Index
Full Screen ?
 

ପ୍ରଥମ ରାଜାବଳୀ 10:23

1 Kings 10:23 ଓଡିଆ ବାଇବେଲ ପ୍ରଥମ ରାଜାବଳୀ ପ୍ରଥମ ରାଜାବଳୀ 10

ପ୍ରଥମ ରାଜାବଳୀ 10:23
ଶଲୋମନ ପୃଥିବୀର ସର୍ବଶ୍ ରେଷ୍ଠ ରାଜା ଥିଲେ। କାରଣ ଐଶ୍ବର୍ୟ୍ଯ ରେ ଓ ଧନ ରେ ତାଙ୍କଠାରୁ ଅଧିକ କୌଣସି ରାଜାର ନଥିଲେ।

So
king
וַיִּגְדַּל֙wayyigdalva-yeeɡ-DAHL
Solomon
הַמֶּ֣לֶךְhammelekha-MEH-lek
exceeded
all
שְׁלֹמֹ֔הšĕlōmōsheh-loh-MOH
the
kings
מִכֹּ֖לmikkōlmee-KOLE
earth
the
of
מַלְכֵ֣יmalkêmahl-HAY
for
riches
הָאָ֑רֶץhāʾāreṣha-AH-rets
and
for
wisdom.
לְעֹ֖שֶׁרlĕʿōšerleh-OH-sher
וּלְחָכְמָֽה׃ûlĕḥokmâoo-leh-hoke-MA

Cross Reference

ପ୍ରଥମ ରାଜାବଳୀ 3:12
ତେଣୁ ତୁମ୍ଭେ ଯାହା ମାଗିଲ ଆମ୍ଭେ ତାହା ଦବୋକୁ ଯାଉଛୁ। ଆମ୍ଭେ ତୁମ୍ଭକୁ ଜ୍ଞାନି ଓ ବୁଦ୍ଧିମାନ କରାଇବା। ଆମ୍ଭେ ତୁମ୍ଭକୁ ଏପରି ମହତ୍ ଜ୍ଞାନ ଦବୋ ଯେ, ଅତୀତ ରେ ତୁମ୍ଭ ସମାନ କହେି ନ ଥିଲେ କି ଭବିଷ୍ଯତ ରେ କହେି ହବେେ ନାହିଁ।

ପ୍ରଥମ ରାଜାବଳୀ 4:29
ପରମେଶ୍ବର ଶ ଲୋମନଙ୍କୁ ଅତିଶଯ ଜ୍ଞାନୀ ଓ ବୁଦ୍ଧିମାନ କଲେ। ତାଙ୍କର ଜ୍ଞାନ ଅନ୍ତଦୃଷ୍ଟି ଓ ମହତ ବୁଝାମଣା ସମୁଦ୍ରବାଲୁକା ସଦୃଶ ଅକଳନ ହେଲା।

ଦିତୀୟ ବଂଶାବଳୀ 9:22
ରାଜା ଶଲୋମନ ପୃଥିବୀସ୍ଥ ଅନ୍ୟ ରାଜାମାନଙ୍କଠାରୁ ଧନସମ୍ପଦ ଓ ଜ୍ଞାନ ରେ ଅତ୍ଯନ୍ତ ମହାନ୍ ହାଇେ ଉଠିଲେ।

ଗୀତସଂହିତା 89:27
ଆମ୍ଭେ ତାଙ୍କୁ ଆମ୍ଭର ପ୍ରଥମଜାତ ସନ୍ତାନ କରିବା। ସେ ପୃଥିବୀର ଶକ୍ତିଶାଳୀ ରାଜା ହବେ।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:8
ପରମେଶ୍ବରଙ୍କ ଲୋକମାନଙ୍କ ଭିତ ରେ ମୁଁ ଅତି କ୍ଷୁଦ୍ର ଲୋକ ଥିଲି, କିନ୍ତୁ ପରମେଶ୍ବର ମାେତେ ଏହି ଅନୁଗ୍ରହଦାନ ଦେଲେ ଯେପରି ମୁଁ ଅଣଯିହୂଦୀମାନଙ୍କୁ ଖ୍ରୀଷ୍ଟଙ୍କ ଐଶ୍ବର୍ୟ୍ଯପୂର୍ଣ୍ଣ ସୁସମାଚାର କହିବି। ସହେି ଐଶ୍ବର୍ୟ୍ଯଗୁଡ଼ିକ ଏତେ ମହାନ ଯେ ତାହାକୁ ସମ୍ପୂର୍ଣ୍ଣରୂପେ ବୁଝିବା ସମ୍ଭବପର ନୁହେଁ।

କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:18
ଖ୍ରୀଷ୍ଟ ମଣ୍ଡଳୀରୂପ ଶରୀରର ମୁଖ୍ଯ ଅଟନ୍ତି। ପ୍ରେତ୍ୟକକ ବିଷୟ ତାହାଙ୍କଠାରୁ ଆସିଥାଏ। ସେ ମୃତ୍ଯୁରୁ ପୁର୍ନରୁଥିତ ଏକମାତ୍ର ପୁର୍ନରୁଥିତ ଈଶ୍ବର ହାଇେଥିବା ପ୍ରଭୁ। ଅତଏବ ପ୍ରେତ୍ୟକକ ବିଷୟ ରେ ଖ୍ରୀଷ୍ଟ ସର୍ବାପେକ୍ଷା ମହତ୍ତ୍ବପୂର୍ଣ୍ଣ ଅଟନ୍ତି।

କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:2
ମୁଁ ଇଚ୍ଛା କରେ ଯେ ସମାନେେ ପ୍ ରମେ ରେ ବାନ୍ଧି ହାଇେ ଶକ୍ତିଶାଳୀ ହୁଅନ୍ତୁ। ମୁଁ ଏହା ମଧ୍ଯ ଇଚ୍ଛା କରେ ଯେ ସମାନେେ ବୋଧଶକ୍ତି ଦ୍ବାରା ପ୍ରାପ୍ତ ଦୃଢ଼ ବିଶ୍ବାସ ରେ ଧନୀ ହୁଅନ୍ତୁ। ମାରଇେଚ୍ଛା ଯେ ତୁମ୍ଭମାନେେ ପରମେଶ୍ବରଙ୍କ ଦ୍ବାରା ଜ୍ଞାତ କରାଯାଇଥିବା ଗୁପ୍ତ ସତ୍ଯ ଅର୍ଥାତ୍ ଖ୍ରୀଷ୍ଟଙ୍କୁ ପୂର୍ଣ୍ଣ ଭାବରେ ଜାଣ।

Chords Index for Keyboard Guitar