ପ୍ରଥମ ଶାମୁୟେଲ 2:9 in Oriya

ଓଡିଆ ଓଡିଆ ବାଇବେଲ ପ୍ରଥମ ଶାମୁୟେଲ ପ୍ରଥମ ଶାମୁୟେଲ 2 ପ୍ରଥମ ଶାମୁୟେଲ 2:9

1 Samuel 2:9
ସଦାପ୍ରଭୁ ତାଙ୍କର ପବିତ୍ର ଭକ୍ତମାନଙ୍କୁ ସକ୍ସ୍ଟରକ୍ଷା କରନ୍ତି। ସେ ସମାନଙ୍କେୁ ଝକ୍ସ୍ଟଣ୍ଟିବାରକ୍ସ୍ଟ ରକ୍ଷା କରନ୍ତି। କିନ୍ତୁ ମନ୍ଦ ଲୋକମାନେ ଅନ୍ଧକାର ରେ ଝକ୍ସ୍ଟଣ୍ଟିପଡନ୍ତି ଓ ଧ୍ବଂସ ହକ୍ସ୍ଟଅନ୍ତି। ସମାନଙ୍କେର ଶକ୍ତି ସମାନଙ୍କେୁ ରକ୍ଷା କରିବା ପାଇଁ ସାହାୟ୍ଯ କରେ ନାହିଁ।

1 Samuel 2:81 Samuel 21 Samuel 2:10

1 Samuel 2:9 in Other Translations

King James Version (KJV)
He will keep the feet of his saints, and the wicked shall be silent in darkness; for by strength shall no man prevail.

American Standard Version (ASV)
He will keep the feet of his holy ones; But the wicked shall be put to silence in darkness; For by strength shall no man prevail.

Bible in Basic English (BBE)
He will keep the feet of his holy ones, but the evil-doers will come to their end in the dark night, for by strength no man will overcome.

Darby English Bible (DBY)
He keepeth the feet of his saints, but the wicked are silenced in darkness; for by strength shall no man prevail.

Webster's Bible (WBT)
He will keep the feet of his saints, and the wicked shall be silent in darkness; for by strength shall no man prevail.

World English Bible (WEB)
He will keep the feet of his holy ones; But the wicked shall be put to silence in darkness; For by strength shall no man prevail.

Young's Literal Translation (YLT)
The feet of His saints He keepeth, And the wicked in darkness are silent, For not by power doth man become mighty.

He
will
keep
רַגְלֵ֤יraglêrahɡ-LAY
the
feet
חֲסִידָו֙ḥăsîdāwhuh-see-DAHV
saints,
his
of
יִשְׁמֹ֔רyišmōryeesh-MORE
and
the
wicked
וּרְשָׁעִ֖יםûrĕšāʿîmoo-reh-sha-EEM
silent
be
shall
בַּחֹ֣שֶׁךְbaḥōšekba-HOH-shek
in
darkness;
יִדָּ֑מּוּyiddāmmûyee-DA-moo
for
כִּיkee
strength
by
לֹ֥אlōʾloh
shall
no
בְכֹ֖חַbĕkōaḥveh-HOH-ak
man
יִגְבַּרyigbaryeeɡ-BAHR
prevail.
אִֽישׁ׃ʾîšeesh

Cross Reference

ଗୀତସଂହିତା 91:11
ପରମେଶ୍ବର ତୁମ୍ଭ ରକ୍ଷା ପାଇଁ ଦୂତମାନଙ୍କୁ ଆଦେଶ ଦବେେ। ତୁମ୍ଭେ ଯେଉଁଠାକୁ ଗଲେ ମଧ୍ଯ, ସମାନେେ ତୁମ୍ଭକୁ ସୁରକ୍ଷା ଦବେେ।

ଗୀତସଂହିତା 33:16
ଜଣେ ରାଜା ନିଜର ଶକ୍ତିଦ୍ବାରା ସୁରକ୍ଷିତ ହୁଏ ନାହିଁ। ଜଣେ ଶକ୍ତିଶାଳୀ ସୈନିକ କବଳେ ତା'ର ନିଜର ବଳ ଉପରେ ନିର୍ଭର କରି ଉଦ୍ଧାର ପାଏ ନାହିଁ।

ମାଥିଉଲିଖିତ ସୁସମାଚାର 8:12
କିନ୍ତୁ ରାଜ୍ଯର ମୂଳ ପ୍ରଜାମାନଙ୍କୁ ଅନ୍ଧାର ଭିତରକୁ ଫିଙ୍ଗି ଦିଆୟିବ। ସଠାେରେ କାନ୍ଦି କାନ୍ଦି ଓ କଷ୍ଟ ହତେୁ ଦାନ୍ତ କଡମଡ କରି ରହିବେ।

ଗୀତସଂହିତା 121:3
ସେ ତୁମ୍ଭର ପାଦକୁ ଟଳମଳ ହବୋକୁ ଦବେେ ନାହିଁ। ତୁମ୍ଭର ରକ୍ଷାକର୍ତ୍ତା କବେେ ହେଲେ ନିଦ୍ରିତ ହବେେ ନାହିଁ।

ପିତରଙ୍କ ପ୍ରଥମ ପତ୍ 1:5
ତୁମ୍ଭର ପରିତ୍ରାଣର ସମୟ ନ ଆସିବା ପର୍ୟ୍ଯନ୍ତ ତୁମ୍ଭ ବିଶ୍ବାସ ମାଧ୍ଯମ ରେ ପରମେଶ୍ବରଙ୍କ ଶକ୍ତି ତୁମ୍ଭକୁ ରକ୍ଷା କରିବ। ସହେି ପରିତ୍ରାଣ ତୁମ୍ଭ ପାଇଁ ପ୍ରସ୍ତୁତ ହାଇେ ରହିଛି ଏବଂ ୟୁଗର ଶଷେ ରେ ତୁମ୍ଭେ ଏହା ପାଇବ।

ଦିତୀୟ ବିବରଣ 33:3
ହଁ, ସେ ଲୋକମାନଙ୍କୁ ପ୍ ରମେ କରନ୍ତି। ତାଙ୍କର ସମସ୍ତ ପବିତ୍ର ଲୋକ ତୁମ୍ଭର ହସ୍ତଗତ ଓ ସମାନେେ ତୁମ୍ଭର ଚରଣ ତଳେ ବସିଲେ। ପ୍ରେତ୍ୟକକ ଲୋକ ତକ୍ସ୍ଟମ୍ଭ ବାକ୍ଯ ଗ୍ରହଣ କରିବେ।

ପ୍ରଥମ ଶାମୁୟେଲ 17:49
ଦାଉଦ ଆପଣା ଥଳି ରେ ହାତ ପକ୍ସ୍ଟରାଇ ତହିଁରକ୍ସ୍ଟ ଗୋଟିଏ ପଥର କାଢି ଛାଟିଣି ରେ ମାରି ସହେି ପଲେଷ୍ଟୀୟର କପାଳକକ୍ସ୍ଟ ଆଘାତ କଲେ। ତହିଁରେ ସେ ପଥର ତା'ର କପାଳ ରେ ପଶିଯାନ୍ତେ ସେ ମକ୍ସ୍ଟହଁ ମାଡି ଭୂମିରେ ପଡିଲା।

ଆୟୁବ ପୁସ୍ତକ 5:24
ତୁମ୍ଭେ ଶାନ୍ତି ରେ ରହିପାରିବ କାରଣ ତୁମ୍ଭର ତମ୍ବୁ ସୁରକ୍ଷିତ ଅଛି। ତୁମ୍ଭେ ତୁମ୍ଭର ସମ୍ପତ୍ତିକୁ ଗଣିପାରିବ ଏବଂ ଦେଖିବ କିଛି ହଜିୟାଇ ନାହିଁ।

ଗୀତସଂହିତା 37:23
ସଦାପ୍ରଭୁ ଧାର୍ମିକ ବ୍ଯକ୍ତିକୁ ସତ୍ ମାର୍ଗରେ ଜୀବନ ଧାରଣ କରିବା ପାଇଁ ସାହାୟ୍ଯ କରନ୍ତି। ଯେତବେେଳେ ସେ ତାହା କରେ, ସଦାପ୍ରଭୁ ଖୁସି ହୁଅନ୍ତି।

ଗୀତସଂହିତା 37:28
ସଦାପ୍ରଭୁ ନ୍ଯାଯକୁ ଭଲ ପାଆନ୍ତି ଓ ତାଙ୍କର ବିଶ୍ବସ୍ତ ଅନୁସରଣକାରୀମାନଙ୍କୁ ପରିତ୍ଯାଗ କରନ୍ତି ନାହିଁ, ତଣେୁ ସମାନେେ ଚିରଦିନ ସୁରକ୍ଷିତ। କିନ୍ତୁ ଦୁଷ୍ଟ ଲୋକମାନେ ଧ୍ବଂସ ହବେେ।

ଗୀତସଂହିତା 94:18
ମୁଁ ଭାବିଲି, ମୁଁ ତଳକୁ ଖସିବା ଅବସ୍ଥାରେ ଥିଲି କିନ୍ତୁ ପ୍ରଭୁ ତୁମ୍ଭର ପ୍ରମେ, ମାେତେ ସକ୍ଷମ ହେଲା।

ଗୀତସଂହିତା 97:10
ୟିଏ ସଦାପ୍ରଭୁଙ୍କୁ ଭଲପା'ନ୍ତି ମନ୍ଦତାକୁ ଘୃଣା କରନ୍ତି! ସେ ସହେି ଆପଣା ସଦ୍ଭକ୍ତମାନଙ୍କ ପ୍ରାଣରକ୍ଷା କରନ୍ତି। ସେ ଦୁଷ୍ଟମାନଙ୍କ ହସ୍ତରୁ ନିଜର ଶିଷ୍ଯମାନଙ୍କୁ ରକ୍ଷାକରନ୍ତି।

ଉପଦେଶକ 5:17
ସେ ବିଷାଦ ରେ ତା'ର ଜୀବନ କଟାଇ ଦିଏ। ପୁଣି ସେ ଅତିଶଯ ବିରକ୍ତ ହୁଏ। ଆଉ ପିଡ଼ୀତ ଓ କ୍ରୋଧିତ ହୁଏ।

ଯିହୂଦାଙ୍କ ପତ୍ର 1:13
ସମାନେେ ସମୁଦ୍ରର ପ୍ରଚଣ୍ଡ ତରଙ୍ଗ ସଦୃଶ। ଏହି ତରଙ୍ଗ ଫଣେ ସୃଷ୍ଟି କରେ। ତରଙ୍ଗ ଫଣେ ସୃଷ୍ଟି କଲା ଭଳି ଏହି ଲୋକମାନେ ଲଜ୍ଜାଜନକ କାର୍ୟ୍ଯ କରନ୍ତି। ଏହି ଲୋକମାନେ ଆକାଶ ରେ ଏଣତେଣେେ ଘୁରି ବୁଲୁଥିବା ନକ୍ଷତ୍ର ତୁଲ୍ଯ। ଏହି ଲୋକମାନଙ୍କ ନିମନ୍ତେ ଚିରକାଳ ପାଇଁ ଘୋର ଅନ୍ଧକାରମୟ ସ୍ଥାନ ରଖାଯାଇଅଛି।

ଯିହୂଦାଙ୍କ ପତ୍ର 1:3
ପ୍ରିୟ ବନ୍ଧୁମାନେ, ମୁଁ ତୁମ୍ଭମାନଙ୍କ ପାଖକୁ ଆମ୍ଭେ ସମସ୍ତେ ଅଂଶୀଦାର ହାଇେଥିବା ପରିତ୍ରାଣ ସମ୍ବନ୍ଧ ରେ ଲେଖିବା ପାଇଁ ବହୁତ ଇଚ୍ଛା କରୁଥିଲି। କିନ୍ତୁ ତାହା ବଦଳ ରେ ମୁଁ ଅନ୍ୟ କଥା ଲେଖିବା ଆବଶ୍ଯକ ଇଚ୍ଛା କଲି ; ମୁଁ ତୁମ୍ଭକୁ ବିଶ୍ବାସ ସକାେଶ କଠିନ ପରିଶ୍ରମ କରିବା ପାଇଁ ଉତ୍ସାହିତ କରିବାକୁ ଚା ହେଁ। ପରମେଶ୍ବର ତାହାଙ୍କର ପବିତ୍ର ଲୋକମାନଙ୍କୁ ସହେି ବିଶ୍ବାସ ଦଇେଥିଲେ। ପରମେଶ୍ବର ଏକାଥରକେ ଏହି ବିଶ୍ବାସ ଦଇେଛନ୍ତି ଓ ଏହା ସବୁଦିନ ପାଇଁ ଉତ୍ତମ।

ଯିହୂଦାଙ୍କ ପତ୍ର 1:1
ମୁଁ ୟିହୂଦା, ଯୀଶୁଖ୍ରୀଷ୍ଟଙ୍କର ଜଣେ ସବେକ ଓ ଯାକୁବଙ୍କର ଭାଇ ଅଟେ।

ଆୟୁବ ପୁସ୍ତକ 5:16
ସେଥିପାଇଁ ଗରିବ ଲୋକଙ୍କ ପାଇଁ ଭରସା ଅଛି ଓ ଅନ୍ଯାଯକାରୀ ନିଶ୍ଚଯ ନୀରବ ରହିବ।

ଗୀତସଂହିତା 121:5
ସଦାପ୍ରଭୁ ତୁମ୍ଭର ରକ୍ଷାକର୍ତ୍ତା। ସଦାପ୍ରଭୁ ତୁମ୍ଭର ଦକ୍ଷିଣ ପାଶର୍‌ବରେ ତୁମ୍ଭକୁ ଢ଼ାଲ ଘୋଡ଼ାନ୍ତି ଏବଂ ରକ୍ଷା କରନ୍ତି।

ଗୀତସଂହିତା 121:8
ବର୍ତ୍ତମାନ ଏବଂ ସବୁଦିନ ପାଇଁ ୟିବା ଆସିବା ବେଳେ ସଦାପ୍ରଭୁ ତୁମ୍ଭକୁ ରକ୍ଷା କରିବେ।

ହିତୋପଦେଶ 2:8
ସେ ଯେଉଁ ଲୋକମାନେ ନ୍ଯାଯ ପଥରେ ଚାଲନ୍ତି, ସମାନଙ୍କେୁ ରକ୍ଷା କରନ୍ତି ଏବଂ ତାଙ୍କର ପବିତ୍ର ଲୋକମାନଙ୍କର ଗତି ସୁରକ୍ଷିତ କରନ୍ତି।

ହିତୋପଦେଶ 16:9
ମନୁଷ୍ଯର ମନ ଆପଣାର ପଥ ବିଷଯ ରେ କଳ୍ପନା କରେ, ମାତ୍ର ସଦାପ୍ରଭୁ ତାହାର ଚାଲିବାକୁ ନିର୍ଦ୍ଦେଶ କରନ୍ତି।

ଉପଦେଶକ 9:11
ମୁଁ ଫରେି ସୂର୍ୟ୍ଯ ତଳେ କିଛି ଥିବାର ଦେଖିଲି, ଏହି ବାଜି କ୍ଷିପ୍ରଧାବକମାନଙ୍କ ପାଇଁ ନୁହେଁ, ବଳଶାଳୀମାନଙ୍କ ପାଇଁ ୟୁଦ୍ଧର ବିଜଯ କିଅବା ଜ୍ଞାନୀମାନଙ୍କ ପାଇଁ ଖାଦ୍ୟ ଅଥବା ଧନ ବୁଦ୍ଧିମାନ ପାଇଁ।ଶିକ୍ଷିତମାନଙ୍କ ପାଇଁ ଅନୁକମ୍ପା ନାହିଁ। କିନ୍ତୁ ଏଇସବୁ ପରିସ୍ଥିତି ସମୟ ଓ ସୁଯୋଗ ଦ୍ବାରା ପ୍ରଭାବିତ ହୁଏ।

ଯିରିମିୟ 8:14
ଆମ୍ଭମାନେେ କାହିଁକି ଶାନ୍ତଭାବେ ବସିଅଛୁ ? ଆସ, ଏକତ୍ରୀତ ହାଇେ ଆମ୍ଭମାନେେ ଏକ ପ୍ରାଚୀର ବେଷ୍ଟିତ ନଗରକୁ ଚାଲିୟିବା। ଆସ ସହେି ସ୍ଥାନ ରେ ଆମ୍ଭେ ମୃତ୍ଯୁବରଣ କରିବା। ଯେ ହତେୁ ସଦାପ୍ରଭୁ ଆମ୍ଭର ପରମେଶ୍ବର ଆମ୍ଭମାନଙ୍କୁ ନିରବ କରିଛନ୍ତି। ଆସ ବିଷାକ୍ତ ପାଣି ପିଇବା, ଯେ ହତେୁ ଆମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧ ରେ ପାପ କରିଛୁ।

ଯିରିମିୟ 9:23
ଆଉ ସଦାପ୍ରଭୁ କହନ୍ତି, ଜ୍ଞାନବାନ୍ ଆପଣା ଜ୍ଞାନ ରେ ଦର୍ପ ନ କରୁ, ବଳବାନ୍ ଆପଣା ବଳ ରେ ଦର୍ପ ନ କରୁ ଓ ଧନବାନ୍ ଆପଣା ଧନ ରେ ଗର୍ବ ନ କରୁ।

ସିଫନିୟ 1:15
ସହେି ଦିନ ପରମେଶ୍ବର ତାଙ୍କର କୋର୍ଧ ଦଖାଇବେେ। ଏହା ଅତି ଭୟଙ୍କର ଦୁଃଖ ଓ ଧ୍ବଂସର ସମୟ ଦବେ। ଏହା ଏକ ଧ୍ବଂସ ବିଧ୍ବଂସ୍ତର ଦିନ ହବେ। ଏହା ଏକ ଅନ୍ଧକାର ଓ ଖଦରେ ଦିନ ହବେ। ଏହି ଦିନଟି ମେଘ ଓ ଅନ୍ଧକାରର ଦିନ ହବେ।

ଯିଖରିୟ 4:6
ସେ କହିଲେ, ଏହା ୟିରୁଦ୍ଦାବିଲଙ୍କ ପ୍ରତି ସଦାପ୍ରଭୁଙ୍କ ବାର୍ତ୍ତା, 'ଏହା ପରାକ୍ରମ କି ବଳଦ୍ବାରା ନୁହେଁ, ଆମ୍ଭର ଆତ୍ମାରୁ ଆସିବ।' ସର୍ବଶକ୍ତିମାନ୍ ସଦାପ୍ରଭୁ ଏହା କୁହନ୍ତି।

ମାଥିଉଲିଖିତ ସୁସମାଚାର 22:12
ରାଜା ତାହାଙ୍କୁ ପଚ଼ାରିଲେ, 'ବନ୍ଧୁ, ତୁମ୍ଭେ ବିବାହ ପୋଷାକ ନପିନ୍ଧି ଓ ଭିତରକୁ କମେିତି ଆସିଲ?' କିନ୍ତୁ ଲୋକଟି କିଛି କହିଲା ନାହିଁ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:19
ବ୍ଯବସ୍ଥା ରେ ଯେଉଁ କଥାଗୁଡ଼ିକ କୁହା ଯାଇଛି, ତାହା ବ୍ଯବସ୍ଥାଧିନ ରହିଥିବା ଲୋକଙ୍କ ପାଇଁ ପ୍ରୟୋଜନ। ଏହି ବ୍ଯବସ୍ଥାଗୁଡ଼ିକ ସମସ୍ତ ଯିହୂଦୀ ଲୋକଙ୍କୁ ଆଳ ଦଖାଇବୋରୁ ଅଟକାଏ ଏବଂ ସମଗ୍ର ସଂସାରର ଲୋକମାନଙ୍କୁ ପରମେଶ୍ବରଙ୍କ ନ୍ଯାୟବିଚ଼ାରକୁ ଆଣେ।

ପିତରଙ୍କ ଦିତୀୟ ପତ୍ର 2:17
ଏହି ଭଣ୍ଡ ଶିକ୍ଷକମାନେ ପାଣି ନ ଥିବା ନଈ ଭଳି, ସମାନେେ ପ୍ରଚଣ୍ଡ ଝଡ଼ ରେ ଉଡ଼ୁଥିବା ମେଘଗୁଡ଼ାକ ଭଳି, ସମାନଙ୍କେ ନିମନ୍ତେ ଘାରେ ଅନ୍ଧକାର ସ୍ଥାନ ରଖା ଯାଇଅଛି।

ହିତୋପଦେଶ 3:26
କାରଣ ସଦାପ୍ରଭୁ ତୁମ୍ଭକୁ ରକ୍ଷା କରିବେ। ସେ ତୁମ୍ଭର ପାଦକୁ ଫାନ୍ଦରୁ ପଡ଼ିବା ପୂର୍ବରୁ ରକ୍ଷା କରିବେ।