ଓଡ଼ିଆ ଓଡ଼ିଆ ବାଇବେଲ ଦିତୀୟ ବଂଶାବଳୀ ଦିତୀୟ ବଂଶାବଳୀ 19 ଦିତୀୟ ବଂଶାବଳୀ 19:10 ଦିତୀୟ ବଂଶାବଳୀ 19:10 ଚିତ୍ର English

ଦିତୀୟ ବଂଶାବଳୀ 19:10 ଚିତ୍ର

ତୁମ୍ଭମାନଙ୍କ ନିକଟକୁ ହତ୍ଯା, ଆଇନ୍ ଅମାନ୍ଯ, ଶାସନ ଅନ୍ୟ ଆଇନ୍ ସମ୍ପର୍କିତ ମାମଲାମାନ ଆସିବ, ଏହିସବୁ ମାମଲା ଏହି ନଗର ରେ ବାସ କରୁଥିବା ତୁମ୍ଭମାନଙ୍କର ଭ୍ରାତାମାନଙ୍କର ମଧ୍ଯରୁ ହିଁ ଆସିବ। ଏହିସବୁ ମାମଲା ରେ ତୁମ୍ଭମାନେେ ଲୋକମାନଙ୍କୁ ସଦାପ୍ରଭୁଙ୍କ ବିରୁଦ୍ଧ ରେ ପାପ କରିବା ନିମନ୍ତେ ସତର୍କ କରାଇଦବେ। ଯଦି ତୁମ୍ଭମାନେେ ବିଶ୍ବସ୍ତ ଭାବେ ସବୋ କରିବ ନାହିଁ, ତବେେ ତୁମ୍ଭ ବିରୁଦ୍ଧ ରେ ତୁମ୍ଭମାନଙ୍କ ଭ୍ରାତାମାନଙ୍କ ବିରୁଦ୍ଧ ରେ ସଦାପ୍ରଭୁଙ୍କ କୋପ ବର୍ତ୍ତିବ। ଏହିପରି କର, ତବେେ ତୁମ୍ଭମାନେେ ଦୋଷୀ ହବେ ନାହିଁ।
Click consecutive words to select a phrase. Click again to deselect.
ଦିତୀୟ ବଂଶାବଳୀ 19:10

ତୁମ୍ଭମାନଙ୍କ ନିକଟକୁ ହତ୍ଯା, ଆଇନ୍ ଅମାନ୍ଯ, ଶାସନ ଓ ଅନ୍ୟ ଆଇନ୍ ସମ୍ପର୍କିତ ମାମଲାମାନ ଆସିବ, ଏହିସବୁ ମାମଲା ଏହି ନଗର ରେ ବାସ କରୁଥିବା ତୁମ୍ଭମାନଙ୍କର ଭ୍ରାତାମାନଙ୍କର ମଧ୍ଯରୁ ହିଁ ଆସିବ। ଏହିସବୁ ମାମଲା ରେ ତୁମ୍ଭମାନେେ ଲୋକମାନଙ୍କୁ ସଦାପ୍ରଭୁଙ୍କ ବିରୁଦ୍ଧ ରେ ପାପ ନ କରିବା ନିମନ୍ତେ ସତର୍କ କରାଇଦବେ। ଯଦି ତୁମ୍ଭମାନେେ ବିଶ୍ବସ୍ତ ଭାବେ ସବୋ କରିବ ନାହିଁ, ତବେେ ତୁମ୍ଭ ବିରୁଦ୍ଧ ରେ ଓ ତୁମ୍ଭମାନଙ୍କ ଭ୍ରାତାମାନଙ୍କ ବିରୁଦ୍ଧ ରେ ସଦାପ୍ରଭୁଙ୍କ କୋପ ବର୍ତ୍ତିବ। ଏହିପରି କର, ତବେେ ତୁମ୍ଭମାନେେ ଦୋଷୀ ହବେ ନାହିଁ।

ଦିତୀୟ ବଂଶାବଳୀ 19:10 Picture in Oriya