English
ଦିତୀୟ ବଂଶାବଳୀ 14:7 ଚିତ୍ର
ଆସା ଯିହୁଦାର ଲୋକମାନଙ୍କୁ କହିଲେ, ଆସା, ଆମ୍ଭମାନେେ ଏହିସବୁ ସହର ଓ ସଗେୁଡ଼ିକର ଚତୁର୍ଦ୍ଦିଗ ରେ ପ୍ରାଚୀର ନିର୍ମାଣ କରିବା। ଆସ, ଆମ୍ଭମାନେେ ଦୁର୍ଗ, ଦ୍ବାର ଓ ଦ୍ବାରର କିଳିଣିସବୁ ନିର୍ମାଣ କରିବା ଆମ୍ଭମାନେେ ଏହି ଦେଶ ରେ ବାସ କରୁଥିବା ସମୟରେ ହିଁ ଆସ, ଏହା କରିବା। ଏହି ଦେଶ ଆମ୍ଭମାନଙ୍କର ଅଟେ, କାରଣ ଆମ୍ଭମାନେେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ବରଙ୍କ ଅନୁଗମନ କରିଅଛୁ। ସେ ଆମ୍ଭମାନଙ୍କର ଚତୁର୍ଦ୍ଦିଗ ରେ ଶାନ୍ତି ପ୍ରଦାନ କରିଅଛନ୍ତି। ତେଣୁ ସମାନେେ ସମସ୍ତେ ସେସବୁ ନିର୍ମାଣ କଲେ ଓ ସଫଳତା ପାଇଲେ।