2 Corinthians 1:14
ଯେପରିକି ତୁମ୍ଭମାନେେ ଆମ୍ଭ ବିଷୟ ରେ କିଛି କଥା ଆଗରୁ ବୁଝି ସାରିଛ, ସେଥିପାଇଁ ଆମ୍ଭେ ଆଶା କରୁ ଯେ, ତୁମ୍ଭମାନେେ ବର୍ତ୍ତମାନ ସମ୍ପୂର୍ଣ୍ଣ ଭାବରେ ବୁଝି ପାରିବ। ତୁମ୍ଭମାନେେ ଏ କଥା ବୁଝି ପାରିବ ଯେ, ଯେପରି ବର୍ତ୍ତମାନ ତୁମ୍ଭେ ଆମ୍ଭ ପାଇଁ ଗର୍ବ କରୁଛ, ସପରେି ଆମ୍ଭ ପ୍ରଭୁ ଯୀଶୁ ଆସିବା ଦିନ, ଆମ୍ଭମାନେେ ତୁମ୍ଭମାନଙ୍କ ପାଇଁ ଗର୍ବ କରି ପାରିବୁ।
2 Corinthians 1:14 in Other Translations
King James Version (KJV)
As also ye have acknowledged us in part, that we are your rejoicing, even as ye also are our's in the day of the Lord Jesus.
American Standard Version (ASV)
as also ye did acknowledge us in part, that we are your glorying, even as ye also are ours, in the day of our Lord Jesus.
Bible in Basic English (BBE)
Even as you have been ready, in part, to say that we are your glory, in the same way that you are ours, in the day of the Lord Jesus.
Darby English Bible (DBY)
even as also ye have recognised us in part, that we are your boast, even as *ye* [are] ours in the day of the Lord Jesus.
World English Bible (WEB)
as also you acknowledged us in part, that we are your boasting, even as you also are ours, in the day of our Lord Jesus.
Young's Literal Translation (YLT)
according as also ye did acknowledge us in part, that your glory we are, even as also ye `are' ours, in the day of the Lord Jesus;
| As | καθὼς | kathōs | ka-THOSE |
| also | καὶ | kai | kay |
| ye have acknowledged | ἐπέγνωτε | epegnōte | ape-A-gnoh-tay |
| us | ἡμᾶς | hēmas | ay-MAHS |
| in | ἀπὸ | apo | ah-POH |
| part, | μέρους | merous | MAY-roos |
| that | ὅτι | hoti | OH-tee |
| we are | καύχημα | kauchēma | KAF-hay-ma |
| your | ὑμῶν | hymōn | yoo-MONE |
| rejoicing, | ἐσμεν | esmen | ay-smane |
| as even | καθάπερ | kathaper | ka-THA-pare |
| ye | καὶ | kai | kay |
| also | ὑμεῖς | hymeis | yoo-MEES |
| are ours | ἡμῶν | hēmōn | ay-MONE |
| in | ἐν | en | ane |
| the | τῇ | tē | tay |
| day | ἡμέρᾳ | hēmera | ay-MAY-ra |
| of the | τοῦ | tou | too |
| Lord | κυρίου | kyriou | kyoo-REE-oo |
| Jesus. | Ἰησοῦ | iēsou | ee-ay-SOO |
Cross Reference
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 1:8
ସେ ଶଷେ ପର୍ୟ୍ଯନ୍ତ ତୁମ୍ଭମାନଙ୍କୁ ଦୃଢ଼ କରି ରଖିବେ, ଏବଂ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟ ଆସିବା ଦିନ ତୁମ୍ଭମାନେେ ନିର୍ଦ୍ ଦୋଷ ଦଖାୟିବେ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2:19
ତୁମ୍ଭମାନେେ ଆମ୍ଭର ଆଶା, ଆମ୍ଭର ଆନନ୍ଦ ଓ ଆମ୍ଭର ମୁକୁଟ। ଯେତବେେଳେ ଆମ୍ଭମାନଙ୍କର ପ୍ରଭୁଯୀଶୁ ଆସିବେ, ଆମ୍ଭେ ତୁମ୍ଭମାନଙ୍କ ପାଇଁ ଗର୍ବ ଅନୁଭବ କରିବୁ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4:1
ମାେ ପ୍ରିୟ ଭାଇ ଓ ଭଉଣୀମାନେ ! ମୁଁ ତୁମ୍ଭକୁ ଭଲ ପାଏ ଓ ଦେଖିବାକୁ ଇଚ୍ଛା କରେ। ତୁମ୍ଭେ ମାରେ ଆନନ୍ଦ ଓ ମାରେ ଗର୍ବ। ମୁଁ କହିଥିଲା ଭଳି ପ୍ରଭୁଙ୍କୁ ଅନୁସରଣ କରି ଚାଲିଥାଅ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2:16
ତୁମ୍ଭେ ସମାନଙ୍କେୁ ଜୀବନ ପ୍ରଦାନକାରୀ ଶିକ୍ଷା ଦିଅ। ତେଣୁ ଖ୍ରୀଷ୍ଟଙ୍କ ଆଗମନ ରେ ମୁଁ ଖୁସି ହବେି, କାରଣ ମୁଁ ଜାଣିବି ଯେ ମାରେ କାମ ବିଫଳ ହାଇେ ନାହିଁ। ମୁଁ ଜାଣିବି ଯେ ଦୌଡ଼ ପ୍ରତି ଯୋଗିତା ରେ ଦୌଡ଼ି ଜିତିଛି।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 5:12
ଆମ୍ଭେ ତୁମ୍ଭମାନଙ୍କ ଆଗ ରେ ନିଜର ପ୍ରଶଂସା କରୁ ନାହୁଁ। ବରଂ ଆମ୍ଭେ ତୁମ୍ଭମାନଙ୍କୁ ସୁଯୋଗ ଦେଉଛୁ ଯେପରି ଆମ୍ଭ ପାଇଁ ତୁମ୍ଭମାନେେ ଗର୍ବ ଅନୁଭବ କରି ପାରିବ। ତା' ହେଲେ ପ୍ରତ୍ଯକ୍ଷ ଦିଶୁଥିବା ବିଷୟଗୁଡ଼ିକ ପାଇଁ ଗର୍ବ କରୁଥିବା ଲୋକକୁ ତୁମ୍ଭମାନେେ ଉତ୍ତର ଦଇେ ପାରିବ। ସେ ଲୋକମାନେ ଜଣକର ହୃଦୟ ରେ କ'ଣ ଅଛି, ତହିଁ ପାଇଁ ସମାନେେ ମନୋୟୋଗ କରନ୍ତି ନାହିଁ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 2:5
ଯଦି ତୁମ୍ଭମାନଙ୍କ ଭିତରୁ କିଏ ଜଣେ ମାେତେ ଦୁଃଖିତ କରିଛି, ସେ କବଳେ ମାେତେ ଦୁଃଖିତ କରି ନାହିଁ, ବରଂ କିଛି ନା କିଛି ମାତ୍ରା ରେ ତୁମ୍ଭମାନଙ୍କୁ ମଧ୍ଯ କରିଛି।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5:23
ପରମେଶ୍ବରଙ୍କଠା ରେ ଆମ୍ଭେ ପ୍ରାର୍ଥନା କରୁ ଯେ, ସହେି ଶାନ୍ତିର ପରମେଶ୍ବର ତୁମ୍ଭମାନଙ୍କୁ ପବିତ୍ର କରନ୍ତୁ ଓ ପୂର୍ଣ୍ଣଭାବରେ ତାହାଙ୍କ ନିଜର କରିନିଅନ୍ତୁ। ଆମ୍ଭେ ପ୍ରାର୍ଥନା କରୁ ଯେ, ଆମ୍ଭ ପ୍ରଭୁ ଯୀଶୁଖ୍ରୀଷ୍ଟ ଆସିଲା ବେଳେ ତୁମ୍ଭମାନଙ୍କର ସମ୍ପୂର୍ଣ୍ଣ ଅସ୍ତିତ୍ବ - ଅର୍ଥାତ୍ ଆତ୍ମା, ପ୍ରାଣ ଓ ଶରୀର - ମନ୍ଦରହିତ ହାଇେ ସୁରକ୍ଷିତ ରହୁ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 3:13
ତୁମ୍ଭମାନଙ୍କର ହୃଦୟ ଦୃଢ଼ ହେଉ ବୋଲି ଆମ୍ଭେ ପ୍ରାର୍ଥନା କରୁ। ତବେେ ଯେତବେେଳେ ଆମ୍ଭ ପ୍ରଭୁଯୀଶୁ ନିଜର ସମସ୍ତ ପବିତ୍ର ଲୋକଙ୍କ ଗହଣ ରେ ଆସିବେ, ତୁମ୍ଭମାନେେ ପରମପିତା ପରମେଶ୍ବରଙ୍କ ଆଗ ରେ ପବିତ୍ର ଭାବରେ ଓ ଦୋଷରହିତ ହାଇେ ଠିଆ ହାଇପୋରିବ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1:26
ଯଦି ମୁଁ ତୁମ୍ଭ ପାଖକୁ ଫରେିଯାଏ, ତବେେ ଏହା ଖ୍ରୀଷ୍ଟଯୀଶୁଙ୍କଠା ରେ ମାେ ପାଇଁ ତୁମ୍ଭର ଅଧିକ ଗର୍ବର କାରଣ ହବେ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1:10
ଯେପରି ତୁମ୍ଭେ ଭଲ ଓ ମନ୍ଦର ପାର୍ଥକ୍ଯ ଦେଖିପାରିବ ଓ ଉତ୍ତମ ବିଷୟ ବାଛି ପାରିବ। ତହିଁରେ ଖ୍ରୀଷ୍ଟ ଯେଉଁଦିନ ଆସିବେ, ତୁମ୍ଭେ ଶୁଦ୍ଧ ଓ ଦୋଷଶୂନ୍ଯ ହବେ ;
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1:6
ପରମେଶ୍ବର ତୁମ୍ଭର ମଙ୍ଗଳ କରିବା ଆରମ୍ଭ କରିଛନ୍ତି ଓ ବର୍ତ୍ତମାନ ମଧ୍ଯ ତାହା କରୁଛନ୍ତି। ଯୀଶୁଖ୍ରୀଷ୍ଟଙ୍କ ଆଗମନ ଦିନ ପର୍ୟ୍ଯନ୍ତ ସେ ସହେି କାମ ସାଧନ କରି ସମାପ୍ତ କରିବେ। ମୁଁ ଏଥି ରେ ନିଶ୍ଚିତ ଅଟେ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 9:2
ମୁଁ ଜାଣେ ଯେ, ତୁମ୍ଭମାନେେ ସାହାୟ୍ଯ କରିବା ପାଇଁ କେତେ ଆଗ୍ରହୀ। ମାକିଦନିଆର ଲୋକମାନଙ୍କ ଆଗ ରେ ଗର୍ବ ସହିତ ମୁଁ କୁ ହେ ଯେ, ଆଖାଯାର ଲୋକେ ଗତ ବର୍ଷ ଠାରୁ ପ୍ରସ୍ତୁତ ଅଛନ୍ତି। ତୁମ୍ଭମାନଙ୍କର ଆଗ୍ରହ ଦେଖି ଏଠିକାର ଅଧିକାଂଶ ଲୋକ ଉତ୍ସାହିତ ହାଇେ ଦାନ ଦବୋ ପାଇଁ ପ୍ରସ୍ତୁତ ଅଛନ୍ତି।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 15:31
ଭାଇମାନେ, ଆମ୍ଭ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଠା ରେ ତୁମ୍ଭମାନଙ୍କ ପାଇଁ ମୁଁ ଯେଉଁ ଗର୍ବ କରିଥାଏ, ସେଥିର ଶପଥ କରି କହୁଛି, ମୁଁ ପ୍ରତିଦିନ ମ ରେ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 11:18
ପ୍ରଥମେ ମୁଁ ଶୁଣିଛି ଯେ, ତୁମ୍ଭମାନେେ ମଣ୍ଡଳୀ ସଭା ରେ ସମବତେ ହେଲା ବେଳେ ତୁମ୍ଭମାନଙ୍କ ମଧିଅରେ ଦଳ ଭଦେ ଘଟେ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 3:21
ସେଥିପାଇଁ ମନୁଷ୍ଯମାନଙ୍କ ପାଇଁ ତୁମ୍ଭମାନେେ ଗର୍ବ କରିବା ଉଚିତ୍ ନୁହେଁ, କାରଣ ସମସ୍ତ ବିଷୟ ତୁମ୍ଭମାନଙ୍କର।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11:25
ଭାଇ ଓ ଭଉଣୀମାନେ, ଏହି ନିଗୂଢ ସତ୍ଯ ବିଷୟ ରେ ତୁମ୍ଭମାନେେ ଯେ ପରି ଅଜଣା ରହି ଯାଅ; ଏ କଥା ମୁଁ ଚା ହେଁ ନାହିଁ । ଏହି ସତ୍ଯ ତୁମ୍ଭମାନଙ୍କୁ ଜାଣିବା ରେ ସାହାୟ୍ଯ କରିବ ଯେ, ତୁମ୍ଭମାନେେ ସର୍ବଜ୍ଞ ନୁହଁ। ଏହି କଥା ସତ୍ଯ ଯେ, ଇଶ୍ରାୟେଲର ଗୋଟିଏ ଅଂଶର ଲୋକଙ୍କୁ ଅବାଧ୍ଯ କରାଯାଇଛି। ଯେତବେେଳେ ପୂର୍ଣ ସଂଖ୍ଯକ ଅଣଯିହୂଦୀ ପରମେଶ୍ବରଙ୍କ ନିଜ ଲୋକ ହାଇେ ଯିବେ, ତା ହେଲେ ଏହି ସ୍ଥିତି ରେ ପରିବର୍ତ୍ତନ ଘଟିବ।