1 Peter 3

fullscreen8 ଅତଏବ ସମସ୍ତେ ମିଳିମିଶି ଶାନ୍ତି ରେ ରହିବା ଉଚିତ। ପରସ୍ପରକୁ ବୁଝିବା ପାଇଁ ଚେଷ୍ଟା କର। ପରସ୍ପରକୁ ଭାଇ ଭଉଣୀ ଭଳି ଭଲ ପାଅ। ସଦୟ ଓ ନମ୍ର ହୁଅ।

fullscreen9 ତୁମ୍ଭ ପ୍ରତି ମନ୍ଦ କାମ କରିଥିବା ଲୋକକୁ ଆକ୍ରମଣ କରିବା ଉଦ୍ଦେଶ୍ଯ ରେ କୌଣସି ଲୋକ ପ୍ରତି ମନ୍ଦ କାମ କର ନାହିଁ। ବା ତୁମ୍ଭକୁ ଖରାପ ପଥା କହିଥିବା ଯୋଗୁ କୌଣସି ଲୋକକୁ ତା' ବଦଳ ରେ ମନ୍ଦ କଥା କୁହ ନାହିଁ। ତା' ବଦଳ ରେ ପରମେଶ୍ବରଙ୍କଠା ରେ ପ୍ରାର୍ଥନା କର ଯେ, ସେ ତା'କୁ ଆଶୀର୍ବାଦ କରିବେ। ତୁମ୍ଭେ ନିଜେ ଆଶୀର୍ବାଦ ଗ୍ରହଣ କରିବା ପାଇଁ ଆହ୍ବାନ ପାଇଥିବାରୁ ଏପରି କର।

fullscreen10 ଶାସ୍ତ୍ର କୁ ହେ :

fullscreen11 ସେ ମନ୍ଦ କାର୍ୟ୍ଯ ନିଶ୍ଚୟ ବନ୍ଦ କରୁ ଓ ଭଲ କାମ କରୁ। ସେ ଶାନ୍ତି ପାଇବା ପାଇଁ ଲକ୍ଷ୍ଯ ରଖି ଚେଷ୍ଟା କରିବା ଉଚିତ।

fullscreen12 ଭଲ ଲୋକମାନଙ୍କୁ ପ୍ରଭୁ ଦେଖନ୍ତି, ସମାନଙ୍କେର ପ୍ରାର୍ଥନା ସବୁ ସେ ଶୁଣନ୍ତି। କିନ୍ତୁ ମନ୍ଦ କାମ କରୁଥିବା ଲୋକଙ୍କର ସେ ବିରୋଧୀ ଅଟନ୍ତି। ଗୀତସଂହିତା 34:12-16

fullscreen13 ଯଦି ତୁମ୍ଭେ ସବୁବେଳେ ଭଲ କରିବା ପାଇଁ ଚେଷ୍ଟା କରୁଥାଅ, ତା ହେଲେ କୌଣସି ଲୋକ ତୁମ୍ଭକୁ ଆଘାତ କରି ପାରିବ ନାହିଁ।

fullscreen14 କିନ୍ତୁ ତୁମ୍ଭେ ଭଲ କାମ ପାଇଁ ଦୁଃଖ ଭୋଗିପାର। ଯଦି ଏପରି ଘଟେ, ତା ହେଲେ ତୁମ୍ଭେ ହେଉଛ ଆଶୀର୍ବାଦର ପାତ୍ର। ଯେଉଁ ଲୋକମାନେ ତୁମ୍ଭକୁ ଯାତନା ଦିଅନ୍ତି ସମାନଙ୍କେୁ ଭୟ କର ନାହିଁ, କିଅବା ଚିନ୍ତିତ ହୁଅ ନାହିଁ।339

fullscreen15 କିନ୍ତୁ ତୁମ୍ଭେ ପବିତ୍ର ଭାବରେ ପ୍ରଭୁ ଖ୍ରୀଷ୍ଟଙ୍କୁ ନିଜ ହୃଦୟ ରେ ଧରି ରଖ। ତୁମ୍ଭର ଭରସାର କାରଣ ବିଷୟ ରେ କହେି ତୁମ୍ଭକୁ ପ୍ରଶ୍ନ କଲେ ତାହାକୁ ବୁଝାଇବା ପାଇଁ ସର୍ବଦା ପ୍ରସ୍ତୁତ ରହିଥାଅ।

fullscreen16 କିନ୍ତୁ ତୁମ୍ଭେ ସମାନଙ୍କେୁ ଭଦ୍ର ଭାବରେ ଓ ନମ୍ର ଭାବରେ ବୁଝାଅ। ତୁମ୍ଭେ ସବୁବେଳେ ଅନୁଭବ କରିବା ଉଚିତ ଯେ, ତୁମ୍ଭେ ଠିକ କାମ କରୁଛ। ଏପରି କଲେ, ଯେଉଁମାନେ ତୁମ୍ଭ ବିରୁଦ୍ଧ ରେ ମନ୍ଦ କଥା କହୁଛନ୍ତି, ସମାନେେ ଲଜ୍ଜିତ ହବେେ। ତୁମ୍ଭେ ଖ୍ରୀଷ୍ଟଙ୍କଠା ରେ ଥାଇ ଉତ୍ତମ ଜୀବନ କାଟୁଥିବାରୁ ସମାନେେ ମନ୍ଦ କଥାଗୁଡ଼ିକ କୁହନ୍ତି। ସମାନେେ ତୁମ୍ଭ ବିଷୟ ରେ ମନ୍ଦ କଥା କହିଥିବା ହତେୁ ଲଜ୍ଜିତ ହବେେ।

fullscreen17 ଭଲ କାମ କରି ଯାତନା ସହିବା ମନ୍ଦ କାମ କରିବାଠାରୁ ଉତ୍ତମ। ଏହା ଯଦି ପରମେଶ୍ବରଙ୍କର ଇଚ୍ଛା, ତବେେ ଏହାହିଁ ଭଲ।

fullscreen18 ଖ୍ରୀଷ୍ଟ ନିଜେ ତୁମ୍ଭ ପାଇଁ ମଲେ। ସହେି ମୂଲ୍ଯ ତୁମ୍ଭର ପାପ ପାଇଁ ମୂଲ୍ଯ ଦଲୋ। ସେ ନିଜେ ଦୋଷୀ ନ ଥିଲେ କିନ୍ତୁ ଦୋଷୀ ଲୋକଙ୍କ ଲାଗି ମୃତ୍ଯୁ ବରଣ କଲେ। ସେ ତୁମ୍ଭ ସମସ୍ତଙ୍କୁ ପରମେଶ୍ବରଙ୍କ ପାଖକୁ ଆଣିବା ପାଇଁ ଏପରି କଲେ। ତାହାଙ୍କର ଶରୀରକୁ ବଧ କରାଗଲା, କିନ୍ତୁ ଆତ୍ମା ରେ ସେ ପୁନର୍ଜୀବିତ ହେଲେ,

fullscreen19 ଏବଂ ଆତ୍ମା ରେ ସେ ଗଲେ ଓ ବନ୍ଦୀ ଆତ୍ମାମାନଙ୍କୁ ଉପଦେଶ ପ୍ରଦାନ କଲେ।

fullscreen20 ବହୁ ପୂର୍ବରୁ ନୋହଙ୍କ ସମୟରେ ଏହି ଆତ୍ମାଗୁଡ଼ିକ ପରମେଶ୍ବରଙ୍କ ଅବାଧ୍ଯ ହାଇେଥିଲେ। ନୋହ ତାହାଙ୍କ ଜାହାଜ ତିଆରି କଲା ପର୍ୟ୍ଯନ୍ତ ପରମେଶ୍ବର ର୍ଧୈୟ୍ଯ ସହିତ ଅପେକ୍ଷା କରୁଥିଲେ। ସହେି ଜାହାଜ ରେ ଅଳ୍ପ କେତେ ଜଣ, ମାତ୍ର ଆଠ ଜଣ ଜଳରୁ ରକ୍ଷା ପାଇପାରିଲେ।

fullscreen21 ସହେି ଜଳ ବାପ୍ତିସ୍ମ ସଦୃଶ ତୁମ୍ଭକୁ ଏବେ ରକ୍ଷା କରୁଛି। ଶରୀରର ମଇଳା ସଫା କରିବା ବାପ୍ତସ୍ମ ନୁହେଁ। ମାତ୍ର ବାପ୍ତସ୍ମ ହେଉଛି, ପରମେଶ୍ବରଙ୍କୁ ଏକ ହୃଦୟ ମାଗିବା। ଯୀଶୁ ମୃତ୍ଯୁରୁ ଜୀବିତ ହାଇେଥିବାରୁ ଏହା ତୁମ୍ଭକୁ ରକ୍ଷା କରୁଛି।

8 Finally, be ye all of one mind, having compassion one of another, love as brethren, be pitiful, be courteous:

9 Not rendering evil for evil, or railing for railing: but contrariwise blessing; knowing that ye are thereunto called, that ye should inherit a blessing.

10 For he that will love life, and see good days, let him refrain his tongue from evil, and his lips that they speak no guile:

11 Let him eschew evil, and do good; let him seek peace, and ensue it.

12 For the eyes of the Lord are over the righteous, and his ears are open unto their prayers: but the face of the Lord is against them that do evil.

13 And who is he that will harm you, if ye be followers of that which is good?

14 But and if ye suffer for righteousness’ sake, happy are ye: and be not afraid of their terror, neither be troubled;

15 But sanctify the Lord God in your hearts: and be ready always to give an answer to every man that asketh you a reason of the hope that is in you with meekness and fear:

16 Having a good conscience; that, whereas they speak evil of you, as of evildoers, they may be ashamed that falsely accuse your good conversation in Christ.

17 For it is better, if the will of God be so, that ye suffer for well doing, than for evil doing.

18 For Christ also hath once suffered for sins, the just for the unjust, that he might bring us to God, being put to death in the flesh, but quickened by the Spirit:

19 By which also he went and preached unto the spirits in prison;

20 Which sometime were disobedient, when once the longsuffering of God waited in the days of Noah, while the ark was a preparing, wherein few, that is, eight souls were saved by water.

21 The like figure whereunto even baptism doth also now save us (not the putting away of the filth of the flesh, but the answer of a good conscience toward God,) by the resurrection of Jesus Christ:

1 Peter 3 in Tamil and English

8 ଅତଏବ ସମସ୍ତେ ମିଳିମିଶି ଶାନ୍ତି ରେ ରହିବା ଉଚିତ। ପରସ୍ପରକୁ ବୁଝିବା ପାଇଁ ଚେଷ୍ଟା କର। ପରସ୍ପରକୁ ଭାଇ ଭଉଣୀ ଭଳି ଭଲ ପାଅ। ସଦୟ ଓ ନମ୍ର ହୁଅ।
Finally, be ye all of one mind, having compassion one of another, love as brethren, be pitiful, be courteous:

9 ତୁମ୍ଭ ପ୍ରତି ମନ୍ଦ କାମ କରିଥିବା ଲୋକକୁ ଆକ୍ରମଣ କରିବା ଉଦ୍ଦେଶ୍ଯ ରେ କୌଣସି ଲୋକ ପ୍ରତି ମନ୍ଦ କାମ କର ନାହିଁ। ବା ତୁମ୍ଭକୁ ଖରାପ ପଥା କହିଥିବା ଯୋଗୁ କୌଣସି ଲୋକକୁ ତା' ବଦଳ ରେ ମନ୍ଦ କଥା କୁହ ନାହିଁ। ତା' ବଦଳ ରେ ପରମେଶ୍ବରଙ୍କଠା ରେ ପ୍ରାର୍ଥନା କର ଯେ, ସେ ତା'କୁ ଆଶୀର୍ବାଦ କରିବେ। ତୁମ୍ଭେ ନିଜେ ଆଶୀର୍ବାଦ ଗ୍ରହଣ କରିବା ପାଇଁ ଆହ୍ବାନ ପାଇଥିବାରୁ ଏପରି କର।
Not rendering evil for evil, or railing for railing: but contrariwise blessing; knowing that ye are thereunto called, that ye should inherit a blessing.

10 ଶାସ୍ତ୍ର କୁ ହେ :
For he that will love life, and see good days, let him refrain his tongue from evil, and his lips that they speak no guile:

11 ସେ ମନ୍ଦ କାର୍ୟ୍ଯ ନିଶ୍ଚୟ ବନ୍ଦ କରୁ ଓ ଭଲ କାମ କରୁ। ସେ ଶାନ୍ତି ପାଇବା ପାଇଁ ଲକ୍ଷ୍ଯ ରଖି ଚେଷ୍ଟା କରିବା ଉଚିତ।
Let him eschew evil, and do good; let him seek peace, and ensue it.

12 ଭଲ ଲୋକମାନଙ୍କୁ ପ୍ରଭୁ ଦେଖନ୍ତି, ସମାନଙ୍କେର ପ୍ରାର୍ଥନା ସବୁ ସେ ଶୁଣନ୍ତି। କିନ୍ତୁ ମନ୍ଦ କାମ କରୁଥିବା ଲୋକଙ୍କର ସେ ବିରୋଧୀ ଅଟନ୍ତି। ଗୀତସଂହିତା 34:12-16
For the eyes of the Lord are over the righteous, and his ears are open unto their prayers: but the face of the Lord is against them that do evil.

13 ଯଦି ତୁମ୍ଭେ ସବୁବେଳେ ଭଲ କରିବା ପାଇଁ ଚେଷ୍ଟା କରୁଥାଅ, ତା ହେଲେ କୌଣସି ଲୋକ ତୁମ୍ଭକୁ ଆଘାତ କରି ପାରିବ ନାହିଁ।
And who is he that will harm you, if ye be followers of that which is good?

14 କିନ୍ତୁ ତୁମ୍ଭେ ଭଲ କାମ ପାଇଁ ଦୁଃଖ ଭୋଗିପାର। ଯଦି ଏପରି ଘଟେ, ତା ହେଲେ ତୁମ୍ଭେ ହେଉଛ ଆଶୀର୍ବାଦର ପାତ୍ର। ଯେଉଁ ଲୋକମାନେ ତୁମ୍ଭକୁ ଯାତନା ଦିଅନ୍ତି ସମାନଙ୍କେୁ ଭୟ କର ନାହିଁ, କିଅବା ଚିନ୍ତିତ ହୁଅ ନାହିଁ।339
But and if ye suffer for righteousness’ sake, happy are ye: and be not afraid of their terror, neither be troubled;

15 କିନ୍ତୁ ତୁମ୍ଭେ ପବିତ୍ର ଭାବରେ ପ୍ରଭୁ ଖ୍ରୀଷ୍ଟଙ୍କୁ ନିଜ ହୃଦୟ ରେ ଧରି ରଖ। ତୁମ୍ଭର ଭରସାର କାରଣ ବିଷୟ ରେ କହେି ତୁମ୍ଭକୁ ପ୍ରଶ୍ନ କଲେ ତାହାକୁ ବୁଝାଇବା ପାଇଁ ସର୍ବଦା ପ୍ରସ୍ତୁତ ରହିଥାଅ।
But sanctify the Lord God in your hearts: and be ready always to give an answer to every man that asketh you a reason of the hope that is in you with meekness and fear:

16 କିନ୍ତୁ ତୁମ୍ଭେ ସମାନଙ୍କେୁ ଭଦ୍ର ଭାବରେ ଓ ନମ୍ର ଭାବରେ ବୁଝାଅ। ତୁମ୍ଭେ ସବୁବେଳେ ଅନୁଭବ କରିବା ଉଚିତ ଯେ, ତୁମ୍ଭେ ଠିକ କାମ କରୁଛ। ଏପରି କଲେ, ଯେଉଁମାନେ ତୁମ୍ଭ ବିରୁଦ୍ଧ ରେ ମନ୍ଦ କଥା କହୁଛନ୍ତି, ସମାନେେ ଲଜ୍ଜିତ ହବେେ। ତୁମ୍ଭେ ଖ୍ରୀଷ୍ଟଙ୍କଠା ରେ ଥାଇ ଉତ୍ତମ ଜୀବନ କାଟୁଥିବାରୁ ସମାନେେ ମନ୍ଦ କଥାଗୁଡ଼ିକ କୁହନ୍ତି। ସମାନେେ ତୁମ୍ଭ ବିଷୟ ରେ ମନ୍ଦ କଥା କହିଥିବା ହତେୁ ଲଜ୍ଜିତ ହବେେ।
Having a good conscience; that, whereas they speak evil of you, as of evildoers, they may be ashamed that falsely accuse your good conversation in Christ.

17 ଭଲ କାମ କରି ଯାତନା ସହିବା ମନ୍ଦ କାମ କରିବାଠାରୁ ଉତ୍ତମ। ଏହା ଯଦି ପରମେଶ୍ବରଙ୍କର ଇଚ୍ଛା, ତବେେ ଏହାହିଁ ଭଲ।
For it is better, if the will of God be so, that ye suffer for well doing, than for evil doing.

18 ଖ୍ରୀଷ୍ଟ ନିଜେ ତୁମ୍ଭ ପାଇଁ ମଲେ। ସହେି ମୂଲ୍ଯ ତୁମ୍ଭର ପାପ ପାଇଁ ମୂଲ୍ଯ ଦଲୋ। ସେ ନିଜେ ଦୋଷୀ ନ ଥିଲେ କିନ୍ତୁ ଦୋଷୀ ଲୋକଙ୍କ ଲାଗି ମୃତ୍ଯୁ ବରଣ କଲେ। ସେ ତୁମ୍ଭ ସମସ୍ତଙ୍କୁ ପରମେଶ୍ବରଙ୍କ ପାଖକୁ ଆଣିବା ପାଇଁ ଏପରି କଲେ। ତାହାଙ୍କର ଶରୀରକୁ ବଧ କରାଗଲା, କିନ୍ତୁ ଆତ୍ମା ରେ ସେ ପୁନର୍ଜୀବିତ ହେଲେ,
For Christ also hath once suffered for sins, the just for the unjust, that he might bring us to God, being put to death in the flesh, but quickened by the Spirit:

19 ଏବଂ ଆତ୍ମା ରେ ସେ ଗଲେ ଓ ବନ୍ଦୀ ଆତ୍ମାମାନଙ୍କୁ ଉପଦେଶ ପ୍ରଦାନ କଲେ।
By which also he went and preached unto the spirits in prison;

20 ବହୁ ପୂର୍ବରୁ ନୋହଙ୍କ ସମୟରେ ଏହି ଆତ୍ମାଗୁଡ଼ିକ ପରମେଶ୍ବରଙ୍କ ଅବାଧ୍ଯ ହାଇେଥିଲେ। ନୋହ ତାହାଙ୍କ ଜାହାଜ ତିଆରି କଲା ପର୍ୟ୍ଯନ୍ତ ପରମେଶ୍ବର ର୍ଧୈୟ୍ଯ ସହିତ ଅପେକ୍ଷା କରୁଥିଲେ। ସହେି ଜାହାଜ ରେ ଅଳ୍ପ କେତେ ଜଣ, ମାତ୍ର ଆଠ ଜଣ ଜଳରୁ ରକ୍ଷା ପାଇପାରିଲେ।
Which sometime were disobedient, when once the longsuffering of God waited in the days of Noah, while the ark was a preparing, wherein few, that is, eight souls were saved by water.

21 ସହେି ଜଳ ବାପ୍ତିସ୍ମ ସଦୃଶ ତୁମ୍ଭକୁ ଏବେ ରକ୍ଷା କରୁଛି। ଶରୀରର ମଇଳା ସଫା କରିବା ବାପ୍ତସ୍ମ ନୁହେଁ। ମାତ୍ର ବାପ୍ତସ୍ମ ହେଉଛି, ପରମେଶ୍ବରଙ୍କୁ ଏକ ହୃଦୟ ମାଗିବା। ଯୀଶୁ ମୃତ୍ଯୁରୁ ଜୀବିତ ହାଇେଥିବାରୁ ଏହା ତୁମ୍ଭକୁ ରକ୍ଷା କରୁଛି।
The like figure whereunto even baptism doth also now save us (not the putting away of the filth of the flesh, but the answer of a good conscience toward God,) by the resurrection of Jesus Christ: