ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5:28 in Oriya

ଓଡିଆ ଓଡିଆ ବାଇବେଲ ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5 ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5:28

1 Thessalonians 5:28
ଆମ୍ଭର ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭ ସହିତ ରହିଥାଉ।

1 Thessalonians 5:271 Thessalonians 5

1 Thessalonians 5:28 in Other Translations

King James Version (KJV)
The grace of our Lord Jesus Christ be with you. Amen.

American Standard Version (ASV)
The grace of our Lord Jesus Christ be with you.

Bible in Basic English (BBE)
The grace of our Lord Jesus Christ be with you.

Darby English Bible (DBY)
The grace of our Lord Jesus Christ [be] with you.

World English Bible (WEB)
The grace of our Lord Jesus Christ be with you. Amen.

Young's Literal Translation (YLT)
the grace of our Lord Jesus Christ `is' with you! Amen.

The
ay
grace
χάριςcharisHA-rees
of
our
τοῦtoutoo
Lord
κυρίουkyrioukyoo-REE-oo
Jesus
ἡμῶνhēmōnay-MONE
Christ
Ἰησοῦiēsouee-ay-SOO
be
with
Χριστοῦchristouhree-STOO
you.
μεθ'methmayth
Amen.
ὑμῶνhymōnyoo-MONE
ἀμήνamēnah-MANE

Cross Reference

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 16:20
ଶାନ୍ତିର ସୋର୍ତ ପରମେଶ୍ବର ଶୀଘ୍ର ଶୟତାନକୁ ହରାଇବେ ଓ ତା' ଉପରେ ତୁମ୍ଭମାନଙ୍କୁ ଶକ୍ତି ପ୍ରଦାନ କରିବେ। ଆମ୍ଭର ପ୍ରଭୁ ଯୀଶୁଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ସହିତ ରହୁ।

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 3:18
ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହିତ ରହିଥାଉ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:7
ତୁମ୍ଭମାନେେ ପରମେଶ୍ବରଙ୍କ ପବିତ୍ର ଲୋକ ବୋଲି ବଛା ଯାଇ ଥିବାରୁ, ମୁଁ ତୁମ୍ଭମାନଙ୍କୁ ଏହି ପତ୍ର ଲେଖୁଛି। ତୁମ୍ଭମାନଙ୍କୁ ଅନୁଗ୍ରହ ଓ ଶାନ୍ତ ପ୍ରପ୍ତ ହେଉ। ଆମ୍ଭ ପରମପିତା ପରମେଶ୍ବର ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କର ଅନୁଗ୍ରହ ଓ ଶାନ୍ତ ତୁମ୍ଭମାନଙ୍କୁ ମିଳୁ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 16:23
ମାେତେ ଓ ସମଗ୍ର ମଣ୍ତଳୀକୁ ଆତିଥ୍ଯ ପ୍ରଦାନ କରିଥିବା ଗାୟ ତୁମ୍ଭମାନଙ୍କୁ ପ୍ରମାଣ ଜଣାଉଛନ୍ତି।