହେଲେ।
Numbers 3:28
ଏକ ମାସରୁ ଅଧିକ ବଯସ୍କ ପୁରୁଷମାନଙ୍କର ସଂଖ୍ଯା କହାତୀଯ ପରିବାରବର୍ଗର 8,300 ଓ ସମାନେେ ପବିତ୍ର ସ୍ଥାନର ରକ୍ଷକ ରୂପେ ନିୟୁକ୍ତ ହେଲେ।
Numbers 3:29
କହାତୀଯ ସନ୍ତାନମାନଙ୍କ ବଂଶ ଦକ୍ଷିଣ ଦିଗ ରେ ପବିତ୍ର ତମ୍ବୁ ନିକଟରେ ଛାଉଣୀ ସ୍ଥାପନ କରିବେ।
Numbers 3:30
ଇଲୀପାପନ୍ ଉଷୀଯଲରେ ପୁତ୍ର କହାତୀଯ ପରିବାରବର୍ଗର ଅଧିପତି ହବେ।
Numbers 3:31
ପବିତ୍ର ସିନ୍ଦୂକ, ମଜେ,ଦୀପରୁଖା, ୟଜ୍ଞବଦେୀ, ପବିତ୍ରସ୍ଥାନର ସବୋ ସମ୍ବନ୍ଧୀଯ ସକଳପାତ୍ର, ଏବଂ ପରଦା ସମାନଙ୍କେର ଦାଯ୍ବିତ୍ବ ରେ ରହିବ।
Numbers 3:32
ଯାଜକ ହାରୋଣର ପୁତ୍ର ଇଲିଯାସର ସମସ୍ତଙ୍କ ମଧିଅରେ ପ୍ରଧାନ ଲବେୀୟମାନଙ୍କର ଅଧିପତି। ସେ ଯେଉଁମାନେ ପବିତ୍ର ବିଷଯର କାର୍ୟ୍ଯ କରନ୍ତି ସମାନଙ୍କେର ତତ୍ତ୍ବାବଧାନ କରିବ।
Numbers 3:33
ମହଲୀଯ ପରିବାରବର୍ଗ ଏବଂ ମୂଶୀଯ ପରିବାରବର୍ଗ ମରାରୀଯଠାରୁ ଉତ୍ପନ୍ନ ହେଲେ। ଏମାନେ ମରାରୀଯ ପରିବାର ଅନ୍ତଭୁର୍କ୍ତ।
Numbers 3:34
ପୁଣି ଏମାନଙ୍କ ମଧିଅରେ ଏକ ମାସରୁ ଅଧିକ ବଯସ୍କ ପୁରୁଷମାନଙ୍କ ଗଣନା ଅନୁସାରେ 6,200 ଲୋକ ହେଲେ।
Numbers 3:35
ଆଉ ଅବୀହଯଲର ପୁତ୍ର ସୂରୀଯଲେ ମରାରି ପରିବାରବର୍ଗର ଅଧିପତି। ସମାନେେ ଉତ୍ତର ଦିଗ ରେ ଆବାସ ନିକଟରେ ଛାଉଣୀ ସ୍ଥାପନ କରିବେ।
Numbers 3:36
ମରାରି ପରିବାରର ସଭ୍ଯମାନେ କାଠପଟାଗୁଡିକ, ଅର୍ଗଳଗୁଡିକ, ସ୍ତମ୍ଭସମସ୍ତ, ଭିତ୍ତିସମସ୍ତ ଏବଂ ଅନ୍ୟସମସ୍ତ ସାମଗ୍ରୀ ଏବଂ ଏହି ସମ୍ବନ୍ଧୀଯ କାର୍ୟ୍ଯର ଦାଯିତ୍ବ ବହନ କରିବେ।
Numbers 3:37
ସମାନେେ ମଧ୍ଯ ସ୍ତମ୍ଭ, ଭିତ୍ତିମୂଳ, ଖିଲ ଏବଂ ରଜ୍ଜୁ ଯାହା ପ୍ରାଙ୍ଗଣ ରେ ବ୍ଯବହାର ହୁଏ ଏହି ସମସ୍ତର ଦାଯିତ୍ବ ନବେେ।
Numbers 3:38
ମାଶାେ, ହାରୋଣ ଓ ତାହାର ପୁତ୍ରଗଣ ଆବାସର ତମ୍ବୁସବୁ ପବିତ୍ର ତମ୍ବୁର ପୂର୍ବଦିଗ ସମ୍ମୁଖ ରେ ଛାଉଣୀ ସ୍ଥାପନ କରିବେ। ସମାନେେ ଇଶ୍ରାୟେଲର ଲୋକମାନଙ୍କ ନିମନ୍ତେ ପବିତ୍ରସ୍ଥାନର ରକ୍ଷା କରିବେ। ଯଦି କୌଣସି ବିଦେଶୀ ଏହା ପାଖକୁ ୟାଏ, ତାକୁ ମୁତ୍ଯୁଦଣ୍ତ ଦିଆୟିବ।
Numbers 3:39
ମାଶାେ ଓ ହାରୋଣ ସଦାପ୍ରଭୁଙ୍କ ଆଜ୍ଞା ରେ ଲବେୀୟମାନଙ୍କୁ ଗଣନା କଲେ। ଲବେୀୟମାନଙ୍କ ବଂଶ ଅନୁସାରେ ଏକ ମାସରୁ ଅଧିକ ବଯସ୍କ ସମସ୍ତ ପୁରୁଷମାନଙ୍କ ସଂଖ୍ଯା 2,200 ହେଲେ।
Oriya Bible