English
ଦିତୀୟ ବଂଶାବଳୀ 25:18 ଚିତ୍ର
ଏହାପରେ ଯୋୟାଶ୍ ଅମତ୍ସିଯଙ୍କ ନିକଟକୁ ତାଙ୍କର ଉତ୍ତର ପଠାଇଲେ। ଯୋୟାଶ୍ ଇଶ୍ରାୟେଲର ରାଜା ଓ ଅମତ୍ସିଯ ଯିହୁଦାର ରାଜା ଥିଲେ। ଯୋୟାଶ୍ ଏହି ବାର୍ତ୍ତା କହିଲେ : ଲିବା ନୋନ୍ର ଏକ କ୍ଷୁଦ୍ର କଣ୍ଟାବୁଦା, ଲିବାନୋନ୍ର ଏକ ବିରାଟ ଦବଦୋରୁ ବୃକ୍ଷ ନିକଟକୁ ଏହି ବାଣୀ ପଠାଇଲା। କ୍ଷୁଦ୍ର କଣ୍ଟାବୁଦା ଏହି କଥା କହିଲା, 'ତୁମ୍ଭର କନ୍ଯା ମାରେ ପୁତ୍ରକୁ ବିବାହ କରୁ।' କିନ୍ତୁ ଏକ ହିଂସ୍ରଜନ୍ତୁ ଆସିଲା ଓ କଣ୍ଟାବୁଦା ଉପର ଦଇେ ଚାଲିଗଲା। ଆଉ ତାହାକୁ ସମ୍ପୂର୍ଣ୍ଣ ନଷ୍ଟ କରି ଦଲୋ।