1 Timothy 5

fullscreen1 ତୁମ୍ଭେ ଜଣେ ବୟସ୍କ ଲୋକ ସହିତ ରାଗ ରେ କଥାବାର୍ତ୍ତା କର ନାହିଁ। ନିଜ ପିତା ବୋଲି ଭାବି ତାହାଙ୍କ ସହିତ କଥା କୁହ। ସାନମାନଙ୍କ ପ୍ରତି ନିଜ ଭାଇ ଭଳି ଆଚରଣ କର।

fullscreen2 ବୟସ୍କା ସ୍ତ୍ରୀଲୋକମାନଙ୍କୁ ମାଁ ଭଳି ଓ ୟୁବତୀ ସ୍ତ୍ରୀଲୋକମାନଙ୍କୁ ଭଉଣୀ ଭଳି ଆଚରଣ କର। ସର୍ବଦା ସମାନଙ୍କେ ପ୍ରତି ପବିତ୍ରତାର ସହିତ ଆଚରଣ କର।

fullscreen3 ପ୍ରକୃତ ରେ ଏକୁଟିଆଥିବା ବିଧବାମାନଙ୍କର ଯତ୍ନ ନିଅ।

fullscreen4 କିନ୍ତୁ ଯଦି ଜଣେ ବିଧବାର ପୁଅଝିଅ ବା ନାତିନାତୁଣୀ ଥାଏ, ସମାନେେ ପ୍ରଥମ ରେ ନିଜ ପରିବାର ପ୍ରତି ସମ୍ମାନଭାବ ଦଖାଇବୋ ଉଚିତ। ସମାନେେ ତାଙ୍କର ମାତାପିତାଙ୍କୁ ସାହାୟ୍ଯ କରିବା ଉଚିତ। ଏପରି କରିବା ଦ୍ବାରା ସମାନେେ ନିଜର ମାତାପିତା ଓ ପିତାମହ ଓ ମାତାମହୀଙ୍କୁ ପ୍ରତିଦାନ କରି ଥାଆନ୍ତି। ତାହା ପରମେଶ୍ବରଙ୍କୁ ପ୍ରସନ୍ନ କରେ।

fullscreen5 ଯଦି ଜଣେ ବିଧବା ପ୍ରକୃତ ରେ ଏକୁଟିଆ ଓ ନିରାଶା ରେ ରହିଥାଏ, ତା' ହେଲେ ସେ ତା' ପ୍ରତି ପରମେଶ୍ବରଙ୍କର ସାହାୟ୍ଯ ଉପରେ ଭରସା କରେ। ସହେି ବିଧବାଟି ରାତିଦିନ ପରମେଶ୍ବରଙ୍କୁ ପ୍ରାର୍ଥନା କରେ, ତାହାଙ୍କ ସାହାୟ୍ଯ ପାଇଁ ଅନୁ ରୋଧ କରେ।

fullscreen6 କିନ୍ତୁ ଏଭଳି ବିଧବା ଯାହାର ଜୀବନର ଲକ୍ଷ୍ଯ କବଳେ ନିଜକୁ ସନ୍ତୁଷ୍ଟ କରିବା, ସେ ବଞ୍ଚି ଥାଉଥାଉ ମଧ୍ଯ ପ୍ରକୃତ ରେ ମୃତ।

fullscreen7 ସଠାେରେ ଥିବା ସମସ୍ତ ବିଶ୍ବାସୀ ଲୋକଙ୍କୁ ଏହି କାମଗୁଡ଼ିକ କରିବା ପାଇଁ କୁହ, ତା' ହେଲେ କହେି କହିବେ ନାହିଁ ଯେ ସମାନେେ ଭୁଲ୍ କରୁଛନ୍ତି।

fullscreen8 ନିଜର ଆତ୍ମୀୟ ସମସ୍ତଙ୍କର ଯତ୍ନ ନବୋ ଜଣେ ଲୋକର କର୍ତ୍ତବ୍ଯ ଅଟେ। ଏପରିକି ଆଉ ମଧ୍ଯ ସେ ନିଜ ପରିବାରର ଯତ୍ନ ନବୋ ଅଧିକ ଗୁରୁତ୍ବପୂର୍ଣ୍ଣ। ଯଦି ଜଣେ ଲୋକ ସପରେି କରୁ ନାହିଁ, ତା ହେଲେ ସେ ଲୋକ ସତ୍ଯ ବିଶ୍ବାସକୁ ଅନୁସରଣ କରୁ ନାହିଁ। ସହେି ଲୋକ ଜଣେ ଅବିଶ୍ବାସୀଠାରୁ ମଧ୍ଯ ଖରାପ।

fullscreen9 ବିଧବା ତାଲିକା ( ସବୋକାର୍ୟ୍ଯ) ରେ ଆହୁରି ମଧ୍ଯ ଯୋଗ କରାଯାଇପା ରେ ଯେ ସେ ନିଶ୍ଚିତରୂପେ ଷାଠିଏ ବର୍ଷ ବା ତାଠାରୁ ଅଧିକ ବୟସର ହାଇେଥିବେ। ସେ କବଳେ ସ୍ବାମୀର ବିଶ୍ବସ୍ତ ହାଇେଥିବେ।

fullscreen10 ସେ ଜୀବନ ରେ ଭଲ କାମ କରିଥିବେ। ଯେପରି ପିଲାମାନଙ୍କୁ ବୃଦ୍ଧି କରିବା, ଘ ରେ ଅତିଥିମାନଙ୍କୁ ସତ୍କାର କରିବା, ପରମେଶ୍ବରଙ୍କ ଲୋକମାନଙ୍କର ଗୋଡ଼ ଧୋଇବ, କଷ୍ଟ ରେ ପଡ଼ିଥିବା ଲୋକଙ୍କୁ ସାହାୟ୍ଯ କରିବା ଓ ନିଜ ଜୀବନ ରେ ସମସ୍ତ ପ୍ରକାରର ଭଲ କାମ କରିବା।

fullscreen11 କିନ୍ତୁ ୟୁବତୀ ବିଧବାମାନଙ୍କୁ ସହେି ତାଲିକାଭୁକ୍ତ କର ନାହିଁ। ସମାନେେ ଯୀଶୁ ଖ୍ରୀଷ୍ଟଙ୍କ ପାଇଁ ସମର୍ପିତ ହବୋ ପରେ ମଧ୍ଯ ନିଜର ପ୍ରବଳ କାମାଭିଳାଷ ୟୋଗୁ ତାହାଙ୍କଠାରୁ ଦୂରକୁ ଆକର୍ଷିତ ହାଇେ ପାରନ୍ତି। ତା'ପରେ ସମାନେେ ପୁଣିଥରେ ବିବାହ କରିବାକୁ ଇଚ୍ଛା କରନ୍ତି।

fullscreen12 ସେଥିପାଇଁ ସମାନଙ୍କେର ବିଚାର ହବେ। ତାହାଙ୍କର ପ୍ରଥମ ପ୍ରତିଜ୍ଞା ଅନୁସାରେ, କାମ ନ କରିବା ୟୋଗୁ ସମାନେେ ବଚାରିତ ହବେେ।

fullscreen13 ସହେି ୟୁବତୀ ବିଧବାମାନେ ଘରକୁ ଘର ଅଯଥା ରେ ବୁଲାବୁଲି କରି ସମୟ ନଷ୍ଟ କରିବା ଶିଖନ୍ତି। ସମାନେେ ବଚସା କରିବା ଓ ଅନ୍ଯଲୋକଙ୍କ ଜୀବନ ବିଷୟ ରେ ଚର୍ଚ୍ଚା କରିବା ଆରମ୍ଭ କରନ୍ତି। ଅନୁଚିତ କଥାଗୁଡ଼ିକ କୁହନ୍ତି।

fullscreen14 ଅତଏବ ୟୁବତୀମାନେ ବିବାହ କରନ୍ତୁ ସମାନଙ୍କେର ପିଲା-ଛୁଆ ହୁଅନ୍ତୁ ଏବଂ ସମାନେେ ନିଜ ଘରର ଯତ୍ନ ନିଅନ୍ତୁ, ମୁଁ ଏହା ଚା ହେଁ। ଯଦି ସମାନେେ ଏପରି କରିବେ, ତା ହେଲେ ଆମ୍ଭ ଶତୃମାନେ ସମାନଙ୍କେୁ ସମାଲୋଚନା କରିବା ପାଇଁ କୌଣସି କାରଣ ପାଇବେ ନାହିଁ।

fullscreen15 ଏଥିପୂର୍ବରୁ କେତେ ଜଣ ୟୁବତୀ ବିଧବା ଶୟତାନର ପଥରେ ଯାଇଛନ୍ତି।

fullscreen16 ଯଦି ଜଣେ ବିଶ୍ବାସୀ ସ୍ତ୍ରୀ ଲୋକର ପରିବାର ରେ ବିଧବାମାନେ ଅଛନ୍ତି, ତା ହେଲେ ସମାନଙ୍କେର ସେ ନିଜେ ଯତ୍ନ ନବୋ ଦରକାର ମଣ୍ଡଳୀକୁ ଏଥିପାଇଁ ଭାରଗ୍ରସ୍ତ କରିବା ଉଚିତ ନୁହେଁ। ତା'ପରେ ମଣ୍ଡଳୀ କବଳେ ପରିବାର ବିହୀନ ବିଧବାମାନଙ୍କର ଯତ୍ନ ନବୋ ରେ ସକ୍ଷମ ହବେ।

1 Rebuke not an elder, but intreat him as a father; and the younger men as brethren;

2 The elder women as mothers; the younger as sisters, with all purity.

3 Honour widows that are widows indeed.

4 But if any widow have children or nephews, let them learn first to shew piety at home, and to requite their parents: for that is good and acceptable before God.

5 Now she that is a widow indeed, and desolate, trusteth in God, and continueth in supplications and prayers night and day.

6 But she that liveth in pleasure is dead while she liveth.

7 And these things give in charge, that they may be blameless.

8 But if any provide not for his own, and specially for those of his own house, he hath denied the faith, and is worse than an infidel.

9 Let not a widow be taken into the number under threescore years old, having been the wife of one man,

10 Well reported of for good works; if she have brought up children, if she have lodged strangers, if she have washed the saints’ feet, if she have relieved the afflicted, if she have diligently followed every good work.

11 But the younger widows refuse: for when they have begun to wax wanton against Christ, they will marry;

12 Having damnation, because they have cast off their first faith.

13 And withal they learn to be idle, wandering about from house to house; and not only idle, but tattlers also and busybodies, speaking things which they ought not.

14 I will therefore that the younger women marry, bear children, guide the house, give none occasion to the adversary to speak reproachfully.

15 For some are already turned aside after Satan.

16 If any man or woman that believeth have widows, let them relieve them, and let not the church be charged; that it may relieve them that are widows indeed.

1 Timothy 5 in Tamil and English

1 ତୁମ୍ଭେ ଜଣେ ବୟସ୍କ ଲୋକ ସହିତ ରାଗ ରେ କଥାବାର୍ତ୍ତା କର ନାହିଁ। ନିଜ ପିତା ବୋଲି ଭାବି ତାହାଙ୍କ ସହିତ କଥା କୁହ। ସାନମାନଙ୍କ ପ୍ରତି ନିଜ ଭାଇ ଭଳି ଆଚରଣ କର।
Rebuke not an elder, but intreat him as a father; and the younger men as brethren;

2 ବୟସ୍କା ସ୍ତ୍ରୀଲୋକମାନଙ୍କୁ ମାଁ ଭଳି ଓ ୟୁବତୀ ସ୍ତ୍ରୀଲୋକମାନଙ୍କୁ ଭଉଣୀ ଭଳି ଆଚରଣ କର। ସର୍ବଦା ସମାନଙ୍କେ ପ୍ରତି ପବିତ୍ରତାର ସହିତ ଆଚରଣ କର।
The elder women as mothers; the younger as sisters, with all purity.

3 ପ୍ରକୃତ ରେ ଏକୁଟିଆଥିବା ବିଧବାମାନଙ୍କର ଯତ୍ନ ନିଅ।
Honour widows that are widows indeed.

4 କିନ୍ତୁ ଯଦି ଜଣେ ବିଧବାର ପୁଅଝିଅ ବା ନାତିନାତୁଣୀ ଥାଏ, ସମାନେେ ପ୍ରଥମ ରେ ନିଜ ପରିବାର ପ୍ରତି ସମ୍ମାନଭାବ ଦଖାଇବୋ ଉଚିତ। ସମାନେେ ତାଙ୍କର ମାତାପିତାଙ୍କୁ ସାହାୟ୍ଯ କରିବା ଉଚିତ। ଏପରି କରିବା ଦ୍ବାରା ସମାନେେ ନିଜର ମାତାପିତା ଓ ପିତାମହ ଓ ମାତାମହୀଙ୍କୁ ପ୍ରତିଦାନ କରି ଥାଆନ୍ତି। ତାହା ପରମେଶ୍ବରଙ୍କୁ ପ୍ରସନ୍ନ କରେ।
But if any widow have children or nephews, let them learn first to shew piety at home, and to requite their parents: for that is good and acceptable before God.

5 ଯଦି ଜଣେ ବିଧବା ପ୍ରକୃତ ରେ ଏକୁଟିଆ ଓ ନିରାଶା ରେ ରହିଥାଏ, ତା' ହେଲେ ସେ ତା' ପ୍ରତି ପରମେଶ୍ବରଙ୍କର ସାହାୟ୍ଯ ଉପରେ ଭରସା କରେ। ସହେି ବିଧବାଟି ରାତିଦିନ ପରମେଶ୍ବରଙ୍କୁ ପ୍ରାର୍ଥନା କରେ, ତାହାଙ୍କ ସାହାୟ୍ଯ ପାଇଁ ଅନୁ ରୋଧ କରେ।
Now she that is a widow indeed, and desolate, trusteth in God, and continueth in supplications and prayers night and day.

6 କିନ୍ତୁ ଏଭଳି ବିଧବା ଯାହାର ଜୀବନର ଲକ୍ଷ୍ଯ କବଳେ ନିଜକୁ ସନ୍ତୁଷ୍ଟ କରିବା, ସେ ବଞ୍ଚି ଥାଉଥାଉ ମଧ୍ଯ ପ୍ରକୃତ ରେ ମୃତ।
But she that liveth in pleasure is dead while she liveth.

7 ସଠାେରେ ଥିବା ସମସ୍ତ ବିଶ୍ବାସୀ ଲୋକଙ୍କୁ ଏହି କାମଗୁଡ଼ିକ କରିବା ପାଇଁ କୁହ, ତା' ହେଲେ କହେି କହିବେ ନାହିଁ ଯେ ସମାନେେ ଭୁଲ୍ କରୁଛନ୍ତି।
And these things give in charge, that they may be blameless.

8 ନିଜର ଆତ୍ମୀୟ ସମସ୍ତଙ୍କର ଯତ୍ନ ନବୋ ଜଣେ ଲୋକର କର୍ତ୍ତବ୍ଯ ଅଟେ। ଏପରିକି ଆଉ ମଧ୍ଯ ସେ ନିଜ ପରିବାରର ଯତ୍ନ ନବୋ ଅଧିକ ଗୁରୁତ୍ବପୂର୍ଣ୍ଣ। ଯଦି ଜଣେ ଲୋକ ସପରେି କରୁ ନାହିଁ, ତା ହେଲେ ସେ ଲୋକ ସତ୍ଯ ବିଶ୍ବାସକୁ ଅନୁସରଣ କରୁ ନାହିଁ। ସହେି ଲୋକ ଜଣେ ଅବିଶ୍ବାସୀଠାରୁ ମଧ୍ଯ ଖରାପ।
But if any provide not for his own, and specially for those of his own house, he hath denied the faith, and is worse than an infidel.

9 ବିଧବା ତାଲିକା ( ସବୋକାର୍ୟ୍ଯ) ରେ ଆହୁରି ମଧ୍ଯ ଯୋଗ କରାଯାଇପା ରେ ଯେ ସେ ନିଶ୍ଚିତରୂପେ ଷାଠିଏ ବର୍ଷ ବା ତାଠାରୁ ଅଧିକ ବୟସର ହାଇେଥିବେ। ସେ କବଳେ ସ୍ବାମୀର ବିଶ୍ବସ୍ତ ହାଇେଥିବେ।
Let not a widow be taken into the number under threescore years old, having been the wife of one man,

10 ସେ ଜୀବନ ରେ ଭଲ କାମ କରିଥିବେ। ଯେପରି ପିଲାମାନଙ୍କୁ ବୃଦ୍ଧି କରିବା, ଘ ରେ ଅତିଥିମାନଙ୍କୁ ସତ୍କାର କରିବା, ପରମେଶ୍ବରଙ୍କ ଲୋକମାନଙ୍କର ଗୋଡ଼ ଧୋଇବ, କଷ୍ଟ ରେ ପଡ଼ିଥିବା ଲୋକଙ୍କୁ ସାହାୟ୍ଯ କରିବା ଓ ନିଜ ଜୀବନ ରେ ସମସ୍ତ ପ୍ରକାରର ଭଲ କାମ କରିବା।
Well reported of for good works; if she have brought up children, if she have lodged strangers, if she have washed the saints’ feet, if she have relieved the afflicted, if she have diligently followed every good work.

11 କିନ୍ତୁ ୟୁବତୀ ବିଧବାମାନଙ୍କୁ ସହେି ତାଲିକାଭୁକ୍ତ କର ନାହିଁ। ସମାନେେ ଯୀଶୁ ଖ୍ରୀଷ୍ଟଙ୍କ ପାଇଁ ସମର୍ପିତ ହବୋ ପରେ ମଧ୍ଯ ନିଜର ପ୍ରବଳ କାମାଭିଳାଷ ୟୋଗୁ ତାହାଙ୍କଠାରୁ ଦୂରକୁ ଆକର୍ଷିତ ହାଇେ ପାରନ୍ତି। ତା'ପରେ ସମାନେେ ପୁଣିଥରେ ବିବାହ କରିବାକୁ ଇଚ୍ଛା କରନ୍ତି।
But the younger widows refuse: for when they have begun to wax wanton against Christ, they will marry;

12 ସେଥିପାଇଁ ସମାନଙ୍କେର ବିଚାର ହବେ। ତାହାଙ୍କର ପ୍ରଥମ ପ୍ରତିଜ୍ଞା ଅନୁସାରେ, କାମ ନ କରିବା ୟୋଗୁ ସମାନେେ ବଚାରିତ ହବେେ।
Having damnation, because they have cast off their first faith.

13 ସହେି ୟୁବତୀ ବିଧବାମାନେ ଘରକୁ ଘର ଅଯଥା ରେ ବୁଲାବୁଲି କରି ସମୟ ନଷ୍ଟ କରିବା ଶିଖନ୍ତି। ସମାନେେ ବଚସା କରିବା ଓ ଅନ୍ଯଲୋକଙ୍କ ଜୀବନ ବିଷୟ ରେ ଚର୍ଚ୍ଚା କରିବା ଆରମ୍ଭ କରନ୍ତି। ଅନୁଚିତ କଥାଗୁଡ଼ିକ କୁହନ୍ତି।
And withal they learn to be idle, wandering about from house to house; and not only idle, but tattlers also and busybodies, speaking things which they ought not.

14 ଅତଏବ ୟୁବତୀମାନେ ବିବାହ କରନ୍ତୁ ସମାନଙ୍କେର ପିଲା-ଛୁଆ ହୁଅନ୍ତୁ ଏବଂ ସମାନେେ ନିଜ ଘରର ଯତ୍ନ ନିଅନ୍ତୁ, ମୁଁ ଏହା ଚା ହେଁ। ଯଦି ସମାନେେ ଏପରି କରିବେ, ତା ହେଲେ ଆମ୍ଭ ଶତୃମାନେ ସମାନଙ୍କେୁ ସମାଲୋଚନା କରିବା ପାଇଁ କୌଣସି କାରଣ ପାଇବେ ନାହିଁ।
I will therefore that the younger women marry, bear children, guide the house, give none occasion to the adversary to speak reproachfully.

15 ଏଥିପୂର୍ବରୁ କେତେ ଜଣ ୟୁବତୀ ବିଧବା ଶୟତାନର ପଥରେ ଯାଇଛନ୍ତି।
For some are already turned aside after Satan.

16 ଯଦି ଜଣେ ବିଶ୍ବାସୀ ସ୍ତ୍ରୀ ଲୋକର ପରିବାର ରେ ବିଧବାମାନେ ଅଛନ୍ତି, ତା ହେଲେ ସମାନଙ୍କେର ସେ ନିଜେ ଯତ୍ନ ନବୋ ଦରକାର ମଣ୍ଡଳୀକୁ ଏଥିପାଇଁ ଭାରଗ୍ରସ୍ତ କରିବା ଉଚିତ ନୁହେଁ। ତା'ପରେ ମଣ୍ଡଳୀ କବଳେ ପରିବାର ବିହୀନ ବିଧବାମାନଙ୍କର ଯତ୍ନ ନବୋ ରେ ସକ୍ଷମ ହବେ।
If any man or woman that believeth have widows, let them relieve them, and let not the church be charged; that it may relieve them that are widows indeed.