ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2:15 in Oriya

ଓଡିଆ ଓଡିଆ ବାଇବେଲ ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2 ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2:15

1 Thessalonians 2:15
ସେ ଯିହୂଦୀମାନେ ପ୍ରଭୁ ଯୀଶୁଙ୍କୁ ମାରି ଦେଲେ। ସମାନେେ ଭବିଷ୍ଯଦ୍ ବକ୍ତାମାନଙ୍କୁ ମଧ୍ଯ ମାରି ଦେଲେ। ସହେି ଯିହୂଦୀମାନେ ଆମ୍ଭକୁ ସହେି ଅଞ୍ଚଳ ଛାଡ଼ିବା ପାଇଁ ବାଧ୍ଯ କଲେ। ପରମେଶ୍ବର ସମାନଙ୍କେଠା ରେ ସନ୍ତୁଷ୍ଟ ନୁହଁନ୍ତି। ସମାନେେ ସମଗ୍ର ମାନବ ଜାତିର ବିରୋଧୀ।

1 Thessalonians 2:141 Thessalonians 21 Thessalonians 2:16

1 Thessalonians 2:15 in Other Translations

King James Version (KJV)
Who both killed the Lord Jesus, and their own prophets, and have persecuted us; and they please not God, and are contrary to all men:

American Standard Version (ASV)
who both killed the Lord Jesus and the prophets, and drove out us, and pleased not God, and are contrary to all men;

Bible in Basic English (BBE)
Who put to death the Lord Jesus and the prophets, violently driving us out; who are unpleasing to God and against all men;

Darby English Bible (DBY)
who have both slain the Lord Jesus and the prophets, and have driven us out by persecution, and do not please God, and [are] against all men,

World English Bible (WEB)
who killed both the Lord Jesus and their own prophets, and drove us out, and didn't please God, and are contrary to all men;

Young's Literal Translation (YLT)
who did both put to death the Lord Jesus and their own prophets, and did persecute us, and God they are not pleasing, and to all men `are' contrary,

Who
τῶνtōntone
both
καὶkaikay
killed
τὸνtontone
the
κύριονkyrionKYOO-ree-one
Lord
ἀποκτεινάντωνapokteinantōnah-poke-tee-NAHN-tone
Jesus,
Ἰησοῦνiēsounee-ay-SOON
and
καὶkaikay

τοὺςtoustoos
their
own
ἰδίουςidiousee-THEE-oos
prophets,
προφήταςprophētasproh-FAY-tahs
and
καὶkaikay
persecuted
have
ἡμᾶςhēmasay-MAHS
us;
ἐκδιωξάντωνekdiōxantōnake-thee-oh-KSAHN-tone
and
καὶkaikay
they
please
θεῷtheōthay-OH
not
μὴmay
God,
ἀρεσκόντωνareskontōnah-ray-SKONE-tone
and
καὶkaikay
are
contrary
πᾶσινpasinPA-seen
to
all
ἀνθρώποιςanthrōpoisan-THROH-poos
men:
ἐναντίωνenantiōnane-an-TEE-one

Cross Reference

ମାଥିଉଲିଖିତ ସୁସମାଚାର 5:12
ତେଣୁ ଖୁସି ହାଇେ ଆନନ୍ଦ କର। କାରଣ ସ୍ବର୍ଗ ରେ ତୁମ୍ଭମାନେେ ଏକ ମହତ୍ ପୁରସ୍କାର ପାଇବ। ତାମ୍ଭର ପୂର୍ବବର୍ତ୍ତୀ ଭବିଷ୍ଯଦ୍ବକ୍ତାମାନଙ୍କୁ ମଧ୍ଯ ଲୋକମାନେ ଏହି ଭଳି ଯାତନା ଦଇେଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 2:23
ତୁମ୍ଭମାନେେ ସମସ୍ତେ ଏସବୁ ଦିଖିଛ ଓ ଏସବୁ ଯେ ନିରାଟ ସତ୍ଯ ତାହା ଜାଣିଛ। ଏହି ଯୀଶୁଙ୍କୁ ଇଶ୍ବର ନିଶ୍ଚିତ ଯୋଜନା ଓ ପୂର୍ବ ଜ୍ଞାନ ଅନୁସାରେ ତୁମ୍ଭମାନଙ୍କୁ ସମର୍ପି ଦିଆ ଯାଇଥିଲା। କିନ୍ତୁ ତୁମ୍ଭମାନେେ ଦୁଷ୍ଟମାନଙ୍କ ସାହାୟ୍ଯ ରେ ତାହାଙ୍କୁ କୃଶ ରେ ଚ଼ଢ଼ଇେ କଣ୍ଟା ବାଡ଼ଇେ ହତ୍ଯା କରିଦଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 7:52
ତୁମ୍ଭମାନଙ୍କର ପୂର୍ବପୁରୁଷମାନେ କୌଣସି ଭାବବାଦୀଙ୍କୁ ତାଡ଼ନା ନକରି ଛାଡ଼ି ନାହାଁନ୍ତି। ଏହି ଭାବବାଦୀମାନେ ପୂର୍ବରୁ ସହେି ଧାର୍ମିକ ବ୍ଯକ୍ତିଙ୍କର ଆଗମନ କଥା କହିଥିଲେ। କିନ୍ତୁ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ସହେି ଲୋକମାନଙ୍କୁ ମଧ୍ଯ ମାରି ଦଇେଥିଲେ। ବର୍ତ୍ତମାନ ତୁମ୍ଭମାନେେ ସହେି ଧାର୍ମିକ ବ୍ଯକ୍ତିଙ୍କୁ ପ୍ରତାରିତ ଓ ହତ୍ଯା କରିଛ।

ଲୂକଲିଖିତ ସୁସମାଚାର 11:48
ଏହାଦ୍ବାରା ତୁମ୍ଭମାନେେ ଲୋକଙ୍କୁ ଦେଖଇେ ଦବୋକୁ ଚାହୁଁଛ ଯେ, ତୁମ୍ଭମାନେେ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ କାମକୁ ସମର୍ଥନ କରୁଛ। କାରଣ ସମାନେେ ଭବିଷ୍ଯଦ୍ବକ୍ତାମାନଙ୍କୁ ମାରି ଦଇେଥିଲେ ଏବଂ ତୁମ୍ଭମାନେେ ତାହାଙ୍କ ପାଇଁ କବର ତିଆରି କରୁଛ।

ଲୂକଲିଖିତ ସୁସମାଚାର 24:20
କିନ୍ତୁ ଆମ୍ଭର ପ୍ରଧାନ ଯାଜକ ଓ ଶାସକମାନେ ତାହାଙ୍କୁ ମୃତ୍ଯୁଦଣ୍ଡ ଦିଆୟିବା ପାଇଁ ଅର୍ପଣ କରି ଦେଲେ ଏବଂ ତାହାଙ୍କୁ କୃଶ ରେ ବଧ କଲେ।

ଲୂକଲିଖିତ ସୁସମାଚାର 13:33
କିନ୍ତୁ ମୁଁ ଏସବୁ କାର୍ୟ୍ଯ ଆଜି ଓ ଆସନ୍ତା କାଲି ନିଶ୍ଚୟ କରିବି। ତା'ପରେ ମୁଁ ୟିବି। କାରଣ ସମସ୍ତ ଭବିଷ୍ଯଦ୍ବକ୍ତା ୟିରୁଶାଲମ ରେ ମରନ୍ତି।

ମାଥିଉଲିଖିତ ସୁସମାଚାର 27:25
ସବୁ ଲୋକ ଉତ୍ତର ଦେଲେ, ଆମ୍ଭେ ତାହାଙ୍କ ମୃତ୍ଯୁ ପାଇଁ ଦାଯୀ ରହିବୁ। ତାହାଙ୍କ ମୃତ୍ଯୁ ପାଇଁ ଯେ କୌଣସି ଦଣ୍ଡ ପାଇବାକୁ ଯୋଗ୍ଯ, ଆମ୍ଭ ନିଜ ପାଇଁ ଓ ଆମ୍ଭ ପିଲାମାନଙ୍କ ପାଇଁ ସେଥି ରେ ରାଜି ଅଛୁ।

ମାଥିଉଲିଖିତ ସୁସମାଚାର 23:37
ୟିରୁଶାଲମ! ରେ ୟିରୁଶାଲମ! ତୁ ଭବିଷ୍ଯଦ୍ବକ୍ତାମାନଙ୍କୁ ହତ୍ଯା କରିଛୁ। ପରମେଶ୍ବର ଯେଉଁମାନଙ୍କୁ ତୋ ପାଖକୁ ପଠାଇଥିଲେ, ତୁ ସମାନଙ୍କେୁ ପଥର ଫୋପାଡ଼ି ହତ୍ଯା କରିଛୁ। ତୋର ଲୋକମାନଙ୍କୁ ମୁଁ ବହୁତ ଥର ସାହାୟ୍ଯ କରିବାକୁ ଇଚ୍ଛା କରିଥିଲା। ଯଭେଳି ଗୋଟିଏ କୁକୁଡ଼ା ନିଜ ଛୁଆମାନଙ୍କୁ ନିଜ ପକ୍ଷତଳେ ଏକାଠି କରେ, ସହେିପରି ତୋର ସମସ୍ତ ସନ୍ତାନମାନଙ୍କୁ ଏକାଠି କରିବା ପାଇଁ ମୁଁ ଅନକେ ଥର ଚ଼ାହିଁଥିଲି। କିନ୍ତୁ ତୁ ମାେତେ ତାହା କରଇେ ଦଲେୁନାହିଁ।

ମାଥିଉଲିଖିତ ସୁସମାଚାର 23:31
ତୁମ୍ଭେ ପ୍ରଣିତ କରି ଦେଉଛ ଯେ ତୁମ୍ଭମାନେେ ସହେି ଲୋକମାନଙ୍କର ବଂଶଧର ଯେଉଁମାନେ ଭବିଷ୍ଯଦ୍ବକ୍ତାମାନଙ୍କୁ ହତ୍ଯା କଲେ।

ଏଷ୍ଟର ବିବରଣ 3:8
ଏହାପରେ ହାମନ୍ ଅକ୍ଷଶ୍ବରେଶ ରାଜାକୁ କହିଲା, ଆପଣଙ୍କ ରାଜ୍ଯର ସମସ୍ତ ପ୍ରଦେଶସ୍ଥ ଲୋକଙ୍କ ମଧିଅରେ ଛିନ୍ନଭିନ୍ନ ଓ ପୃଥକ୍କୃତ ଏକ ଦେଶୀଯ ଲୋକ ଅଛନ୍ତି। ଅନ୍ୟ ସକଳ ଲୋକଙ୍କର ବ୍ଯବସ୍ଥାଠାରୁ ସମାନଙ୍କେ ବ୍ଯବସ୍ଥା ଭିନ୍ନ ସମାନେେ ମଧ୍ଯ ମହାରାଜାଙ୍କ ବ୍ଯବସ୍ଥା ମାନନ୍ତି ନାହିଁ। ଏଣୁ ସମାନଙ୍କେ ବ୍ଯବହାର ସହ୍ଯ କରିବା ମହାରାଜାଙ୍କର ଉଚିତ୍ ନୁହେଁ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 10:5
କିନ୍ତୁ ସମାଙ୍କେ ଭିତରୁ ଅଧିକଙ୍କ ଉପରେ ପରମେଶ୍ବର ପ୍ରସନ୍ନ ନ ଥିଲେ। ସେଥିପାଇଁ ସମାନେେ ମରୁ ପ୍ରାନ୍ତର ରେ ମରିଗଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 22:18
ସହେି ସମୟରେ ମୁଁ ଯୀଶୁଙ୍କୁ ଦର୍ଶନ କଲି। ସେ ମାେତେ କହିଲେ, 'ତୁମ୍ଭେ ସଙ୍ଗେ ସଙ୍ଗେ ୟିରୁଶାଲମ ଛାଡ଼ି ଦିଅ, କାରଣ ତୁମ୍ଭେ ମାେ ବିଷୟ ରେ ଯାହା କହିବ, ସମାନେେ ଗ୍ରହଣ କରିବେ ନାହିଁ।'

ରେରିତମାନଙ୍କ କାର୍ଯ୍ୟର ବିବରଣ 12:3
ଯିହୂଦୀମାନଙ୍କୁ ଏ ଘଟଣା ରେ ଖୁସି ହବୋର ଦେଖି ପିତରଙ୍କୁ ମଧ୍ଯ ବନ୍ଦୀ କରିବାପାଇଁ ଆଗଇେଲେ। ଏହା ଯିହୂଦୀୟ ନିସ୍ତାରପର୍ବ ଦିନର ଘଟଣା।

ରେରିତମାନଙ୍କ କାର୍ଯ୍ୟର ବିବରଣ 5:30
ତୁମ୍ଭମାନେେ ଯେଉଁ ଯୀଶୁଙ୍କୁ କୃଶ ରେ ଝୁଲଇେ ହତ୍ଯା କରିଛ ତାହାଙ୍କୁ ଆମ୍ଭ ପିତୃପୁରୁଷମାନଙ୍କର ପରମେଶ୍ବର ମୃତ୍ଯୁରୁ ଉଠାଇଛନ୍ତି।

ରେରିତମାନଙ୍କ କାର୍ଯ୍ୟର ବିବରଣ 4:10
ତବେେ, ତୁମ୍ଭମାନେେ ସମସ୍ତେ ଓ ସମସ୍ତ ଇଶ୍ରାୟେଲୀୟ ଲୋକମାନେ ଏହା ଜାଣିରଖିବା ଉଚିତ ଯେ, ଏହା ନାଜରିତୀୟ ଯୀଶୁଖ୍ରୀଷ୍ଟଙ୍କ ନାମ ରେ ଏହି ଲୋକଟି ସୁସ୍ଥ ହାଇେଛି। ତୁମ୍ଭମାନେେ ସହେି ଯୀଶୁଙ୍କୁ କୃଶ ରେ କଣ୍ଟାବିଦ୍ଧ କରିଛ, ମାତ୍ର ପରମେଶ୍ବର ତାହାଙ୍କୁ ମୃତ୍ଯୁରୁ ଉଠାଇଛନ୍ତି। ତାହାଙ୍କ ଦ୍ବାରା ଏହି େଛାଟା ଲୋକଟି ସମ୍ପୂର୍ଣ୍ଣ ଭାବରେ ସୁସ୍ଥ ହାଇେଛି। ସେ ବର୍ତ୍ତମାନ ତୁମ୍ଭମାନଙ୍କ ସମ୍ମୁଖ ରେ ଠିଆ ହାଇେଛି।

ରେରିତମାନଙ୍କ କାର୍ଯ୍ୟର ବିବରଣ 3:15
ଜୀବନ ଦାନ କରିଥିବା ବ୍ଯକ୍ତିକୁ ତୁମ୍ଭମାନେେ ହତ୍ଯା କଲ, ମାତ୍ର ଇଶ୍ବର ତାହାଙ୍କୁ ମୃତ୍ଯୁରୁ ଉଠାଇଲେ। ଆମ୍ଭେ ସମସ୍ତେ ଏହାର ସାକ୍ଷୀ, ଆମ୍ଭମାନେେ ବି ଏହା ନିଜ ଆଖି ରେ ଦେଖିଅଛୁ।

ମାଥିଉଲିଖିତ ସୁସମାଚାର 21:35
କିନ୍ତୁ କୃଷକମାନେ ଚ଼ାକରମାନଙ୍କୁ ଧରି, ତାହାଙ୍କ ଭିତରୁ ଜଣକୁ ପିଟିଲେ. ସମାନେେ ଜଣକ ପରେ ଜଣେ ଚ଼ାକରକୁ ପଥର ରେ ମାରି ମାରି ମାରିପକାଇଲେ।

ଆମୋଷ 7:12
ଅମତସିଯ ମଧ୍ଯ ଆମାଷେକୁ କହିଥିଲେ, ହେ ଦର୍ଶକ ଯିହୁଦାକୁ ୟାଅ ଓ ସଠାେ ରେ ରୋଟୀ ଉପାର୍ଜନ କର ଏବଂ ତୁମ୍ଭର ଉପଦେଶ ପ୍ରଗ୍ଭର କର।