କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 16:1 in Oriya

ଓଡିଆ ଓଡିଆ ବାଇବେଲ କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 16 କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 16:1

1 Corinthians 16:1
ବର୍ତ୍ତମାନ ପରମେଶ୍ବରଙ୍କ ଲୋକମାନଙ୍କର ସାହାୟ୍ଯ ପାଇଁ ଅର୍ଥ ସଂଗ୍ରହ ବିଷୟ ରେ ମୁଁ ଗାଲାତୀୟ ମଣ୍ଡଳୀକୁ ଏ ସର୍କ ରେ ଦଇେ ଥିବା ନିର୍ଦ୍ଦଶମାନେ ତୁମ୍ଭମାନେେ ଅବଶ୍ଯ ପାଳନ କରିବା ଉଚିତ।

1 Corinthians 161 Corinthians 16:2

1 Corinthians 16:1 in Other Translations

King James Version (KJV)
Now concerning the collection for the saints, as I have given order to the churches of Galatia, even so do ye.

American Standard Version (ASV)
Now concerning the collection for the saints, as I gave order to the churches of Galatia, so also do ye.

Bible in Basic English (BBE)
Now about the giving of money for the saints, as I gave orders to the churches of Galatia, so do you.

Darby English Bible (DBY)
Now concerning the collection for the saints, as I directed the assemblies of Galatia, so do *ye* do also.

World English Bible (WEB)
Now concerning the collection for the saints, as I commanded the assemblies of Galatia, you do likewise.

Young's Literal Translation (YLT)
And concerning the collection that `is' for the saints, as I directed to the assemblies of Galatia, so also ye -- do ye;

Now
Περὶperipay-REE
concerning
δὲdethay
the
τῆςtēstase
collection
λογίαςlogiasloh-GEE-as

τῆςtēstase
for
εἰςeisees
the
τοὺςtoustoos
saints,
ἁγίουςhagiousa-GEE-oos
as
ὥσπερhōsperOH-spare
order
given
have
I
διέταξαdietaxathee-A-ta-ksa
to
the
ταῖςtaistase
churches
ἐκκλησίαιςekklēsiaisake-klay-SEE-ase

of
τῆςtēstase
Galatia,
Γαλατίαςgalatiasga-la-TEE-as
even
οὕτωςhoutōsOO-tose
so
καὶkaikay
do
ὑμεῖςhymeisyoo-MEES
ye.
ποιήσατεpoiēsatepoo-A-sa-tay

Cross Reference

ଯୋହନଙ୍କ ପ୍ରଥମ ପତ୍ର 3:17
ଯେଉଁ ବିଶ୍ବାସୀ ଜଗତର ସମସ୍ତ ଧନ ରେ ଧନୀ, କିନ୍ତୁ ନିଜ ଭାଇକୁ ଅଭାବ ଅବସ୍ଥା ରେ ଦେଖି ମଧ୍ଯ ତାହାକୁ ସାହାୟ୍ଯ କରେ ନାହିଁ, ତା' ହୃଦୟ ରେ ପରମେଶ୍ବରଙ୍କର ପ୍ ରମେ ନାହିଁ।

ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2:10
ସସମାଲନ ଆମ୍ଭକୁସଗାଟିଏ କଥା କହିବା ଉପଲରସଜାରସଦଲଲସଯ, ଆମ୍ଲଭସଯପରି ଅଭାବଲର ଥିବା ଗରୀବସଲାକମାନଙ୍କୁ ସାହାୟ୍ଯ କରିବା କଥା ମଲନ ରଖୁ। ଏହି କାମଟି କରିବା ପାଇଁ ମୁଁସଯ କଲବଳ ଇଚ୍ଛା କରୁଥିଲି ତା ନୁଲହଁ, ବରଂ ଏଥିପାଇଁସମାର ଉଦ୍ୟୋଗ ମଧ୍ଯ ଥିଲା।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 9:12
ଏହି ସବୋ ଯେଉଁଥି ରେ କି ତୁମ୍ଭମାନଙ୍କର ଏକ ଭାଗ ରହିଛି ତା'ଦ୍ବାରା କବଳେ ଯେ ସାଧୁ ମାନଙ୍କର ଆବଶ୍ଯକତା ପୂରଣ ହୁଏ, ତା' ନୁହେଁ ବରଂ ପରମେଶ୍ବରଙ୍କ ପ୍ରତି ହୃଦୟ ଧନ୍ଯବାଦ ରେ ଉଚ୍ଛୁଳି ଉେଠ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 8:1
ଭାଇ ଓ ଭଉଣୀମାନେ! ପରମେଶ୍ବର ମାକିଦନିଆର ମଣ୍ଡଳୀମାନଙ୍କ ପ୍ରତି ଯେଉଁ ଅନୁଗ୍ରହ ପ୍ରକାଶ କରିଛନ୍ତି, ସହେି ବିଷୟ ଆମ୍ଭେ ତୁମ୍ଭମାନଙ୍କୁ ଜଣାଇବାକୁ ଇଚ୍ଛା କରୁଛୁ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 15:25
ପରମେଶ୍ବରଙ୍କ ଲୋକଙ୍କ ସବୋ ରେ ଏବେ ମୁଁ ୟିରୁଶାଲମ ଯାଉଛି।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 12:13
ପରମେଶ୍ବରଙ୍କ ନିଜ ଲକମାନଙ୍କେର କାମ ରେ ସାହାୟ୍ଯ କର। ଯେଉଁ ମାନଙ୍କୁ ସାହାୟ୍ଯ ଦରକାର ସମାନଙ୍କେ ପ୍ରତି ଦୃଷ୍ଟି ରଖ, ନିଜ ଘରକୁ ସମାନଙ୍କେୁ ଅତିଥି ଭାବରେ ସ୍ବାଗତ କର।

ରେରିତମାନଙ୍କ କାର୍ଯ୍ୟର ବିବରଣ 24:17
ମୁଁ ବହୁତ ବର୍ଷ ପର୍ୟ୍ଯନ୍ତ ୟିରୂଶାଲମରୁ ଦୂର ରେ ଥିଲି। ତା'ପରେ ମାେ ଦରିଦ୍ର ଯିହୂଦୀମାନଙ୍କୁ ଅର୍ଥ ସାହାୟ୍ଯ ଦବୋ ପାଇଁ ଓ ପରମେଶ୍ବରଙ୍କ ପାଖ ରେ ଦାନ ଉତ୍ସର୍ଗ କରିବା ପାଇଁ ୟିରୂଶାଲମକୁ ଫରେିଲି।

ଏବ୍ରୀମାନଙ୍କ ନିକଟକୁ ପତ୍ର 6:10
ପରମେଶ୍ବର ହେଉଛନ୍ତି ନ୍ଯାଯୀ। ତୁମ୍ଭମାନେେ ତାହାଙ୍କ ଲୋକମାନଙ୍କୁ ସାହାୟ୍ଯ କରି ଚାଲିଛ, ଏକଥା ସେ ମନେ ରଖିବେ।

ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର 1:7
ହେ ଭାଇ ପରମେଶ୍ବରଙ୍କ ଲୋକମାନଙ୍କ ପ୍ରତି ତୁମ୍ଭେ ପ୍ ରମେଭାବ ଦଖାଇେଛ, ସମାନଙ୍କେୁ ତୁମ୍ଭେ ଖୁସି କରିଛ। ଏହା ମାେତେ ବହୁତ ଆନନ୍ଦ ଓ ଆଶ୍ବାସନା ଦଲୋ।

ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର 1:5
ପରମେଶ୍ବରଙ୍କ ସମସ୍ତ ପବିତ୍ ରେଲାକମାନଙ୍କ ପ୍ରତି ତୁମ୍ଭର ପ୍ ରମେ ଓ ପ୍ରଭୁ ଯୀଶୁଙ୍କଠା ରେ ତୁମ୍ଭର ବିଶ୍ବାସ ବିଷୟ ରେ ମୁଁ ଶୁଣିଛି ଓ ମୁଁ ତୁମ୍ଭର ସହେି ପ୍ ରମେ ଓ ବିଶ୍ବାସ ପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଜଣାଉଛି।

ରେରିତମାନଙ୍କ କାର୍ଯ୍ୟର ବିବରଣ 16:6
ପାଉଲ ଓ ତାହାଙ୍କ ସହିତ ଥିବା ଲୋକମାନେ ଫ୍ରୁଗିଆ ଓ ଗାଲାତୀୟ ଅଞ୍ଚଳ ଦଇଗେଲେ। ସମାନଙ୍କେୁ ପବିତ୍ରଆତ୍ମା ଏସିଆ ରେ ପ୍ରଭୁଙ୍କର କଥା ପ୍ରଚ଼ାର କରିବାକୁ ଅନୁମତି ଦେଲେ ନାହିଁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 11:30
ସମାନେେ ସବୁ ପଇସା ଏକାଠି କରି ଶାଉଲ ଓ ବର୍ଣ୍ଣବ୍ବାଙ୍କୁ ଦେଲେ। ଶାଉଲ ଓ ପର୍ଣ୍ଣବ୍ବା ତାହା ଆଣି ୟିହୂଦାର ପ୍ରାଚୀନ ବ୍ଯକ୍ତିମାନଙ୍କୁ ହାତ ରେ ଅର୍ପଣ କଲେ।

ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1:2
ମାେ ସହିତ ଥିବା ଏବଂ ଖ୍ରୀଷ୍ଟଙ୍କଠା ରେ ବିଶ୍ବାସୀ ସମସ୍ତ ଭାଇମାନଙ୍କ ତରଫରୁ ଏହି ପତ୍ରଟି ଗାଲାତୀୟ ଅଞ୍ଚଳର ସମସ୍ତ ବିଶ୍ବାସୀ ମଣ୍ଡଳୀ ନିକଟକୁ ଲଖାଯାେଉଅଛି।