Numbers 5:24
ତା'ପରେ ଯାଜକ ସହେି ସ୍ତ୍ରୀକୁ ଶାପଜନକ ତିକ୍ତଜଳ ପିଆଇବ। ତହିଁରେ ସହେି ଶାପଜନକ ତିକ୍ତଜଳ ତା'ର ଉଦର ରେ ପ୍ରବେଶକରିବ ଏବଂ କଷ୍ଟ ଦବୋର କାରଣ ହବେ, ଯଦି ସେ ଦୋଷୀ।
And he shall cause | וְהִשְׁקָה֙ | wĕhišqāh | veh-heesh-KA |
the woman | אֶת | ʾet | et |
drink to | הָ֣אִשָּׁ֔ה | hāʾiššâ | HA-ee-SHA |
אֶת | ʾet | et | |
the bitter | מֵ֥י | mê | may |
water | הַמָּרִ֖ים | hammārîm | ha-ma-REEM |
curse: the causeth that | הַמְאָֽרֲרִ֑ים | hamʾārărîm | hahm-ah-ruh-REEM |
and the water | וּבָ֥אוּ | ûbāʾû | oo-VA-oo |
curse the causeth that | בָ֛הּ | bāh | va |
shall enter | הַמַּ֥יִם | hammayim | ha-MA-yeem |
into her, and become bitter. | הַֽמְאָרֲרִ֖ים | hamʾārărîm | hahm-ah-ruh-REEM |
לְמָרִֽים׃ | lĕmārîm | leh-ma-REEM |
Cross Reference
Zechariah 5:3
ତା'ପ ରେ ସହେି ସ୍ବର୍ଗଦୂତ କହିଲେ, ଏହି ନଳାକାର ପୁସ୍ତକରେ ଅଭିଶାପ ଅଛି, ଯାହା ସାରା ପୃଥିବୀ ବିରୁଦ୍ଧ ରେ ଯାଉଛି। ଏହା ଚୋର ଏବଂ ମିଥ୍ଯାଶପଥକାରୀ ଦୁଇଜଣଙ୍କୁ ଅଭିଶାପ ଦିଏ, ଯେଉଁମାନେ ଦଣ୍ତିତ ନ ହାଇେ ଖସି ୟାଇଛନ୍ତି।
Malachi 3:5
ତା'ପ ରେ ଆମ୍ଭେ ତୁମ୍ଭ ନିକଟକୁ ଆସିବା ଓ ଉଚିତ୍ ବିଗ୍ଭର କରିବା। ଆମ୍ଭେ ଅତି ଶୀଘ୍ର ସାକ୍ଷ୍ଯ ଦବୋ ସମାନଙ୍କେ ବିରୁଦ୍ଧ ରେ, ଯେଉଁମାନେ ମାଯାବୀ, ବ୍ଯଭିଗ୍ଭରୀ, ମିଥ୍ଯାବାଦୀ ଏବଂ ଯେଉଁମାନେ କାମ କରିବା ଲୋକଙ୍କୁ ଠକନ୍ତି। ଯେଉଁମାନେ ବିଧବା ଓ ଅନାଥମାନଙ୍କୁ ଅତ୍ଯାଗ୍ଭର କରନ୍ତି, ବିଦେଶୀମାନଙ୍କୁ ତଡି ଦିଅନ୍ତି। ସହେିପରି ଲୋକମାନେ ଆମ୍ଭକୁ ଭୟ ଓ ସମ୍ମାନ କରନ୍ତି ନାହିଁ। ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କହିଥିଲେ।