1 Peter 3:22
ଏବେ ଯୀଶୁ ସ୍ବର୍ଗକୁ ଗଲଣେି। ସେ ପରମେଶ୍ବରଙ୍କ ଡାହାଣ ରେ ବିରାଜମାନ। ସେ ସଠାେରେ ସ୍ବର୍ଗଦୂତ, ସମସ୍ତ କ୍ଷମତା ଓ ଶକ୍ତିଗୁଡ଼ିକର ଶାସକ ଅଟନ୍ତି।
1 Peter 3:22 in Other Translations
King James Version (KJV)
Who is gone into heaven, and is on the right hand of God; angels and authorities and powers being made subject unto him.
American Standard Version (ASV)
who is one the right hand of God, having gone into heaven; angels and authorities and powers being made subject unto him.
Bible in Basic English (BBE)
Who has gone into heaven, and is at the right hand of God, angels and authorities and powers having been put under his rule.
Darby English Bible (DBY)
who is at [the] right hand of God, gone into heaven, angels and authorities and powers being subjected to him.
World English Bible (WEB)
who is at the right hand of God, having gone into heaven, angels and authorities and powers being made subject to him.
Young's Literal Translation (YLT)
who is at the right hand of God, having gone on to heaven -- messengers, and authorities, and powers, having been subjected to him.
| Who | ὅς | hos | ose |
| is gone | ἐστιν | estin | ay-steen |
| into | ἐν | en | ane |
| heaven, | δεξιᾷ | dexia | thay-ksee-AH |
| is and | τοῦ | tou | too |
| on | θεοῦ | theou | thay-OO |
| the right hand | πορευθεὶς | poreutheis | poh-rayf-THEES |
of | εἰς | eis | ees |
| God; | οὐρανόν | ouranon | oo-ra-NONE |
| angels | ὑποταγέντων | hypotagentōn | yoo-poh-ta-GANE-tone |
| and | αὐτῷ | autō | af-TOH |
| authorities | ἀγγέλων | angelōn | ang-GAY-lone |
| and | καὶ | kai | kay |
| powers | ἐξουσιῶν | exousiōn | ayks-oo-see-ONE |
| being made subject unto | καὶ | kai | kay |
| him. | δυνάμεων | dynameōn | thyoo-NA-may-one |
Cross Reference
ଏବ୍ରୀମାନଙ୍କ ନିକଟକୁ ପତ୍ର 8:1
ଆମ୍ଭେ ଯାହା କିଛି କହୁଛୁ, ତାର ସାର ମର୍ମ ହେଲା ଯେ, ଆମ୍ଭମାନଙ୍କର ଏଭଳି ଜଣେ ମହାୟାଜକ ଅଛନ୍ତି, ଯେ ସ୍ବର୍ଗର ପରମେଶ୍ବରଙ୍କ ସିଂହାସନର ଦକ୍ଷିଣ ପାଶର୍ବ ରେ ବସି ଅଛନ୍ତି।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:20
ଏହି ଶକ୍ତି ହେଉଛି ସହେି ଶକ୍ତି, ଯେଉଁ ଶକ୍ତି ବଳ ରେ ପରମେଶ୍ବର ଖ୍ରୀଷ୍ଟଙ୍କୁ ମୃତ୍ଯୁରୁ ପୁନରୁତ୍ଥିତ କରିଥିଲେ। ସ୍ବର୍ଗ ରାଜ୍ଯ ରେ ପରମେଶ୍ବର ଖ୍ରୀଷ୍ଟଙ୍କୁ ତାହାଙ୍କ ଡ଼ାହାଣ ପଟ ରେ ବସାଇ ଅଛନ୍ତି।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:38
ହଁ,ମୁଁ ଜାଣେ ଯେ କୌଣସି ବିଷୟ ଆମ୍ଭକୁ ପରମେଶ୍ବରଙ୍କ ପ୍ ରମରେୁ ବଞ୍ଚିତ କରି ପାରିବ ନାହିଁ। ମୃତ୍ଯୁ ନୁହେଁ, ଜୀବନ ନୁହେଁ, ସ୍ବର୍ଗଦୂତମାନେ ନୁହଁନ୍ତି, ଆତ୍ମିକ ଶକ୍ତି ଗୁଡିକ ନୁହଁନ୍ତି, ଏବେ କିଛି ନୁହେଁ, ଭବିଷ୍ଯତ ରେ କିଛି ନୁହେଁ, କୌଣସି ଶକ୍ତି ନୁହେଁ,
ମାର୍କଲିଖିତ ସୁସମାଚାର 16:19
ପ୍ରଭୁ ଯୀଶୁ ଏହିସବୁ କଥା ପ୍ ରରେିତମାନଙ୍କୁ କହିସାରିବା ପରେ ତାହାଙ୍କୁ ସ୍ବର୍ଗକୁ ନିଆଗଲା। ସେ ପରମେଶ୍ବରଙ୍କ ଡାହାଣ ପଟେ ବସିଲେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:34
କିଏ କହି ପାରିବ ଯେ ପରମେଶ୍ବରଙ୍କ ଲୋକମାନେ ଦୋଷୀ? କହେି ନୁହେଁ। ଆମ୍ଭ ପାଇଁ ଯୀଶୁ ଖ୍ରୀଷ୍ଟ ମୃତ୍ଯୁ କଲେ, କିନ୍ତୁ ତାହାହିଁ ସବୁ କିଛି ନୁହେଁ। ସେ ମୃତ୍ଯୁରୁ ମଧ୍ଯ ଜୀବିତ ହେଲେ। ସେ ଏବେ ପରମେଶ୍ବରଙ୍କ ଡାହାଣ ପଟ ରେ ଅଛନ୍ତି ଓ ଆମ୍ଭ ପାଇଁ ପରମେଶ୍ବରଙ୍କୁ ନିବଦନକରେୁଛନ୍ତି।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 15:24
ତା'ପରେ ୟୁଗାନ୍ତ ହବେ। ସମସ୍ତ ଶାସକ, କ୍ଷମତା ଓ ଶକ୍ତିଗୁଡ଼ିକୁ ଲୋପ କରିବା ପରେ ଖ୍ରୀଷ୍ଟ ପିତା ପରମେଶ୍ବରଙ୍କ ରାଜତ୍ବ ସମର୍ପଣ କରିବେ।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:1
ତୁମ୍ଭମାନେେ ଖ୍ରୀଷ୍ଟଙ୍କ ସହିତ ମୃତ୍ଯୁରୁ ଜୀବିତ ହାଇେଛ। ଅତଏବ ସ୍ବର୍ଗ ରେ ଥିବା ବିଷୟଗୁଡ଼ିକ ପାଇବା ପାଇଁ ଯତ୍ନଶୀଳ ହୁଅ। ଯେଉଁଠା ରେ ଖ୍ରୀଷ୍ଟ, ପରମେଶ୍ବରଙ୍କ ଡାହାଣ ରେ ବସିଛନ୍ତି।
ଏବ୍ରୀମାନଙ୍କ ନିକଟକୁ ପତ୍ର 1:3
ସେ ପରମେଶ୍ବରଙ୍କ ମହିମାର ଅବିକଳ ପ୍ରତିମୂର୍ତ୍ତି। ସହେି ପୁତ୍ର ନିଜର ଶକ୍ତିୟୁକ୍ତ ବାକ୍ଯ ଦ୍ବାରା ପ୍ରେତ୍ୟକକ ବିଷୟକୁ ଧରି ରଖିଛନ୍ତି। ସହେି ପୁତ୍ର ଲୋକମାନଙ୍କୁ ପାପରୁ ମୁକ୍ତ କରି ସମାନଙ୍କେୁ ପବିତ୍ର କଲେ। ତା'ପରେ ସେ ସ୍ବର୍ଗସ୍ଥ ମହାମହିମ ପରମେଶ୍ବରଙ୍କ ଡ଼ାହାଣପଟ ରେ ବସିଲେ।
ଏବ୍ରୀମାନଙ୍କ ନିକଟକୁ ପତ୍ର 6:20
ଯୀଶୁ ଆଗରୁ ସଠାେକୁ ଯାଇ ସାରିଛନ୍ତି, ଓ ଆମ୍ଭ ପାଇଁ ପଥ ଉନ୍ମୁକ୍ତ କରିଛନ୍ତି। ମଲକୀଷଦକଙ୍କେ ଭଳି ଯୀଶୁ ଅନନ୍ତକାଳୀନ ମହାୟାଜକ ଅଟନ୍ତି।
ଏବ୍ରୀମାନଙ୍କ ନିକଟକୁ ପତ୍ର 12:2
ଆମ୍ଭେ ସର୍ବଦା ଯୀଶୁଙ୍କ ଉଦାହରଣ ଗ୍ରହଣ କରିବା ଉଚିତ। ଆମ୍ଭ ବିଶ୍ବାସର ନେତା ଯୀଶୁଖ୍ରୀଷ୍ଟ ଅଟନ୍ତି। ସେ ଆମ୍ଭର ବିଶ୍ବାସକୁ ସିଦ୍ଧ କରନ୍ତି। ସେ କୃଶ ଉପରେ ମୃତ୍ଯୁର ଯାତନା ଭୋଗିଛନ୍ତି। କିନ୍ତୁ ସେ କୃଶର ଲଜ୍ଜାକୁ ଏକ ଅର୍ଥହୀନ ବିଷୟ ବୋଲି ମନେ କରି ଗ୍ରହଣ କରିଛନ୍ତି। ପରମେଶ୍ବର ତାହାଙ୍କ ସମ୍ମୁଖ ରେ ଯେଉଁ ଆନନ୍ଦର ଲକ୍ଷ୍ଯ ରଖିଥିଲେ, ସେଥିପାଇଁ ସେ ତାହା କଲେ। ଏବେ ସେ ପରମେଶ୍ବରଙ୍କ ସିଂହାସନର ଡାହାଣ ରେ ବସିଛନ୍ତି।
ଏବ୍ରୀମାନଙ୍କ ନିକଟକୁ ପତ୍ର 10:12
ଖ୍ରୀଷ୍ଟ ପାପଗୁଡ଼ିକ ପାଇଁ ଥରେ ମାତ୍ର ବଳିଦାନ ରୂପେ ସମର୍ପିତ କରି ଥିଲେ, ଓ ସହେି ବଳିଦାନ ସବୁଦିନ ପାଇଁ ପର୍ୟ୍ଯାପ୍ତ ଅଟେ।
ମାଥିଉଲିଖିତ ସୁସମାଚାର 22:44
ପ୍ରଭୁ ମାରେ ପ୍ରଭୁ ଖ୍ରୀଷ୍ଟଙ୍କୁ କହିଥିଲେ, ମୁଁ ତୁମ୍ଭର ଶତୃମାନଙ୍କୁ ତୁମ୍ଭର ନିୟନ୍ତ୍ରଣ ରେ ଦବେି ଏବଂ ତୁମ୍ଭେ ମାରେ ଡ଼ାହାଣ ପଟେ ବସିବ। ଗୀତସଂହିତା 110:1
ମାର୍କଲିଖିତ ସୁସମାଚାର 12:36
ସ୍ବଯଂ ଦାଉଦ ପବିତ୍ର ଆତ୍ମାଙ୍କ ସାହାୟ୍ଯ ରେ କହିଥିଲେ,
ଲୂକଲିଖିତ ସୁସମାଚାର 20:42
ଗୀତସଂହିତା ରେ ଦାଉଦ ନିଜେ କହିଛନ୍ତି:
ରେରିତମାନଙ୍କ କାର୍ଯ୍ୟର ବିବରଣ 1:11
ସହେି ଦୁଇଜଣ ପୁରୁଷ ପ୍ ରରେିତମାନଙ୍କୁ କହିଲେ, ହେ ଗାଲିଲୀର ଲୋକେ, ତୁମ୍ଭମାନେେ ଏଠା ରେ ଠିଆ ହାଇେ ଆକାଶ ଆଡ଼େ କାହିଁକି ଚାହିଁଛ? ଏହି ଯୀଶୁଙ୍କୁ ଯେପରି ତୁମ୍ଭମାନଙ୍କ ମଧ୍ଯରୁ ଉଠାଇ ନିଆଗଲା, ସେ ସ୍ବର୍ଗକୁ ଗଲେ ଓ ତୁମ୍ଭମାନେେ ତାହାଙ୍କୁ ଉପରକୁ ୟିବାର ଯେପରି ଦେଖିଲ, ସହେିପରି ସେ ପୁଣି ଫରେିଆସିବେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 2:34
ଦାଉଦ ସ୍ବର୍ଗ ଆରୋହଣ କରି ନାହିଁନ୍ତି। କିନ୍ତୁ ଯୀଶୁ ସ୍ବର୍ଗ ଆରୋହଣ କରିଛନ୍ତି। ଦାଉଦ ନିଜେ ଏହିକଥା କହିଛନ୍ତି:
ରେରିତମାନଙ୍କ କାର୍ଯ୍ୟର ବିବରଣ 3:21
ପୁନର୍ବାର ସମସ୍ତ କାର୍ୟ୍ଯ ସୁସମ୍ପନ୍ନ ହବୋ ପର୍ୟ୍ଯନ୍ତ ଯୀଶୁଙ୍କୁ ସ୍ବର୍ଗ ରେ ରହିବାକୁ ପଡ଼ିବ। ଏହି ସମସ୍ତ ବିଷୟ ରେ ପରମେଶ୍ବର ବହୁତ ଆଗରୁ ଭାବବଦୀମାନଙ୍କ ମାଧ୍ଯମ ରେ କହିଛନ୍ତି।
ଏବ୍ରୀମାନଙ୍କ ନିକଟକୁ ପତ୍ର 1:13
ପରମେଶ୍ବର କବେେ ହେଲେ କୌଣସି ସ୍ବର୍ଗଦୂତକୁ କହିଛନ୍ତି କି ଯେ :
ଏବ୍ରୀମାନଙ୍କ ନିକଟକୁ ପତ୍ର 9:24
ଖ୍ରୀଷ୍ଟ ମହାପବିତ୍ର ସ୍ଥାନ ଭିତରକୁ ଗଲେ। କିନ୍ତୁ ସେ ମନଷ୍ଯ ହସ୍ତନିର୍ମିତ ମହାପବିତ୍ର ସ୍ଥାନକୁ ଗଲେ ନାହିଁ। ଏହି ପରମ ପବିତ୍ର ସ୍ଥାନଟି ପ୍ରକୃତ ସ୍ଥାନର ପ୍ରତିକୃତି ମାତ୍ର। ଯୀଶୁ ସ୍ବର୍ଗ ଭିତରକୁ ଗଲେ।
ଗୀତସଂହିତା 110:1
ସଦାପ୍ରଭୁ ମାରେ ପ୍ରଭୁଙ୍କୁ କହିଲେ, ମାେ ସହିତ ମାରେ ଦକ୍ଷିଣ ପାଖରେ ବସ। ଆମ୍ଭେ ତୁମ୍ଭ ଶତ୍ରୁଗଣଙ୍କୁ ତୁମ୍ଭର ପାଦପୀଠ କରିବା ପର୍ୟ୍ଯନ୍ତ।