Bible

Numbers 7 - WBT (Oriya)

1 And it came to pass on the day that Moses had fully set up the tabernacle, and had anointed it, and sanctified it, and all its instruments, both the altar and all its vessels, and had anointed them, and sanctified them;ଅନନ୍ତର ଯେଉଁ ଦିନ ମାଶାେ ପବିତ୍ର ତମ୍ବୁର କାର୍ୟ୍ଯ ଶଷେ କଲେ, ସେ ତୈଳ ଦଇେ ଏହାକୁ ଅଭିଷିକ୍ତ କଲେ ଏବଂ ୟଜ୍ଞବଦେୀ ଏବଂ ତାହାର ସମସ୍ତ ପାତ୍ର ଏବଂ ୟଜ୍ଞବଦେୀ ଏବଂ ତାହାର ସମସ୍ତ ପାତ୍ର ପବିତ୍ର କଲେ।

2 That the princes of Israel, heads of the house of their fathers, who were the princes of the tribes, and were over them that were numbered, offered:ସହେିଦିନ ଇଶ୍ରାୟେଲ ଅଧିପତିଗଣ ସଦାପ୍ରଭୁଙ୍କୁ ସମାନଙ୍କେ ପରିବାରବର୍ଗର ପ୍ରଧାନଗଣ ନବୈେଦ୍ଯ ଦାନ କଲେ; ଏମାନେ ବଂଶ ସମୂହର ଅଧିପତି ଥିଲେ। ପରିବାରବର୍ଗର ଯେଉଁମାନେ ଲୋକମାନଙ୍କର ଗଣନା କରିବାର ଦାଯିତ୍ବ ରେ ଥିଲେ।

3 And they brought their offering before the LORD, six covered wagons, and twelve oxen; a wagon for two of the princes, and for each one an ox: and they brought them before the tabernacle.ସମାନେେ ପବିତ୍ର ତମ୍ବୁ ନିମନ୍ତେ ଛଅ ଗୋଟି ଆଚ୍ଛାଦିତ ଶଗଡ ଓ ବାରଟି ଗାଈ ଆଣିଲେ। ପ୍ରେତ୍ୟକକ ନତେୃବର୍ଗ ଗୋଟିଏ ଗାଈ ଆଣିଲେ ଏବଂ ଦୁଇଜଣ ନତେୃବର୍ଗ ଏକାଠି ହେଲେ ଏବଂ ଗୋଟିଏ ଶଗଡ ଆଣିଲେ।

4 And the LORD spoke to Moses, saying,ତହୁଁ ସଦାପ୍ରଭୁ ମାଶାଙ୍କେୁ କହିଲେ,

5 Take it of them, that they may be to perform the service of the tabernacle of the congregation; and thou shalt give them to the Levites, to every man according to his service.ସମାନେେ ଯାହା ଆଣିଛନ୍ତି ଗ୍ରହଣ କର, ସମାଗମ ତମ୍ବୁର ସବୋ ନିମନ୍ତେ ଅଛନ୍ତି। ଏହା ଲବେୀୟମାନଙ୍କୁ ଦିଅ ସମାନଙ୍କେର କାର୍ୟ୍ଯ ଅନୁସାରେ।

6 And Moses took the wagons and the oxen, and gave them to the Levites.ତେଣୁ ମାଶାେ ସହେି ଶଗଡ ଗୋରୁ ନଇେ ଲବେୀୟମାନଙ୍କୁ ଦେଲେ।

7 Two wagons and four oxen he gave to the sons of Gershon, according to their service:ଗେର୍ଶୋନୀଯ ସନ୍ତାନଗଣକୁ ସମାନଙ୍କେ ସବୋ ଅନୁସାରେ ସେ ଦୁଇ ଶଗଡ ଓ ଚାରି ଗୋରୁ ଦେଲେ।

8 And four wagons and eight oxen he gave to the sons of Merari, according to their service, under the hand of Ithamar the son of Aaron the priest.ହାରୋଣ ଯାଜକର ପୁତ୍ର ସମାନଙ୍କେର କାର୍ୟ୍ଯ ଅନୁସାରେ, ମରାରି ସନ୍ତାନଗଣକୁ ସମାନଙ୍କେ ସବୋ ଅନୁସାରେ ସେ ଚାରି ଶଗଡ ଓ ଆଠଟି ଗାଈ ଦେଲେ।

9 But to the sons of Kohath he gave none: because the service of the sanctuary belonging to them was that they should bear upon their shoulders.ମାତ୍ର ସେ କହାତ ସନ୍ତାନଗଣଙ୍କୁ କିଛି ଦେଲେ ନାହିଁ, କାରଣ ସମାନଙ୍କେର ପବିତ୍ର କାର୍ୟ୍ଯ ଥିଲା କାନ୍ଧ ରେ ଜିନିଷ ବହନ କରିବା।

10 And the princes offered for dedicating the altar in the day that it was anointed, even the princes offered their offering before the altar.ଅଧିପତି ଗଣ ମଧ୍ଯ ଦାନ କଲେ, ଯେତବେେଳେ ମାଶାେ ୟଜ୍ଞବଦେୀ ଉତ୍ସର୍ଗ କଲେ ଅର୍ଥାତ୍ ସହେି ଅଧିପତିଗଣ ବଦେି ସମ୍ମୁଖ ରେ ଆପଣା ଆପଣା ଉପହାର ଉତ୍ସର୍ଗ କଲେ।

11 And the LORD said to Moses, They shall offer their offering, each prince on his day, for the dedicating of the altar.ପୁଣି ସଦାପ୍ରଭୁ ମାଶାଙ୍କେୁ କହିଲେ, ପ୍ରେତ୍ୟକକ ଅଧିପତି ଆପଣା ଆପଣା ଦିନ ରେ ବଦେିର ପ୍ରତିଷ୍ଠା ନିମନ୍ତେ ଉପହାର ଉତ୍ସର୍ଗ କରିବେ।

12 And he that offered his offering the first day was Nahshon the son of Amminadab, of the tribe of Judah:ପ୍ରଥମ ଦିନରେ ଯିହୁଦା ପରିବାରବର୍ଗର ଅଧିପତି ଅମ୍ମୀନାଦବର ପୁତ୍ର ନହଶୋନ ତାଙ୍କର ଉପହାର ଉତ୍ସର୍ଗ କଲା।

13 And his offering was one silver charger, the weight of which was a hundred and thirty shekels, one silver bowl of seventy shekels, after the shekel of the sanctuary; both of them were full of fine flour mingled with oil for a meat-offering:ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।

14 One spoon of ten shekels of gold, full of incense:ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।

15 One young bullock, one ram, one lamb of the first year, for a burnt-offering:ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।

16 One kid of the goats for a sin-offering:ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।

17 And for a sacrifice of peace-offerings, two oxen, five rams, five he-goats, five lambs of the first year; this was the offering of Nahshon the son of Amminadab.ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।

18 On the second day Nethaneel the son of Zuar, prince of Issachar, offered.ଦ୍ୱିତୀୟ ଦିନ ଇଷାଖରର ଅଧିପତି ସୂୟାରର ପୁତ୍ର ନଥନେଲ ଆପଣା ଉପହାର ଉତ୍ସର୍ଗ କଲା।

19 He offered for his offering one silver charger, the weight of which was a hundred and thirty shekels, one silver bowl of seventy shekels, after the shekel of the sanctuary; both of them full of fine flour mingled with oil for a meat-offering:ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।

20 One spoon of gold of ten shekels, full of incense:ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।

21 One young bullock, one ram, one lamb of the first year, for a burnt-offering:ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।

22 One kid of the goats for a sin-offering:ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।

23 And for a sacrifice of peace-offerings, two oxen, five rams, five he-goats, five lambs of the first year: this was the offering of Nethaneel the son of Zuar.ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।

24 On the third day Eliab the son of Helon, prince of the children of Zebulun, offered:ତୃତୀୟ ଦିନ ସବୂଲୂନ ସନ୍ତାନଗଣର ଅଧିପତି ହେଲୋନର ପୁତ୍ର ଇଲୀୟାବ ଆପଣା ଉପହାର ଆଣିଲା।

25 His offering was one silver charger, the weight of which was a hundred and thirty shekels, one silver bowl of seventy shekels, after the shekel of the sanctuary; both of them full of fine flour mingled with oil for a meat-offering:ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।

26 One golden spoon of ten shekels, full of incense:ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।

27 One young bullock, one ram, one lamb of the first year, for a burnt-offering:ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।

28 One kid of the goats for a sin-offering:ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।

29 And for a sacrifice of peace-offerings, two oxen, five rams, five he-goats, five lambs of the first year: this was the offering of Eliab the son of Helon.ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।

30 On the fourth day Elizur the son of Shedeur, prince of the children of Reuben, offered:ଚତୁର୍ଥ ଦିନ ରୁବେନ୍ ସନ୍ତାନଗଣର ଅଧିପତି ଶଦେୟରର ପୁତ୍ର ଇଲୀଷୂର ଆପଣା ଉପହାର ଉତ୍ସର୍ଗ କଲା।

31 His offering was one silver charger, of the weight of a hundred and thirty shekels, one silver bowl of seventy shekels, after the shekel of the sanctuary; both of them full of fine flour mingled with oil for a meat-offering:ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।

32 One golden spoon of ten shekels, full of incense:ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।

33 One young bullock, one ram, one lamb of the first year, for a burnt-offering:ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।

34 One kid of the goats for a sin-offering:ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।

35 And for a sacrifice of peace-offerings, two oxen, five rams, five he-goats, five lambs of the first year: this was the offering of Elizur the son of Shedeur.ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।

36 On the fifth day Shelumiel the son of Zurishaddai, prince of the children of Simeon, offered:ପଞ୍ଚମ ଦିନ ଶିମିୟୋନ ସନ୍ତାନଗଣର ଅଧିପତି ସୂରୀଶଦ୍ଦୟର ପୁତ୍ର ସଲୁମୀୟେଲ ତାହାର ଉପହାର ଦେଲେ।

37 His offering was one silver charger, the weight of which was a hundred and thirty shekels, one silver bowl of seventy shekels, after the shekel of the sanctuary; both of them full of fine flour mingled with oil for a meat-offering:ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।

38 One golden spoon of ten shekels, full of incense:ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।

39 One young bullock, one ram, one lamb of the first year, for a burnt-offering:ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।

40 One kid of the goats for a sin-offering:ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।

41 And for a sacrifice of peace-offerings, two oxen, five rams, five he-goats, five lambs of the first year: this was the offering of Shelumiel the son of Zurishaddai.ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।

42 On the sixth day Eliasaph the son of Deuel, prince of the children of Gad, offered:ଷଷ୍ଠ ଦିନ ଗାଦ୍ ସନ୍ତାନଗଣର ଅଧିପତି ଦ୍ୟୂୟେଲର ପୁତ୍ର ଇଲୀୟାସଫ ନିଜ ଉପହାର ଉତ୍ସର୍ଗ କଲା।

43 His offering was one silver charger, of the weight of a hundred and thirty shekels, a silver bowl of seventy shekels, after the shekel of the sanctuary; both of them full of fine flour mingled with oil for a meat-offering:ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।

44 One golden spoon of ten shekels, full of incense:ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।

45 One young bullock, one ram, one lamb of the first year, for a burnt-offering:ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।

46 One kid of the goats for a sin-offering:ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।

47 And for a sacrifice of peace-offerings, two oxen, five rams, five he-goats, five lambs of the first year: this was the offering of Eliasaph the son of Deuel.ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।

48 On the seventh day Elishama the son of Ammihud, prince of the children of Ephraim, offered:ସପ୍ତମ ଦିନ ଇଫ୍ରୟିମ ଲୋକଗଣର ଅଧିପତି ଅମ୍ମୀହୁଦର ପୁତ୍ର ଇଲୀଶାମା ଆପଣା ଉପହାର ଆଣିଲା।

49 His offering was one silver charger, the weight of which was a hundred and thirty shekels, one silver bowl of seventy shekels, after the shekel of the sanctuary; both of them full of fine flour mingled with oil for a meat-offering:ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।

50 One golden spoon of ten shekels, full of incense:ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।

51 One young bullock, one ram, one lamb of the first year, for a burnt-offering:ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।

52 One kid of the goats for a sin-offering:ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।

53 And for a sacrifice of peace-offerings, two oxen, five rams, five he-goats, five lambs of the first year: this was the offering of Elishama the son of Ammihud.ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।

54 On the eighth day offered Gamaliel the son of Pedahzur, prince of the children of Manasseh:ଅଷ୍ଠମ ଦିନରେ ଗମଲିୟେଲ ପଦାହସୂରର ପୁତ୍ର, ତାହାର ଉପହାର ଆଣିଲା।

55 His offering was one silver charger of the weight of a hundred and thirty shekels, one silver bowl of seventy shekels, after the shekel of the sanctuary; both of them full of fine flour mingled with oil for a meat-offering:ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।

56 One golden spoon of ten shekels, full of incense:ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।

57 One young bullock, one ram, one lamb of the first year, for a burnt-offering:ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।

58 One kid of the goats for a sin-offering:ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।

59 And for a sacrifice of peace-offerings, two oxen, five rams, five he-goats, five lambs of the first year: this was the offering of Gamaliel the son of Pedahzur.ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।

60 On the ninth day Abidan the son of Gideoni, prince of the children of Benjamin, offered:ନବମ ଦିନ ବିନ୍ୟାମୀନ ସନ୍ତାନଗଣର ଅଧିପତି ଗିଦିୟୋନର ପୁତ୍ର ଅବୀଦାନ ଉପହାର ଆଣିଲା।

61 His offering was one silver charger, the weight of which was a hundred and thirty shekels, one silver bowl of seventy shekels, after the shekel of the sanctuary; both of them full of fine flour mingled with oil for a meat-offering:ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।

62 One golden spoon of ten shekels, full of incense:ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।

63 One young bullock, one ram, one lamb of the first year, for a burnt-offering:ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।

64 One kid of the goats for a sin-offering:ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।

65 And for a sacrifice of peace-offerings, two oxen, five rams, five he-goats, five lambs of the first year: this was the offering of Abidan the son of Gideoni.ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।

66 On the tenth day Ahiezer the son of Ammishaddai, prince of the children of Dan, offered:ଦଶମ ଦିନ ଦାନ ସନ୍ତାନଗଣର ଅଧିପତି ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ଆପଣା ଉପହାର ଆଣିଲା।

67 His offering was one silver charger, the weight of which was a hundred and thirty shekels, one silver bowl of seventy shekels, after the shekel of the sanctuary; both of them full of fine flour mingled with oil for a meat-offering:ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।

68 One golden spoon of ten shekels, full of incense:ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।

69 One young bullock, one ram, one lamb of the first year, for a burnt-offering:ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।

70 One kid of the goats for a sin-offering:ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।

71 And for a sacrifice of peace-offerings, two oxen, five rams, five he-goats, five lambs of the first year: this was the offering of Ahiezer the son of Ammishaddai.ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।

72 On the eleventh day Pagiel the son of Ocran, prince of the children of Asher, offered:ଏକାଦଶ ଦିନ ଆଶେର ସନ୍ତାନଗଣର ଅଧିପତି ଅକ୍ରଣର ପୁତ୍ର ପଗୀୟେଲ ନିଜ ଉପହାର ଉତ୍ସର୍ଗ କଲା।

73 His offering was one silver charger, the weight of which was a hundred and thirty shekels, one silver bowl of seventy shekels, after the shekel of the sanctuary; both of them full of fine flour mingled with oil for a meat-offering:ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।

74 One golden spoon of ten shekels, full of incense:ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।

75 One young bullock, one ram, one lamb of the first year, for a burnt-offering:ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।

76 One kid of the goats for a sin-offering:ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।

77 And for a sacrifice of peace-offerings, two oxen, five rams, five he-goats, five lambs of the first year: this was the offering of Pagiel the son of Ocran.ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।

78 On the twelfth day Ahira the son of Enan, prince of the children of Naphtali, offered:ଦ୍ୱାଦଶ ଦିନ ନପ୍ତାଲି ସନ୍ତାନଗଣର ଅଧିପତି ଐନନର ପୁତ୍ର ଅହୀର ନିଜ ଉପହାର ଆଣିଲା।

79 His offering was one silver charger, the weight of which was a hundred and thirty shekels, one silver bowl of seventy shekels, after the shekel of the sanctuary; both of them full of fine flour mingled with oil for a meat-offering:ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।

80 One golden spoon of ten shekels, full of incense:ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।

81 One young bullock, one ram, one lamb of the first year, for a burnt-offering:ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।

82 One kid of the goats for a sin-offering:ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।

83 And for a sacrifice of peace-offerings, two oxen, five rams, five he-goats, five lambs of the first year: this was the offering of Ahira the son of Enan.ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।

84 This was the dedication of the altar (in the day when it was anointed) by the princes of Israel: twelve chargers of silver, twelve silver bowls, twelve spoons of gold:ତହୁଁ ଏହିସବୁ ଦ୍ରବ୍ଯ ବଦେିର ଅଭିଷକେ ଦିନ, ଇଶ୍ରାୟେଲ ଅଧିପତିଗଣ ଦ୍ବାରା ଦତ୍ତ ହାଇେଥିଲା। ଯଥା:

85 Each charger of silver weighing a hundred and thirty shekels, each bowl seventy: all the silver vessels weighed two thousand and four hundred shekels, after the shekel of the sanctuary:ପ୍ରେତ୍ୟକକ ରୂପା ପାତ୍ର 130 ଶକେଲ ପ୍ରେତ୍ୟକକ ରୂପାଗିନା ସତୁରି ଶକେଲ ଏହି ସମସ୍ତ ପାତ୍ରର ରୂପା ପବିତ୍ର ସ୍ଥାନର ଅଧିକୃତ ମାପ ଅନୁସାରେ ଷାଠିଏ ପାଉଣ୍ତ ଓଜନ ଥିଲା।

86 The golden spoons were twelve, full of incense, weighing ten shekels apiece, after the shekel of the sanctuary: all the gold of the spoons was a hundred and twenty shekels.ଉପୟୁକ୍ତ ମାପ ଅନୁସାରେ ପ୍ରେତ୍ୟକକ ସୂର୍ଣ ଚାମଚ ରେ ବାର ଧୂମ୍ମପୂର୍ଣ ସୁଗନ୍ଧି ଥିଲା, ଏ ସମସ୍ତ ଚାମଚର ସୂର୍ଣ ଦଶ ଶକେଲ ଥିଲା।

87 All the oxen for the burnt-offering were twelve bullocks, the rams twelve, the lambs of the first year twelve, with their meat-offering: and the kids of the goats for sin-offering, twelve.ହାମବେଳି ନିମନ୍ତେ ସମୁଦାଯ ବା ରୋଟି ଗୋରୁ, ବା ରୋଟି ମଷେ ଓ ଏକବର୍ଷୀଯ ବାରୋଟି ମଷେବତ୍ସ, ଏବଂ ଏହିସବୁ ବଳିଦାନ ସହିତ ଶସ୍ଯ ନବୈେଦ୍ଯ ମଧ୍ଯ ୟିବ। ପାପାର୍ଥକ ବଳିଦାନ ନିମନ୍ତେ ବା ରୋଟି ଛାଗ ଥିଲା।

88 And all the oxen for the sacrifice of the peace-offerings were twenty and four bullocks, the rams sixty, the he-goats sixty, the lambs of the first year sixty. This was the dedication of the altar, after it was anointed.ପୁଣି ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ସମୁଦାଯ ଚବିଶ ଗୋରୁ, ଷାଠିଏ ମଷେ, ଷାଠିଏ ଛାଗ ଓ ଏକବର୍ଷୀଯ ଷାଠିଏ ମଷେବତ୍ସ ଅଧିପତିମାନେ ଉପହାର ଦେଲେ, ମାଶାେ ୟଜ୍ଞବଦେୀକୁ ପ୍ରତିଷ୍ଠା କଲାପରେ ଏହିସବୁ ଉପହାର ଦିଆଗଲା।

89 And when Moses had entered into the tabernacle of the congregation to speak with him, then he heard the voice of one speaking to him from off the mercy-seat that was upon the ark of testimony, from between the two cherubim: and he spoke to him.ଏହାପରେ ମାଶାେ ସଦାପ୍ରଭୁଙ୍କ ସହିତ କଥା କହିବାକୁ ସମାଗମ ତମ୍ବୁ ରେ ପ୍ରବେଶ କଲା ବେଳେ, ନିଯମ ସିନ୍ଦୁକର ଉପରିସ୍ଥିତ ପାପାଚ୍ଛାଦନ ର ଉପରୁ, କିରୁବଦ୍ବଯ ମଧ୍ଯରୁ ତାଙ୍କ ପ୍ରତି କଥା କହିବାର ଶୁଣିଲେ। ଏହିରୂପେ ପରମେଶ୍ବର ମାଶାଙ୍କେ ସହିତ କଥା ହେଲେ।

Oriya Bible