ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1:6 in Oriya

ଓଡିଆ ଓଡିଆ ବାଇବେଲ ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1 ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1:6

1 Timothy 1:6
କେତେ ଲୋକ ଏହି ବିଷୟଗୁଡ଼ିକ ପ୍ରତି ଧ୍ଯାନ ନ ଦଇେ, ପଥଭ୍ରଷ୍ଟ ହାଇେଛନ୍ତି। ସମାନେେ ଏବେ ମୂଲ୍ଯହୀନ କଥାଗୁଡ଼ିକ କୁହନ୍ତି।

1 Timothy 1:51 Timothy 11 Timothy 1:7

1 Timothy 1:6 in Other Translations

King James Version (KJV)
From which some having swerved have turned aside unto vain jangling;

American Standard Version (ASV)
from which things some having swerved have turned aside unto vain talking;

Bible in Basic English (BBE)
From which some have been turned away, giving themselves to foolish talking;

Darby English Bible (DBY)
which [things] some having missed, have turned aside to vain discourse,

World English Bible (WEB)
from which things some, having missed the mark, have turned aside to vain talking;

Young's Literal Translation (YLT)
from which certain, having swerved, did turn aside to vain discourse,

From
which
ὧνhōnone
some
τινεςtinestee-nase
having
swerved
ἀστοχήσαντεςastochēsantesah-stoh-HAY-sahn-tase
aside
turned
have
ἐξετράπησανexetrapēsanayks-ay-TRA-pay-sahn
unto
εἰςeisees
vain
jangling;
ματαιολογίανmataiologianma-tay-oh-loh-GEE-an

Cross Reference

ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 1:10
ଅନକେ ଲୋକ ଏପରି ଅଛନ୍ତି, ଯେଉଁମାନେ ମାନିବାକୁ ମନା କରନ୍ତି, ଅବାନ୍ତର କଥାମାନ କୁହନ୍ତି ଓ ଅନ୍ୟ ଲୋକମାନଙ୍କୁ ଭୁଲ ବାଟରେ ପରିଚାଳିତ କରନ୍ତି। ମୁଁ ବିଶଷେ ଭାବରେ ସେ ଲୋକମାନଙ୍କ ବିଷୟ ରେ କହୁଛି, ଯେଉଁମାନେ ସମସ୍ତ ଅଣଯିହୂଦୀମାନଙ୍କୁ ସୁନ୍ନତ ହବୋପାଇଁ କହନ୍ତି।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 6:4
ଯେଉଁ ଲୋକ ଭଣ୍ଡ ଶିକ୍ଷା ଦିଏ, ସେ ଗର୍ବୀ ଓ କିଛି ବୁଝି ନ ଥାଏ। ସହେି ଲୋକ ଶବ୍ଦର ଅର୍ଥକୁ ନଇେ ୟୁକ୍ତି ତର୍କ କରିବା ପାଇଁ ଅତ୍ଯଧିକ ଆଗ୍ରହୀ ହାଇେଥାଏ ଓ ସେ ବାଗ୍ୟୁଦ୍ଧ କରେ। ଏଗୁଡ଼ିକ ଦ୍ବାରା କଳି, ଇର୍ଷା, ଅପମାନ ଓ ସନ୍ଦହେ ଆସିଥାଏ।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 6:20
ତୀମଥି, ପରମେଶ୍ବର ତୁମ୍ଭ ଉପରେ ଅନକେ ବିଷୟର ଭାର ଦଇେଛନ୍ତି। ସଗେୁଡ଼ିକୁ ସୁରକ୍ଷିତ ରଖିଥାଅ। ପରମେଶ୍ବରଙ୍କ ନିକଟକୁ ଆସି ନ ଥିବା ଅସାର କଥା କହୁଥିବା ଲୋକମାନଙ୍କଠାରୁ ଦୂର ରେ ରୁହ। ସତ୍ଯ ବିରୁଦ୍ଧ ରେ ୟୁକ୍ତିତର୍କ କରୁଥିବା ଲୋକମାନଙ୍କଠାରୁ ଦୂର ରେ ରୁହ। ଏହାକୁ ସମାନେେ ମିଛ ରେ ଜ୍ଞାନ ବୋଲି କହିଥାନ୍ତି। କିନ୍ତୁ ଏହା ପ୍ରକୃତ ଜ୍ଞାନ ନୁହେଁ।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 2:23
ମୂର୍ଖ ଓ ଅର୍ଥହୀନ ତର୍କବିତର୍କରୁ ଦୂର ରେ ରୁହ। ତୁମ୍ଭେ ଜାଣ ଯେ ସହେି ୟୁକ୍ତିତର୍କଗୁଡ଼ିକ ବଢ଼ିଯାଇ ବଡ଼ ବିବାଦ ସୃଷ୍ଟି କରେ।

ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 3:9
ମୂର୍ଖତାପୂର୍ଣ୍ଣ ତର୍କବିତର୍କ, ବଂଶାବଳୀ ବିଷୟ ରେ ୟୁକ୍ତି, ଝଗଡ଼ା, ମାଶାଙ୍କେ ବ୍ଯବସ୍ଥା ଶିକ୍ଷାଗୁଡ଼ିକ ବିଷୟକ ସଂଘର୍ଷ ଠାରୁ ଦୂର ରେ ରୁହ। ସଗେୁଡ଼ିକ ମୂଲ୍ଯହୀନ ଓ ଲୋକମାନଙ୍କୁ ସାହାୟ୍ଯ କରେ ନାହିଁ।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5:15
ଏଥିପୂର୍ବରୁ କେତେ ଜଣ ୟୁବତୀ ବିଧବା ଶୟତାନର ପଥରେ ଯାଇଛନ୍ତି।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 2:18
ସମାନେେ ସତ୍ ଶିକ୍ଷା ତ୍ଯାଗ କରିଛନ୍ତି। ସମାନେେ କୁହନ୍ତି ଯେ ମୃତ୍ଯୁରୁ ସମସ୍ତଙ୍କ ଉଠି ଆସିବା ଘଟଣା ଘଟିସାରିଛି। ସହେି ଦୁଇଜଣ ଲୋକ କିଛି ଲୋକଙ୍କର ବିଶ୍ବାସ ନଷ୍ଟ କରୁଛନ୍ତି। କିନ୍ତୁ ପରମେଶ୍ବରଙ୍କ ଦୃଢ଼ ମୂଳଦୁଆ ସହେିଭଳି ରହିଛି।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 4:10
ଦୀମା ଏହି ସଂସାରକୁ ଅଧିକ ଭଲ ପାଉଥିବାରୁ ମାେତେ ଛାଡ଼ି ଚାଲିଗଲେ। ସେ ଥସେଲନୀକୀକୁ ଯାଇଛନ୍ତି। କ୍ ରେସକନ୍େସ୍ ଗାଲାତୀଆକୁ, ତିତସ୍ ଦଲ୍ଲତିଆକୁ ଯାଇଛନ୍ତି।