English
ଦିତୀୟ ବଂଶାବଳୀ 3:3 ଚିତ୍ର
ପରମେଶ୍ବରଙ୍କ ମନ୍ଦିରର ଭିତ୍ତିମୂଳ ସ୍ଥାପନ ନିମନ୍ତେ ଶଲୋମନ ଏହି ପ୍ରକାରର ମାପ ବ୍ଯବହାର କରିଥିଲେ। ଭିତ୍ତିମୂଳ ଷାଠିଏ ହାତ ଲମ୍ବ ଓ କୋଡ଼ିଏ ହାତ ପ୍ରସ୍ଥ ଥିଲା। ଶଲୋମନ ମନ୍ଦିରର ମାପ ନଲୋବଳକେୁ ପୁରୁଣା ମାପର ବ୍ଯବହାର କରିଥିଲେ।