Bible

Numbers 7 - WEB (Oriya)

1 It happened on the day that Moses had finished setting up the tabernacle, and had anointed it and sanctified it, with all its furniture, and the altar with all its vessels, and had anointed and sanctified them;ଅନନ୍ତର ଯେଉଁ ଦିନ ମାଶାେ ପବିତ୍ର ତମ୍ବୁର କାର୍ୟ୍ଯ ଶଷେ କଲେ, ସେ ତୈଳ ଦଇେ ଏହାକୁ ଅଭିଷିକ୍ତ କଲେ ଏବଂ ୟଜ୍ଞବଦେୀ ଏବଂ ତାହାର ସମସ୍ତ ପାତ୍ର ଏବଂ ୟଜ୍ଞବଦେୀ ଏବଂ ତାହାର ସମସ୍ତ ପାତ୍ର ପବିତ୍ର କଲେ।

2 that the princes of Israel, the heads of their fathers' houses, offered. These were the princes of the tribes. These are they who were over those who were numbered:ସହେିଦିନ ଇଶ୍ରାୟେଲ ଅଧିପତିଗଣ ସଦାପ୍ରଭୁଙ୍କୁ ସମାନଙ୍କେ ପରିବାରବର୍ଗର ପ୍ରଧାନଗଣ ନବୈେଦ୍ଯ ଦାନ କଲେ; ଏମାନେ ବଂଶ ସମୂହର ଅଧିପତି ଥିଲେ। ପରିବାରବର୍ଗର ଯେଉଁମାନେ ଲୋକମାନଙ୍କର ଗଣନା କରିବାର ଦାଯିତ୍ବ ରେ ଥିଲେ।

3 and they brought their offering before Yahweh, six covered wagons, and twelve oxen; a wagon for every two of the princes, and for each one an ox: and they presented them before the tabernacle.ସମାନେେ ପବିତ୍ର ତମ୍ବୁ ନିମନ୍ତେ ଛଅ ଗୋଟି ଆଚ୍ଛାଦିତ ଶଗଡ ଓ ବାରଟି ଗାଈ ଆଣିଲେ। ପ୍ରେତ୍ୟକକ ନତେୃବର୍ଗ ଗୋଟିଏ ଗାଈ ଆଣିଲେ ଏବଂ ଦୁଇଜଣ ନତେୃବର୍ଗ ଏକାଠି ହେଲେ ଏବଂ ଗୋଟିଏ ଶଗଡ ଆଣିଲେ।

4 Yahweh spoke to Moses, saying,ତହୁଁ ସଦାପ୍ରଭୁ ମାଶାଙ୍କେୁ କହିଲେ,

5 "Accept these from them, that they may be used in doing the service of the Tent of Meeting; and you shall give them to the Levites, to every man according to his service."ସମାନେେ ଯାହା ଆଣିଛନ୍ତି ଗ୍ରହଣ କର, ସମାଗମ ତମ୍ବୁର ସବୋ ନିମନ୍ତେ ଅଛନ୍ତି। ଏହା ଲବେୀୟମାନଙ୍କୁ ଦିଅ ସମାନଙ୍କେର କାର୍ୟ୍ଯ ଅନୁସାରେ।

6 Moses took the wagons and the oxen, and gave them to the Levites.ତେଣୁ ମାଶାେ ସହେି ଶଗଡ ଗୋରୁ ନଇେ ଲବେୀୟମାନଙ୍କୁ ଦେଲେ।

7 He gave two wagons and four oxen to the sons of Gershon, according to their service:ଗେର୍ଶୋନୀଯ ସନ୍ତାନଗଣକୁ ସମାନଙ୍କେ ସବୋ ଅନୁସାରେ ସେ ଦୁଇ ଶଗଡ ଓ ଚାରି ଗୋରୁ ଦେଲେ।

8 and he gave four wagons and eight oxen to the sons of Merari, according to their service, under the direction of Ithamar the son of Aaron the priest.ହାରୋଣ ଯାଜକର ପୁତ୍ର ସମାନଙ୍କେର କାର୍ୟ୍ଯ ଅନୁସାରେ, ମରାରି ସନ୍ତାନଗଣକୁ ସମାନଙ୍କେ ସବୋ ଅନୁସାରେ ସେ ଚାରି ଶଗଡ ଓ ଆଠଟି ଗାଈ ଦେଲେ।

9 But to the sons of Kohath he gave none, because the service of the sanctuary belonged to them; they carried it on their shoulders.ମାତ୍ର ସେ କହାତ ସନ୍ତାନଗଣଙ୍କୁ କିଛି ଦେଲେ ନାହିଁ, କାରଣ ସମାନଙ୍କେର ପବିତ୍ର କାର୍ୟ୍ଯ ଥିଲା କାନ୍ଧ ରେ ଜିନିଷ ବହନ କରିବା।

10 The princes gave offerings for the dedication of the altar in the day that it was anointed, even the princes gave their offerings before the altar.ଅଧିପତି ଗଣ ମଧ୍ଯ ଦାନ କଲେ, ଯେତବେେଳେ ମାଶାେ ୟଜ୍ଞବଦେୀ ଉତ୍ସର୍ଗ କଲେ ଅର୍ଥାତ୍ ସହେି ଅଧିପତିଗଣ ବଦେି ସମ୍ମୁଖ ରେ ଆପଣା ଆପଣା ଉପହାର ଉତ୍ସର୍ଗ କଲେ।

11 Yahweh said to Moses, "They shall offer their offering, each prince on his day, for the dedication of the altar."ପୁଣି ସଦାପ୍ରଭୁ ମାଶାଙ୍କେୁ କହିଲେ, ପ୍ରେତ୍ୟକକ ଅଧିପତି ଆପଣା ଆପଣା ଦିନ ରେ ବଦେିର ପ୍ରତିଷ୍ଠା ନିମନ୍ତେ ଉପହାର ଉତ୍ସର୍ଗ କରିବେ।

12 He who offered his offering the first day was Nahshon the son of Amminadab, of the tribe of Judah,ପ୍ରଥମ ଦିନରେ ଯିହୁଦା ପରିବାରବର୍ଗର ଅଧିପତି ଅମ୍ମୀନାଦବର ପୁତ୍ର ନହଶୋନ ତାଙ୍କର ଉପହାର ଉତ୍ସର୍ଗ କଲା।

13 and his offering was: one silver platter, the weight of which was one hundred thirty shekels, one silver bowl of seventy shekels, after the shekel of the sanctuary; both of them full of fine flour mixed with oil for a meal offering;ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।

14 one golden ladle of ten shekels, full of incense;ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।

15 one young bull, one ram, one male lamb a year old, for a burnt offering;ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।

16 one male goat for a sin offering;ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।

17 and for the sacrifice of peace offerings, two oxen, five rams, five male goats, and five male lambs a year old. This was the offering of Nahshon the son of Amminadab.ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।

18 On the second day Nethanel the son of Zuar, prince of Issachar, gave his offering.ଦ୍ୱିତୀୟ ଦିନ ଇଷାଖରର ଅଧିପତି ସୂୟାରର ପୁତ୍ର ନଥନେଲ ଆପଣା ଉପହାର ଉତ୍ସର୍ଗ କଲା।

19 He offered for his offering: one silver platter, the weight of which was one hundred thirty shekels, one silver bowl of seventy shekels, after the shekel of the sanctuary; both of them full of fine flour mixed with oil for a meal offering;ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।

20 one golden ladle of ten shekels, full of incense;ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।

21 one young bull, one ram, one male lamb a year old, for a burnt offering;ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।

22 one male goat for a sin offering;ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।

23 and for the sacrifice of peace offerings, two oxen, five rams, five male goats, five male lambs a year old. This was the offering of Nethanel the son of Zuar.ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।

24 On the third day Eliab the son of Helon, prince of the children of Zebulunତୃତୀୟ ଦିନ ସବୂଲୂନ ସନ୍ତାନଗଣର ଅଧିପତି ହେଲୋନର ପୁତ୍ର ଇଲୀୟାବ ଆପଣା ଉପହାର ଆଣିଲା।

25 gave his offering: one silver platter, the weight of which was a hundred and thirty shekels, one silver bowl of seventy shekels, after the shekel of the sanctuary; both of them full of fine flour mixed with oil for a meal offering;ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।

26 one golden ladle of ten shekels, full of incense;ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।

27 one young bull, one ram, one male lamb a year old, for a burnt offering;ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।

28 one male goat for a sin offering;ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।

29 and for the sacrifice of peace offerings, two oxen, five rams, five male goats, and five male lambs a year old. This was the offering of Eliab the son of Helon.ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।

30 On the fourth day Elizur the son of Shedeur, prince of the children of Reubenଚତୁର୍ଥ ଦିନ ରୁବେନ୍ ସନ୍ତାନଗଣର ଅଧିପତି ଶଦେୟରର ପୁତ୍ର ଇଲୀଷୂର ଆପଣା ଉପହାର ଉତ୍ସର୍ଗ କଲା।

31 gave his offering: one silver platter, the weight of which was one hundred thirty shekels, one silver bowl of seventy shekels, after the shekel of the sanctuary; both of them full of fine flour mixed with oil for a meal offering;ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।

32 one golden ladle of ten shekels, full of incense;ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।

33 one young bull, one ram, one male lamb a year old, for a burnt offering;ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।

34 one male goat for a sin offering;ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।

35 and for the sacrifice of peace offerings, two oxen, five rams, five male goats, and five male lambs a year old. This was the offering of Elizur the son of Shedeur.ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।

36 On the fifth day Shelumiel the son of Zurishaddai, prince of the children of Simeonପଞ୍ଚମ ଦିନ ଶିମିୟୋନ ସନ୍ତାନଗଣର ଅଧିପତି ସୂରୀଶଦ୍ଦୟର ପୁତ୍ର ସଲୁମୀୟେଲ ତାହାର ଉପହାର ଦେଲେ।

37 gave his offering: one silver platter, the weight of which was one hundred thirty shekels, one silver bowl of seventy shekels, after the shekel of the sanctuary; both of them full of fine flour mixed with oil for a meal offering;ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।

38 one golden ladle of ten shekels, full of incense;ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।

39 one young bull, one ram, one male lamb a year old, for a burnt offering;ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।

40 one male goat for a sin offering;ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।

41 and for the sacrifice of peace offerings, two oxen, five rams, five male goats, and five male lambs a year old: this was the offering of Shelumiel the son of Zurishaddai.ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।

42 On the sixth day, Eliasaph the son of Deuel, prince of the children of Gadଷଷ୍ଠ ଦିନ ଗାଦ୍ ସନ୍ତାନଗଣର ଅଧିପତି ଦ୍ୟୂୟେଲର ପୁତ୍ର ଇଲୀୟାସଫ ନିଜ ଉପହାର ଉତ୍ସର୍ଗ କଲା।

43 gave his offering: one silver platter, the weight of which was one hundred thirty shekels, one silver bowl of seventy shekels, after the shekel of the sanctuary; both of them full of fine flour mixed with oil for a meal offering;ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।

44 one golden ladle of ten shekels, full of incense;ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।

45 one young bull, one ram, one male lamb a year old, for a burnt offering;ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।

46 one male goat for a sin offering;ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।

47 and for the sacrifice of peace offerings, two oxen, five rams, five male goats, and five male lambs a year old. This was the offering of Eliasaph the son of Deuel.ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।

48 On the seventh day Elishama the son of Ammihud, prince of the children of Ephraimସପ୍ତମ ଦିନ ଇଫ୍ରୟିମ ଲୋକଗଣର ଅଧିପତି ଅମ୍ମୀହୁଦର ପୁତ୍ର ଇଲୀଶାମା ଆପଣା ଉପହାର ଆଣିଲା।

49 gave his offering: one silver platter, the weight of which was one hundred thirty shekels, one silver bowl of seventy shekels, after the shekel of the sanctuary; both of them full of fine flour mixed with oil for a meal offering;ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।

50 one golden ladle of ten shekels, full of incense;ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।

51 one young bull, one ram, one male lamb a year old, for a burnt offering;ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।

52 one male goat for a sin offering;ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।

53 and for the sacrifice of peace offerings, two oxen, five rams, five male goats, and five male lambs a year old. This was the offering of Elishama the son of Ammihud.ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।

54 On the eighth day Gamaliel the son of Pedahzur, prince of the children of Manassehଅଷ୍ଠମ ଦିନରେ ଗମଲିୟେଲ ପଦାହସୂରର ପୁତ୍ର, ତାହାର ଉପହାର ଆଣିଲା।

55 gave his offering: one silver platter, the weight of which was one hundred thirty shekels, one silver bowl of seventy shekels, after the shekel of the sanctuary; both of them full of fine flour mixed with oil for a meal offering;ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।

56 one golden ladle of ten shekels, full of incense;ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।

57 one young bull, one ram, one male lamb a year old, for a burnt offering;ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।

58 one male goat for a sin offering;ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।

59 and for the sacrifice of peace offerings, two oxen, five rams, five male goats, and five male lambs a year old. This was the offering of Gamaliel the son of Pedahzur.ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।

60 On the ninth day Abidan the son of Gideoni, prince of the children of Benjaminନବମ ଦିନ ବିନ୍ୟାମୀନ ସନ୍ତାନଗଣର ଅଧିପତି ଗିଦିୟୋନର ପୁତ୍ର ଅବୀଦାନ ଉପହାର ଆଣିଲା।

61 gave his offering: one silver platter, the weight of which was one hundred thirty shekels, one silver bowl of seventy shekels, after the shekel of the sanctuary; both of them full of fine flour mixed with oil for a meal offering;ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।

62 one golden ladle of ten shekels, full of incense;ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।

63 one young bull, one ram, one male lamb a year old, for a burnt offering;ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।

64 one male goat for a sin offering;ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।

65 and for the sacrifice of peace offerings, two oxen, five rams, five male goats, and five male lambs a year old. This was the offering of Abidan the son of Gideoni.ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।

66 On the tenth day Ahiezer the son of Ammishaddai, prince of the children of Danଦଶମ ଦିନ ଦାନ ସନ୍ତାନଗଣର ଅଧିପତି ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ଆପଣା ଉପହାର ଆଣିଲା।

67 gave his offering: one silver platter, the weight of which was one hundred thirty shekels, one silver bowl of seventy shekels, after the shekel of the sanctuary; both of them full of fine flour mixed with oil for a meal offering;ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।

68 one golden ladle of ten shekels, full of incense;ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।

69 one young bull, one ram, one male lamb a year old, for a burnt offering;ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।

70 one male goat for a sin offering;ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।

71 and for the sacrifice of peace offerings, two oxen, five rams, five male goats, and five male lambs a year old. This was the offering of Ahiezer the son of Ammishaddai.ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।

72 On the eleventh day Pagiel the son of Ochran, prince of the children of Asherଏକାଦଶ ଦିନ ଆଶେର ସନ୍ତାନଗଣର ଅଧିପତି ଅକ୍ରଣର ପୁତ୍ର ପଗୀୟେଲ ନିଜ ଉପହାର ଉତ୍ସର୍ଗ କଲା।

73 gave his offering: one silver platter, the weight of which was one hundred thirty shekels, one silver bowl of seventy shekels, after the shekel of the sanctuary; both of them full of fine flour mixed with oil for a meal offering;ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।

74 one golden ladle of ten shekels, full of incense;ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।

75 one young bull, one ram, one male lamb a year old, for a burnt offering;ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।

76 one male goat for a sin offering;ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।

77 and for the sacrifice of peace offerings, two oxen, five rams, five male goats, and five male lambs a year old. This was the offering of Pagiel the son of Ochran.ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।

78 On the twelfth day Ahira the son of Enan, prince of the children of Naphtaliଦ୍ୱାଦଶ ଦିନ ନପ୍ତାଲି ସନ୍ତାନଗଣର ଅଧିପତି ଐନନର ପୁତ୍ର ଅହୀର ନିଜ ଉପହାର ଆଣିଲା।

79 gave his offering: one silver platter, the weight of which was one hundred thirty shekels, one silver bowl of seventy shekels, after the shekel of the sanctuary; both of them full of fine flour mixed with oil for a meal offering;ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।

80 one golden spoon of ten shekels, full of incense;ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।

81 one young bull, one ram, one male lamb a year old, for a burnt offering;ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।

82 one male goat for a sin offering;ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।

83 and for the sacrifice of peace offerings, two oxen, five rams, five male goats, and five male lambs a year old. This was the offering of Ahira the son of Enan.ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।

84 This was the dedication of the altar, on the day when it was anointed, by the princes of Israel: twelve silver platters, twelve silver bowls, twelve golden ladles;ତହୁଁ ଏହିସବୁ ଦ୍ରବ୍ଯ ବଦେିର ଅଭିଷକେ ଦିନ, ଇଶ୍ରାୟେଲ ଅଧିପତିଗଣ ଦ୍ବାରା ଦତ୍ତ ହାଇେଥିଲା। ଯଥା:

85 each silver platter weighing one hundred thirty shekels, and each bowl seventy; all the silver of the vessels two thousand four hundred shekels, after the shekel of the sanctuary;ପ୍ରେତ୍ୟକକ ରୂପା ପାତ୍ର 130 ଶକେଲ ପ୍ରେତ୍ୟକକ ରୂପାଗିନା ସତୁରି ଶକେଲ ଏହି ସମସ୍ତ ପାତ୍ରର ରୂପା ପବିତ୍ର ସ୍ଥାନର ଅଧିକୃତ ମାପ ଅନୁସାରେ ଷାଠିଏ ପାଉଣ୍ତ ଓଜନ ଥିଲା।

86 the twelve golden ladles, full of incense, weighing ten shekels apiece, after the shekel of the sanctuary; all the gold of the ladles weighed one hundred twenty shekels;ଉପୟୁକ୍ତ ମାପ ଅନୁସାରେ ପ୍ରେତ୍ୟକକ ସୂର୍ଣ ଚାମଚ ରେ ବାର ଧୂମ୍ମପୂର୍ଣ ସୁଗନ୍ଧି ଥିଲା, ଏ ସମସ୍ତ ଚାମଚର ସୂର୍ଣ ଦଶ ଶକେଲ ଥିଲା।

87 all the oxen for the burnt offering twelve bulls, the rams twelve, the male lambs a year old twelve, and their meal offering; and the male goats for a sin offering twelve;ହାମବେଳି ନିମନ୍ତେ ସମୁଦାଯ ବା ରୋଟି ଗୋରୁ, ବା ରୋଟି ମଷେ ଓ ଏକବର୍ଷୀଯ ବାରୋଟି ମଷେବତ୍ସ, ଏବଂ ଏହିସବୁ ବଳିଦାନ ସହିତ ଶସ୍ଯ ନବୈେଦ୍ଯ ମଧ୍ଯ ୟିବ। ପାପାର୍ଥକ ବଳିଦାନ ନିମନ୍ତେ ବା ରୋଟି ଛାଗ ଥିଲା।

88 and all the oxen for the sacrifice of peace offerings twenty-four bulls, the rams sixty, the male goats sixty, the male lambs a year old sixty. This was the dedication of the altar, after it was anointed.ପୁଣି ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ସମୁଦାଯ ଚବିଶ ଗୋରୁ, ଷାଠିଏ ମଷେ, ଷାଠିଏ ଛାଗ ଓ ଏକବର୍ଷୀଯ ଷାଠିଏ ମଷେବତ୍ସ ଅଧିପତିମାନେ ଉପହାର ଦେଲେ, ମାଶାେ ୟଜ୍ଞବଦେୀକୁ ପ୍ରତିଷ୍ଠା କଲାପରେ ଏହିସବୁ ଉପହାର ଦିଆଗଲା।

89 When Moses went into the Tent of Meeting to speak with Yahweh, he heard his voice speaking to him from above the mercy seat that was on the ark of the Testimony, from between the two cherubim: and he spoke to him.ଏହାପରେ ମାଶାେ ସଦାପ୍ରଭୁଙ୍କ ସହିତ କଥା କହିବାକୁ ସମାଗମ ତମ୍ବୁ ରେ ପ୍ରବେଶ କଲା ବେଳେ, ନିଯମ ସିନ୍ଦୁକର ଉପରିସ୍ଥିତ ପାପାଚ୍ଛାଦନ ର ଉପରୁ, କିରୁବଦ୍ବଯ ମଧ୍ଯରୁ ତାଙ୍କ ପ୍ରତି କଥା କହିବାର ଶୁଣିଲେ। ଏହିରୂପେ ପରମେଶ୍ବର ମାଶାଙ୍କେ ସହିତ କଥା ହେଲେ।

Oriya Bible