1 Corinthians 10:33
ମୁଁ ଏହି ନୀତି ଅନୁସରଣ କରେ। ମୁଁ ନିଜକୁ ଖୁସି ରଖିବା ପାଇଁ ଚେଷ୍ଟା କରେ ନାହିଁ, ମାତ୍ର ପ୍ରେତ୍ୟକକଙ୍କୁ ସମସ୍ତ କାର୍ୟ୍ଯ ରେ ସନ୍ତୁଷ୍ଟ କରିବାକୁ ଚା ହେଁ। ମୁଁ ଅନକଙ୍କେର ମଙ୍ଗଳ ଚିନ୍ତାକରେ ୟଦ୍ବାରା ସମାନେେ ପରିତ୍ରାଣ ପାଇ ପାରିବେ।
1 Corinthians 10:33 in Other Translations
King James Version (KJV)
Even as I please all men in all things, not seeking mine own profit, but the profit of many, that they may be saved.
American Standard Version (ASV)
even as I also please all men in all things, not seeking mine own profit, but the `profit' of the many, that they may be saved.
Bible in Basic English (BBE)
Even as I give way to all men in all things, not looking for profit for myself, but for the good of others, that they may get salvation.
Darby English Bible (DBY)
Even as *I* also please all in all things; not seeking my own profit, but that of the many, that they may be saved.
World English Bible (WEB)
even as I also please all men in all things, not seeking my own profit, but the profit of the many, that they may be saved.
Young's Literal Translation (YLT)
as I also in all things do please all, not seeking my own profit, but that of many -- that they may be saved.
| Even as | καθὼς | kathōs | ka-THOSE |
| I | κἀγὼ | kagō | ka-GOH |
| please | πάντα | panta | PAHN-ta |
| all | πᾶσιν | pasin | PA-seen |
| all in men | ἀρέσκω | areskō | ah-RAY-skoh |
| things, not | μὴ | mē | may |
| seeking | ζητῶν | zētōn | zay-TONE |
| τὸ | to | toh | |
| own mine | ἐμαυτοῦ | emautou | ay-maf-TOO |
| profit, | σύμφερον, | sympheron | SYOOM-fay-rone |
| but | ἀλλὰ | alla | al-LA |
| the | τὸ | to | toh |
| profit | τῶν | tōn | tone |
| many, of | πολλῶν | pollōn | pole-LONE |
| that | ἵνα | hina | EE-na |
| they may be saved. | σωθῶσιν | sōthōsin | soh-THOH-seen |
Cross Reference
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 10:24
କୌଣସି ଲୋକ କବଳେ ନିଜର ସ୍ବାର୍ଥ ପାଇଁ ଚିନ୍ତିତ ହବୋ ଉଚିତ ନୁହେଁ, ବରଂ ସେ ଅନ୍ୟମାନଙ୍କର ମଙ୍ଗଳ ଚିନ୍ତା କରିବା ଉଚିତ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11:14
ମୁଁ ଆଶା କରେ ଯେ ନିଜ ଲୋକ ମାନଙ୍କ ଭିତ ରେ ଉଦୟୋଗ ଆଣି ତାହାଙ୍କ ଭିତରୁ କେତକେ ଲୋକଙ୍କୁ ଉଦ୍ଧାର କରି ପାରିବି।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 15:2
ଆମ୍ଭେ ଅନ୍ୟ ଲୋକମାନଙ୍କୁ ସନ୍ତୁଷ୍ଟ କରିବା ପାଇଁ ଚେଷ୍ଟା କରିବା ଉଚିତ। ସମାନଙ୍କେ ବିଶ୍ବାସକୁ ବଳବାନ କରିବା ଓ ବଢାଇବା ଦୃଷ୍ଟିରୁ ଆମ୍ଭେ ସମାନଙ୍କେ ପାଇଁ କଣ ଭଲ ତାହା ଭାବିବା ଉଚିତ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 9:19
ମୁଁ ସ୍ବାଧୀନ। କିନ୍ତୁ ମୁଁ ନିଜକୁ ସମସ୍ତଙ୍କ ଦାସ କରିଛି। ୟଦ୍ଦ୍ବାରା ମୁଁ ଅଧିକ ଲୋକଙ୍କୁ ଉଦ୍ଧାର କରି ପାରିବି।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 11:28
ଆହୁରି ମଧ୍ଯ ଅନକେ ଗୁଡ଼ିଏ ସମସ୍ଯା ଦଇେ ମୁଁ ଗତି କରିଛି। ତହିଁ ମଧ୍ଯରୁ ଗୋଟିଏ ହେଲା ସମସ୍ତ ମଣ୍ଡଳୀ ମାନଙ୍କର ଚିନ୍ତା, ପ୍ରତିଦିନ ସହେି ଚିନ୍ତା ରେ ମୁଁ ରହୁଛି।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 12:19
ତୁମ୍ଭମାନେେ କ'ଣ ଭାବୁଛ ଯେ ଆମ୍ଭେ ଏତେ ସମୟ ଧରି ଆମ୍ଭ ପକ୍ଷ ରେ ୟୁକ୍ତି ବାଢୁ ଥିଲୁ। ଆମ୍ଭେ ଖ୍ରୀଷ୍ଟଙ୍କର ଅନୁସରଣକାରୀ ହିସାବ ରେ ପରମେଶ୍ବରଙ୍କ ଆଗ ରେ କହିଥିଲୁ। ତୁମ୍ଭମାନେେ ଆମ୍ଭର ପ୍ରିୟ ମିତ୍ର। ଆମ୍ଭେ ଯାହା କିଛି କହୁଛୁ ତାହା ତୁମ୍ଭମାନେେ ଆଧ୍ଯାତ୍ମିକ ଭାବରେ ଶକ୍ତିଶାଳୀ ହବେ ବୋଲି କହୁଛୁ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1:10
ତୁମ୍ଭମାନେେ କ'ଣ ଭାବୁଛ ଯେ, ଲୋକେ ମାେତେ ଯେପରି ଗ୍ରହଣ ଓ ସମର୍ଥନ କରନ୍ତି ସେଥିପାଇଁ ମୁଁ ଚେଷ୍ଟା କରୁଛି ? ନା! ଜଣେ ପରମେଶ୍ବର ଅଛନ୍ତି, ମୁଁ କବଳେ ତାହାଙ୍କୁ ପ୍ରସନ୍ନ କରିବା ପାଇଁ ଚେଷ୍ଟା କରୁଛି। ମୁଁ ଯଦି ମଣିଷମାନଙ୍କୁ ପ୍ରସନ୍ନ କରିବା ପାଇଁ ଚେଷ୍ଟା କରୁଥାନ୍ତି, ତବେେ ଖ୍ରୀଷ୍ଟଙ୍କର ସବେକ ହାଇେ ନ ଥାନ୍ତି।