ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2:13 in Oriya

ଓଡିଆ ଓଡିଆ ବାଇବେଲ ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2 ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2:13

1 Thessalonians 2:13
ତୁମ୍ଭମାନେେ ଆମ୍ଭମାନଙ୍କଠାରୁ ଶୁଣିଥିବା ଶିକ୍ଷାଗୁଡ଼ିକୁ ମଣିଷମାନଙ୍କର ନୁହେଁ ବରଂ ପରମେଶ୍ବରଙ୍କ ବାକ୍ଯ ବୋଲି ଭାବି ଗ୍ରହଣ କରିଥିବାରୁ, ଆମ୍ଭେ ପରମେଶ୍ବରଙ୍କୁ ଅନବରତ ଧନ୍ଯବାଦ ଜଣାଉଛୁ। ଏହା ପ୍ରକୃତ ରେ ପରମେଶ୍ବରଙ୍କ ଶିକ୍ଷା। ଏହି ଶିକ୍ଷାର ପ୍ରଭାବ, ବିଶ୍ବାସୀ ଯେ ତୁମ୍ଭମାନେେ, ତୁମ୍ଭମାନଙ୍କ ଉପରେ ପଡ଼ିଛି।

1 Thessalonians 2:121 Thessalonians 21 Thessalonians 2:14

1 Thessalonians 2:13 in Other Translations

King James Version (KJV)
For this cause also thank we God without ceasing, because, when ye received the word of God which ye heard of us, ye received it not as the word of men, but as it is in truth, the word of God, which effectually worketh also in you that believe.

American Standard Version (ASV)
And for this cause we also thank God without ceasing, that, when ye received from us the word of the message, `even the word' of God, ye accepted `it' not `as' the word of men, but, as it is in truth, the word of God, which also worketh in you that believe.

Bible in Basic English (BBE)
And for this cause we still give praise to God, that, when the word came to your ears through us, you took it, not as the word of man, but, as it truly is, the word of God, which has living power in you who have faith.

Darby English Bible (DBY)
And for this cause we also give thanks to God unceasingly that, having received [the] word of [the] report of God by us, ye accepted, not men's word, but, even as it is truly, God's word, which also works in you who believe.

World English Bible (WEB)
For this cause we also thank God without ceasing, that, when you received from us the word of the message of God, you accepted it not as the word of men, but, as it is in truth, the word of God, which also works in you who believe.

Young's Literal Translation (YLT)
Because of this also, we -- we do give thanks to God continually, that, having received the word of hearing from us of God, ye accepted, not the word of man, but as it is truly, the word of God, who also doth work in you who believe;

For
cause
διὰdiathee-AH
this
τοῦτοtoutoTOO-toh
also
Καὶkaikay
thank
ἡμεῖςhēmeisay-MEES
we
εὐχαριστοῦμενeucharistoumenafe-ha-ree-STOO-mane

τῷtoh
God
θεῷtheōthay-OH
without
ceasing,
ἀδιαλείπτωςadialeiptōsah-thee-ah-LEE-ptose
because,
ὅτιhotiOH-tee
received
ye
when
παραλαβόντεςparalabontespa-ra-la-VONE-tase
the
word
λόγονlogonLOH-gone
of

ἀκοῆςakoēsah-koh-ASE
God
παρ'parpahr
heard
ye
which
ἡμῶνhēmōnay-MONE
of
τοῦtoutoo
us,
θεοῦtheouthay-OO
received
ye
ἐδέξασθεedexastheay-THAY-ksa-sthay
it
not
οὐouoo
as
the
word
λόγονlogonLOH-gone
men,
of
ἀνθρώπωνanthrōpōnan-THROH-pone
but
ἀλλὰallaal-LA
as
καθώςkathōska-THOSE
it
is
ἐστινestinay-steen
truth,
in
ἀληθῶςalēthōsah-lay-THOSE
the
word
λόγονlogonLOH-gone
of
God,
θεοῦtheouthay-OO
which
ὃςhosose
worketh
effectually
καὶkaikay
also
ἐνεργεῖταιenergeitaiane-are-GEE-tay
in
ἐνenane
you
ὑμῖνhyminyoo-MEEN
that
τοῖςtoistoos
believe.
πιστεύουσινpisteuousinpee-STAVE-oo-seen

Cross Reference

ଏବ୍ରୀମାନଙ୍କ ନିକଟକୁ ପତ୍ର 4:12
ପରମେଶ୍ବରଙ୍କ ବାକ୍ଯ ଜୀବନ୍ତ ଓ କାର୍ୟ୍ଯସାଧନକ ଅଟେ। ତାହାଙ୍କର ବାକ୍ଯ ଯେ କୌଣସି ଦ୍ବିଧାର ଖଠାରୁ ମଧ୍ଯ ଅଧିକ ଧାରୁଆ। ପରମେଶ୍ବରଙ୍କ ବାକ୍ଯ ଆମ୍ଭ ପ୍ରାଣ, ଆତ୍ମା, ହାଡ଼ ଓ ମଜ୍ଜାର ସନ୍ଧିସ୍ଥଳ ଭଦେ କରିପା ରେ। ଏହା ହୃଦୟର ଚିନ୍ତା ଓ ଭାବର ବିଚାର କରେ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 10:17
ସୁସମାଗ୍ଭର ଶୁଣିଲେ ବିଶ୍ବାସ ହୁଏ ଓ ଜଣେ କିଏ ଖ୍ରୀଷ୍ଟଙ୍କ ବିଷୟ ରେ କହିଲେ ଲୋକେ ଶୁଣନ୍ତି।

ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4:14
ମାରେ ଅସୁସ୍ଥତା ତୁମ୍ଭମାନଙ୍କ ପାଇଁ ଭାରସ୍ବରୂପ ଥିଲା। କିନ୍ତୁ ତୁମ୍ଭମାନେେ ମାେତେ ଘୃଣା କରି ନ ଥିଲ। ତୁମ୍ଭମାନେେ ମାେତେ ଛାଡ଼ି ୟିବାକୁ କହି ନ ଥିଲ। ପରମେଶ୍ବରଙ୍କଠାରୁ ସ୍ବର୍ଗଦୂତ ଆସିବା ଭଳି ମାେତେ ତୁମ୍ଭମାନେେ ସ୍ବାଗତ ଜଣାଇ ଥିଲ। ତୁମ୍ଭମାନେେ ସ୍ବଯଂ ଖ୍ରୀଷ୍ଟ ଯୀଶୁ ଭଳି ମାେତେ ଗ୍ରହଣ କରିଥିଲ।

ରେରିତମାନଙ୍କ କାର୍ଯ୍ୟର ବିବରଣ 17:11
ସଠାେରେ ଲୋକମାନେ ଥସେଲନୀକୀୟ ଲୋକମାନଙ୍କ ଅପେକ୍ଷା ବେଶି ଭଦ୍ର ଓ ଉତ୍ତମ ଥିଲେ। ସମାନେେ ପାଉଲ ଓ ଶୀଲାଙ୍କର କଥା ଅତି ଉତ୍ସୁକତାର ସହ ଶୁଣିଲେ। ସମାନଙ୍କେର କଥା ସତ୍ଯ ନା ମିଥ୍ଯା, ଏହି କଥା ଜାଣିବା ପାଇଁ ସମାନେେ ପ୍ରତିଦିନ ଶାସ୍ତ୍ର ପରୀକ୍ଷା କରି ଦେଖିଲେ।

ପିତରଙ୍କ ଦିତୀୟ ପତ୍ର 1:16
ଆମ୍ଭେ ଆମ୍ଭ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଶକ୍ତି ବିଷୟ ରେ ତୁମ୍ଭମାନଙ୍କୁ କହିଛୁ। ତାହାଙ୍କର ଆସିବା ବିଷୟ ତୁମ୍ଭମାନଙ୍କୁ କହିଛୁ। ସଗେୁଡ଼ିକ ଲୋକମାନଙ୍କ ବିଜ୍ଞାନ ପାଇଁ ମନଗଢ଼ା ଗଳ୍ପ ନୁହେଁ। ଆମ୍ଭେ ନିଜେ ନିଜ ଆଖି ରେ ଯୀଶୁଙ୍କର ମହାନତା ଦେଖିଛୁ।

ପିତରଙ୍କ ପ୍ରଥମ ପତ୍ 2:2
ନୂତନ ଜନ୍ମଲାଭ କରିଥିବା ଶିଶୁ ଭଳି ହୁଅ। ତୁମ୍ଭ ଆତ୍ମାକୁ ପରିତୃପ୍ତ କରୁଥିବା ବିଶୁଦ୍ଧ ଦୁ' ପାନ ପାଇଁ ତୁମ୍ଭେ ଲାଳାଯିତ ହୁଅ। ଏହାକୁ ପାନ କରିବା ଦ୍ବାରା ତୁମ୍ଭେ ବୃଦ୍ଧି ପାଇବ ଓ ଉଦ୍ଧାର ପାଇବ।

ପିତରଙ୍କ ପ୍ରଥମ ପତ୍ 1:25
କିନ୍ତୁ ପରମେଶ୍ବରଙ୍କ ବାକ୍ଯ ଅନନ୍ତକାଳସ୍ଥାଯୀ ଏବଂ ଏହି ଶିକ୍ଷା ତୁମ୍ଭକୁ ଦିଆ ଯାଇଥିଲା। ୟିଶାଇୟ 40:6-8

ପିତରଙ୍କ ପ୍ରଥମ ପତ୍ 1:23
ତୁମ୍ଭେ ପୁନର୍ଜନ୍ମ ଗ୍ରହଣ କରିଛ। ଏହି ନୂତନ ଜୀବନ ମରଣଶୀଳ ବିଷୟରୁ ଆସି ନାହିଁ କିନ୍ତୁ ଯାହା କିଛି କବେେ ମ ରେ ନାହିଁ, ସଠାରୁେ ଆସିଛି। ଯାହା ସବୁଦିନ ପାଇଁ ରୁ ହେ, ପରମେଶ୍ବରଙ୍କ ସହେି ଜୀବନ୍ତ ସୁସମାଚାର ଯୋଗୁଁ ତୁମ୍ଭେ ଆଉ ଥରେ ଜନ୍ମ ଗ୍ରହଣ କରିଛ।

ରେରିତମାନଙ୍କ କାର୍ଯ୍ୟର ବିବରଣ 13:48
ଅନ୍ୟ ଜାତୀୟ ଲୋକମାନେ ଏହା ଶୁଣି ଖୁସି ହେଲେ ଓ ପ୍ରଭୁଙ୍କର ସୁସମାଚ଼ାରର ପ୍ରଶଂସା କଲେ ଓ ଯେଉଁମାନେ ଅନନ୍ତ ଜୀବନ ନିମନ୍ତେ ମନୋନୀତ ହାଇେଥିଲେ, ସହେି ଲୋକମାନେ ପ୍ରଭୁଙ୍କଠା ରେ ବିଶ୍ବାସ କଲେ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 3:18
ଆମ୍ଭ ଚେ ହରୋଗୁଡ଼ିକ ଆଚ୍ଛାଦିତ ନୁହେଁ। ଆମ୍ଭେ ସମସ୍ତେ ପ୍ରଭୁଙ୍କର ମହିମା ପ୍ରତିଫଳିତ କରିପାରୁ। ଆମ୍ଭେ ତାହାଙ୍କ ଭଳି ହବୋକୁ ନିଜକୁ ପରିବର୍ତ୍ତିତ କରୁ। ଏହି ପରିବର୍ତ୍ତନ ଆମ୍ଭ ଭିତ ରେ ଅଧିକରୁ ଅଧିକ ମହିମା ଆଣିଦିଏ। ଉକ୍ତ ମହିମା ପ୍ରଭୁଙ୍କଠାରୁ ଅର୍ଥାତ୍ ଆତ୍ମାଙ୍କଠାରୁ ପ୍ରାପ୍ତ ହେଉ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:17
ଅତୀତ ରେ ତୁମ୍ଭମାନେେ ପାପର ଦାସ ଥିଲ, ପାପ ତୁମ୍ଭମାନଙ୍କୁ ନିୟନ୍ତ୍ରଣ କରି ରଖିଥିଲା। କିନ୍ତୁ ପରମେଶ୍ବରଙ୍କୁ ଧନ୍ଯବାଦ ଦିଅ, ଯେ ତୁମ୍ଭମାନଙ୍କୁ ଯାହା ଶିକ୍ଷା ଦିଆଗଲା ତାହା ତୁମ୍ଭମାନେେ ସମସ୍ତ ହୃଦୟର ସହିତ ପାଳନ କଲ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:8
ସର୍ବପ୍ରଥମେ ମୁଁ କହିବାକୁ ଚା ହେଁ ଯେ ତୁମ୍ଭ ସମସ୍ତଙ୍କ ପାଇଁ ମୁଁ ମାରେ ପରମେଶ୍ବରଙ୍କୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ବାରା ଧନ୍ଯବାଦ ଦେଉଛି। ମୁଁ ପରମେଶ୍ବରଙ୍କୁ ଧନ୍ଯବାଦ ଦେଉଛି କାରଣ ତୁମ୍ଭମାନଙ୍କର ବିଶ୍ବାସ ବିଷୟ ରେ ସାରା ସଂସାର ଚର୍ଚ୍ଚା କରୁଛି।

ଯିରିମିୟ 23:28
ଶସ୍ଯ ସହିତ ପାଳ ସମାନ ନୁହେଁ। ଦହେିପରି ଯେଉଁ ଭବିଷ୍ଯଦବକ୍ତାଗଣ ଆମ୍ଭର ସ୍ବପ୍ନ ଦେଖିଛନ୍ତି, ସମାନେେ ସେ ସ୍ବପ୍ନକଥା ପ୍ରକାଶ କରନ୍ତୁ। ଯଦି ସମାନେେ ଆମ୍ଭର ବାକ୍ଯ ପାଇଛନ୍ତି ତବେେ ସମାନେେ ବିଶ୍ବସ୍ତ ଭାବରେ ତାହା କୁହନ୍ତୁ।

କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:6
ବିଶ୍ବ ରେ ସର୍ବତ୍ର ସୁସମାଚାର ଆଶୀର୍ବାଦ ଆଣୁଛି ଓ ବୃଦ୍ଧି ଲାଭ କରୁଛି। ଯେଉଁ ଦିନଠାରୁ ତୁମ୍ଭମାନେେ ସୁସମାଚାର ଶୁଣିଲ ଓ ପରମେଶ୍ବରଙ୍କ ଅନୁଗ୍ରହର ସତ୍ଯ ବୁଝିଲ, ସହେି ଦିନଠାରୁ ତୁମ୍ଭମାନେେ ମଧ୍ଯ ଆଶୀର୍ବାଦ ଲାଭ କରୁଛ।

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1:2
ପ୍ରାର୍ଥନା କଲା ବେଳେ ଆମ୍ଭେ ସର୍ବଦା ତୁମ୍ଭମାନଙ୍କ କଥା ମନେପକାଉ ଓ ତୁମ୍ଭମାନଙ୍କ ପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଦେଉ।

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1:5
ଆମ୍ଭେ ତୁମ୍ଭମାନଙ୍କୁ ସୁସମାଚାର କହିଛୁ। କିନ୍ତୁ ଆମ୍ଭେ କବଳେ ଶବ୍ଦ ବ୍ଯବହାର କରି ନାହୁଁ। ସହେି ସୁସମାଚାର ଆମ୍ଭେ ଶକ୍ତି ଓ ପବିତ୍ର ଆତ୍ମା ସହିତ ଆଣିଛୁ। ଆମ୍ଭେ ନିଶ୍ଚିତ ଭାବରେ ଜାଣିଛୁ ଯେ, ତାହା ସତ୍ଯ। ତୁମ୍ଭମାନେେ ଜାଣିଛ ଯେ, ଆମ୍ଭେ ତୁମ୍ଭମାନଙ୍କ ସହିତ ଥିଲା ବେଳେ କିଭଳି ଜୀବନ ବିତାଉଥିଲୁ, ସଭେଳି ଜୀବନଯାପନ କରି ତୁମ୍ଭମାନଙ୍କୁ ସାହାୟ୍ଯ କରିବା ପାଇଁ ଚାହୁଁଥିଲୁ।

ପିତରଙ୍କ ଦିତୀୟ ପତ୍ର 3:2
ପବିତ୍ର ଭବିଷ୍ଯଦ୍ ବକ୍ତାମାନେ ଅତୀତ ରେ ଯାହା କିଛି କହି ଯାଇଛନ୍ତି ମୁଁ ଚା ହେଁ ଯେ, ସଗେୁଡ଼ିକୁ ତୁମ୍ଭମାନେେ ମନେ ପକାଅ। ଆମ୍ଭର ପ୍ରଭୁ ଓ ତ୍ରାଣକର୍ତ୍ତା ଯେଉଁ ଆଜ୍ଞା ଦଇେଛନ୍ତି, ସଗେୁଡ଼ିକୁ ମଧ୍ଯ ମନେ ପକାଅ। ତୁମ୍ଭମାନଙ୍କ ପ୍ ରରେିତମାନଙ୍କ ମାଧ୍ଯମ ରେ ସେ ଆମ୍ଭକୁ ଏହି ଆଜ୍ଞା ଦଇେଥିଲେ।

ଯୋହନଙ୍କ ପ୍ରଥମ ପତ୍ର 3:3
ଖ୍ରୀଷ୍ଟ ପବିତ୍ର। ଯେ କହେି ଖ୍ରୀଷ୍ଟଙ୍କଠା ରେ ଆଶା ରେଖ, ସେ ଖ୍ରୀଷ୍ଟଙ୍କ ଭଳି ନିଜକୁ ପବିତ୍ର ରେଖ।

ଯୋହନଙ୍କ ପ୍ରଥମ ପତ୍ର 5:4
ଯେଉଁ ବ୍ଯକ୍ତି ପରମେଶ୍ବରଙ୍କ ସନ୍ତାନ, ଜଗତକୁ ଜୟ କରିବା ନିମନ୍ତେ ତାହାର କ୍ଷମତା ଅଛି।

ରେରିତମାନଙ୍କ କାର୍ଯ୍ୟର ବିବରଣ 17:32
ଯେତବେେଳେ ସମାନେେ ଯୀଶୁ ମୃତ୍ଯୁରୁ ପୁନର୍ଜୀବିତ ହାଇେଥିବା ବିଷୟ ରେ ଶୁଣିଲେ, ସମାନଙ୍କେ ଭିତରୁ କେତଜେଣ ତାହାଙ୍କୁ ଉପହାସ କଲେ। ଆଉ କେତକେ କହିଲେ, ଆମ୍ଭେ ପରେ ଏ ବିଷୟ ରେ ତୁମ୍ଭଠାରୁ ଶୁଣିବୁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 17:18
ତେଣୁ କେତକେ ଏପିକୂରୀୟ ଓ ସ୍ତୋଯିକ ଦାର୍ଶନିକମାନେ ତାହାଙ୍କ ସହିତ ୟୁକ୍ତିତର୍କ କଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 16:30
ତା'ପରେ ସେ ସମାନଙ୍କେୁ ବାହାରକୁ ଆଣି ପଚ଼ାରିଲେ, ମହାଶୟମାନେ, ପରିତ୍ରାଣ ପାଇବା ପାଇଁ ମାରେ କ'ଣ କରିବା ଆବଶ୍ଯକ?

ଯିରିମିୟ 44:16
ତୁମ୍ଭେ ସଦାପ୍ରଭୁଙ୍କ ନାମ ରେ ଆମ୍ଭମାନଙ୍କୁ ଯେଉଁ କଥା କହିଅଛ, ତୁମ୍ଭର ସହେି କଥା ଆମ୍ଭମାନେେ ଶୁଣିବୁ ନାହିଁ।

ମାଥିଉଲିଖିତ ସୁସମାଚାର 10:13
ଯଦି ସେ ପରିବାର ଲୋକେ ଅୟୋଗ୍ଯ ତବେେ ତୁମ୍ଭର ଶାନ୍ତି ତୁମ୍ଭ ନିକଟକୁ ଫରେିଆସିବ।

ମାଥିଉଲିଖିତ ସୁସମାଚାର 10:20
ମନରେଖ କହିବା ଲୋକ କବେେ ହେଲେ ତୁମ୍ଭେ ନୁହଁ, ତୁମ୍ଭର ପରମପିତାଙ୍କ ଆତ୍ମା ହିଁ ତୁମ୍ଭ ଭିତରୁ କହିବେ।

ମାଥିଉଲିଖିତ ସୁସମାଚାର 10:40
ଯେଉଁ ଲୋକ ତୁମ୍ଭକୁ ସ୍ବୀକାର କରେ, ସେ ମାେତେ ମଧ୍ଯ ସ୍ବୀକାର କରେ, ଯେଉଁ ଲୋକ ମାେତେ ସ୍ବୀକାର କରେ, ସେ ମାେତେ ପଠାଇଥିବା ପରମେଶ୍ବରଙ୍କକୁ ମଧ୍ଯ ସ୍ବୀକାର କରେ।

ଲୂକଲିଖିତ ସୁସମାଚାର 5:1
ଯୀଶୁ ଗିନସରତେ ହ୍ରଦ କୂଳ ରେ ଠିଆ ହାଇେଥିଲେ। ତାହାଙ୍କ ଚାରିପଟେ ଘରେିଯାଇ ଠିଆ ହବୋକୁ ଲୋକମାନେ ଠଲୋପଲୋ ହେଉଥିଲେ। ସମାନେେ ତାହାଙ୍କ ଠାରୁ ପରମେଶ୍ବରଙ୍କ ଉପଦେଶ ବାଣୀ ଶୁଣିବାକୁ ଚାହୁଁଥିଲେ।

ଲୂକଲିଖିତ ସୁସମାଚାର 8:11
ଦୃଷ୍ଟାନ୍ତର ଏହାହିଁ ଅର୍ଥ: ବୀଜ ଦେଉଛି ପରମେଶ୍ବରଙ୍କ ଉପଦେଶ।

ଲୂକଲିଖିତ ସୁସମାଚାର 8:21
କିନ୍ତୁ ଯୀଶୁ ସମାନଙ୍କେୁ ଉତ୍ତର ଦେଲେ, ମାରେ ମାଆ ଏ ଭାଇମାନେ ହେଉଛନ୍ତି ସହେିମାନେ, ଯେଉଁମାନେ ପରମେଶ୍ବରଙ୍କ ଉପଦେଶ ଶୁଣନ୍ତି ଓ ତାହା ପାଳନ କରନ୍ତି।

ଲୂକଲିଖିତ ସୁସମାଚାର 11:28
କିନ୍ତୁ ଯୀଶୁ କହିଲେ, ପରମେଶ୍ବରଙ୍କ ଉପଦେଶ ଯେଉଁମାନେ ଶୁଣନ୍ତି ଓ ତାହା ମାନି ଚଳନ୍ତି ପ୍ରକୃତ ରେ ସହେିମାନେ ହିଁ ଧନ୍ଯ।

ଯୋହନଲିଖିତ ସୁସମାଚାର 15:3
ମୁଁ ତୁମ୍ଭକୁ ଯେଉଁ ଉପଦେଶ ଦଇେଛି, ତାହା ଦ୍ବାରା ତୁମ୍ଭେ ପରିଷ୍କୃତ ହାଇେ ସାରିଅଛ।

ଯୋହନଲିଖିତ ସୁସମାଚାର 17:17
ତେଣୁ ତୁମ୍ଭେ ତୁମ୍ଭର ସତ୍ଯ ଦ୍ବାରା ସମାନଙ୍କେୁ ତୁମ୍ଭର ମବୋ ପାଇଁ ପ୍ରସ୍ତୁତ କରାଅ। ତୁମ୍ଭର ଉପଦେଶ ହେଉଛି ସତ୍ଯ।

ଯୋହନଲିଖିତ ସୁସମାଚାର 17:19
ମୁଁ ନିଜକୁ ସବୋ ପାଇଁ ପ୍ରସ୍ତୁତ କରୁଛି। ମୁଁ ସମାନଙ୍କେ ପାଇଁ ଏହା କରୁଛି ଯେ ହତେୁ ସମାନେେ ତୁମ୍ଭର ସବୋ ପାଇଁ ପ୍ରକୃତ ରେ ପ୍ରସ୍ତୁତ ହାଇପୋରିବେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 2:41
ଯେଉଁମାନେ ତାହାଙ୍କର ଏହି କଥା ଗ୍ରହଣ କଲେ ସମାନେେ ବାପ୍ତିଜିତ ହେଲେ। ସଦେିନ ସହେି ବିଶ୍ବାସୀ ଦଳ ସହିତ ଆହୁରି ପ୍ରାୟ ତିନି ହଜାର ଲୋକ ୟୋଗ ଦେଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 8:14
ପ୍ ରରେିତମାନେ ୟିରୂଶାଲମ ରେ ଶୁଣିଲେ ଯେ, ଶମିରୋଣର ଲୋକ ପରମେଶ୍ବରଙ୍କ ବାକ୍ଯ ଗ୍ରହଣ କରିଛନ୍ତି। ତେଣୁ ସମାନେେ ପିତର ଓ ଯୋହନଙ୍କୁ ସମାନଙ୍କେ ପାଖକୁ ପଠାଇଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 10:33
ତେଣୁ ମୁଁ ଆପଣଙ୍କୁ ସଙ୍ଗେ ସଙ୍ଗେ ଡ଼କଇେ ପଠାଇଲି। ଆପଣ ଏଠାକୁ ଆସି ଭଲ କରିଛନ୍ତି। ପ୍ରଭୁ ଆପଣଙ୍କୁ ଯାହା କହିବା ପାଇଁ ଆଦେଶ ଦଇେଛନ୍ତି, ତାହା ଶୁଣିବା ପାଇଁ ଆମ୍ଭେ ସମସ୍ତେ ଏଠା ରେ ପ୍ରଭୁଙ୍କ ସମ୍ମୁଖ ରେ ଅପେକ୍ଷା କରି ରହିଛୁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 13:44
ପରବର୍ତ୍ତୀ ବିଶ୍ରାମବାର ରେ ସହରର ପ୍ରାୟସବୁ ଲୋକ ପ୍ରଭୁଙ୍କ ବାକ୍ଯ ଶୁଣିବା ପାଇଁ ଏକାଠି ହେଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 16:14
ସଠାେରେ ଲୂଦିଆ ନାମକ ଜଣେ ସ୍ତ୍ରୀ ଲୋକ ଥିଲା। ସେ ଥୁଯାଥୀରା ନଗରର ବାଇଗଣୀ ରଙ୍ଗର ଲୁଗା ବ୍ଯବସାଯୀ ଥିଲା। ସେ ସତ୍ଯ ପରମେଶ୍ବରଙ୍କୁ ଉପାସନା କରୁଥିଲା ଓ ଆମ୍ଭ କଥା ଶୁଣୁଥିଲା। ପାଉଲଙ୍କ କଥା ଶୁଣିବା ପାଇଁ ପ୍ରଭୁ ତାହାଙ୍କ ହୃଦୟ ଖାଲିେ ଦଇେଥିଲେ।

ଯାକୁବଙ୍କ ପତ୍ 1:18
ସତ୍ଯ ବାକ୍ଯ ଦ୍ବାରା ସେ ଆମ୍ଭକୁ ଜୀବନ ଦାନ ଦବୋ ନିମନ୍ତେ ସ୍ଥିର କଲେ। ତାହାଙ୍କ ସୃଷ୍ଟ ସମସ୍ତ ବସ୍ତୁ ମଧ୍ଯରୁ ଆମ୍ଭମାନଙ୍କୁ ସର୍ବାଧିକ ମହତ୍ବପୂର୍ଣ୍ଣ କରିବା ତାହାଙ୍କର ଇଚ୍ଛା ଥିଲା।