Numbers 7 - YLT (Oriya)
1 And it cometh to pass on the day of Moses' finishing setting up the tabernacle, that he anointeth it, and sanctifieth it, and all its vessels, and the altar, and all its vessels, and he anointeth them, and sanctifieth them,ଅନନ୍ତର ଯେଉଁ ଦିନ ମାଶାେ ପବିତ୍ର ତମ୍ବୁର କାର୍ୟ୍ଯ ଶଷେ କଲେ, ସେ ତୈଳ ଦଇେ ଏହାକୁ ଅଭିଷିକ୍ତ କଲେ ଏବଂ ୟଜ୍ଞବଦେୀ ଏବଂ ତାହାର ସମସ୍ତ ପାତ୍ର ଏବଂ ୟଜ୍ଞବଦେୀ ଏବଂ ତାହାର ସମସ୍ତ ପାତ୍ର ପବିତ୍ର କଲେ।
2 and the princes of Israel (heads of the house of their fathers, they `are' princes of the tribes, they who are standing over those numbered) bring near,ସହେିଦିନ ଇଶ୍ରାୟେଲ ଅଧିପତିଗଣ ସଦାପ୍ରଭୁଙ୍କୁ ସମାନଙ୍କେ ପରିବାରବର୍ଗର ପ୍ରଧାନଗଣ ନବୈେଦ୍ଯ ଦାନ କଲେ; ଏମାନେ ବଂଶ ସମୂହର ଅଧିପତି ଥିଲେ। ପରିବାରବର୍ଗର ଯେଉଁମାନେ ଲୋକମାନଙ୍କର ଗଣନା କରିବାର ଦାଯିତ୍ବ ରେ ଥିଲେ।
3 yea, they bring their offering before Jehovah, six waggons covered, and twelve oxen -- a waggon for two of the princes, and an ox for one -- and they bring them near before the tabernacle.ସମାନେେ ପବିତ୍ର ତମ୍ବୁ ନିମନ୍ତେ ଛଅ ଗୋଟି ଆଚ୍ଛାଦିତ ଶଗଡ ଓ ବାରଟି ଗାଈ ଆଣିଲେ। ପ୍ରେତ୍ୟକକ ନତେୃବର୍ଗ ଗୋଟିଏ ଗାଈ ଆଣିଲେ ଏବଂ ଦୁଇଜଣ ନତେୃବର୍ଗ ଏକାଠି ହେଲେ ଏବଂ ଗୋଟିଏ ଶଗଡ ଆଣିଲେ।
4 And Jehovah speaketh unto Moses, saying,ତହୁଁ ସଦାପ୍ରଭୁ ମାଶାଙ୍କେୁ କହିଲେ,
5 `Receive from them, and they have been to do the service of the tent of meeting, and thou hast given them unto the Levites, each according to his service.'ସମାନେେ ଯାହା ଆଣିଛନ୍ତି ଗ୍ରହଣ କର, ସମାଗମ ତମ୍ବୁର ସବୋ ନିମନ୍ତେ ଅଛନ୍ତି। ଏହା ଲବେୀୟମାନଙ୍କୁ ଦିଅ ସମାନଙ୍କେର କାର୍ୟ୍ଯ ଅନୁସାରେ।
6 And Moses taketh the waggons and the oxen, and giveth them unto the Levites.ତେଣୁ ମାଶାେ ସହେି ଶଗଡ ଗୋରୁ ନଇେ ଲବେୀୟମାନଙ୍କୁ ଦେଲେ।
7 The two of the waggons and the four of the oxen he hath given to the sons of Gershon, according to their service,ଗେର୍ଶୋନୀଯ ସନ୍ତାନଗଣକୁ ସମାନଙ୍କେ ସବୋ ଅନୁସାରେ ସେ ଦୁଇ ଶଗଡ ଓ ଚାରି ଗୋରୁ ଦେଲେ।
8 and the four of the waggons and the eight of the oxen he hath given to the sons of Merari, according to their service, by the hand of Ithamar son of Aaron the priest;ହାରୋଣ ଯାଜକର ପୁତ୍ର ସମାନଙ୍କେର କାର୍ୟ୍ଯ ଅନୁସାରେ, ମରାରି ସନ୍ତାନଗଣକୁ ସମାନଙ୍କେ ସବୋ ଅନୁସାରେ ସେ ଚାରି ଶଗଡ ଓ ଆଠଟି ଗାଈ ଦେଲେ।
9 and to the sons of Kohath he hath not given, for the service of the sanctuary `is' on them: on the shoulder they bear.ମାତ୍ର ସେ କହାତ ସନ୍ତାନଗଣଙ୍କୁ କିଛି ଦେଲେ ନାହିଁ, କାରଣ ସମାନଙ୍କେର ପବିତ୍ର କାର୍ୟ୍ଯ ଥିଲା କାନ୍ଧ ରେ ଜିନିଷ ବହନ କରିବା।
10 And the princes bring near the dedication of the altar in the day of its being anointed; yea, the princes bring near their offering before the altar.ଅଧିପତି ଗଣ ମଧ୍ଯ ଦାନ କଲେ, ଯେତବେେଳେ ମାଶାେ ୟଜ୍ଞବଦେୀ ଉତ୍ସର୍ଗ କଲେ ଅର୍ଥାତ୍ ସହେି ଅଧିପତିଗଣ ବଦେି ସମ୍ମୁଖ ରେ ଆପଣା ଆପଣା ଉପହାର ଉତ୍ସର୍ଗ କଲେ।
11 And Jehovah saith unto Moses, `One prince a day -- one prince a day -- do they bring near their offering for the dedication of the altar.'ପୁଣି ସଦାପ୍ରଭୁ ମାଶାଙ୍କେୁ କହିଲେ, ପ୍ରେତ୍ୟକକ ଅଧିପତି ଆପଣା ଆପଣା ଦିନ ରେ ବଦେିର ପ୍ରତିଷ୍ଠା ନିମନ୍ତେ ଉପହାର ଉତ୍ସର୍ଗ କରିବେ।
12 And he who is bringing near on the first day his offering is Nahshon son of Amminadab, of the tribe of Judah.ପ୍ରଥମ ଦିନରେ ଯିହୁଦା ପରିବାରବର୍ଗର ଅଧିପତି ଅମ୍ମୀନାଦବର ପୁତ୍ର ନହଶୋନ ତାଙ୍କର ଉପହାର ଉତ୍ସର୍ଗ କଲା।
13 And his offering `is' one silver dish, its weight a hundred and thirty `shekels'; one silver bowl of seventy shekels, by the shekel of the sanctuary; both of them full of flour mixed with oil, for a present;ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।
14 one golden spoon of ten `shekels', full of perfume;ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।
15 one bullock, a son of the herd, one ram, one lamb, a son of a year, for a burnt-offering;ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।
16 one kid of the goats for a sin-offering;ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।
17 and for a sacrifice of the peace-offerings two oxen, five rams, five he-goats, five lambs, sons of a year; this `is' the offering of Nahshon son of Amminadab.ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।
18 On the second day hath Nethaneel son of Zuar, prince of Issachar, brought near.ଦ୍ୱିତୀୟ ଦିନ ଇଷାଖରର ଅଧିପତି ସୂୟାରର ପୁତ୍ର ନଥନେଲ ଆପଣା ଉପହାର ଉତ୍ସର୍ଗ କଲା।
19 He hath brought near his offering, one silver dish, its weight a hundred and thirty `shekels'; one silver bowl of seventy shekels, by the shekel of the sanctuary, both of them full of flour mixed with oil, for a present;ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।
20 one golden spoon of ten `shekels', full of perfume;ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।
21 one bullock, a son of the herd, one ram, one lamb, a son of a year, for a burnt-offering;ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।
22 one kid of the goats for a sin-offering;ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।
23 and for a sacrifice of the peace-offerings two oxen, five rams, five he-goats, five lambs, sons of a year; this `is' the offering of Nethaneel son of Zuar.ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।
24 On the third day, the prince of the sons of Zebulun, Eliab son of Helon; --ତୃତୀୟ ଦିନ ସବୂଲୂନ ସନ୍ତାନଗଣର ଅଧିପତି ହେଲୋନର ପୁତ୍ର ଇଲୀୟାବ ଆପଣା ଉପହାର ଆଣିଲା।
25 his offering `is' one silver dish, its weight a hundred and thirty `shekels'; one silver bowl of seventy shekels, by the shekel of the sanctuary, both of them full of flour mixed with oil, for a present;ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।
26 one golden spoon of ten `shekels', full of perfume;ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।
27 one bullock, a son of the herd, one ram, one lamb, a son of a year, for a burnt-offering;ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।
28 one kid of the goats for a sin-offering;ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।
29 and for a sacrifice of the peace-offerings two oxen, five rams, five he-goats, five lambs, sons of a year; this `is' the offering of Eliab son of Helon.ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।
30 On the fourth day, Elizur, son of Shedeur, prince of the sons of Reuben; --ଚତୁର୍ଥ ଦିନ ରୁବେନ୍ ସନ୍ତାନଗଣର ଅଧିପତି ଶଦେୟରର ପୁତ୍ର ଇଲୀଷୂର ଆପଣା ଉପହାର ଉତ୍ସର୍ଗ କଲା।
31 his offering is one silver dish, its weight a hundred and thirty `shekels'; one silver bowl of seventy shekels, by the shekel of the sanctuary, both of them full of flour mixed with oil, for a present;ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।
32 one golden spoon of ten `shekels', full of perfume;ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।
33 one bullock, a son of the herd, one ram, one lamb, a son of a year, for a burnt-offering;ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।
34 one kid of the goats for a sin-offering;ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।
35 and for a sacrifice of the peace-offerings two oxen, five rams, five he-goats, five lambs, sons of a year; this `is' the offering of Elizur son of Shedeur.ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।
36 On the fifth day, the prince of the sons of Simeon, Shelumiel son of Zurishaddai; --ପଞ୍ଚମ ଦିନ ଶିମିୟୋନ ସନ୍ତାନଗଣର ଅଧିପତି ସୂରୀଶଦ୍ଦୟର ପୁତ୍ର ସଲୁମୀୟେଲ ତାହାର ଉପହାର ଦେଲେ।
37 his offering `is' one silver dish, its weight a hundred and thirty `shekels'; one silver bowl of seventy shekels, by the shekel of the sanctuary, both of them full of flour mixed with oil, for a present;ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।
38 one golden spoon of ten `shekels', full of perfume;ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।
39 one bullock, a son of the herd, one ram, one lamb, a son of a year, for a burnt-offering;ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।
40 one kid of the goats for a sin-offering;ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।
41 and for a sacrifice of the peace-offerings two oxen, five rams, five he-goats, five lambs, sons of a year; this `is' the offering of Shelumiel son of Zurishaddai.ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।
42 On the sixth day, the prince of the sons of Gad, Eliasaph son of Deuel; --ଷଷ୍ଠ ଦିନ ଗାଦ୍ ସନ୍ତାନଗଣର ଅଧିପତି ଦ୍ୟୂୟେଲର ପୁତ୍ର ଇଲୀୟାସଫ ନିଜ ଉପହାର ଉତ୍ସର୍ଗ କଲା।
43 his offering `is' one silver dish, its weight a hundred and thirty `shekels'; one silver bowl of seventy shekels, by the shekel of the sanctuary, both of them full of flour mixed with oil, for a present;ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।
44 one golden spoon of ten `shekels', full of perfume;ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।
45 one bullock, a son of the herd, one ram, one lamb, a son of a year, for a burnt-offering;ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।
46 one kid of the goats for a sin-offering;ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।
47 and for a sacrifice of the peace-offerings two oxen, five rams, five he-goats, five lambs, sons of a year; this `is' the offering of Eliasaph son of Deuel.ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।
48 On the seventh day, the prince of the sons of Ephraim, Elishama son of Ammihud; --ସପ୍ତମ ଦିନ ଇଫ୍ରୟିମ ଲୋକଗଣର ଅଧିପତି ଅମ୍ମୀହୁଦର ପୁତ୍ର ଇଲୀଶାମା ଆପଣା ଉପହାର ଆଣିଲା।
49 his offering `is' one silver dish, its weight a hundred and thirty `shekels'; one silver bowl of seventy shekels, by the shekel of the sanctuary, both of them full of flour mixed with oil, for a present;ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।
50 one golden spoon of ten `shekels', full of perfume;ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।
51 one bullock, a son of the herd, one ram, one lamb, a son of a year, for a burnt-offering;ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।
52 one kid of the goats for a sin-offering;ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।
53 and for a sacrifice of the peace-offerings two oxen, five rams, five he-goats, five lambs, sons of a year; this `is' the offering of Elishama son of Ammihud.ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।
54 On the eighth day, the prince of the sons of Manasseh, Gamaliel son of Pedahzur; --ଅଷ୍ଠମ ଦିନରେ ଗମଲିୟେଲ ପଦାହସୂରର ପୁତ୍ର, ତାହାର ଉପହାର ଆଣିଲା।
55 his offering `is' one silver dish, its weight a hundred and thirty `shekels'; one silver bowl of seventy shekels, by the shekel of the sanctuary, both of them full of flour mixed with oil, for a present;ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।
56 one golden spoon of ten `shekels', full of perfume;ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।
57 one bullock, a son of the herd, one ram, one lamb, a son of a year, for a burnt-offering;ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।
58 one kid of the goats for a sin-offering;ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।
59 and for a sacrifice of the peace-offerings two oxen, five rams, five he-goats, five lambs, sons of a year; this `is' the offering of Gamaliel son of Pedahzur.ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।
60 On the ninth day, the prince of the sons of Benjamin, Abidan son of Gideoni; --ନବମ ଦିନ ବିନ୍ୟାମୀନ ସନ୍ତାନଗଣର ଅଧିପତି ଗିଦିୟୋନର ପୁତ୍ର ଅବୀଦାନ ଉପହାର ଆଣିଲା।
61 his offering `is' one silver dish, its weight a hundred and thirty `shekels'; one silver bowl of seventy shekels, by the shekel of the sanctuary, both of them full of flour mixed with oil, for a present;ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।
62 one golden spoon of ten `shekels', full of perfume;ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।
63 one bullock, a son of the herd, one ram, one lamb, a son of a year, for a burnt-offering;ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।
64 one kid of the goats for a sin-offering:ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।
65 and for a sacrifice of the peace-offerings two oxen, five rams, five he-goats, five lambs, sons of a year; this `is' the offering of Abidan son of Gideoni.ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।
66 On the tenth day, the prince of the sons of Dan, Ahiezer son of Ammishaddai; --ଦଶମ ଦିନ ଦାନ ସନ୍ତାନଗଣର ଅଧିପତି ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ଆପଣା ଉପହାର ଆଣିଲା।
67 his offering `is' one silver dish, its weight a hundred and thirty `shekels'; one silver bowl of seventy shekels, by the shekel of the sanctuary, both of them full of flour mixed with oil, for a present;ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।
68 one golden spoon of ten `shekels', full of perfume;ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।
69 one bullock, a son of the herd, one ram, one lamb, a son of a year, for a burnt-offering;ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।
70 one kid of the goats for a sin-offering;ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।
71 and for a sacrifice of the peace-offerings two oxen, five rams, five he-goats, five lambs, sons of a year; this `is' the offering of Ahiezer son of Ammishaddai.ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।
72 On the eleventh day, the prince of the sons of Asher, Pagiel son of Ocran; --ଏକାଦଶ ଦିନ ଆଶେର ସନ୍ତାନଗଣର ଅଧିପତି ଅକ୍ରଣର ପୁତ୍ର ପଗୀୟେଲ ନିଜ ଉପହାର ଉତ୍ସର୍ଗ କଲା।
73 his offering `is' one silver dish, its weight a hundred and thirty `shekels'; one silver bowl of seventy shekels, by the shekel of the sanctuary, both of them full of flour mixed with oil, for a present;ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।
74 one golden spoon of ten `shekels', full of perfume;ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।
75 one bullock, a son of the herd, one ram, one lamb, a son of a year, for a burnt-offering;ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।
76 one kid of the goats for a sin-offering;ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।
77 and for a sacrifice of the peace-offerings two oxen, five rams, five he-goats, five lambs, sons of a year; this `is' the offering of Pagiel son of Ocran.ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।
78 On the twelfth day, the prince of the sons of Naphtali, Ahira son of Enan; --ଦ୍ୱାଦଶ ଦିନ ନପ୍ତାଲି ସନ୍ତାନଗଣର ଅଧିପତି ଐନନର ପୁତ୍ର ଅହୀର ନିଜ ଉପହାର ଆଣିଲା।
79 his offering `is' one silver dish, its weight a hundred and thirty `shekels'; one silver bowl of seventy shekels, by the shekel of the sanctuary, both of them full of flour mixed with oil, for a present;ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।
80 one golden spoon of ten `shekels', full of perfume;ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।
81 one bullock, a son of the herd, one ram, one lamb, a son of a year, for a burnt-offering;ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।
82 one kid of the goats for a sin-offering;ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।
83 and for a sacrifice of the peace-offerings two oxen, five rams, five he-goats, five lambs, sons of a year; this `is' the offering of Ahira son of Enan.ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।
84 This `is' the dedication of the altar, in the day of its being anointed, by the princes of Israel: twelve silver dishes, twelve silver bowls, twelve golden spoons;ତହୁଁ ଏହିସବୁ ଦ୍ରବ୍ଯ ବଦେିର ଅଭିଷକେ ଦିନ, ଇଶ୍ରାୟେଲ ଅଧିପତିଗଣ ଦ୍ବାରା ଦତ୍ତ ହାଇେଥିଲା। ଯଥା:
85 a hundred and thirty `shekels' each silver dish, and each bowl seventy; all the silver of the vessels `is' two thousand and four hundred `shekels', by the shekel of the sanctuary.ପ୍ରେତ୍ୟକକ ରୂପା ପାତ୍ର 130 ଶକେଲ ପ୍ରେତ୍ୟକକ ରୂପାଗିନା ସତୁରି ଶକେଲ ଏହି ସମସ୍ତ ପାତ୍ରର ରୂପା ପବିତ୍ର ସ୍ଥାନର ଅଧିକୃତ ମାପ ଅନୁସାରେ ଷାଠିଏ ପାଉଣ୍ତ ଓଜନ ଥିଲା।
86 Golden spoons `are' twelve, full of perfume; ten `shekels' each spoon, by the shekel of the sanctuary; all the gold of the spoons `is' a hundred and twenty `shekels';ଉପୟୁକ୍ତ ମାପ ଅନୁସାରେ ପ୍ରେତ୍ୟକକ ସୂର୍ଣ ଚାମଚ ରେ ବାର ଧୂମ୍ମପୂର୍ଣ ସୁଗନ୍ଧି ଥିଲା, ଏ ସମସ୍ତ ଚାମଚର ସୂର୍ଣ ଦଶ ଶକେଲ ଥିଲା।
87 all the oxen for burnt-offering `are' twelve bullocks, rams twelve, lambs, sons of a year twelve, and their present; and kids of the goats twelve, for sin-offering;ହାମବେଳି ନିମନ୍ତେ ସମୁଦାଯ ବା ରୋଟି ଗୋରୁ, ବା ରୋଟି ମଷେ ଓ ଏକବର୍ଷୀଯ ବାରୋଟି ମଷେବତ୍ସ, ଏବଂ ଏହିସବୁ ବଳିଦାନ ସହିତ ଶସ୍ଯ ନବୈେଦ୍ଯ ମଧ୍ଯ ୟିବ। ପାପାର୍ଥକ ବଳିଦାନ ନିମନ୍ତେ ବା ରୋଟି ଛାଗ ଥିଲା।
88 and all the oxen for the sacrifice of the peace-offerings `are' twenty and four bullocks, rams sixty, he-goats sixty, lambs, sons of a year, sixty; this is the dedication of the altar, in the day of its being anointed.ପୁଣି ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ସମୁଦାଯ ଚବିଶ ଗୋରୁ, ଷାଠିଏ ମଷେ, ଷାଠିଏ ଛାଗ ଓ ଏକବର୍ଷୀଯ ଷାଠିଏ ମଷେବତ୍ସ ଅଧିପତିମାନେ ଉପହାର ଦେଲେ, ମାଶାେ ୟଜ୍ଞବଦେୀକୁ ପ୍ରତିଷ୍ଠା କଲାପରେ ଏହିସବୁ ଉପହାର ଦିଆଗଲା।
89 And in the going in of Moses unto the tent of meeting to speak with Him -- he doth even hear the voice speaking unto him from off the mercy-seat which `is' upon the ark of the testimony, from between the two cherubs; and He speaketh unto him.ଏହାପରେ ମାଶାେ ସଦାପ୍ରଭୁଙ୍କ ସହିତ କଥା କହିବାକୁ ସମାଗମ ତମ୍ବୁ ରେ ପ୍ରବେଶ କଲା ବେଳେ, ନିଯମ ସିନ୍ଦୁକର ଉପରିସ୍ଥିତ ପାପାଚ୍ଛାଦନ ର ଉପରୁ, କିରୁବଦ୍ବଯ ମଧ୍ଯରୁ ତାଙ୍କ ପ୍ରତି କଥା କହିବାର ଶୁଣିଲେ। ଏହିରୂପେ ପରମେଶ୍ବର ମାଶାଙ୍କେ ସହିତ କଥା ହେଲେ।
Oriya Bible