Numbers 7

fullscreen1 ଅନନ୍ତର ଯେଉଁ ଦିନ ମାଶାେ ପବିତ୍ର ତମ୍ବୁର କାର୍ୟ୍ଯ ଶଷେ କଲେ, ସେ ତୈଳ ଦଇେ ଏହାକୁ ଅଭିଷିକ୍ତ କଲେ ଏବଂ ୟଜ୍ଞବଦେୀ ଏବଂ ତାହାର ସମସ୍ତ ପାତ୍ର ଏବଂ ୟଜ୍ଞବଦେୀ ଏବଂ ତାହାର ସମସ୍ତ ପାତ୍ର ପବିତ୍ର କଲେ।

fullscreen2 ସହେିଦିନ ଇଶ୍ରାୟେଲ ଅଧିପତିଗଣ ସଦାପ୍ରଭୁଙ୍କୁ ସମାନଙ୍କେ ପରିବାରବର୍ଗର ପ୍ରଧାନଗଣ ନବୈେଦ୍ଯ ଦାନ କଲେ; ଏମାନେ ବଂଶ ସମୂହର ଅଧିପତି ଥିଲେ। ପରିବାରବର୍ଗର ଯେଉଁମାନେ ଲୋକମାନଙ୍କର ଗଣନା କରିବାର ଦାଯିତ୍ବ ରେ ଥିଲେ।

fullscreen3 ସମାନେେ ପବିତ୍ର ତମ୍ବୁ ନିମନ୍ତେ ଛଅ ଗୋଟି ଆଚ୍ଛାଦିତ ଶଗଡ ଓ ବାରଟି ଗାଈ ଆଣିଲେ। ପ୍ରେତ୍ୟକକ ନତେୃବର୍ଗ ଗୋଟିଏ ଗାଈ ଆଣିଲେ ଏବଂ ଦୁଇଜଣ ନତେୃବର୍ଗ ଏକାଠି ହେଲେ ଏବଂ ଗୋଟିଏ ଶଗଡ ଆଣିଲେ।

fullscreen4 ତହୁଁ ସଦାପ୍ରଭୁ ମାଶାଙ୍କେୁ କହିଲେ,

fullscreen5 ସମାନେେ ଯାହା ଆଣିଛନ୍ତି ଗ୍ରହଣ କର, ସମାଗମ ତମ୍ବୁର ସବୋ ନିମନ୍ତେ ଅଛନ୍ତି। ଏହା ଲବେୀୟମାନଙ୍କୁ ଦିଅ ସମାନଙ୍କେର କାର୍ୟ୍ଯ ଅନୁସାରେ।

fullscreen6 ତେଣୁ ମାଶାେ ସହେି ଶଗଡ ଗୋରୁ ନଇେ ଲବେୀୟମାନଙ୍କୁ ଦେଲେ।

fullscreen7 ଗେର୍ଶୋନୀଯ ସନ୍ତାନଗଣକୁ ସମାନଙ୍କେ ସବୋ ଅନୁସାରେ ସେ ଦୁଇ ଶଗଡ ଓ ଚାରି ଗୋରୁ ଦେଲେ।

fullscreen8 ହାରୋଣ ଯାଜକର ପୁତ୍ର ସମାନଙ୍କେର କାର୍ୟ୍ଯ ଅନୁସାରେ, ମରାରି ସନ୍ତାନଗଣକୁ ସମାନଙ୍କେ ସବୋ ଅନୁସାରେ ସେ ଚାରି ଶଗଡ ଓ ଆଠଟି ଗାଈ ଦେଲେ।

fullscreen9 ମାତ୍ର ସେ କହାତ ସନ୍ତାନଗଣଙ୍କୁ କିଛି ଦେଲେ ନାହିଁ, କାରଣ ସମାନଙ୍କେର ପବିତ୍ର କାର୍ୟ୍ଯ ଥିଲା କାନ୍ଧ ରେ ଜିନିଷ ବହନ କରିବା।

fullscreen10 ଅଧିପତି ଗଣ ମଧ୍ଯ ଦାନ କଲେ, ଯେତବେେଳେ ମାଶାେ ୟଜ୍ଞବଦେୀ ଉତ୍ସର୍ଗ କଲେ ଅର୍ଥାତ୍ ସହେି ଅଧିପତିଗଣ ବଦେି ସମ୍ମୁଖ ରେ ଆପଣା ଆପଣା ଉପହାର ଉତ୍ସର୍ଗ କଲେ।

fullscreen11 ପୁଣି ସଦାପ୍ରଭୁ ମାଶାଙ୍କେୁ କହିଲେ, ପ୍ରେତ୍ୟକକ ଅଧିପତି ଆପଣା ଆପଣା ଦିନ ରେ ବଦେିର ପ୍ରତିଷ୍ଠା ନିମନ୍ତେ ଉପହାର ଉତ୍ସର୍ଗ କରିବେ।

fullscreen12 ପ୍ରଥମ ଦିନରେ ଯିହୁଦା ପରିବାରବର୍ଗର ଅଧିପତି ଅମ୍ମୀନାଦବର ପୁତ୍ର ନହଶୋନ ତାଙ୍କର ଉପହାର ଉତ୍ସର୍ଗ କଲା।

fullscreen13 ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।

fullscreen14 ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।

fullscreen15 ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।

fullscreen16 ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।

fullscreen17 ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।

fullscreen18 ଦ୍ୱିତୀୟ ଦିନ ଇଷାଖରର ଅଧିପତି ସୂୟାରର ପୁତ୍ର ନଥନେଲ ଆପଣା ଉପହାର ଉତ୍ସର୍ଗ କଲା।

fullscreen19 ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।

fullscreen20 ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।

fullscreen21 ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।

fullscreen22 ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।

fullscreen23 ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।

fullscreen24 ତୃତୀୟ ଦିନ ସବୂଲୂନ ସନ୍ତାନଗଣର ଅଧିପତି ହେଲୋନର ପୁତ୍ର ଇଲୀୟାବ ଆପଣା ଉପହାର ଆଣିଲା।

fullscreen25 ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।

fullscreen26 ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।

fullscreen27 ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।

fullscreen28 ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।

fullscreen29 ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।

fullscreen30 ଚତୁର୍ଥ ଦିନ ରୁବେନ୍ ସନ୍ତାନଗଣର ଅଧିପତି ଶଦେୟରର ପୁତ୍ର ଇଲୀଷୂର ଆପଣା ଉପହାର ଉତ୍ସର୍ଗ କଲା।

fullscreen31 ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।

fullscreen32 ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।

fullscreen33 ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।

fullscreen34 ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।

fullscreen35 ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।

fullscreen36 ପଞ୍ଚମ ଦିନ ଶିମିୟୋନ ସନ୍ତାନଗଣର ଅଧିପତି ସୂରୀଶଦ୍ଦୟର ପୁତ୍ର ସଲୁମୀୟେଲ ତାହାର ଉପହାର ଦେଲେ।

fullscreen37 ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।

fullscreen38 ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।

fullscreen39 ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।

fullscreen40 ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।

fullscreen41 ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।

fullscreen42 ଷଷ୍ଠ ଦିନ ଗାଦ୍ ସନ୍ତାନଗଣର ଅଧିପତି ଦ୍ୟୂୟେଲର ପୁତ୍ର ଇଲୀୟାସଫ ନିଜ ଉପହାର ଉତ୍ସର୍ଗ କଲା।

fullscreen43 ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।

fullscreen44 ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।

fullscreen45 ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।

fullscreen46 ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।

fullscreen47 ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।

fullscreen48 ସପ୍ତମ ଦିନ ଇଫ୍ରୟିମ ଲୋକଗଣର ଅଧିପତି ଅମ୍ମୀହୁଦର ପୁତ୍ର ଇଲୀଶାମା ଆପଣା ଉପହାର ଆଣିଲା।

fullscreen49 ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।

fullscreen50 ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।

fullscreen51 ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।

fullscreen52 ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।

fullscreen53 ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।

fullscreen54 ଅଷ୍ଠମ ଦିନରେ ଗମଲିୟେଲ ପଦାହସୂରର ପୁତ୍ର, ତାହାର ଉପହାର ଆଣିଲା।

fullscreen55 ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।

fullscreen56 ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।

fullscreen57 ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।

fullscreen58 ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।

fullscreen59 ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।

fullscreen60 ନବମ ଦିନ ବିନ୍ୟାମୀନ ସନ୍ତାନଗଣର ଅଧିପତି ଗିଦିୟୋନର ପୁତ୍ର ଅବୀଦାନ ଉପହାର ଆଣିଲା।

fullscreen61 ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।

fullscreen62 ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।

fullscreen63 ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।

fullscreen64 ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।

fullscreen65 ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।

fullscreen66 ଦଶମ ଦିନ ଦାନ ସନ୍ତାନଗଣର ଅଧିପତି ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ଆପଣା ଉପହାର ଆଣିଲା।

fullscreen67 ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।

fullscreen68 ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।

fullscreen69 ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।

fullscreen70 ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।

fullscreen71 ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।

fullscreen72 ଏକାଦଶ ଦିନ ଆଶେର ସନ୍ତାନଗଣର ଅଧିପତି ଅକ୍ରଣର ପୁତ୍ର ପଗୀୟେଲ ନିଜ ଉପହାର ଉତ୍ସର୍ଗ କଲା।

fullscreen73 ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।

fullscreen74 ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।

fullscreen75 ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।

fullscreen76 ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।

fullscreen77 ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।

fullscreen78 ଦ୍ୱାଦଶ ଦିନ ନପ୍ତାଲି ସନ୍ତାନଗଣର ଅଧିପତି ଐନନର ପୁତ୍ର ଅହୀର ନିଜ ଉପହାର ଆଣିଲା।

fullscreen79 ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।

fullscreen80 ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।

fullscreen81 ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।

fullscreen82 ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।

fullscreen83 ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।

fullscreen84 ତହୁଁ ଏହିସବୁ ଦ୍ରବ୍ଯ ବଦେିର ଅଭିଷକେ ଦିନ, ଇଶ୍ରାୟେଲ ଅଧିପତିଗଣ ଦ୍ବାରା ଦତ୍ତ ହାଇେଥିଲା। ଯଥା:

fullscreen85 ପ୍ରେତ୍ୟକକ ରୂପା ପାତ୍ର 130 ଶକେଲ ପ୍ରେତ୍ୟକକ ରୂପାଗିନା ସତୁରି ଶକେଲ ଏହି ସମସ୍ତ ପାତ୍ରର ରୂପା ପବିତ୍ର ସ୍ଥାନର ଅଧିକୃତ ମାପ ଅନୁସାରେ ଷାଠିଏ ପାଉଣ୍ତ ଓଜନ ଥିଲା।

fullscreen86 ଉପୟୁକ୍ତ ମାପ ଅନୁସାରେ ପ୍ରେତ୍ୟକକ ସୂର୍ଣ ଚାମଚ ରେ ବାର ଧୂମ୍ମପୂର୍ଣ ସୁଗନ୍ଧି ଥିଲା, ଏ ସମସ୍ତ ଚାମଚର ସୂର୍ଣ ଦଶ ଶକେଲ ଥିଲା।

fullscreen87 ହାମବେଳି ନିମନ୍ତେ ସମୁଦାଯ ବା ରୋଟି ଗୋରୁ, ବା ରୋଟି ମଷେ ଓ ଏକବର୍ଷୀଯ ବାରୋଟି ମଷେବତ୍ସ, ଏବଂ ଏହିସବୁ ବଳିଦାନ ସହିତ ଶସ୍ଯ ନବୈେଦ୍ଯ ମଧ୍ଯ ୟିବ। ପାପାର୍ଥକ ବଳିଦାନ ନିମନ୍ତେ ବା ରୋଟି ଛାଗ ଥିଲା।

fullscreen88 ପୁଣି ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ସମୁଦାଯ ଚବିଶ ଗୋରୁ, ଷାଠିଏ ମଷେ, ଷାଠିଏ ଛାଗ ଓ ଏକବର୍ଷୀଯ ଷାଠିଏ ମଷେବତ୍ସ ଅଧିପତିମାନେ ଉପହାର ଦେଲେ, ମାଶାେ ୟଜ୍ଞବଦେୀକୁ ପ୍ରତିଷ୍ଠା କଲାପରେ ଏହିସବୁ ଉପହାର ଦିଆଗଲା।

1 And it came to pass on the day that Moses had fully set up the tabernacle, and had anointed it, and sanctified it, and all the instruments thereof, both the altar and all the vessels thereof, and had anointed them, and sanctified them;

2 That the princes of Israel, heads of the house of their fathers, who were the princes of the tribes, and were over them that were numbered, offered:

3 And they brought their offering before the Lord, six covered wagons, and twelve oxen; a wagon for two of the princes, and for each one an ox: and they brought them before the tabernacle.

4 And the Lord spake unto Moses, saying,

5 Take it of them, that they may be to do the service of the tabernacle of the congregation; and thou shalt give them unto the Levites, to every man according to his service.

6 And Moses took the wagons and the oxen, and gave them unto the Levites.

7 Two wagons and four oxen he gave unto the sons of Gershon, according to their service:

8 And four wagons and eight oxen he gave unto the sons of Merari, according unto their service, under the hand of Ithamar the son of Aaron the priest.

9 But unto the sons of Kohath he gave none: because the service of the sanctuary belonging unto them was that they should bear upon their shoulders.

10 And the princes offered for dedicating of the altar in the day that it was anointed, even the princes offered their offering before the altar.

11 And the Lord said unto Moses, They shall offer their offering, each prince on his day, for the dedicating of the altar.

12 And he that offered his offering the first day was Nahshon the son of Amminadab, of the tribe of Judah:

13 And his offering was one silver charger, the weight thereof was an hundred and thirty shekels, one silver bowl of seventy shekels, after the shekel of the sanctuary; both of them were full of fine flour mingled with oil for a meat offering:

14 One spoon of ten shekels of gold, full of incense:

15 One young bullock, one ram, one lamb of the first year, for a burnt offering:

16 One kid of the goats for a sin offering:

17 And for a sacrifice of peace offerings, two oxen, five rams, five he goats, five lambs of the first year: this was the offering of Nahshon the son of Amminadab.

18 On the second day Nethaneel the son of Zuar, prince of Issachar, did offer:

19 He offered for his offering one silver charger, the weight whereof was an hundred and thirty shekels, one silver bowl of seventy shekels, after the shekel of the sanctuary; both of them full of fine flour mingled with oil for a meat offering:

20 One spoon of gold of ten shekels, full of incense:

21 One young bullock, one ram, one lamb of the first year, for a burnt offering:

22 One kid of the goats for a sin offering:

23 And for a sacrifice of peace offerings, two oxen, five rams, five he goats, five lambs of the first year: this was the offering of Nethaneel the son of Zuar.

24 On the third day Eliab the son of Helon, prince of the children of Zebulun, did offer:

25 His offering was one silver charger, the weight whereof was an hundred and thirty shekels, one silver bowl of seventy shekels, after the shekel of the sanctuary; both of them full of fine flour mingled with oil for a meat offering:

26 One golden spoon of ten shekels, full of incense:

27 One young bullock, one ram, one lamb of the first year, for a burnt offering:

28 One kid of the goats for a sin offering:

29 And for a sacrifice of peace offerings, two oxen, five rams, five he goats, five lambs of the first year: this was the offering of Eliab the son of Helon.

30 On the fourth day Elizur the son of Shedeur, prince of the children of Reuben, did offer:

31 His offering was one silver charger of the weight of an hundred and thirty shekels, one silver bowl of seventy shekels, after the shekel of the sanctuary; both of them full of fine flour mingled with oil for a meat offering:

32 One golden spoon of ten shekels, full of incense:

33 One young bullock, one ram, one lamb of the first year, for a burnt offering:

34 One kid of the goats for a sin offering:

35 And for a sacrifice of peace offerings, two oxen, five rams, five he goats, five lambs of the first year: this was the offering of Elizur the son of Shedeur.

36 On the fifth day Shelumiel the son of Zurishaddai, prince of the children of Simeon, did offer:

37 His offering was one silver charger, the weight whereof was an hundred and thirty shekels, one silver bowl of seventy shekels, after the shekel of the sanctuary; both of them full of fine flour mingled with oil for a meat offering:

38 One golden spoon of ten shekels, full of incense:

39 One young bullock, one ram, one lamb of the first year, for a burnt offering:

40 One kid of the goats for a sin offering:

41 And for a sacrifice of peace offerings, two oxen, five rams, five he goats, five lambs of the first year: this was the offering of Shelumiel the son of Zurishaddai.

42 On the sixth day Eliasaph the son of Deuel, prince of the children of Gad, offered:

43 His offering was one silver charger of the weight of an hundred and thirty shekels, a silver bowl of seventy shekels, after the shekel of the sanctuary; both of them full of fine flour mingled with oil for a meat offering:

44 One golden spoon of ten shekels, full of incense:

45 One young bullock, one ram, one lamb of the first year, for a burnt offering:

46 One kid of the goats for a sin offering:

47 And for a sacrifice of peace offerings, two oxen, five rams, five he goats, five lambs of the first year: this was the offering of Eliasaph the son of Deuel.

48 On the seventh day Elishama the son of Ammihud, prince of the children of Ephraim, offered:

49 His offering was one silver charger, the weight whereof was an hundred and thirty shekels, one silver bowl of seventy shekels, after the shekel of the sanctuary; both of them full of fine flour mingled with oil for a meat offering:

50 One golden spoon of ten shekels, full of incense:

51 One young bullock, one ram, one lamb of the first year, for a burnt offering:

52 One kid of the goats for a sin offering:

53 And for a sacrifice of peace offerings, two oxen, five rams, five he goats, five lambs of the first year: this was the offering of Elishama the son of Ammihud.

54 On the eighth day offered Gamaliel the son of Pedahzur, prince of the children of Manasseh:

55 His offering was one silver charger of the weight of an hundred and thirty shekels, one silver bowl of seventy shekels, after the shekel of the sanctuary; both of them full of fine flour mingled with oil for a meat offering:

56 One golden spoon of ten shekels, full of incense:

57 One young bullock, one ram, one lamb of the first year, for a burnt offering:

58 One kid of the goats for a sin offering:

59 And for a sacrifice of peace offerings, two oxen, five rams, five he goats, five lambs of the first year: this was the offering of Gamaliel the son of Pedahzur.

60 On the ninth day Abidan the son of Gideoni, prince of the children of Benjamin, offered:

61 His offering was one silver charger, the weight whereof was an hundred and thirty shekels, one silver bowl of seventy shekels, after the shekel of the sanctuary; both of them full of fine flour mingled with oil for a meat offering:

62 One golden spoon of ten shekels, full of incense:

63 One young bullock, one ram, one lamb of the first year, for a burnt offering:

64 One kid of the goats for a sin offering:

65 And for a sacrifice of peace offerings, two oxen, five rams, five he goats, five lambs of the first year: this was the offering of Abidan the son of Gideoni.

66 On the tenth day Ahiezer the son of Ammishaddai, prince of the children of Dan, offered:

67 His offering was one silver charger, the weight whereof was an hundred and thirty shekels, one silver bowl of seventy shekels, after the shekel of the sanctuary; both of them full of fine flour mingled with oil for a meat offering:

68 One golden spoon of ten shekels, full of incense:

69 One young bullock, one ram, one lamb of the first year, for a burnt offering:

70 One kid of the goats for a sin offering:

71 And for a sacrifice of peace offerings, two oxen, five rams, five he goats, five lambs of the first year: this was the offering of Ahiezer the son of Ammishaddai.

72 On the eleventh day Pagiel the son of Ocran, prince of the children of Asher, offered:

73 His offering was one silver charger, the weight whereof was an hundred and thirty shekels, one silver bowl of seventy shekels, after the shekel of the sanctuary; both of them full of fine flour mingled with oil for a meat offering:

74 One golden spoon of ten shekels, full of incense:

75 One young bullock, one ram, one lamb of the first year, for a burnt offering:

76 One kid of the goats for a sin offering:

77 And for a sacrifice of peace offerings, two oxen, five rams, five he goats, five lambs of the first year: this was the offering of Pagiel the son of Ocran.

78 On the twelfth day Ahira the son of Enan, prince of the children of Naphtali, offered:

79 His offering was one silver charger, the weight whereof was an hundred and thirty shekels, one silver bowl of seventy shekels, after the shekel of the sanctuary; both of them full of fine flour mingled with oil for a meat offering:

80 One golden spoon of ten shekels, full of incense:

81 One young bullock, one ram, one lamb of the first year, for a burnt offering:

82 One kid of the goats for a sin offering:

83 And for a sacrifice of peace offerings, two oxen, five rams, five he goats, five lambs of the first year: this was the offering of Ahira the son of Enan.

84 This was the dedication of the altar, in the day when it was anointed, by the princes of Israel: twelve chargers of silver, twelve silver bowls, twelve spoons of gold:

85 Each charger of silver weighing an hundred and thirty shekels, each bowl seventy: all the silver vessels weighed two thousand and four hundred shekels, after the shekel of the sanctuary:

86 The golden spoons were twelve, full of incense, weighing ten shekels apiece, after the shekel of the sanctuary: all the gold of the spoons was an hundred and twenty shekels.

87 All the oxen for the burnt offering were twelve bullocks, the rams twelve, the lambs of the first year twelve, with their meat offering: and the kids of the goats for sin offering twelve.

88 And all the oxen for the sacrifice of the peace offerings were twenty and four bullocks, the rams sixty, the he goats sixty, the lambs of the first year sixty. This was the dedication of the altar, after that it was anointed.

Numbers 7 in Tamil and English

1 ଅନନ୍ତର ଯେଉଁ ଦିନ ମାଶାେ ପବିତ୍ର ତମ୍ବୁର କାର୍ୟ୍ଯ ଶଷେ କଲେ, ସେ ତୈଳ ଦଇେ ଏହାକୁ ଅଭିଷିକ୍ତ କଲେ ଏବଂ ୟଜ୍ଞବଦେୀ ଏବଂ ତାହାର ସମସ୍ତ ପାତ୍ର ଏବଂ ୟଜ୍ଞବଦେୀ ଏବଂ ତାହାର ସମସ୍ତ ପାତ୍ର ପବିତ୍ର କଲେ।
And it came to pass on the day that Moses had fully set up the tabernacle, and had anointed it, and sanctified it, and all the instruments thereof, both the altar and all the vessels thereof, and had anointed them, and sanctified them;

2 ସହେିଦିନ ଇଶ୍ରାୟେଲ ଅଧିପତିଗଣ ସଦାପ୍ରଭୁଙ୍କୁ ସମାନଙ୍କେ ପରିବାରବର୍ଗର ପ୍ରଧାନଗଣ ନବୈେଦ୍ଯ ଦାନ କଲେ; ଏମାନେ ବଂଶ ସମୂହର ଅଧିପତି ଥିଲେ। ପରିବାରବର୍ଗର ଯେଉଁମାନେ ଲୋକମାନଙ୍କର ଗଣନା କରିବାର ଦାଯିତ୍ବ ରେ ଥିଲେ।
That the princes of Israel, heads of the house of their fathers, who were the princes of the tribes, and were over them that were numbered, offered:

3 ସମାନେେ ପବିତ୍ର ତମ୍ବୁ ନିମନ୍ତେ ଛଅ ଗୋଟି ଆଚ୍ଛାଦିତ ଶଗଡ ଓ ବାରଟି ଗାଈ ଆଣିଲେ। ପ୍ରେତ୍ୟକକ ନତେୃବର୍ଗ ଗୋଟିଏ ଗାଈ ଆଣିଲେ ଏବଂ ଦୁଇଜଣ ନତେୃବର୍ଗ ଏକାଠି ହେଲେ ଏବଂ ଗୋଟିଏ ଶଗଡ ଆଣିଲେ।
And they brought their offering before the Lord, six covered wagons, and twelve oxen; a wagon for two of the princes, and for each one an ox: and they brought them before the tabernacle.

4 ତହୁଁ ସଦାପ୍ରଭୁ ମାଶାଙ୍କେୁ କହିଲେ,
And the Lord spake unto Moses, saying,

5 ସମାନେେ ଯାହା ଆଣିଛନ୍ତି ଗ୍ରହଣ କର, ସମାଗମ ତମ୍ବୁର ସବୋ ନିମନ୍ତେ ଅଛନ୍ତି। ଏହା ଲବେୀୟମାନଙ୍କୁ ଦିଅ ସମାନଙ୍କେର କାର୍ୟ୍ଯ ଅନୁସାରେ।
Take it of them, that they may be to do the service of the tabernacle of the congregation; and thou shalt give them unto the Levites, to every man according to his service.

6 ତେଣୁ ମାଶାେ ସହେି ଶଗଡ ଗୋରୁ ନଇେ ଲବେୀୟମାନଙ୍କୁ ଦେଲେ।
And Moses took the wagons and the oxen, and gave them unto the Levites.

7 ଗେର୍ଶୋନୀଯ ସନ୍ତାନଗଣକୁ ସମାନଙ୍କେ ସବୋ ଅନୁସାରେ ସେ ଦୁଇ ଶଗଡ ଓ ଚାରି ଗୋରୁ ଦେଲେ।
Two wagons and four oxen he gave unto the sons of Gershon, according to their service:

8 ହାରୋଣ ଯାଜକର ପୁତ୍ର ସମାନଙ୍କେର କାର୍ୟ୍ଯ ଅନୁସାରେ, ମରାରି ସନ୍ତାନଗଣକୁ ସମାନଙ୍କେ ସବୋ ଅନୁସାରେ ସେ ଚାରି ଶଗଡ ଓ ଆଠଟି ଗାଈ ଦେଲେ।
And four wagons and eight oxen he gave unto the sons of Merari, according unto their service, under the hand of Ithamar the son of Aaron the priest.

9 ମାତ୍ର ସେ କହାତ ସନ୍ତାନଗଣଙ୍କୁ କିଛି ଦେଲେ ନାହିଁ, କାରଣ ସମାନଙ୍କେର ପବିତ୍ର କାର୍ୟ୍ଯ ଥିଲା କାନ୍ଧ ରେ ଜିନିଷ ବହନ କରିବା।
But unto the sons of Kohath he gave none: because the service of the sanctuary belonging unto them was that they should bear upon their shoulders.

10 ଅଧିପତି ଗଣ ମଧ୍ଯ ଦାନ କଲେ, ଯେତବେେଳେ ମାଶାେ ୟଜ୍ଞବଦେୀ ଉତ୍ସର୍ଗ କଲେ ଅର୍ଥାତ୍ ସହେି ଅଧିପତିଗଣ ବଦେି ସମ୍ମୁଖ ରେ ଆପଣା ଆପଣା ଉପହାର ଉତ୍ସର୍ଗ କଲେ।
And the princes offered for dedicating of the altar in the day that it was anointed, even the princes offered their offering before the altar.

11 ପୁଣି ସଦାପ୍ରଭୁ ମାଶାଙ୍କେୁ କହିଲେ, ପ୍ରେତ୍ୟକକ ଅଧିପତି ଆପଣା ଆପଣା ଦିନ ରେ ବଦେିର ପ୍ରତିଷ୍ଠା ନିମନ୍ତେ ଉପହାର ଉତ୍ସର୍ଗ କରିବେ।
And the Lord said unto Moses, They shall offer their offering, each prince on his day, for the dedicating of the altar.

12 ପ୍ରଥମ ଦିନରେ ଯିହୁଦା ପରିବାରବର୍ଗର ଅଧିପତି ଅମ୍ମୀନାଦବର ପୁତ୍ର ନହଶୋନ ତାଙ୍କର ଉପହାର ଉତ୍ସର୍ଗ କଲା।
And he that offered his offering the first day was Nahshon the son of Amminadab, of the tribe of Judah:

13 ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।
And his offering was one silver charger, the weight thereof was an hundred and thirty shekels, one silver bowl of seventy shekels, after the shekel of the sanctuary; both of them were full of fine flour mingled with oil for a meat offering:

14 ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।
One spoon of ten shekels of gold, full of incense:

15 ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।
One young bullock, one ram, one lamb of the first year, for a burnt offering:

16 ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।
One kid of the goats for a sin offering:

17 ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।
And for a sacrifice of peace offerings, two oxen, five rams, five he goats, five lambs of the first year: this was the offering of Nahshon the son of Amminadab.

18 ଦ୍ୱିତୀୟ ଦିନ ଇଷାଖରର ଅଧିପତି ସୂୟାରର ପୁତ୍ର ନଥନେଲ ଆପଣା ଉପହାର ଉତ୍ସର୍ଗ କଲା।
On the second day Nethaneel the son of Zuar, prince of Issachar, did offer:

19 ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।
He offered for his offering one silver charger, the weight whereof was an hundred and thirty shekels, one silver bowl of seventy shekels, after the shekel of the sanctuary; both of them full of fine flour mingled with oil for a meat offering:

20 ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।
One spoon of gold of ten shekels, full of incense:

21 ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।
One young bullock, one ram, one lamb of the first year, for a burnt offering:

22 ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।
One kid of the goats for a sin offering:

23 ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।
And for a sacrifice of peace offerings, two oxen, five rams, five he goats, five lambs of the first year: this was the offering of Nethaneel the son of Zuar.

24 ତୃତୀୟ ଦିନ ସବୂଲୂନ ସନ୍ତାନଗଣର ଅଧିପତି ହେଲୋନର ପୁତ୍ର ଇଲୀୟାବ ଆପଣା ଉପହାର ଆଣିଲା।
On the third day Eliab the son of Helon, prince of the children of Zebulun, did offer:

25 ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।
His offering was one silver charger, the weight whereof was an hundred and thirty shekels, one silver bowl of seventy shekels, after the shekel of the sanctuary; both of them full of fine flour mingled with oil for a meat offering:

26 ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।
One golden spoon of ten shekels, full of incense:

27 ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।
One young bullock, one ram, one lamb of the first year, for a burnt offering:

28 ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।
One kid of the goats for a sin offering:

29 ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।
And for a sacrifice of peace offerings, two oxen, five rams, five he goats, five lambs of the first year: this was the offering of Eliab the son of Helon.

30 ଚତୁର୍ଥ ଦିନ ରୁବେନ୍ ସନ୍ତାନଗଣର ଅଧିପତି ଶଦେୟରର ପୁତ୍ର ଇଲୀଷୂର ଆପଣା ଉପହାର ଉତ୍ସର୍ଗ କଲା।
On the fourth day Elizur the son of Shedeur, prince of the children of Reuben, did offer:

31 ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।
His offering was one silver charger of the weight of an hundred and thirty shekels, one silver bowl of seventy shekels, after the shekel of the sanctuary; both of them full of fine flour mingled with oil for a meat offering:

32 ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।
One golden spoon of ten shekels, full of incense:

33 ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।
One young bullock, one ram, one lamb of the first year, for a burnt offering:

34 ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।
One kid of the goats for a sin offering:

35 ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।
And for a sacrifice of peace offerings, two oxen, five rams, five he goats, five lambs of the first year: this was the offering of Elizur the son of Shedeur.

36 ପଞ୍ଚମ ଦିନ ଶିମିୟୋନ ସନ୍ତାନଗଣର ଅଧିପତି ସୂରୀଶଦ୍ଦୟର ପୁତ୍ର ସଲୁମୀୟେଲ ତାହାର ଉପହାର ଦେଲେ।
On the fifth day Shelumiel the son of Zurishaddai, prince of the children of Simeon, did offer:

37 ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।
His offering was one silver charger, the weight whereof was an hundred and thirty shekels, one silver bowl of seventy shekels, after the shekel of the sanctuary; both of them full of fine flour mingled with oil for a meat offering:

38 ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।
One golden spoon of ten shekels, full of incense:

39 ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।
One young bullock, one ram, one lamb of the first year, for a burnt offering:

40 ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।
One kid of the goats for a sin offering:

41 ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।
And for a sacrifice of peace offerings, two oxen, five rams, five he goats, five lambs of the first year: this was the offering of Shelumiel the son of Zurishaddai.

42 ଷଷ୍ଠ ଦିନ ଗାଦ୍ ସନ୍ତାନଗଣର ଅଧିପତି ଦ୍ୟୂୟେଲର ପୁତ୍ର ଇଲୀୟାସଫ ନିଜ ଉପହାର ଉତ୍ସର୍ଗ କଲା।
On the sixth day Eliasaph the son of Deuel, prince of the children of Gad, offered:

43 ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।
His offering was one silver charger of the weight of an hundred and thirty shekels, a silver bowl of seventy shekels, after the shekel of the sanctuary; both of them full of fine flour mingled with oil for a meat offering:

44 ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।
One golden spoon of ten shekels, full of incense:

45 ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।
One young bullock, one ram, one lamb of the first year, for a burnt offering:

46 ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।
One kid of the goats for a sin offering:

47 ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।
And for a sacrifice of peace offerings, two oxen, five rams, five he goats, five lambs of the first year: this was the offering of Eliasaph the son of Deuel.

48 ସପ୍ତମ ଦିନ ଇଫ୍ରୟିମ ଲୋକଗଣର ଅଧିପତି ଅମ୍ମୀହୁଦର ପୁତ୍ର ଇଲୀଶାମା ଆପଣା ଉପହାର ଆଣିଲା।
On the seventh day Elishama the son of Ammihud, prince of the children of Ephraim, offered:

49 ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।
His offering was one silver charger, the weight whereof was an hundred and thirty shekels, one silver bowl of seventy shekels, after the shekel of the sanctuary; both of them full of fine flour mingled with oil for a meat offering:

50 ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।
One golden spoon of ten shekels, full of incense:

51 ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।
One young bullock, one ram, one lamb of the first year, for a burnt offering:

52 ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।
One kid of the goats for a sin offering:

53 ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।
And for a sacrifice of peace offerings, two oxen, five rams, five he goats, five lambs of the first year: this was the offering of Elishama the son of Ammihud.

54 ଅଷ୍ଠମ ଦିନରେ ଗମଲିୟେଲ ପଦାହସୂରର ପୁତ୍ର, ତାହାର ଉପହାର ଆଣିଲା।
On the eighth day offered Gamaliel the son of Pedahzur, prince of the children of Manasseh:

55 ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।
His offering was one silver charger of the weight of an hundred and thirty shekels, one silver bowl of seventy shekels, after the shekel of the sanctuary; both of them full of fine flour mingled with oil for a meat offering:

56 ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।
One golden spoon of ten shekels, full of incense:

57 ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।
One young bullock, one ram, one lamb of the first year, for a burnt offering:

58 ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।
One kid of the goats for a sin offering:

59 ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।
And for a sacrifice of peace offerings, two oxen, five rams, five he goats, five lambs of the first year: this was the offering of Gamaliel the son of Pedahzur.

60 ନବମ ଦିନ ବିନ୍ୟାମୀନ ସନ୍ତାନଗଣର ଅଧିପତି ଗିଦିୟୋନର ପୁତ୍ର ଅବୀଦାନ ଉପହାର ଆଣିଲା।
On the ninth day Abidan the son of Gideoni, prince of the children of Benjamin, offered:

61 ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।
His offering was one silver charger, the weight whereof was an hundred and thirty shekels, one silver bowl of seventy shekels, after the shekel of the sanctuary; both of them full of fine flour mingled with oil for a meat offering:

62 ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।
One golden spoon of ten shekels, full of incense:

63 ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।
One young bullock, one ram, one lamb of the first year, for a burnt offering:

64 ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।
One kid of the goats for a sin offering:

65 ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।
And for a sacrifice of peace offerings, two oxen, five rams, five he goats, five lambs of the first year: this was the offering of Abidan the son of Gideoni.

66 ଦଶମ ଦିନ ଦାନ ସନ୍ତାନଗଣର ଅଧିପତି ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ଆପଣା ଉପହାର ଆଣିଲା।
On the tenth day Ahiezer the son of Ammishaddai, prince of the children of Dan, offered:

67 ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।
His offering was one silver charger, the weight whereof was an hundred and thirty shekels, one silver bowl of seventy shekels, after the shekel of the sanctuary; both of them full of fine flour mingled with oil for a meat offering:

68 ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।
One golden spoon of ten shekels, full of incense:

69 ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।
One young bullock, one ram, one lamb of the first year, for a burnt offering:

70 ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।
One kid of the goats for a sin offering:

71 ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।
And for a sacrifice of peace offerings, two oxen, five rams, five he goats, five lambs of the first year: this was the offering of Ahiezer the son of Ammishaddai.

72 ଏକାଦଶ ଦିନ ଆଶେର ସନ୍ତାନଗଣର ଅଧିପତି ଅକ୍ରଣର ପୁତ୍ର ପଗୀୟେଲ ନିଜ ଉପହାର ଉତ୍ସର୍ଗ କଲା।
On the eleventh day Pagiel the son of Ocran, prince of the children of Asher, offered:

73 ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।
His offering was one silver charger, the weight whereof was an hundred and thirty shekels, one silver bowl of seventy shekels, after the shekel of the sanctuary; both of them full of fine flour mingled with oil for a meat offering:

74 ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।
One golden spoon of ten shekels, full of incense:

75 ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।
One young bullock, one ram, one lamb of the first year, for a burnt offering:

76 ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।
One kid of the goats for a sin offering:

77 ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।
And for a sacrifice of peace offerings, two oxen, five rams, five he goats, five lambs of the first year: this was the offering of Pagiel the son of Ocran.

78 ଦ୍ୱାଦଶ ଦିନ ନପ୍ତାଲି ସନ୍ତାନଗଣର ଅଧିପତି ଐନନର ପୁତ୍ର ଅହୀର ନିଜ ଉପହାର ଆଣିଲା।
On the twelfth day Ahira the son of Enan, prince of the children of Naphtali, offered:

79 ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।
His offering was one silver charger, the weight whereof was an hundred and thirty shekels, one silver bowl of seventy shekels, after the shekel of the sanctuary; both of them full of fine flour mingled with oil for a meat offering:

80 ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।
One golden spoon of ten shekels, full of incense:

81 ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।
One young bullock, one ram, one lamb of the first year, for a burnt offering:

82 ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।
One kid of the goats for a sin offering:

83 ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।
And for a sacrifice of peace offerings, two oxen, five rams, five he goats, five lambs of the first year: this was the offering of Ahira the son of Enan.

84 ତହୁଁ ଏହିସବୁ ଦ୍ରବ୍ଯ ବଦେିର ଅଭିଷକେ ଦିନ, ଇଶ୍ରାୟେଲ ଅଧିପତିଗଣ ଦ୍ବାରା ଦତ୍ତ ହାଇେଥିଲା। ଯଥା:
This was the dedication of the altar, in the day when it was anointed, by the princes of Israel: twelve chargers of silver, twelve silver bowls, twelve spoons of gold:

85 ପ୍ରେତ୍ୟକକ ରୂପା ପାତ୍ର 130 ଶକେଲ ପ୍ରେତ୍ୟକକ ରୂପାଗିନା ସତୁରି ଶକେଲ ଏହି ସମସ୍ତ ପାତ୍ରର ରୂପା ପବିତ୍ର ସ୍ଥାନର ଅଧିକୃତ ମାପ ଅନୁସାରେ ଷାଠିଏ ପାଉଣ୍ତ ଓଜନ ଥିଲା।
Each charger of silver weighing an hundred and thirty shekels, each bowl seventy: all the silver vessels weighed two thousand and four hundred shekels, after the shekel of the sanctuary:

86 ଉପୟୁକ୍ତ ମାପ ଅନୁସାରେ ପ୍ରେତ୍ୟକକ ସୂର୍ଣ ଚାମଚ ରେ ବାର ଧୂମ୍ମପୂର୍ଣ ସୁଗନ୍ଧି ଥିଲା, ଏ ସମସ୍ତ ଚାମଚର ସୂର୍ଣ ଦଶ ଶକେଲ ଥିଲା।
The golden spoons were twelve, full of incense, weighing ten shekels apiece, after the shekel of the sanctuary: all the gold of the spoons was an hundred and twenty shekels.

87 ହାମବେଳି ନିମନ୍ତେ ସମୁଦାଯ ବା ରୋଟି ଗୋରୁ, ବା ରୋଟି ମଷେ ଓ ଏକବର୍ଷୀଯ ବାରୋଟି ମଷେବତ୍ସ, ଏବଂ ଏହିସବୁ ବଳିଦାନ ସହିତ ଶସ୍ଯ ନବୈେଦ୍ଯ ମଧ୍ଯ ୟିବ। ପାପାର୍ଥକ ବଳିଦାନ ନିମନ୍ତେ ବା ରୋଟି ଛାଗ ଥିଲା।
All the oxen for the burnt offering were twelve bullocks, the rams twelve, the lambs of the first year twelve, with their meat offering: and the kids of the goats for sin offering twelve.

88 ପୁଣି ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ସମୁଦାଯ ଚବିଶ ଗୋରୁ, ଷାଠିଏ ମଷେ, ଷାଠିଏ ଛାଗ ଓ ଏକବର୍ଷୀଯ ଷାଠିଏ ମଷେବତ୍ସ ଅଧିପତିମାନେ ଉପହାର ଦେଲେ, ମାଶାେ ୟଜ୍ଞବଦେୀକୁ ପ୍ରତିଷ୍ଠା କଲାପରେ ଏହିସବୁ ଉପହାର ଦିଆଗଲା।
And all the oxen for the sacrifice of the peace offerings were twenty and four bullocks, the rams sixty, the he goats sixty, the lambs of the first year sixty. This was the dedication of the altar, after that it was anointed.