Numbers 34
1 ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ,
2 ଇଶ୍ରାୟେଲର ଲୋକମାନଙ୍କୁ କୁହ: ଯେତବେେଳେ ତୁମ୍ଭମାନେେ କିଣାନ ଦେଶ ରେ ପ୍ରବେଶ କରିବ, ତାହା ତୁମ୍ଭମାନଙ୍କର ଦେଶ ହବେ। ଏଗୁଡିକ ସହେି ଦେଶର ସୀମା ହବେ।
3 ତୁମ୍ଭମାନଙ୍କର ଦକ୍ଷିଣ ଅଞ୍ଚଳ ଇଦୋମ ନିକଟସ୍ଥିତ ସୀନ ପ୍ରାନ୍ତର ପର୍ୟ୍ଯନ୍ତ ହବେ। ମୃତ ସମୁଦ୍ର ଦକ୍ଷିଣ ମୁଣ୍ତରୁ ପୂର୍ବଦିଗକୁ ତୁମ୍ଭମାନଙ୍କର ଦକ୍ଷିଣ ସୀମା ହବେ।
4 ପୁଣି ତୁମ୍ଭମାନଙ୍କର ସୀମା ଦକ୍ଷିଣ ଦିଗରୁ ଫରେି ଅକ୍ରଦ୍ଦୀମ ଘାଟ ଦଇେ ସୀନ୍ ପର୍ୟ୍ଯନ୍ତ ୟିବ ଓ ସଠାରୁେ କାଦେଶ ବର୍ଣଯରେ ଦକ୍ଷିଣ ଦଇେ ହତସର-ଅଦରକୁ ଆସି ଅସ୍ମୋନ ପର୍ୟ୍ଯନ୍ତ ୟିବ।
5 ଏହାପରେ ସହେି ସୀମା ଅସ୍ମୋନରୁ ମିଶର ନଦୀ ଆଡକୁ ବିସ୍ତୃତ ହବେ ଓ ସହେି ଭୂମଧ୍ଯସାଗର ନିକଟରେ ଶଷେ ହବେ।
6 ଭୂମଧ୍ଯସାଗର ପଶ୍ଚିମ ସୀମା ହବେ। ଏହା ତୁମ୍ଭମାନଙ୍କର ପଶ୍ଚିମ ସୀମା ହବେ।
7 ଆଉ ଏହା ତୁମ୍ଭମାନଙ୍କର ଉତ୍ତର ସୀମା ହବେ। ଏହା ଭୂମଧ୍ଯସାଗରଠାରୁ ହାରେ ପର୍ବତ ପର୍ୟ୍ଯନ୍ତ ବିସ୍ତୃତ ହବେ।
8 ହାରଠାରୁେ ଏହି ସୀମା ଆରମ୍ଭ ହାଇେ ହମାତ ପର୍ୟ୍ଯନ୍ତ ବିସ୍ତୃତ ହାଇେ ସଦାଦ୍ ନିକଟରେ ଶଷେ ହବେ।
9 ତୁମ୍ଭର ଉତ୍ତର ସୀମା ସିଫ୍ରୋଣ ପର୍ୟ୍ଯନ୍ତ ବିସ୍ତୃତ ହାଇେ ହତସର-ଐନନ ରେ ଶଷେ ହବେ।
10 ଆଉ ତୁମ୍ଭମାନଙ୍କର ପୂର୍ବ ସୀମା ହତସର ଐନନଠାରୁ ଆରମ୍ଭ ହାଇେ ଶଫାମ୍ ପର୍ୟ୍ଯନ୍ତ ୟିବ।
11 ସହେି ସୀମା ଶଫାମ୍ଠାରୁ ଐନର ପୂର୍ବଦିଗ ଆଡକୁ ଶଷେ ରେ ରିବ୍ଲାର ପାଦଭୂମି ପର୍ୟ୍ଯନ୍ତ ୟିବ ଏବଂ ପୂର୍ବ ରେ ଏହା ଗାଲିଲୀ ହ୍ରଦ ପର୍ୟ୍ଯନ୍ତ ବିସ୍ତୃତ ହବେ।
12 ପୁଣି ସେ ସୀମା ୟର୍ଦ୍ଦନ ଦଇେ ୟିବ ଓ ମୃତ ସମୁଦ୍ର ନିକଟରେ ଶଷେ ହବେ। ଏହା ତୁମ୍ଭମାନଙ୍କର ଦେଶ ଏବଂ ଏହାର ସୀମା ହବେ।
13 ତେଣୁ ମାଶାେ ଇଶ୍ରାୟେଲର ଲୋକମାନଙ୍କୁ ଆଜ୍ଞା ଦଇେ କହିଲେ, ସଦାପ୍ରଭୁ ନଅ ବଂଶ ଓ ଅର୍ଦ୍ଧବଂଶକୁ ଯେଉଁ ଦେଶ ଦବୋକୁ ଆଜ୍ଞା ଦଇେଅଛନ୍ତି, ତୁମ୍ଭମାନେେ ଯାହାକୁ ଗୁଳାବାଣ୍ଟ ଦ୍ବାରା ଅଧିକାର କରିବ, ସହେି ଦେଶ ଏହି।
14 ରୁବନେ, ଗାଦ ଗୋଷ୍ଠୀଗଣ ଓ ମନଃଶିର ଅର୍ଦ୍ଧକେ ଗୋଷ୍ଠୀଗଣ ଆପଣା ଆପଣା ପରିବାର ଅନୁସାରେ ସମାନଙ୍କେର ଅଧିକାର ପାଇଛନ୍ତି।
15 ଏହି ଦୁଇ ବଂଶ ଓ ଅର୍ଦ୍ଧବଂଶ ୟରୀହୋ ପୂର୍ବଦିଗ ରେ ୟର୍ଦ୍ଦନର ଆରପାରି ରେ ସମାନଙ୍କେର ଅଧିକାର ପାଇଅଛନ୍ତି।
16 ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ,
17 ଯେଉଁମାନେ ତୁମ୍ଭମାନଙ୍କ ନିମନ୍ତେ ଦେଶ ଭାଗ କରିବେ, ସମାନେେ ହେଉଛନ୍ତି ଯାଜକ ଇଲିଯାସର ଓ ନୂନର ପୁତ୍ର ଯିହାଶୂେୟ।
18 ପୁଣି ତୁମ୍ଭମାନେେ ଦେଶ ଭାଗ କରିବା ନିମନ୍ତେ ପ୍ରେତ୍ୟକକ ଗୋଷ୍ଠୀବର୍ଗରୁ ଜଣେ ଜଣେ ନତେୃବର୍ଗ ବାଛିବ।
19 ସହେି ଅଧିପତିଗଣଙ୍କର ନାମ ଏହି:
20 ଶିମିୟୋନର ଗୋଷ୍ଠୀବର୍ଗରୁ ଅମ୍ମୀହୂଦର ପୁତ୍ର ଶମୂଯଲେ।
21 ବିନ୍ଯାମୀନ ଗୋଷ୍ଠୀବର୍ଗରୁ କିଶଲୋନର ପୁତ୍ର ଇଲୀଦଦ୍।
22 ଆଉ ଦାନ ଗୋଷ୍ଠୀବର୍ଗରୁ ୟଗ୍ଲିର ପୁତ୍ର ବୁକ୍କି।
23 ଯୋଷଫେ ବଂଶଧର ମଧ୍ଯରୁ ମନଃଶି ଗୋଷ୍ଠୀରୁ ଏଫୋଦର ପୁତ୍ର ହନ୍ନୀଯଲେ।
24 ପୁଣି ଇଫ୍ରଯିମ ଗୋଷ୍ଠୀବର୍ଗରୁ ଶିପ୍ତନର ପୁତ୍ର କମୂଯଲେ।
25 ଆଉ ସବୂଲୂନ ଗୋଷ୍ଠୀବର୍ଗରୁ ପର୍ଣକର ପୁତ୍ର ଇଲୀଷାଫନ୍।
26 ଇଷାଖର ଗୋଷ୍ଠୀବର୍ଗରୁ ଅସ୍ସନର ପୁତ୍ର ପଲଟିଯଲେ।
27 ପୁଣି ଆଶରେ ଗୋଷ୍ଠୀବର୍ଗରୁ ଶଲୋମିର ପୁତ୍ର ଅହୀହୂଦ୍।
28 ନପ୍ତାଲି ଗୋଷ୍ଠୀବର୍ଗରୁ ଅମ୍ମୀହୂଦର ପୁତ୍ର ପଦ ହେଲ୍।
29 କିଣାନ ଦେଶ ରେ ଇଶ୍ରାୟେଲର ଲୋକମାନଙ୍କ ମଧିଅରେ ଅଧିକାର ବିଭାଗ କରି ଦବୋକୁ ସଦାପ୍ରଭୁ ଏହି ସମସ୍ତ ଲୋକଙ୍କୁ ଆଜ୍ଞା ଦେଲେ।
1 And the Lord spake unto Moses, saying,
2 Command the children of Israel, and say unto them, When ye come into the land of Canaan; (this is the land that shall fall unto you for an inheritance, even the land of Canaan with the coasts thereof:)
3 Then your south quarter shall be from the wilderness of Zin along by the coast of Edom, and your south border shall be the outmost coast of the salt sea eastward:
4 And your border shall turn from the south to the ascent of Akrabbim, and pass on to Zin: and the going forth thereof shall be from the south to Kadesh-barnea, and shall go on to Hazar-addar, and pass on to Azmon:
5 And the border shall fetch a compass from Azmon unto the river of Egypt, and the goings out of it shall be at the sea.
6 And as for the western border, ye shall even have the great sea for a border: this shall be your west border.
7 And this shall be your north border: from the great sea ye shall point out for you mount Hor:
8 From mount Hor ye shall point out your border unto the entrance of Hamath; and the goings forth of the border shall be to Zedad:
9 And the border shall go on to Ziphron, and the goings out of it shall be at Hazar-enan: this shall be your north border.
10 And ye shall point out your east border from Hazar-enan to Shepham:
11 And the coast shall go down from Shepham to Riblah, on the east side of Ain; and the border shall descend, and shall reach unto the side of the sea of Chinnereth eastward:
12 And the border shall go down to Jordan, and the goings out of it shall be at the salt sea: this shall be your land with the coasts thereof round about.
13 And Moses commanded the children of Israel, saying, This is the land which ye shall inherit by lot, which the Lord commanded to give unto the nine tribes, and to the half tribe:
14 For the tribe of the children of Reuben according to the house of their fathers, and the tribe of the children of Gad according to the house of their fathers, have received their inheritance; and half the tribe of Manasseh have received their inheritance:
15 The two tribes and the half tribe have received their inheritance on this side Jordan near Jericho eastward, toward the sunrising.
16 And the Lord spake unto Moses, saying,
17 These are the names of the men which shall divide the land unto you: Eleazar the priest, and Joshua the son of Nun.
18 And ye shall take one prince of every tribe, to divide the land by inheritance.
19 And the names of the men are these: Of the tribe of Judah, Caleb the son of Jephunneh.
20 And of the tribe of the children of Simeon, Shemuel the son of Ammihud.
21 Of the tribe of Benjamin, Elidad the son of Chislon.
22 And the prince of the tribe of the children of Dan, Bukki the son of Jogli.
23 The prince of the children of Joseph, for the tribe of the children of Manasseh, Hanniel the son of Ephod.
24 And the prince of the tribe of the children of Ephraim, Kemuel the son of Shiphtan.
25 And the prince of the tribe of the children of Zebulun, Elizaphan the son of Parnach.
26 And the prince of the tribe of the children of Issachar, Paltiel the son of Azzan.
27 And the prince of the tribe of the children of Asher, Ahihud the son of Shelomi.
28 And the prince of the tribe of the children of Naphtali, Pedahel the son of Ammihud.
29 These are they whom the Lord commanded to divide the inheritance unto the children of Israel in the land of Canaan.
Tamil Indian Revised Version
பெண்களிடத்திலே பிறந்தவர்களில் யோவான்ஸ்நானனைவிட பெரியவன் ஒருவனும் எழும்பினதில்லை; ஆனாலும், பரலோகராஜ்யத்தில் சிறியவனாக இருக்கிறவன் அவனைவிட பெரியவனாக இருக்கிறானென்று உங்களுக்கு உண்மையாகவே சொல்லுகிறேன்.
Tamil Easy Reading Version
“நான் உங்களுக்கு உண்மையைச் சொல்லுகிறேன், ஞானஸ்நானம் வழங்கும் யோவான் இவ்வுலகில் வாழ்ந்த எந்த மனிதனைக் காட்டிலும் மேலானவன். ஆனால், பரலோக இராஜ்யத்தில் மிகவும் அற்பமான மனிதன் கூட யோவானைக் காட்டிலும் முக்கியமானவன்.
Thiru Viviliam
மனிதராய்ப் பிறந்தவர்களுள் திருமுழுக்கு யோவானைவிடப் பெரியவர் எவரும் தோன்றியதில்லை. ஆயினும் விண்ணரசில் மிகச் சிறியவரும் அவரினும் பெரியவரே என நான் உறுதியாக உங்களுக்குச் சொல்கிறேன்.
King James Version (KJV)
Verily I say unto you, Among them that are born of women there hath not risen a greater than John the Baptist: notwithstanding he that is least in the kingdom of heaven is greater than he.
American Standard Version (ASV)
Verily I say unto you, Among them that are born of women there hath not arisen a greater than John the Baptist: yet he that is but little in the kingdom of heaven is greater than he.
Bible in Basic English (BBE)
Truly I say to you, Among the sons of women there has not been a greater than John the Baptist: but he who is least in the kingdom of heaven is greater than he.
Darby English Bible (DBY)
Verily I say to you, that there is not arisen among [the] born of women a greater than John the baptist. But he who is a little one in the kingdom of the heavens is greater than he.
World English Bible (WEB)
Most assuredly I tell you, among those who are born of women there has not arisen anyone greater than John the Baptizer; yet he who is least in the Kingdom of Heaven is greater than he.
Young’s Literal Translation (YLT)
Verily I say to you, there hath not risen, among those born of women, a greater than John the Baptist, but he who is least in the reign of the heavens is greater than he.
மத்தேயு Matthew 11:11
ஸ்திரீகளிடத்தில் பிறந்தவர்களில் யோவான்ஸ்நானனைப் பார்க்கிலும் பெரியவன் ஒருவனும் எழும்பினதில்லை; ஆகிலும் பரலோகராஜ்யத்தில் சிறியவனாயிருக்கிறவன் அவனிலும் பெரியவனாயிருக்கிறானென்று உங்களுக்கு மெய்யாகவே சொல்லுகிறேன்.
Verily I say unto you, Among them that are born of women there hath not risen a greater than John the Baptist: notwithstanding he that is least in the kingdom of heaven is greater than he.
Verily | ἀμὴν | amēn | ah-MANE |
I say | λέγω | legō | LAY-goh |
unto you, | ὑμῖν, | hymin | yoo-MEEN |
Among | οὐκ | ouk | ook |
born are that them | ἐγήγερται | egēgertai | ay-GAY-gare-tay |
of women | ἐν | en | ane |
not hath there | γεννητοῖς | gennētois | gane-nay-TOOS |
risen | γυναικῶν | gynaikōn | gyoo-nay-KONE |
a greater than | μείζων | meizōn | MEE-zone |
John | Ἰωάννου | iōannou | ee-oh-AN-noo |
the | τοῦ | tou | too |
Baptist: | βαπτιστοῦ· | baptistou | va-ptee-STOO |
ὁ | ho | oh | |
notwithstanding | δὲ | de | thay |
he that is least | μικρότερος | mikroteros | mee-KROH-tay-rose |
in | ἐν | en | ane |
the | τῇ | tē | tay |
kingdom | βασιλείᾳ | basileia | va-see-LEE-ah |
τῶν | tōn | tone | |
of heaven | οὐρανῶν | ouranōn | oo-ra-NONE |
is | μείζων | meizōn | MEE-zone |
greater than | αὐτοῦ | autou | af-TOO |
he. | ἐστιν | estin | ay-steen |