ଓଡ଼ିଆ ଓଡ଼ିଆ ବାଇବେଲ ଦିତୀୟ ବଂଶାବଳୀ ଦିତୀୟ ବଂଶାବଳୀ 36 ଦିତୀୟ ବଂଶାବଳୀ 36:17 ଦିତୀୟ ବଂଶାବଳୀ 36:17 ଚିତ୍ର English

ଦିତୀୟ ବଂଶାବଳୀ 36:17 ଚିତ୍ର

ତେଣୁ ପରମେଶ୍ବର ଯିହୁଦା ୟିରୁଶାଲମର ଲୋକମାନଙ୍କୁ ଆକ୍ରମଣ କରିବା ନିମନ୍ତେ ବାବିଲର ରାଜାକୁ ଆଣିଲେ। ୟୁବା ଲୋକମାନେ ମନ୍ଦିର ମଧିଅରେ ଥିଲେ ସୁଦ୍ଧା, ବାବିଲର ରାଜା ସମାନଙ୍କେୁ ହତ୍ଯା କଲେ। ସେ ଯିହୁଦା ୟିରୁଶାଲମର ଲୋକମାନଙ୍କୁ କିଛି ଦୟା କଲେ ନାହିଁ। ବାବିଲର ରାଜା ଉଭୟ ୟୁବା ବୃଦ୍ଧ ଲୋକମାନଙ୍କୁ ହତ୍ଯା କଲେ। ସେ ପୁରୁଷ ସ୍ତ୍ରୀଙ୍କୁ ହତ୍ଯା କଲେ। ସେ ରୋଗୀ ସୁସ୍ଥ ଲୋକଙ୍କୁ ହତ୍ଯା କଲେ, ପରମେଶ୍ବର ଯିହୁଦା ୟିରୁଶାଲମର ଲୋକମାନଙ୍କ ଉପରେ ନବୂଖଦ୍ନିତ୍ସରଙ୍କୁ ବିଜଯୀ କଲେ।
Click consecutive words to select a phrase. Click again to deselect.
ଦିତୀୟ ବଂଶାବଳୀ 36:17

ତେଣୁ ପରମେଶ୍ବର ଯିହୁଦା ଓ ୟିରୁଶାଲମର ଲୋକମାନଙ୍କୁ ଆକ୍ରମଣ କରିବା ନିମନ୍ତେ ବାବିଲର ରାଜାକୁ ଆଣିଲେ। ୟୁବା ଲୋକମାନେ ମନ୍ଦିର ମଧିଅରେ ଥିଲେ ସୁଦ୍ଧା, ବାବିଲର ରାଜା ସମାନଙ୍କେୁ ହତ୍ଯା କଲେ। ସେ ଯିହୁଦା ଓ ୟିରୁଶାଲମର ଲୋକମାନଙ୍କୁ କିଛି ଦୟା କଲେ ନାହିଁ। ବାବିଲର ରାଜା ଉଭୟ ୟୁବା ଓ ବୃଦ୍ଧ ଲୋକମାନଙ୍କୁ ହତ୍ଯା କଲେ। ସେ ପୁରୁଷ ଓ ସ୍ତ୍ରୀଙ୍କୁ ହତ୍ଯା କଲେ। ସେ ରୋଗୀ ଓ ସୁସ୍ଥ ଲୋକଙ୍କୁ ହତ୍ଯା କଲେ, ପରମେଶ୍ବର ଯିହୁଦା ଓ ୟିରୁଶାଲମର ଲୋକମାନଙ୍କ ଉପରେ ନବୂଖଦ୍ନିତ୍ସରଙ୍କୁ ବିଜଯୀ କଲେ।

ଦିତୀୟ ବଂଶାବଳୀ 36:17 Picture in Oriya