ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2:2 in Oriya

ଓଡିଆ ଓଡିଆ ବାଇବେଲ ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2 ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2:2

1 Thessalonians 2:2
ତୁମ୍ଭମାନଙ୍କ ପାଖକୁ ୟିବା ପୂର୍ବରୁ ଫିଲିପ୍ପୀଠା ରେ ଆମ୍ଭେ ଦୁଃଖ ଓ ଅପମାନ ପାଇଥିଲୁ। ଏହି ବିଷୟ ରେ ତୁମ୍ଭମାନେେ ଜାଣିଛ। ଆମ୍ଭମାନେେ ଯେତବେେଳେ ତୁମ୍ଭମାନଙ୍କ ପାଖକୁ ଗଲୁ, ସେତବେେଳେ ଅନକେ ଲୋକ ଆମ୍ଭର ବିରୁଦ୍ଧ ଥିଲେ। କିନ୍ତୁ ପରମେଶ୍ବରଙ୍କ ସାହାୟ୍ଯରୁ ଆମ୍ଭେ ସାହସୀ ହାଇେ ପାରିଲୁ। ତୁମ୍ଭମାନଙ୍କୁ ତାହାଙ୍କର ସୁସମାଚାର କହିବା ପାଇଁ ସେ ଆମ୍ଭକୁ ସାହାୟ୍ଯ କଲେ।

1 Thessalonians 2:11 Thessalonians 21 Thessalonians 2:3

1 Thessalonians 2:2 in Other Translations

King James Version (KJV)
But even after that we had suffered before, and were shamefully entreated, as ye know, at Philippi, we were bold in our God to speak unto you the gospel of God with much contention.

American Standard Version (ASV)
but having suffered before and been shamefully treated, as ye know, at Philippi, we waxed bold in our God to speak unto you the gospel of God in much conflict.

Bible in Basic English (BBE)
But after we had first undergone much pain and been cruelly attacked as you saw, at Philippi, by the help of God we gave you the good news without fear, though everything was against us.

Darby English Bible (DBY)
but, having suffered before and been insulted, even as ye know, in Philippi, we were bold in our God to speak unto you the glad tidings of God with much earnest striving.

World English Bible (WEB)
but having suffered before and been shamefully treated, as you know, at Philippi, we grew bold in our God to tell you the Gospel of God in much conflict.

Young's Literal Translation (YLT)
but having both suffered before, and having been injuriously treated (as ye have known) in Philippi, we were bold in our God to speak unto you the good news of God in much conflict,

But
ἀλλὰallaal-LA
even
καὶkaikay
before,
suffered
had
we
that
after
προπαθόντεςpropathontesproh-pa-THONE-tase
and
καὶkaikay
entreated,
shamefully
were
ὑβρισθέντεςhybristhentesyoo-vree-STHANE-tase
as
καθὼςkathōska-THOSE
ye
know,
οἴδατεoidateOO-tha-tay
at
ἐνenane
Philippi,
Φιλίπποιςphilippoisfeel-EEP-poos
bold
were
we
ἐπαῤῥησιασάμεθαeparrhēsiasamethaay-pahr-ray-see-ah-SA-may-tha
in
ἐνenane
our
τῷtoh

θεῷtheōthay-OH
God
to
ἡμῶνhēmōnay-MONE
speak
λαλῆσαιlalēsaila-LAY-say
unto
πρὸςprosprose
you
ὑμᾶςhymasyoo-MAHS
the
τὸtotoh
gospel
εὐαγγέλιονeuangelionave-ang-GAY-lee-one
of

τοῦtoutoo
God
θεοῦtheouthay-OO
with
ἐνenane
much
πολλῷpollōpole-LOH
contention.
ἀγῶνιagōniah-GOH-nee

Cross Reference

ରେରିତମାନଙ୍କ କାର୍ଯ୍ୟର ବିବରଣ 16:22
ତା'ପରେ ଲୋକମାନେ ପାଉଲ ଓ ଶୀଲାଙ୍କୁ ଆକ୍ରମଣ କରିବା ନିମନ୍ତେ ସମାନଙ୍କେ ବିରୁଦ୍ଧ ରେ ଯୋଗ ଦେଲେ। ନଗରପାଳମାନେ ସମାନଙ୍କେର ଲୁଗାପଟା ଛିଣ୍ଡାଇ ଦେଲେ ଓ ସମାନଙ୍କେୁ ବତେ ଆଘାତ ଦ୍ବାରା ଦଣ୍ଡ ଦବୋପାଇଁ ଆଦେଶ ଦେଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 4:13
ସମାନେେ ଯେତବେେଳେ ପିତର ଓ ଯୋହନଙ୍କର ଏପରି ସାହାସ ଦେଖିଲେ ଓ ଜାଣି ପାରିଲେ ଯେ ସମାନେେ ଅଶିକ୍ଷିତ ଓ ସାଧାରଣ ଲୋକ, ସମାନେେ ବହୁତ ଆଶ୍ଚର୍ୟ୍ଯ ହେଲେ। ସମାନେେ ଏହା ମଧ୍ଯ ବୁଝିପାରିଲେ ଯେ, ସମାନେେ ଯୀଶୁଙ୍କ ସାଙ୍ଗ ରେ ଥିଲେ।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 1:12
ସହେି ସୁସମାଚାର କହିଥିବାରୁ ଏବେ ମୁଁ କଷ୍ଟ ପାଉଛି। କିନ୍ତୁ ମୁଁ ଲଜ୍ଜିତ ନୁହେଁ। ମୁଁ ଯାହାଙ୍କୁ ବିଶ୍ବାସ କରିଛି, ତାହାଙ୍କୁ ମୁଁ ଜାଣେ। ମାରେ ପୂର୍ଣ୍ଣ ଆଶା ଅଛି ଯେ, ସେ ସହେି ବିଷୟଗୁଡ଼ିକ ସହେିଦିନ296 ପର୍ୟ୍ଯନ୍ତ ରକ୍ଷା କରିବେ, ଯେଉଁଗୁଡ଼ିକର ଦାଯିତ୍ବ ସେ ମାେ ଉପରେ ନ୍ଯସ୍ତ କରିଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 17:2
ପାଉଲ ସମାନଙ୍କେ ପାଖକୁ ଗଲେ। ଏପରି ସେ ସର୍ବଦା କରୁଥିଲେ। ସେ ତିନି ବିଶ୍ରାମବାର ଦିନ ପର୍ୟ୍ଯନ୍ତ ସମାନଙ୍କେ ସହିତ ଶାସ୍ତ୍ର ଆଲୋଚନା କଲେ।

କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:1
ମୁଁ ଚା ହେଁ ତୁମ୍ଭମାନେେ ଜାଣିରଖ ଯେ ତୁମ୍ଭମାନଙ୍କୁ ସାହାୟ୍ଯ କରିବା ପାଇଁ ମୁଁ କଠିନ ପରିଶ୍ରମ କରୁଛି। ଏବଂ ଲାଅଦକୀଆ ରେ ଥିବା ଲୋକମାନଙ୍କୁ ଓ ମାେତେ ଦେଖି ନ ଥିବା ଅନ୍ୟ ଲୋକମାନଙ୍କୁ ମଧ୍ଯ ମୁଁ ସାହାୟ୍ଯ କରିବାକୁ ଚେଷ୍ଟା କରୁଛି।

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1:5
ଆମ୍ଭେ ତୁମ୍ଭମାନଙ୍କୁ ସୁସମାଚାର କହିଛୁ। କିନ୍ତୁ ଆମ୍ଭେ କବଳେ ଶବ୍ଦ ବ୍ଯବହାର କରି ନାହୁଁ। ସହେି ସୁସମାଚାର ଆମ୍ଭେ ଶକ୍ତି ଓ ପବିତ୍ର ଆତ୍ମା ସହିତ ଆଣିଛୁ। ଆମ୍ଭେ ନିଶ୍ଚିତ ଭାବରେ ଜାଣିଛୁ ଯେ, ତାହା ସତ୍ଯ। ତୁମ୍ଭମାନେେ ଜାଣିଛ ଯେ, ଆମ୍ଭେ ତୁମ୍ଭମାନଙ୍କ ସହିତ ଥିଲା ବେଳେ କିଭଳି ଜୀବନ ବିତାଉଥିଲୁ, ସଭେଳି ଜୀବନଯାପନ କରି ତୁମ୍ଭମାନଙ୍କୁ ସାହାୟ୍ଯ କରିବା ପାଇଁ ଚାହୁଁଥିଲୁ।

ଏବ୍ରୀମାନଙ୍କ ନିକଟକୁ ପତ୍ର 11:36
କେତେ ଲୋକ ହାସ୍ଯର ପାତ୍ର ହେଲେ ଓ କୋରଡ଼ା ଆଘାତ ପାଇଲେ। ଅନ୍ୟମାନେ ବନ୍ଧା ହେଲେ, ଓ ବନ୍ଦୀଘ ରେ ରଖା ଗଲେ।

ଏବ୍ରୀମାନଙ୍କ ନିକଟକୁ ପତ୍ର 12:2
ଆମ୍ଭେ ସର୍ବଦା ଯୀଶୁଙ୍କ ଉଦାହରଣ ଗ୍ରହଣ କରିବା ଉଚିତ। ଆମ୍ଭ ବିଶ୍ବାସର ନେତା ଯୀଶୁଖ୍ରୀଷ୍ଟ ଅଟନ୍ତି। ସେ ଆମ୍ଭର ବିଶ୍ବାସକୁ ସିଦ୍ଧ କରନ୍ତି। ସେ କୃଶ ଉପରେ ମୃତ୍ଯୁର ଯାତନା ଭୋଗିଛନ୍ତି। କିନ୍ତୁ ସେ କୃଶର ଲଜ୍ଜାକୁ ଏକ ଅର୍ଥହୀନ ବିଷୟ ବୋଲି ମନେ କରି ଗ୍ରହଣ କରିଛନ୍ତି। ପରମେଶ୍ବର ତାହାଙ୍କ ସମ୍ମୁଖ ରେ ଯେଉଁ ଆନନ୍ଦର ଲକ୍ଷ୍ଯ ରଖିଥିଲେ, ସେଥିପାଇଁ ସେ ତାହା କଲେ। ଏବେ ସେ ପରମେଶ୍ବରଙ୍କ ସିଂହାସନର ଡାହାଣ ରେ ବସିଛନ୍ତି।

ପିତରଙ୍କ ପ୍ରଥମ ପତ୍ 2:14
ରାଜାଙ୍କ ଦ୍ବାରା ପ୍ ରରେିତ ନେତାମାନଙ୍କର ଆଜ୍ଞା ପାଳନ କର। ମନ୍ଦ କାମ କରୁଥିବା ଲୋକଙ୍କୁ ଦଣ୍ଡ ଦବୋ ଓ ଭଲ କାମ କରୁଥିବା ଲୋକଙ୍କୁ ପ୍ରଶଂସା କରିବା ଲାଗି ସମାନଙ୍କେୁ ପଠାଯାଇଥାଏ।

ଯିହୂଦାଙ୍କ ପତ୍ର 1:3
ପ୍ରିୟ ବନ୍ଧୁମାନେ, ମୁଁ ତୁମ୍ଭମାନଙ୍କ ପାଖକୁ ଆମ୍ଭେ ସମସ୍ତେ ଅଂଶୀଦାର ହାଇେଥିବା ପରିତ୍ରାଣ ସମ୍ବନ୍ଧ ରେ ଲେଖିବା ପାଇଁ ବହୁତ ଇଚ୍ଛା କରୁଥିଲି। କିନ୍ତୁ ତାହା ବଦଳ ରେ ମୁଁ ଅନ୍ୟ କଥା ଲେଖିବା ଆବଶ୍ଯକ ଇଚ୍ଛା କଲି ; ମୁଁ ତୁମ୍ଭକୁ ବିଶ୍ବାସ ସକାେଶ କଠିନ ପରିଶ୍ରମ କରିବା ପାଇଁ ଉତ୍ସାହିତ କରିବାକୁ ଚା ହେଁ। ପରମେଶ୍ବର ତାହାଙ୍କର ପବିତ୍ର ଲୋକମାନଙ୍କୁ ସହେି ବିଶ୍ବାସ ଦଇେଥିଲେ। ପରମେଶ୍ବର ଏକାଥରକେ ଏହି ବିଶ୍ବାସ ଦଇେଛନ୍ତି ଓ ଏହା ସବୁଦିନ ପାଇଁ ଉତ୍ତମ।

ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1:27
ଖ୍ରୀଷ୍ଟଙ୍କ ସୁସମାଚାର ଯୋଗ୍ଯ ଜୀବନ ଯାପନ କରିବା ପାଇଁ ଦୃଢ଼ ସଂକଳ୍ପ ହୁଅ। ଏହାଦ୍ବାରା ମୁଁ ତୁମ୍ଭ ପାଖକୁ ଯାଇ ତୁମ୍ଭକୁ ଦେଖେ ବା ତୁମ୍ଭଠାରୁ ଦୂର ରେ ଥାଏ ; ତୁମ୍ଭ ବିଷୟ ରେ ଶୁଣିବି ଯେ ତୁମ୍ଭମାନେେ ଏକ ଉଦ୍ଦେଶ୍ଯ ରେ, ଏକମନ ହାଇେ, ସୁସମାଚାରରୁ ଉତ୍ପନ୍ନ ବିଶ୍ବାସ ପାଇଁ ଦୃଢ଼ ଭାବରେ କାର୍ୟ୍ଯ କରୁଛ।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:19
ମାେ ପାଇଁ ମଧ୍ଯ ପ୍ରାର୍ଥନା କର। ମୁଁ ଯେପରି ନିର୍ଭୟ ହାଇେ, ସୁସମାଚାରର ନିଗୂଢ଼ ସତ୍ଯ ପ୍ରକାଶ କରିପା ରେ, ସେଥିନିମନ୍ତେ ପରମେଶ୍ବର ମାେତେ ତାହାଙ୍କର ବାକ୍ଯ ପ୍ରଦାନ କଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 4:31
ପ୍ରାର୍ଥନା ସରିବା ପରେ ଯେଉଁ ପ୍ରାର୍ଥନା ଘ ରେ, ସମସ୍ତେ ଏକାଠି ହାଇେଥିଲେ, ସହେି ଘର କମ୍ପି ଉଠିଲା। ସମାନେେ ସମସ୍ତେ ପବିତ୍ର ଆତ୍ମା ରେ ପୂର୍ଣ୍ଣ ହାଇଗେଲେ ଓ ପରମେଶ୍ବରଙ୍କର ବାର୍ତ୍ତା ସାହସର ସହିତ କରିବାକୁ ଲାଗିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 5:41
ପ୍ ରରେିତମାନେ ମହାସଭା ଛାଡ଼ି ଚ଼ାଲିଗଲେ। ସମାନେେ ଖୁସି ହେଲେ ଯେ, ସମାନଙ୍କେୁ ଯୀଶୁଙ୍କ ନାମ ରେ ଅପମାନ ସହିବାକୁ ୟୋଗ୍ଯ ବିବଚେିତ କରାଯାଇଛି।

ରେରିତମାନଙ୍କ କାର୍ଯ୍ୟର ବିବରଣ 6:9
କେତକେ ଯିହୂଦୀ ଆସି ସ୍ତିଫାନଙ୍କ ସହିତ ୟୁକ୍ତିତର୍କ କଲେ। ସମାନେେ କୁରୀଣୀୟ, ଲିବର୍ତ୍ତାନ, କିଲିକାଆ ଓ ଏସିଆ ଦେଶର ଯିହୂଦୀ ଥିଲେ। ସମାନେେ ଯିହୂଦୀମାନଙ୍କର ଆଲକଜୋଣ୍ଡ୍ରୀୟ ସମାଜଗୃହର ସଭ୍ଯ ଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 14:3
ତଥାପି ପାଉଲ ଓ ବର୍ଣ୍ଣବ୍ବା ସଠାେରେ ଅନକେ ଦିନ ରହିଲେ ଓ ପ୍ରଭୁଙ୍କର କଥା ସାହସର ସହିତ ପ୍ରଚ଼ାର କଲେ। ସମାନଙ୍କେ ମାଧ୍ଯମ ରେ ପ୍ରଭୁ ଆଶ୍ଚର୍ୟ୍ଯ କାର୍ୟ୍ଯ ସବୁ କଲେ ଓ ଅନୁଗ୍ରହର ବାକ୍ଯ ପ୍ରଚ଼ାର କଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 15:1
କେତକେ ଲୋକ ୟିହୂଦାରୁ ଆନ୍ତିୟଖିଆକୁ ଆସିଲେ। ସମାନେେ ଭାଇମାନଙ୍କୁ ଏହି ଶିକ୍ଷା ଦେଲେ, ତୁମ୍ଭମାନେେ ଯଦି ମାଶାଙ୍କେର ବ୍ଯବସ୍ଥା ଅନୁସାରେ ସୁନ୍ନତ ନହୁଅ, ତବେେ ତୁମ୍ଭମାନେେ ପରିତ୍ରାଣ ପାଇପାରିବ ନାହିଁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 16:12
ସଠାରୁେ ଆମ୍ଭେ ମାକିଦନିଆ ଜିଲ୍ଲାର ଗୋଟିଏ ପ୍ରଧାନ ନଗର ଫିଲପ୍ପୀକୁ ଗଲୁ। ଏହା ରୋମୀୟମାନଙ୍କର ନଗର ଥିଲା। ଆମ୍ଭେ ସହେି ନଗର ରେ କିଛି ଦିନ ରହିଲୁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 16:37
କିନ୍ତୁ ପାଉଲ ସୈନିକମାନଙ୍କୁ କହିଲେ, ସମାନେେ ଆମ୍ଭକୁ ବିନା ବିଚ଼ାର ରେ ଜନସାଧାରଣଙ୍କ ସାମନା ରେ ମାରିଛନ୍ତି। ଆମ୍ଭେ ରୋମୀୟ ନାଗରିକ। କିନ୍ତୁ ଆମ୍ଭକୁ କାରାଗାର ରେ ବନ୍ଦୀ କରି ରଖାଯାଇଛି। ବର୍ତ୍ତମାନ ସମାନେେ ଆମ୍ଭକୁ ଗୋପନ ରେ ଛାଡ଼ି ଦବୋପାଇଁ କହୁଛନ୍ତି? ଏହା ଆଦୌ ହାଇପୋରିବ ନାହିଁ। ତେଣୁ ସମାନେେ ନିଜେ ଆସି ବିଚ଼ାରକର୍ତ୍ତାମାନଙ୍କୁ କହିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 17:17
ତେଣୁ ସତ୍ଯ ପରମେଶ୍ବରଙ୍କୁ ଉପାସନା କରୁଥିବା ଯିହୂଦୀୟ ଓ ଗ୍ରୀକ୍ ଲୋକମାନଙ୍କ ସହିତ ସେ ସମାଜଗୃହ ଏବଂ ବଜାରକୁ ଆସୁଥିବା ଲୋକମାନଙ୍କ ସହିତ ସେ ପ୍ରତିଦିନ କଥାବାର୍ତ୍ତା କଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 19:8
ତା'ପରେ ପାଉଲ ସମାଜଗୃହ ରେ ପ୍ରବେଶ କରି ତିନିମାସ ପର୍ୟ୍ଯନ୍ତ ସାହାସର ସହିତ ଯିହୂଦୀମାନଙ୍କ ସହିତ ପରମେଶ୍ବରଙ୍କ ରାଜ୍ଯ ବିଷୟ ରେ କହିଲେ। ସେ ସମାନଙ୍କେୁ ପରମେଶ୍ବରଙ୍କ ରାଜ୍ଯ ବିଷୟ ରେ କହି ସମାନଙ୍କେୁ ଗ୍ରହଣ କରିବା ପାଇଁ ରାଜି କରାଇଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 4:20
ସମାନେେ ପ୍ ରରେିତମାନଙ୍କୁ ଦଣ୍ଡ ଦବୋପାଇଁ ବାଟ ପାଇଲେ ନାହିଁ, କାରଣ ଲୋକେ ଏ ଘଟଣା ପାଇଁ ପରମେଶ୍ବରଙ୍କର ଗୁଣଗାନ କରୁଥିଲେ।