Bible

1 Chronicles 3 - WEB (Oriya)

1 Now these were the sons of David, who were born to him in Hebron: the firstborn, Amnon, of Ahinoam the Jezreelitess; the second, Daniel, of Abigail the Carmelitess;ଦାଉଦଙ୍କର କେତାଟେି ପୁତ୍ର ହିବ୍ରୋଣ ସହର ରେ ଜନ୍ମ ହାଇେଥିଲେ। ଦାଉଦଙ୍କ ପୁତ୍ରମାନଙ୍କର ତାଲିକା ଏହି ପ୍ରକାର ରେ ଥିଲା :

2 the third, Absalom the son of Maacah the daughter of Talmai king of Geshur; the fourth, Adonijah the son of Haggith;ତୃତୀୟ ପୁତ୍ର ଥିଲେ ଅବଶା ଲୋମ୍। ତାଙ୍କର ମାତା ମାଖା ତଲମଯଙ୍କର ଝିଅ ଥିଲେ। ଏହି ତଲ୍ମଗଯ ଗଶୂରର ରାଜା ଥିଲେ।

3 the fifth, Shephatiah of Abital; the sixth, Ithream by Eglah his wife:ପଞ୍ଚମ ପୁତ୍ର ଥିଲେ ଶଫଟୀଯ। ତାଙ୍କର ମାତା ଥିଲେ : ଅବିଟଲ୍।

4 six were born to him in Hebron; and there he reigned seven years and six months. In Jerusalem he reigned thirty-three years;ଦାଉଦ ହିବ୍ରୋଣ ରେ ଥିବା ସମୟରେ ଏହି ଛଅ ପୁତ୍ର ଜନ୍ମ ହାଇେଥିଇଲେ।

5 and these were born to him in Jerusalem: Shimea, and Shobab, and Nathan, and Solomon, four, of Bathshua the daughter of Ammiel;ୟିରୁଶାଲମ ରେ ଦାଉଦଙ୍କର ଏହି ପୁତ୍ରମାନେ ଜନ୍ମ ହାଇେଥିଲେ।

6 and Ibhar, and Elishama, and Eliphelet,ଅନ୍ୟ ନଅ ଜଣ ପୁତ୍ର ହେଲେ :

7 and Nogah, and Nepheg, and Japhia,ୟିଭର, ଇଲୀଶାମା, ଇଲୀଫଲେଟ୍, ନୋଗହ,

8 and Elishama, and Eliada, and Eliphelet, nine.ନଫେଗ୍, ୟାଫୀଯ, ଇଲୀଯାଦା, ଇଲୀଶାମା ଓ ଇଲୀଫଲେଟ୍।

9 All these were the sons of David, besides the sons of the concubines; and Tamar was their sister.ଏମାନେ ସମସ୍ତେ ଦାଉଦଙ୍କ ପୁତ୍ରଗଣ ଥିଲେ। ଏହାଛଡ଼ା ତାଙ୍କର ଉପପତ୍ନୀମାନଙ୍କର ମଧ୍ଯ ପୁତ୍ରଗଣ ଥିଲେ। ତାମର ସମାନଙ୍କେର ଭଉଣୀ ଥିଲେ।

10 Solomon's son was Rehoboam, Abijah his son, Asa his son, Jehoshaphat his son,ଶଲୋମନଙ୍କର ପୁତ୍ର ଥିଲେ ରିହବିଯାମ୍ ଓ ରିହବିଯାମ୍ଙ୍କର ପୁତ୍ର ଥିଲେ ଅବିଯ। ଅବିଯଙ୍କର ପୁତ୍ର ଥିଲେ ଆସା। ଆସାଙ୍କର ପୁତ୍ର ଥିଲେ ଯିହାଶାଫେଟ୍।

11 Joram his son, Ahaziah his son, Joash his son,ଯିହାଶାଫେଟ୍ଙ୍କର ପୁତ୍ର ଥିଲେ ଯୋରାମ। ଯୋରାମଙ୍କର ପୁତ୍ର ଥିଲେ ଅହସିଯ। ଅହସିଯଙ୍କର ପୁତ୍ର ଥିଲେ ଯୋୟାଶ୍।

12 Amaziah his son, Azariah his son, Jotham his son,ୟୋଯାଶଙ୍କ ପୁତ୍ର ଥିଲେ ଅମତ୍ସିଯ। ଅମତ୍ସିଯଙ୍କ ପୁତ୍ର ଥିଲେ ଅସରିଯ। ଅସରିଯଙ୍କ ପୁତ୍ର ଥିଲେ ଯୋଥମ୍।

13 Ahaz his son, Hezekiah his son, Manasseh his son,ଯୋଥମ୍ଙ୍କ ପୁତ୍ର ଥିଲେ ଆହସ। ଆହସଙ୍କ ପୁତ୍ର ଥିଲେ ହିଜକିଯ। ହିଜକିଯଙ୍କ ପୁତ୍ର ଥିଲେ ମନଃଶି।

14 Amon his son, Josiah his son.ମନଃଶିଙ୍କ ପୁତ୍ର ଥିଲେ ଆମାେନ୍। ଆମାେନ୍ଙ୍କ ପୁତ୍ର ଥିଲେ ଯୋଶିୟଯ।

15 The sons of Josiah: the firstborn Johanan, the second Jehoiakim, the third Zedekiah, the fourth Shallum.ଯୋଶିୟଯଙ୍କ ପୁତ୍ରମାନଙ୍କର ତାଲିକା ଏହି : ପ୍ରଥମ ପୁତ୍ର ୟୋହାନନ୍, ଦ୍ବିତୀୟ ପୁତ୍ର, ଯିହାୟୋଦାରକୀମ୍, ତୃତୀୟ ପୁତ୍ର ସିଦିକିଯ, ଚତୁର୍ଥ ପୁତ୍ର ଶଲ୍ଲୁମ୍।

16 The sons of Jehoiakim: Jeconiah his son, Zedekiah his son.ଯିହାୟୋଦାରକୀମଙ୍କ ପୁତ୍ର ଥିଲେ ଯିହାୟୋଦାରଚୀନ୍, ତାଙ୍କର ପୁତ୍ର ଥିଲେ ସିଦିକିଯ।

17 The sons of Jeconiah, the captive: Shealtiel his son,ୟିକନିଯ ବାବିଲୋନ୍ ରେ ବନ୍ଦୀ ହାଇେ ୟିବା ପରେ, ୟିକନିଯଙ୍କର ସନ୍ତାନମାନଙ୍କର ତାଲିକା। ତାଙ୍କର ସନ୍ତାନମାନେ ଥିଲେ ; ଶଲ୍ଟୀଯେଲ୍,

18 and Malchiram, and Pedaiah, and Shenazzar, Jekamiah, Hoshama, and Nedabiah.ମଲକୀରାମ, ପଦାଯ, ଶିନତସର, ୟିକମିଯ ହୋଶାମା ଓ ନଦବିଯ।

19 The sons of Pedaiah: Zerubbabel, and Shimei. The sons of Zerubbabel: Meshullam, and Hananiah; and Shelomith was their sister;ପଦାଯଙ୍କର ପୁତ୍ରମାନେ ଥିଲେ ସରୁଦ୍ଦାବଲେ ଓ ଶିମିଯି। ସରୁବ୍ବାବିଲଙ୍କର ପୁତ୍ରମାନେ ଥିଲେ ମଶୂଲ୍ଲମ ଓ ହନାନିଯ। ଶ ଲୋମୀତ ସମାନଙ୍କେର ଭଉଣୀ ଥିଲେ।

20 and Hashubah, and Ohel, and Berechiah, and Hasadiah, Jushab-hesed, five.ସରୁବ୍ବାବିଲଙ୍କର ଆହୁରି ପାଞ୍ଚ ପୁତ୍ର ଥିଲେ। ସମାନଙ୍କେର ନାମ ଥିଲା ହଶୂବା, ଓ ହେଲ, ବରେିଖିଯ, ହସଦିଯ ଓ ୟୁଶବ ହଷେଦ୍।

21 The sons of Hananiah: Pelatiah, and Jeshaiah; the sons of Rephaiah, the sons of Arnan, the sons of Obadiah, the sons of Shecaniah.ହନାନିଯଙ୍କର ପୁତ୍ରମାନେ ଥିଲେ ପ୍ଲଟିଯ ଓ ତାଙ୍କର ପୁତ୍ର ଥିଲେ ୟିଶାଯାହ। ତାଙ୍କର ପୁତ୍ର ଥିଲେ : ରଫାଯର ଓ ତାଙ୍କର ପୁତ୍ର ଥିଲେ ଅର୍ଣ୍ଣନର ଓ ତାଙ୍କର ପୁତ୍ର ଥିଲେ ଓବଦିଯର ଓ ତାଙ୍କର ପୁତ୍ର ଥିଲେ ଶଖନିଯର।

22 The sons of Shecaniah: Shemaiah. The sons of Shemaiah: Hattush, and Igal, and Bariah, and Neariah, and Shaphat, six.ଶଖନିଯରଙ୍କର ବଂଶଧରମାନଙ୍କର ତାଲିକା ଏହି :ଶମଯିଯ। ଶମଯିଯଙ୍କର ଛଅ ପୁତ୍ର ଥିଲେ : ହଟୂଶ୍, ୟିଗାଲ, ବାରୀହ, ନିଯରିଯ, ଶମାେଯିହ ଓ ଶାଫଟ୍।

23 The sons of Neariah: Elioenai, and Hizkiah, and Azrikam, three.ନିଯରିଯଙ୍କର ତିନି ପୁତ୍ର ଥିଲେ, ସମାନେେ ହେଲେ ଇଲୀଯୋ-ଐନଯ, ହିଜକିଯ ଅସ୍ରୀକାମ।

24 The sons of Elioenai: Hodaviah, and Eliashib, and Pelaiah, and Akkub, and Johanan, and Delaiah, and Anani, seven.ଇଲୀଯୋ-ଐନଯଙ୍କର ସାତ ପୁତ୍ର ଥିଲେ। ସମାନେେ ହେଲେ ହୋଦବିଯ, ଇଲୀଯାଶୀବ, ପ୍ଲାଯ, ଅକ୍ଲବ୍, ୟୋହାନନ୍, ଦଳୀଯ ଓ ଅନାନି।

Oriya Bible