Bible

Numbers 7 - DBY (Oriya)

1 And it came to pass on the day that Moses had completed the setting up of the tabernacle, and had anointed it, and hallowed it, and all the furniture thereof, and the altar and all its utensils, and had anointed them, and hallowed them,ଅନନ୍ତର ଯେଉଁ ଦିନ ମାଶାେ ପବିତ୍ର ତମ୍ବୁର କାର୍ୟ୍ଯ ଶଷେ କଲେ, ସେ ତୈଳ ଦଇେ ଏହାକୁ ଅଭିଷିକ୍ତ କଲେ ଏବଂ ୟଜ୍ଞବଦେୀ ଏବଂ ତାହାର ସମସ୍ତ ପାତ୍ର ଏବଂ ୟଜ୍ଞବଦେୀ ଏବଂ ତାହାର ସମସ୍ତ ପାତ୍ର ପବିତ୍ର କଲେ।

2 that the princes of Israel, the heads of their fathers' houses, the princes of the tribes, they that were over them that had been numbered, offered;ସହେିଦିନ ଇଶ୍ରାୟେଲ ଅଧିପତିଗଣ ସଦାପ୍ରଭୁଙ୍କୁ ସମାନଙ୍କେ ପରିବାରବର୍ଗର ପ୍ରଧାନଗଣ ନବୈେଦ୍ଯ ଦାନ କଲେ; ଏମାନେ ବଂଶ ସମୂହର ଅଧିପତି ଥିଲେ। ପରିବାରବର୍ଗର ଯେଉଁମାନେ ଲୋକମାନଙ୍କର ଗଣନା କରିବାର ଦାଯିତ୍ବ ରେ ଥିଲେ।

3 and they brought their offering before Jehovah, six covered waggons, and twelve oxen; a waggon for two princes, and an ox for each; and they presented them before the tabernacle.ସମାନେେ ପବିତ୍ର ତମ୍ବୁ ନିମନ୍ତେ ଛଅ ଗୋଟି ଆଚ୍ଛାଦିତ ଶଗଡ ଓ ବାରଟି ଗାଈ ଆଣିଲେ। ପ୍ରେତ୍ୟକକ ନତେୃବର୍ଗ ଗୋଟିଏ ଗାଈ ଆଣିଲେ ଏବଂ ଦୁଇଜଣ ନତେୃବର୍ଗ ଏକାଠି ହେଲେ ଏବଂ ଗୋଟିଏ ଶଗଡ ଆଣିଲେ।

4 And Jehovah spoke to Moses, saying,ତହୁଁ ସଦାପ୍ରଭୁ ମାଶାଙ୍କେୁ କହିଲେ,

5 Take it of them, and they shall be for the performance of the service of the tent of meeting, and thou shalt give them unto the Levites, to each according to his service.ସମାନେେ ଯାହା ଆଣିଛନ୍ତି ଗ୍ରହଣ କର, ସମାଗମ ତମ୍ବୁର ସବୋ ନିମନ୍ତେ ଅଛନ୍ତି। ଏହା ଲବେୀୟମାନଙ୍କୁ ଦିଅ ସମାନଙ୍କେର କାର୍ୟ୍ଯ ଅନୁସାରେ।

6 And Moses took the waggons and the oxen, and gave them to the Levites.ତେଣୁ ମାଶାେ ସହେି ଶଗଡ ଗୋରୁ ନଇେ ଲବେୀୟମାନଙ୍କୁ ଦେଲେ।

7 Two waggons and four oxen he gave to the sons of Gershon, according to their service;ଗେର୍ଶୋନୀଯ ସନ୍ତାନଗଣକୁ ସମାନଙ୍କେ ସବୋ ଅନୁସାରେ ସେ ଦୁଇ ଶଗଡ ଓ ଚାରି ଗୋରୁ ଦେଲେ।

8 and four waggons and eight oxen he gave to the sons of Merari, according to their service, -- under the hand of Ithamar the son of Aaron the priest.ହାରୋଣ ଯାଜକର ପୁତ୍ର ସମାନଙ୍କେର କାର୍ୟ୍ଯ ଅନୁସାରେ, ମରାରି ସନ୍ତାନଗଣକୁ ସମାନଙ୍କେ ସବୋ ଅନୁସାରେ ସେ ଚାରି ଶଗଡ ଓ ଆଠଟି ଗାଈ ଦେଲେ।

9 But unto the sons of Kohath he gave none, for the service of the sanctuary was upon them: they bore [what they carried] upon the shoulder.ମାତ୍ର ସେ କହାତ ସନ୍ତାନଗଣଙ୍କୁ କିଛି ଦେଲେ ନାହିଁ, କାରଣ ସମାନଙ୍କେର ପବିତ୍ର କାର୍ୟ୍ଯ ଥିଲା କାନ୍ଧ ରେ ଜିନିଷ ବହନ କରିବା।

10 And the princes presented the dedication-gift of the altar on the day that it was anointed; and the princes presented their offering before the altar.ଅଧିପତି ଗଣ ମଧ୍ଯ ଦାନ କଲେ, ଯେତବେେଳେ ମାଶାେ ୟଜ୍ଞବଦେୀ ଉତ୍ସର୍ଗ କଲେ ଅର୍ଥାତ୍ ସହେି ଅଧିପତିଗଣ ବଦେି ସମ୍ମୁଖ ରେ ଆପଣା ଆପଣା ଉପହାର ଉତ୍ସର୍ଗ କଲେ।

11 And Jehovah said to Moses, They shall present their offering for the dedication of the altar, each prince on his day.ପୁଣି ସଦାପ୍ରଭୁ ମାଶାଙ୍କେୁ କହିଲେ, ପ୍ରେତ୍ୟକକ ଅଧିପତି ଆପଣା ଆପଣା ଦିନ ରେ ବଦେିର ପ୍ରତିଷ୍ଠା ନିମନ୍ତେ ଉପହାର ଉତ୍ସର୍ଗ କରିବେ।

12 And he that presented his offering the first day was Nahshon the son of Amminadab, of the tribe of Judah.ପ୍ରଥମ ଦିନରେ ଯିହୁଦା ପରିବାରବର୍ଗର ଅଧିପତି ଅମ୍ମୀନାଦବର ପୁତ୍ର ନହଶୋନ ତାଙ୍କର ଉପହାର ଉତ୍ସର୍ଗ କଲା।

13 And his offering was one silver dish of the weight of a hundred and thirty [shekels], one silver bowl, of seventy shekels, according to the shekel of the sanctuary, both of them full of fine flour mingled with oil for an oblation;ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।

14 one cup of ten [shekels] of gold, full of incense;ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।

15 one young bullock, one ram, one yearling lamb, for a burnt-offering;ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।

16 one buck of the goats for a sin-offering;ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।

17 and for a sacrifice of peace-offering, two oxen, five rams, five he-goats, five yearling lambs. This was the offering of Nahshon the son of Amminadab.ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।

18 On the second day offered Nethaneel the son of Zuar, prince of Issachar;ଦ୍ୱିତୀୟ ଦିନ ଇଷାଖରର ଅଧିପତି ସୂୟାରର ପୁତ୍ର ନଥନେଲ ଆପଣା ଉପହାର ଉତ୍ସର୍ଗ କଲା।

19 he presented his offering; one silver dish of the weight of a hundred and thirty [shekels], one silver bowl of seventy shekels, according to the shekel of the sanctuary, both of them full of fine flour, mingled with oil for an oblation;ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।

20 one cup of ten [shekels] of gold, full of incense;ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।

21 one young bullock, one ram, one yearling lamb, for a burnt-offering;ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।

22 one buck of the goats for a sin-offering;ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।

23 and for a sacrifice of peace-offering, two oxen, five rams, five he-goats, five yearling lambs. This was the offering of Nethaneel the son of Zuar.ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।

24 On the third day, the prince of the children of Zebulun, Eliab the son of Helon:ତୃତୀୟ ଦିନ ସବୂଲୂନ ସନ୍ତାନଗଣର ଅଧିପତି ହେଲୋନର ପୁତ୍ର ଇଲୀୟାବ ଆପଣା ଉପହାର ଆଣିଲା।

25 his offering was one silver dish of the weight of a hundred and thirty [shekels], one silver bowl of seventy shekels, according to the shekel of the sanctuary, both of them full of fine flour mingled with oil for an oblation;ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।

26 one cup of ten [shekels] of gold, full of incense;ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।

27 one young bullock, one ram, one yearling lamb, for a burnt-offering;ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।

28 one buck of the goats for a sin-offering;ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।

29 and for a sacrifice of peace-offering, two oxen, five rams, five he-goats, five yearling lambs. This was the offering of Eliab the son of Helon.ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।

30 On the fourth day, the prince of the children of Reuben, Elizur the son of Shedeur.ଚତୁର୍ଥ ଦିନ ରୁବେନ୍ ସନ୍ତାନଗଣର ଅଧିପତି ଶଦେୟରର ପୁତ୍ର ଇଲୀଷୂର ଆପଣା ଉପହାର ଉତ୍ସର୍ଗ କଲା।

31 His offering was one silver dish of the weight of a hundred and thirty [shekels], one silver bowl of seventy shekels, according to the shekel of the sanctuary, both of them full of fine flour mingled with oil for an oblation;ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।

32 one cup of ten [shekels] of gold, full of incense;ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।

33 one young bullock, one ram, one yearling lamb, for a burnt-offering;ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।

34 one buck of the goats for a sin-offering;ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।

35 and for a sacrifice of peace-offering, two oxen, five rams, five he-goats, five yearling lambs. This was the offering of Elizur, the son of Shedeur.ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।

36 On the fifth day, the prince of the children of Simeon, Shelumiel the son of Zurishaddai.ପଞ୍ଚମ ଦିନ ଶିମିୟୋନ ସନ୍ତାନଗଣର ଅଧିପତି ସୂରୀଶଦ୍ଦୟର ପୁତ୍ର ସଲୁମୀୟେଲ ତାହାର ଉପହାର ଦେଲେ।

37 His offering was one silver dish of the weight of a hundred and thirty [shekels], one silver bowl of seventy shekels, according to the shekel of the sanctuary, both of them full of fine flour mingled with oil for an oblation;ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।

38 one cup of ten [shekels] of gold, full of incense;ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।

39 one young bullock, one ram, one yearling lamb, for a burnt-offering;ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।

40 one buck of the goats for a sin-offering;ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।

41 and for a sacrifice of peace-offering, two oxen, five rams, five he-goats, five yearling lambs. This was the offering of Shelumiel the son of Zurishaddai.ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।

42 On the sixth day, the prince of the children of Gad, Eliasaph the son of Deuel.ଷଷ୍ଠ ଦିନ ଗାଦ୍ ସନ୍ତାନଗଣର ଅଧିପତି ଦ୍ୟୂୟେଲର ପୁତ୍ର ଇଲୀୟାସଫ ନିଜ ଉପହାର ଉତ୍ସର୍ଗ କଲା।

43 His offering was one silver dish of the weight of a hundred and thirty [shekels], one silver bowl of seventy shekels, according to the shekel of the sanctuary, both of them full of fine flour mingled with oil for an oblation;ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।

44 one cup of ten [shekels] of gold, full of incense;ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।

45 one young bullock, one ram, one yearling lamb, for a burnt-offering;ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।

46 one buck of the goats for a sin-offering;ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।

47 and for a sacrifice of peace-offering, two oxen, five rams, five he-goats, five yearling lambs. This was the offering of Eliasaph the son of Deuel.ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।

48 On the seventh day, the prince of the children of Ephraim, Elishama the son of Ammihud.ସପ୍ତମ ଦିନ ଇଫ୍ରୟିମ ଲୋକଗଣର ଅଧିପତି ଅମ୍ମୀହୁଦର ପୁତ୍ର ଇଲୀଶାମା ଆପଣା ଉପହାର ଆଣିଲା।

49 His offering was one silver dish of the weight of a hundred and thirty [shekels], one silver bowl of seventy shekels, according to the shekel of the sanctuary, both of them full of fine flour mingled with oil for an oblation;ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।

50 one cup of ten [shekels] of gold, full of incense;ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।

51 one young bullock, one ram, one yearling lamb, for a burnt-offering;ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।

52 one buck of the goats for a sin-offering;ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।

53 and for a sacrifice of peace-offering, two oxen, five rams, five he-goats, five yearling lambs. This was the offering of Elishama the son of Ammihud.ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।

54 On the eighth day, the prince of the children of Manasseh, Gamaliel the son of Pedahzur.ଅଷ୍ଠମ ଦିନରେ ଗମଲିୟେଲ ପଦାହସୂରର ପୁତ୍ର, ତାହାର ଉପହାର ଆଣିଲା।

55 His offering was one silver dish of the weight of a hundred and thirty [shekels], one silver bowl of seventy shekels, according to the shekel of the sanctuary, both of them full of fine flour mingled with oil for an oblation;ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।

56 one cup of ten [shekels] of gold, full of incense;ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।

57 one young bullock, one ram, one yearling lamb, for a burnt-offering;ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।

58 one buck of the goats for a sin-offering;ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।

59 and for a sacrifice of peace-offering, two oxen, five rams, five he-goats, five yearling lambs. This was the offering of Gamaliel the son of Pedahzur.ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।

60 On the ninth day, the prince of the children of Benjamin, Abidan the son of Gideoni.ନବମ ଦିନ ବିନ୍ୟାମୀନ ସନ୍ତାନଗଣର ଅଧିପତି ଗିଦିୟୋନର ପୁତ୍ର ଅବୀଦାନ ଉପହାର ଆଣିଲା।

61 His offering was one silver dish of the weight of a hundred and thirty [shekels], one silver bowl of seventy shekels, according to the shekel of the sanctuary, both of them full of fine flour mingled with oil for an oblation;ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।

62 one cup of ten [shekels] of gold, full of incense;ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।

63 one young bullock, one ram, one yearling lamb, for a burnt-offering;ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।

64 one buck of the goats for a sin-offering;ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।

65 and for a sacrifice of peace-offering, two oxen, five rams, five he-goats, five yearling lambs. This was the offering of Abidan the son of Gideoni.ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।

66 On the tenth day, the prince of the children of Dan, Ahiezer the son of Ammishaddai.ଦଶମ ଦିନ ଦାନ ସନ୍ତାନଗଣର ଅଧିପତି ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ଆପଣା ଉପହାର ଆଣିଲା।

67 His offering was one silver dish of the weight of a hundred and thirty [shekels], one silver bowl of seventy shekels, according to the shekel of the sanctuary, both of them full of fine flour mingled with oil for an oblation;ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।

68 one cup of ten [shekels] of gold, full of incense;ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।

69 one young bullock, one ram, one yearling lamb, for a burnt-offering;ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।

70 one buck of the goats for a sin-offering;ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।

71 and for a sacrifice of peace-offering, two oxen, five rams, five he-goats, five yearling lambs. This was the offering of Ahiezer the son of Ammishaddai.ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।

72 On the eleventh day, the prince of the children of Asher, Pagiel the son of Ocran.ଏକାଦଶ ଦିନ ଆଶେର ସନ୍ତାନଗଣର ଅଧିପତି ଅକ୍ରଣର ପୁତ୍ର ପଗୀୟେଲ ନିଜ ଉପହାର ଉତ୍ସର୍ଗ କଲା।

73 His offering was one silver dish of the weight of a hundred and thirty [shekels], one silver bowl of seventy shekels, according to the shekel of the sanctuary, both of them full of fine flour mingled with oil for an oblation;ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।

74 one cup of ten [shekels] of gold, full of incense;ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।

75 one young bullock, one ram, one yearling lamb, for a burnt-offering;ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।

76 one buck of the goats for a sin-offering;ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।

77 and for a sacrifice of peace-offering, two oxen, five rams, five he-goats, five yearling lambs. This was the offering of Pagiel the son of Ocran.ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।

78 On the twelfth day, the prince of the children of Naphtali, Ahira the son of Enan.ଦ୍ୱାଦଶ ଦିନ ନପ୍ତାଲି ସନ୍ତାନଗଣର ଅଧିପତି ଐନନର ପୁତ୍ର ଅହୀର ନିଜ ଉପହାର ଆଣିଲା।

79 His offering was one silver dish of the weight of a hundred and thirty [shekels], one silver bowl of seventy shekels, according to the shekel of the sanctuary, both of them full of fine flour mingled with oil for an oblation;ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।

80 one cup of ten [shekels] of gold, full of incense;ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।

81 one young bullock, one ram, one yearling lamb, for a burnt-offering;ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।

82 one buck of the goats for a sin-offering;ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।

83 and for a sacrifice of peace-offering, two oxen, five rams, five he-goats, five yearling lambs. This was the offering of Ahira the son of Enan.ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।

84 This was the dedication-gift of the altar, on the day when it was anointed, from the princes of Israel: twelve silver dishes, twelve silver bowls, twelve cups of gold:ତହୁଁ ଏହିସବୁ ଦ୍ରବ୍ଯ ବଦେିର ଅଭିଷକେ ଦିନ, ଇଶ୍ରାୟେଲ ଅଧିପତିଗଣ ଦ୍ବାରା ଦତ୍ତ ହାଇେଥିଲା। ଯଥା:

85 each silver dish of a hundred and thirty [shekels], and each bowl seventy: all the silver of the vessels was two thousand four hundred [shekels] according to the shekel of the sanctuary;ପ୍ରେତ୍ୟକକ ରୂପା ପାତ୍ର 130 ଶକେଲ ପ୍ରେତ୍ୟକକ ରୂପାଗିନା ସତୁରି ଶକେଲ ଏହି ସମସ୍ତ ପାତ୍ରର ରୂପା ପବିତ୍ର ସ୍ଥାନର ଅଧିକୃତ ମାପ ଅନୁସାରେ ଷାଠିଏ ପାଉଣ୍ତ ଓଜନ ଥିଲା।

86 twelve golden cups full of incense, each cup of ten [shekels], according to the shekel of the sanctuary: all the gold of the cups, a hundred and twenty [shekels].ଉପୟୁକ୍ତ ମାପ ଅନୁସାରେ ପ୍ରେତ୍ୟକକ ସୂର୍ଣ ଚାମଚ ରେ ବାର ଧୂମ୍ମପୂର୍ଣ ସୁଗନ୍ଧି ଥିଲା, ଏ ସମସ୍ତ ଚାମଚର ସୂର୍ଣ ଦଶ ଶକେଲ ଥିଲା।

87 All the cattle for the burnt-offering was: twelve bullocks, twelve rams, twelve yearling lambs and their oblation; and twelve bucks of the goats for a sin-offering.ହାମବେଳି ନିମନ୍ତେ ସମୁଦାଯ ବା ରୋଟି ଗୋରୁ, ବା ରୋଟି ମଷେ ଓ ଏକବର୍ଷୀଯ ବାରୋଟି ମଷେବତ୍ସ, ଏବଂ ଏହିସବୁ ବଳିଦାନ ସହିତ ଶସ୍ଯ ନବୈେଦ୍ଯ ମଧ୍ଯ ୟିବ। ପାପାର୍ଥକ ବଳିଦାନ ନିମନ୍ତେ ବା ରୋଟି ଛାଗ ଥିଲା।

88 And all the cattle for the sacrifice of the peace-offering was: twenty-four bullocks, sixty rams, sixty he-goats, sixty yearling lambs. This was the dedication-gift of the altar, after it had been anointed.ପୁଣି ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ସମୁଦାଯ ଚବିଶ ଗୋରୁ, ଷାଠିଏ ମଷେ, ଷାଠିଏ ଛାଗ ଓ ଏକବର୍ଷୀଯ ଷାଠିଏ ମଷେବତ୍ସ ଅଧିପତିମାନେ ଉପହାର ଦେଲେ, ମାଶାେ ୟଜ୍ଞବଦେୀକୁ ପ୍ରତିଷ୍ଠା କଲାପରେ ଏହିସବୁ ଉପହାର ଦିଆଗଲା।

89 And when Moses went into the tent of meeting to speak with Him, then he heard the voice speaking to him from off the mercy-seat which was upon the ark of testimony, from between the two cherubim; and he spoke to Him.ଏହାପରେ ମାଶାେ ସଦାପ୍ରଭୁଙ୍କ ସହିତ କଥା କହିବାକୁ ସମାଗମ ତମ୍ବୁ ରେ ପ୍ରବେଶ କଲା ବେଳେ, ନିଯମ ସିନ୍ଦୁକର ଉପରିସ୍ଥିତ ପାପାଚ୍ଛାଦନ ର ଉପରୁ, କିରୁବଦ୍ବଯ ମଧ୍ଯରୁ ତାଙ୍କ ପ୍ରତି କଥା କହିବାର ଶୁଣିଲେ। ଏହିରୂପେ ପରମେଶ୍ବର ମାଶାଙ୍କେ ସହିତ କଥା ହେଲେ।

Oriya Bible