2 Corinthians 10:14
ଆମ୍ଭେ ଅଧିକ ଗର୍ବ କରୁ ନାହୁଁ। ଆମ୍ଭେ ତୁମ୍ଭମାନଙ୍କ ପାଖକୁ ନ ଆସି ଥିଲେ ଆମ୍ଭେ ମିଛଟା ରେ ଅତ୍ଯଧିକ ପ୍ରଶଂସା ନଇେଥାନ୍ତୁ। କିନ୍ତୁ ବାସ୍ତବିକତା ଆମ୍ଭମାନେେ ଖ୍ରୀଷ୍ଟଙ୍କର ସୁସମାଚାର ସହିତ ତୁମ୍ଭମାନଙ୍କ ପାଖ ରେ ପହଁଚିଛୁ।
2 Corinthians 10:14 in Other Translations
King James Version (KJV)
For we stretch not ourselves beyond our measure, as though we reached not unto you: for we are come as far as to you also in preaching the gospel of Christ:
American Standard Version (ASV)
For we stretch not ourselves overmuch, as though we reached not unto you: for we came even as far as unto you in the gospel of Christ:
Bible in Basic English (BBE)
For we have no need to make ourselves seem more than we are, as if our authority did not come as far as to you: for we came even as far as you with the good news of Christ:
Darby English Bible (DBY)
For we do not, as not reaching to you, overstretch ourselves, (for we have come to you also in the glad tidings of the Christ;)
World English Bible (WEB)
For we don't stretch ourselves too much, as though we didn't reach to you. For we came even as far as to you with the Gospel of Christ,
Young's Literal Translation (YLT)
for not as not reaching to you do we stretch ourselves overmuch, for even unto you did we come in the good news of the Christ,
| For | οὐ | ou | oo |
| we stretch not | γὰρ | gar | gahr |
| ourselves | ὡς | hōs | ose |
| beyond | μὴ | mē | may |
| though as measure, our | ἐφικνούμενοι | ephiknoumenoi | ay-fee-KNOO-may-noo |
| we reached | εἰς | eis | ees |
| not | ὑμᾶς | hymas | yoo-MAHS |
| unto | ὑπερεκτείνομεν | hyperekteinomen | yoo-pare-ake-TEE-noh-mane |
| you: | ἑαυτούς | heautous | ay-af-TOOS |
| for | ἄχρι | achri | AH-hree |
| come are we | γὰρ | gar | gahr |
| as far as | καὶ | kai | kay |
| to you | ὑμῶν | hymōn | yoo-MONE |
| also | ἐφθάσαμεν | ephthasamen | ay-FTHA-sa-mane |
| in | ἐν | en | ane |
| preaching the | τῷ | tō | toh |
| gospel | εὐαγγελίῳ | euangeliō | ave-ang-gay-LEE-oh |
| of | τοῦ | tou | too |
| Christ: | Χριστοῦ | christou | hree-STOO |
Cross Reference
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 4:15
ଖ୍ରୀଷ୍ଟଙ୍କଠା ରେ ତୁମ୍ଭମାନଙ୍କର ଦଶ ହଜାର ଶିକ୍ଷକ ଥାଇ ପାରନ୍ତି, କିନ୍ତୁ ତୁମ୍ଭମାନଙ୍କର ଅନକେ ପିତା ନାହାଁନ୍ତି, ସୁସମାଚାର ଦ୍ବାରା ଖ୍ରୀଷ୍ଟଯୀଶୁଙ୍କ ସକାେଶ ମୁଁ ତୁମ୍ଭମାନଙ୍କର ପିତା ହାଇେଛି।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1:11
ଏହି ଉପଦେଶ ପରମେଶ୍ବର ମାେତେ ପ୍ରଚାର କରିବାକୁ ଦଇେଥିବା ସୁସମାଚାରର ଅଂଶବିଶଷେ। ଏହି ମହିମାମୟ ସୁସମାଚାର ପରମଧନ୍ଯ ପରମେଶ୍ବରଙ୍କଠାରୁ ଆସିଛି।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:5
ତୁମ୍ଭମାନଙ୍କର ଭରସା ହତେୁ ତୁମ୍ଭମାନେେ ଖ୍ରୀଷ୍ଟଙ୍କୁ ବିଶ୍ବାସ ଓ ସାଧୁମାନଙ୍କୁ ପ୍ ରମେ କରୁଛ। ତୁମ୍ଭେ ଯେଉଁ ବିଷୟଗୁଡ଼ିକ ପାଇଁ ଭରସା କରୁଛ, ତାହା ସ୍ବର୍ଗ ରେ ତୁମ୍ଭ ପାଇଁ ସୁରକ୍ଷିତ ଅଛି। ତୁମ୍ଭମାନେେ ଯେତବେେଳେ ସତ୍ଶିକ୍ଷା ବା ସୁସମାଚାର ଶୁଣିଥିଲ, ସେତବେେଳେ ଏହି ଭରସା ବିଷୟ ରେ ଜାଣିଥିଲ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1:6
ଅଳ୍ପକ୍ଷଣ ପୂର୍ବରୁ ପରମେଶ୍ବର ତାହାଙ୍କର ଅନୁଗମନ କରିବା ନିମନ୍ତେ ତୁମ୍ଭମାନଙ୍କୁ ତାହାଙ୍କ ଅନୁଗ୍ରହ ରେ ଖ୍ରୀଷ୍ଟଙ୍କ ମାଧ୍ଯମ ରେ ଡ଼ାକିଥିଲେ। କିନ୍ତୁ ଏବେ ମୁଁ ଏହା ଜାଣି ଅତି ଆଶ୍ଚର୍ୟ୍ଯ ହଲିେ ଯେ, ତୁମ୍ଭମାନେେ ସହେି ପରମେଶ୍ବରଙ୍କଠାରୁ ଦୂ ରଇେ ଯାଇ, କୌଣସି ଅନ୍ୟ ସୁସମାଚାରକୁ ବିଶ୍ବାସ କରୁଛ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 4:4
ଅବିଶ୍ବାସୀମାନଙ୍କ ମନକୁ ଜଗତପତି ଶୟତାନ ଅନ୍ଧ କରି ଦଇେଛି। ତେଣୁ ସମାନେେ ଖ୍ରୀଷ୍ଟଙ୍କର ସୁସମାଚାରର ଆଲୋକ ଦେଖି ପାରନ୍ତି ନାହିଁ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 3:1
ଆମ୍ଭେ କ'ଣ ପୁନର୍ବାର ନିଜ ପ୍ରଶଂସା ନିଜେ କରିବାକୁ ଆରମ୍ଭ କରିଅଛୁ ? ଆମ୍ଭେ କ'ଣ ତୁମ୍ଭମାନଙ୍କଠାରୁ ବା ତୁମ୍ଭମାନଙ୍କ ପାଖକୁ ପ୍ରଶଂସା ପତ୍ର ନବୋ ଦରକାର କି ? କେତକେ ଲୋକ ଏପରି କରନ୍ତି।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 2:12
ମୁଁ ଯୀଶୁ ଖ୍ରୀଷ୍ଟଙ୍କର ସୁସମାଚାର ପ୍ରଚାର କରିବା ପାଇଁ ତ୍ରୋଯା ନଗରକୁ ଯାଇଥିଲି। ପ୍ରଭୁ ସଠାେରେ ମାେତେ ଭଲ ସୁଯୋଗଟିଏ ଦେଲେ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 9:1
ମୁଁ ଜଣେ ସ୍ବାଧୀନ ବ୍ଯକ୍ତି। ମୁଁ ଜଣେ ପ୍ ରରେିତ। ମୁଁ ଆମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କୁ ଦେଖିଛି। ପ୍ରଭୁଙ୍କ ନିମନ୍ତେ ମାେ କାର୍ୟ୍ଯର ଫଳ ସ୍ବରୂପ ତୁମ୍ଭମାନେେ ପରିବର୍ତ୍ତିତ ହାଇେଛ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 3:10
ଜଣେ ଦକ୍ଷ ଗୃହନିର୍ମାଣକାରୀ ଭଳି ମୁଁ ସେ ଘରର ଭିତ୍ତି ସ୍ଥାପନ କଲି। ପରମେଶ୍ବରଙ୍କ ଦତ୍ତ ଅନୁଗ୍ରହ ମୁଁ ସେଥିପାଇଁ ବ୍ଯବହାର କଲି। ଅନ୍ୟମାନେ ସହେି ଭିତ୍ତିଭୂମି ଉପରେ ଗୃହ ନିର୍ମାଣ କରିବେ, କିନ୍ତୁ ପ୍ରେତ୍ୟକକ ଲୋକ ନିର୍ମାଣ କଲା ବେଳେ ସେ କିପରି ନିର୍ମାଣ କରୁଛି। ଏବିଷୟ ରେ ସତର୍କ ହବୋ ଉଚିତ୍।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 3:5
ଆପଲ୍ଲ କ'ଣ ବିଶିଷ୍ଟ ଲୋକ ଅଟନ୍ତି ନା! ପାଉଲ ମହାନ୍ ଅଟନ୍ତି ? ନା! ଆମ୍ଭେ କବଳେ ପ୍ରଭୁଙ୍କର ସବେକ ଅଟୁ। ଆମ୍ଭେ ତାହାଙ୍କଠା ରେ ବିଶ୍ବାସ କରିବା ରେ ତୁମ୍ଭମାନଙ୍କୁ ସାହାୟ୍ଯ କରିଛୁ। ପ୍ରଭୁଙ୍କ ଦ୍ବାରା ଦିଆଯାଇଥିବା କାମ ହିଁ ଆମ୍ଭେ ସମ୍ପୂର୍ଣ୍ଣ କରିଛୁ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 2:10
କିନ୍ତୁ ପରମେଶ୍ବର ଆତ୍ମାଙ୍କ ମାଧ୍ଯମ ରେ ଏହି ନିଗୂଢ଼ ବିଷୟମାନ ଆମକୁ ଦଖାଇେ ଦଇେଛନ୍ତି।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 16:25
ପରମେଶ୍ବର ହିଁ ତୁମ୍ଭକୁ ଦୃଢ କରି ପାରନ୍ତି। ମୁଁ ତୁମ୍ଭମାନଙ୍କୁ ଦୃଢ ଦବୋ ପାଇଁ ଯେଉଁ ସମାଗ୍ଭର ପ୍ରଗ୍ଭର କରୁଛି ସହେି ସତ୍ଯ ସୃଷ୍ଟି ଆରମ୍ଭରୁ ଗୁପ୍ତ ଭାବରେ ଥିଲା।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 15:18
ମୁଁ ନିଜେ କରିଥିବା କାର୍ୟ୍ଯ ବିଷୟ ରେ କିଛି କହିବି ନାହିଁ। ମୁଁ କବଳେ ସହେି କଥା ଗୁଡିକ କହିବି, ଯାହା ଖ୍ରୀଷ୍ଟୟିଶୁ ମାେ ଦ୍ବାରା କରିଛନ୍ତି ୟବ୍ଦ୍ବାରା ଅଣଯିହୂଦୀମାନେ ପରମେଶ୍ବରଙ୍କ ବାଧ୍ଯ ହବେେ। ସମାନେେ ମାେ କଥା ଓ କାର୍ୟ୍ଯ ପାଇଁ ପରମେଶ୍ବରଙ୍କୁ ମାନିଛନ୍ତି।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:16
ଯେଉଁ ଦିନ ପରମେଶ୍ବର ଲୋକମାନଙ୍କ ଭିତ ରେ ଥିବା ଗୁପ୍ତକଥା ଗୁଡ଼ିକର ନ୍ଯାୟବିଚ଼ାର କରିବେ ସହେି ଦିନ ଏହି କଥା ଘଟିବ। ମୁଁ ଯେଉଁ ସୁସମାଚ଼ାର ଲୋକମାନଙ୍କୁ କହୁଛି, ତାହା କୁ ହେ ଯେ, ପରମେଶ୍ବର ଖ୍ରୀଷ୍ଟ ୟିଶୁଙ୍କ ଦ୍ବାରା, ଲୋକମାନଙ୍କର ନ୍ଯାୟବିଚ଼ାର କରିବେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:16
ମୁଁ ଏହି ସୁସମାଚ଼ାର ପାଇଁ ଗର୍ବ ଅନୁଭବ କରୁଛି। ଏହି ସୁସମାଚ଼ାର ହେଉଛି ଶକ୍ତି, ଯାହା ଦ୍ବାରା ପରମେଶ୍ବର ତାହାଙ୍କୁ ବିଶ୍ବାସ କରୁଥିବା ପ୍ରେତ୍ୟକକ ଲୋକଙ୍କୁ ଉଦ୍ଧାର କରନ୍ତି। ପ୍ରଥମେ ଯିହୂଦୀମାନଙ୍କୁ ଓ ପରେ ଅଣଯିହୂଦୀମାନଙ୍କୁ ମଧ୍ଯ।
ରେରିତମାନଙ୍କ କାର୍ଯ୍ୟର ବିବରଣ 20:24
କିନ୍ତୁ, ମୁଁ ପ୍ରଭୁ ଯୀଶୁଙ୍କଠାରୁ ପରମେଶ୍ବରଙ୍କ ଅନୁଗ୍ରହଜନକ ସୁସମାଚ଼ାର ଘାଷେଣା କରିବାର ଯେଉଁ କାର୍ୟ୍ଯ ଓ ସବୋ ପଦ ପାଇଅଛି, ତାହା ସମ୍ପୂର୍ଣ୍ଣ କରିବା ନିମନ୍ତେ ପ୍ରାଣପଣେ ଚେ଼ଷ୍ଟା କରୁଛି। ଏଥିପାଇଁ ମାେ ନିଜର ଜୀବନକୁ ନିତାନ୍ତ ମୂଲ୍ଯହୀନ ମଣୁଅଛି।
ମାର୍କଲିଖିତ ସୁସମାଚାର 1:1
ଏହା ପରମେଶ୍ବରଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ସୁସମାଚାରର ଆରମ୍ଭ।