2 Corinthians 3:3
ଏହା ସ୍ପଷ୍ଟ ଯେ, ତୁମ୍ଭମାନେେ ଆମ୍ଭ ମାଧ୍ଯମ ରେ ଖ୍ରୀଷ୍ଟଙ୍କ ପ୍ ରରେିତ ଏକ ପତ୍ର ସ୍ବରୂପ। ଏହି ଚିଠିଟି କାଳି ରେ ନୁହେଁ, ମାତ୍ର ଜୀବନ୍ତ ପରମେଶ୍ବରଙ୍କ ଆତ୍ମା ଦ୍ବାରା ଲଖାେ ଯାଇଛି। ଏହା ପ୍ରସ୍ତର ଫଳକ ଉପରେ ଖାଦେିତ ନୁହେଁ ବରଂ ମନୁଷ୍ଯର ହୃଦୟ ରେ ଲିଖିତ।
2 Corinthians 3:3 in Other Translations
King James Version (KJV)
Forasmuch as ye are manifestly declared to be the epistle of Christ ministered by us, written not with ink, but with the Spirit of the living God; not in tables of stone, but in fleshy tables of the heart.
American Standard Version (ASV)
being made manifest that ye are an epistle of Christ, ministered by us, written not with ink, but with the Spirit of the living God; not in tables of stone, but in tables `that are' hearts of flesh.
Bible in Basic English (BBE)
For you are clearly a letter of Christ, the fruit of our work, recorded not with ink, but with the Spirit of the living God; not in stone, but in hearts of flesh.
Darby English Bible (DBY)
being manifested to be Christ's epistle ministered by us, written, not with ink, but [the] Spirit of [the] living God; not on stone tables, but on fleshy tables of [the] heart.
World English Bible (WEB)
being revealed that you are a letter of Christ, ministered by us, written not with ink, but with the Spirit of the living God; not in tablets of stone, but in tablets that are hearts of flesh.
Young's Literal Translation (YLT)
manifested that ye are a letter of Christ ministered by us, written not with ink, but with the Spirit of the living God, not in the tablets of stone, but in fleshy tablets of the heart,
| Forasmuch as ye are manifestly | φανερούμενοι | phaneroumenoi | fa-nay-ROO-may-noo |
declared | ὅτι | hoti | OH-tee |
| to be | ἐστὲ | este | ay-STAY |
| epistle the | ἐπιστολὴ | epistolē | ay-pee-stoh-LAY |
| of Christ | Χριστοῦ | christou | hree-STOO |
| ministered | διακονηθεῖσα | diakonētheisa | thee-ah-koh-nay-THEE-sa |
| by | ὑφ' | hyph | yoof |
| us, | ἡμῶν | hēmōn | ay-MONE |
| written | ἐγγεγραμμένη | engegrammenē | ayng-gay-grahm-MAY-nay |
| not | οὐ | ou | oo |
| with ink, | μέλανι | melani | MAY-la-nee |
| but | ἀλλὰ | alla | al-LA |
| with the Spirit | πνεύματι | pneumati | PNAVE-ma-tee |
| of the living | θεοῦ | theou | thay-OO |
| God; | ζῶντος | zōntos | ZONE-tose |
| not | οὐκ | ouk | ook |
| in | ἐν | en | ane |
| tables | πλαξὶν | plaxin | pla-KSEEN |
| of stone, | λιθίναις | lithinais | lee-THEE-nase |
| but | ἀλλ' | all | al |
| in | ἐν | en | ane |
| fleshy | πλαξὶν | plaxin | pla-KSEEN |
| tables | καρδίας | kardias | kahr-THEE-as |
| of the heart. | σαρκίναις | sarkinais | sahr-KEE-nase |
Cross Reference
ଯିରିମିୟ 31:33
ମାତ୍ର ସଦାପ୍ରଭୁ କହନ୍ତି, ଭବିଷ୍ଯତ ରେ ଆମ୍ଭେ ଇଶ୍ରାୟେଲ ବଂଶ ସହିତ ଏହି ନିଯମ ସ୍ଥିର କରିବା। ଆମ୍ଭେ ସମାନଙ୍କେ ଅନ୍ତର ରେ ଆମ୍ଭର ବ୍ଯବସ୍ଥା ରଖିବା ଓ ସମାନଙ୍କେ ହୃଦଯ ରେ ଆମ୍ଭେ ତାହା ଲେଖିବା। ଆଉ ଆମ୍ଭେ ସମାନଙ୍କେର ପରମେଶ୍ବର ହବୋ ଓ ସମାନେେ ଆମ୍ଭର ଲୋକ ହବେେ।
ଯିହିଜିକଲ 11:19
ଏବଂ ଆମ୍ଭେ ସମାନଙ୍କେୁ ଏକ ହୃଦଯ ଦବୋ ଓ ସମାନଙ୍କେର ଅନ୍ତର ରେ ଏକ ନୂତନ ଆତ୍ମା ସ୍ଥାପନ କରିବା। ଆମ୍ଭେ ସମାନଙ୍କେଠାରୁ କଠିନ ହୃଦଯ ଦୂର କରି, ସମାନଙ୍କେୁ କୋମଳ ହୃଦଯ ଦବୋ।
ଏବ୍ରୀମାନଙ୍କ ନିକଟକୁ ପତ୍ର 8:10
ଏହି ନୂତନ ନିୟମଟି ମୁଁ ଇଶ୍ରାୟେଲର ଲୋକଙ୍କ ସହତ କରିବି, ଏହି ନିୟମଟି ମୁଁ ଭବିଷ୍ଯତ ରେ କରିବି ପ୍ରଭୁ କୁହନ୍ତି : ମୁଁ ସମାନଙ୍କେ ମନ ରେ ଆପଣା ବ୍ଯବସ୍ଥା ଦବେି ସମାନଙ୍କେ ହୃଦୟ ରେ ସହେିସବୁ ଲେଖିବି। ମୁଁ ସମାନଙ୍କେ ପରମେଶ୍ବର ହବେି, ଓ ସମାନେେ ମାରେ ଲୋକ ହବେେ।
ମାଥିଉଲିଖିତ ସୁସମାଚାର 16:16
ଶିମାନେ ପିତର ଉତ୍ତର ଦେଲେ, ଆପଣ ହେଉଛନ୍ତି ଖ୍ରୀଷ୍ଟ। ଜୀବନ୍ତ ପରମେଶ୍ବରଙ୍କ ପୁତ୍ର।
ହିତୋପଦେଶ 3:3
ପ୍ ରମେ, ବିଶ୍ବାସ ଏବଂ ସତ୍ଯତା ତୁମ୍ଭକୁ କବେେ ପରିତ୍ଯାଗ କରିବା ଉଚିତ୍ ନୁହଁ। ଆପଣା ଗଳା ରେ ସଗେୁଡ଼ିକ ବାନ୍ଧି ରଖ। ଆପଣା ହୃଦଯ ରେ ସଗେୁଡ଼ିକ ଲେଖିରଖ।
ଯାତ୍ରା ପୁସ୍ତକ 24:12
ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ପର୍ବତ ଉପରେ ମାେ ପାଖକୁ ଆସ। ଏଠା ରେ ରୁହ। ମୁଁ ପ୍ରସ୍ତର ଫଳକ ତୁମ୍ଭକୁ ଦବେି, ବ୍ଯବସ୍ଥା ଓ ଆଜ୍ଞା, ଯାହା ମୁଁ ସମାନଙ୍କେୁ ଶିକ୍ଷା ଦବୋକୁ ଲେଖିଛି।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 6:16
ପରମେଶ୍ବରଙ୍କ ମନ୍ଦିର ଓ ମୂର୍ତ୍ତିଗୁଡ଼ିକ ମଧିଅରେ ଚୁକ୍ତି ହାଇେ ପାରିବ ନାହିଁ, କାରଣ ଆମ୍ଭେ ହେଉଛୁ ପରମେଶ୍ବରଙ୍କ ମନ୍ଦିର। ଯେପରି ପରମେଶ୍ବର କହିଛନ୍ତି :
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1:9
ଆମ୍ଭେ ତୁମ୍ଭମାନଙ୍କ ସହିତ ଥିଲା ବେଳେ, ଯେପରି ଭଲ ଭାବରେ ତୁମ୍ଭମାନେେ ଆମ୍ଭମାନଙ୍କୁ ଗ୍ରହଣ କରିଥିଲ, ସେ ବିଷୟ ରେ ସର୍ବତ୍ର ଲୋକମାନେ କଥାବାର୍ତ୍ତା ହେଉଛନ୍ତି। ତୁମ୍ଭମାନେେ କିପରି ମୂର୍ତ୍ତିପୂଜା ବନ୍ଦ କରି, ଜୀବିତ ଓ ପ୍ରକୃତ ପରମେଶ୍ବରଙ୍କ ସବୋ କରିବା ପାଇଁ ପରିବର୍ତ୍ତିତ ହେଲ, ସେ ବିଷୟ ରେ ସମାନେେ କହନ୍ତି।
ଯାତ୍ରା ପୁସ୍ତକ 31:18
ତେଣୁ ସଦାପ୍ରଭୁ ସୀନଯ ପର୍ବତ ରେ ମାଶାଙ୍କେ ସହିତ କଥାବାର୍ତ୍ତା ନିଯମ ସ୍ବରୂପେ ପରମେଶ୍ବରଙ୍କ ଅଙ୍ଗୁଳି-ଲିଖିତ ଦୁଇଟି ପ୍ରସ୍ତର ପଟା ଫଳକ ତାଙ୍କୁ ଦେଲେ।
ଗୀତସଂହିତା 40:8
ହେ ମାରେ ପରମେଶ୍ବର, ତୁମ୍ଭେ ୟାହା ଚାହୁଁଛ, ମୁଁ ତାହା କରିବାକୁ ଚାହୁଁଛି। ତୁମ୍ଭର ନୀତିଶିକ୍ଷା ମାେ' ହୃଦଯରେ ଅଛି।
ଗୀତସଂହିତା 84:2
ହେ ସଦାପ୍ରଭୁ, ମୁଁ ଅନ୍ୟ କିଛି ଅପେକ୍ଷା, ତୁମ୍ଭ ମନ୍ଦିରର ଅଗଣାରେ ପ୍ରବେଶ କରିବାକୁ ଅଧିକ ଚା ହେଁ। ମୁଁ ମାରେ ହୃଦଯ ଓ ଶରୀର ଆନନ୍ଦର ସହିତ ଜୀବନ୍ତ ପରମେଶ୍ବରଙ୍କ ଦର୍ଶନ ନିମନ୍ତେ ବ୍ଯାକୁଳ।
ଗୀତସଂହିତା 42:2
ମାରେ ପ୍ରାଣ ଜୀବନ୍ତ ପରମେଶ୍ବରଙ୍କ ନିମନ୍ତେ ତୃଷିତ। ମୁଁ କବେେ ପ୍ରଭୁଙ୍କ ଦର୍ଶନ ପାଇବି ?
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3:1
ସାର୍ଦ୍ଦୀ ମଣ୍ଡଳୀର ଦୂତଙ୍କୁ ଏହା ଲେଖ : ଯାହାଙ୍କଠା ରେ ପରମେଶ୍ବରଙ୍କର ସାତାଟେି ଆତ୍ମା ଓ ସାତାଟେି ନକ୍ଷତ୍ର ଅଛି, ସେ ଏହି କଥାଗୁଡ଼ିକ ତୁମ୍ଭକୁ କହୁଛନ୍ତି, ମୁଁ ତୁମ୍ଭ କର୍ମ ବିଷୟ ରେ ଜାଣେ। ଲୋକମାନେ କହନ୍ତି, ତୁମ୍ଭେ ନାମକୁ ମାତ୍ର ଜୀବିତ, କିନ୍ତୁ ପ୍ରକୃତ ରେ ମୃତ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3:7
ଫିଲାଦେଲ୍ଫିଆସ୍ଥିତ ମଣ୍ଡଳୀର ଦୂତଙ୍କୁ ଏହା ଲେଖ :
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3:14
ଲାଅଦିକୀଆ ମଣ୍ଡଳୀର ଦୂତଙ୍କ ପାଖକୁ ଏହା ଲେଖ :
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2:8
ସୁ୍ମର୍ଣ୍ଣା ମଣ୍ଡଳୀର ଦୂତଙ୍କୁ ଏହା ଲେଖ :
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2:18
ଥୁୟତୀରା ମଣ୍ଡଳୀର ଦୂତଙ୍କୁ ଏହା ଲେଖ :
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2:12
ପର୍ଗମ ମଣ୍ଡଳୀକୁ ଦୂତଙ୍କୁ ଏହା ଲେଖ :
ଯାତ୍ରା ପୁସ୍ତକ 34:1
ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ପ୍ରଥମ ପ୍ରସ୍ତର ଫଳକ ପରି ଆଉ ଦୁଇଟି ପ୍ରସ୍ତର ଫଳକ ତିଆରି କର। ଆଗ ପ୍ରସ୍ତର ଫଲକରେ ଯାହା ଲଖାେ ଥିଲା ଯାହା ତୁମ୍ଭେ ଚୁର୍ଣ୍ଣ କରିଛ ମୁଁ ଏହି ପ୍ରସ୍ତର ଫଳକରେ ତାହାସବୁ ଲେଖିବି।
ଯିହୋଶୂୟ 3:10
ଜୀବିତ ପରମେଶ୍ବର ଯେ ତୁମ୍ଭମାନଙ୍କ ସହିତ ଅଛନ୍ତି ଏହା ଦ୍ବାରା ତୁମ୍ଭମାନେେ ଜାଣି ପାରିବ। ସେ, କିଣାନୀଯ ହିତ୍ତୀଯ, ହିଦ୍ଦୀଯ ପରିସୀଯ, ଗିର୍ଗାଶୀଯ, ଇ ମାରେୀଯ ଓ ୟିବୂଷୀଯ ଲୋକମାନଙ୍କୁ ତୁମ୍ଭମାନଙ୍କ ସମ୍ମକ୍ସ୍ଟଖରକ୍ସ୍ଟ ସହେି ଭୂମିରକ୍ସ୍ଟ ନିଶ୍ଚିତ ତଡି ଦବେେ।
ପ୍ରଥମ ଶାମୁୟେଲ 17:26
ଦାଉଦ ସଠାେରେ ଠିଆ ହାଇେଥିବା ଲୋକମାନଙ୍କୁ ପଚାରିଲେ, ସେ କ'ଣ କହିଲା? ଯେଉଁଲୋକ ଏହି ପଲେଷ୍ଟୀୟକକ୍ସ୍ଟ ବଧ କରି ଏବଂ ଇଶ୍ରାୟେଲର ଏହି ଅପମାନ ଦୂର କରିବ, ତାହାପ୍ରତି କ'ଣ କରାୟିବ? କିଏ ଏହି ଅସକ୍ସ୍ଟନ୍ନତ ପଲେଷ୍ଟୀୟ ୟିଏ ଜୀବିତ ପରମେଶ୍ବରଙ୍କ ସୈନ୍ଯ ଛାଉଣୀକି ଅବମାନନା କରିବାକୁ ସାହାସ କରେ।
ହିତୋପଦେଶ 7:3
ତାହାକୁ ଆଙ୍ଗୁଳି ରେ ବାନ୍ଧି ରଖ, ନିଜ ହୃଦଯ ରେ ଲେଖି ରଖ।
ଯିରିମିୟ 10:10
ମାତ୍ର ସଦାପ୍ରଭୁ ସତ୍ଯ ପରମେଶ୍ବର ଅଟନ୍ତି। ସେ ଜୀବନ୍ତ ପରମେଶ୍ବର ଓ ଅନନ୍ତକାଳସ୍ଥାଯୀ ରାଜା। ଯେତବେେଳେ ସେ କୋପ କରନ୍ତି ପୃଥିବୀ କିତ ହୁଏ। ବିଦେଶୀ ରାଷ୍ଟ୍ର ତାଙ୍କ କୋର୍ଧ ସହ୍ଯ କରିପାରିବେ ନାହିଁ।
ଯିରିମିୟ 17:1
ଯିହୁଦାର ପାପ ଏପରି ଏକ ସ୍ଥାନ ରେ ଲିଖିତ ହାଇେଅଛି, ଯାହାକୁ ସମାନେେ ଲିଭାଇ ପାରିବେ ନାହିଁ। ସମାନଙ୍କେର ପାପ ଲୌହ ଲେଖନୀ ଓ ହୀରକର କଣ୍ଟକ ଦ୍ବାରା ପଥର ଫଳକରେ ଲିଖିତ ହାଇେଅଛି। ଯେଉଁଟା କି ସମାନଙ୍କେର ହୃଦଯ। ଆଉ ସମାନଙ୍କେର ୟଜ୍ଞବଦେୀର ଶିଙ୍ଗ ରେ ତାହା ଖାଦେିତ ହାଇେଅଛି।
ଯିହିଜିକଲ 36:25
ମୁଁ ତୁମ୍ଭମାନଙ୍କ ଉପ ରେ ଶୁଚି ଜଳ ଛିଞ୍ଚିବି ଓ ତହିଁରେ ତୁମ୍ଭମାନେେ ପବିତ୍ର ହବେ। ଆଉ ତୁମ୍ଭମାନଙ୍କର ସବୁ ଅ େଶୗଚରୁ ଓ ତୁମ୍ଭମାନଙ୍କର ସକଳ ପ୍ରତିମାଗଣଠାରୁ ମୁଁ ତୁମ୍ଭମାନଙ୍କୁ ଶୁଚି କରିବି।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 8:5
ଆକାଶ ବା ପୃଥିବୀ ରେ ଅନକଗେୁଡ଼ିଏ ତଥା-କଥିତ ଦବେତା ଥାଇ ପାରନ୍ତି (ଲୋକେ ଅନକେ ବସ୍ତୁକୁ ଦବଗେଣ ଓ ପ୍ରଭୁଗଣ ବୋଲି କହୁଛନ୍ତି, କିନ୍ତୁ ତାହା ମହତ୍ତ୍ବପୂର୍ଣ୍ଣ ନୁହେଁ।)
ଏବ୍ରୀମାନଙ୍କ ନିକଟକୁ ପତ୍ର 9:14
ନିଶ୍ଚିତ ରୂପେ ଖ୍ରୀଷ୍ଟଙ୍କର ରକ୍ତ ବହୁତ କିଛି ଅଧିକ କରିପା ରେ। ଖ୍ରୀଷ୍ଟ ଅନନ୍ତ ଆତ୍ମାଙ୍କ ଦ୍ବାରା ଆପଣାକୁ ନିଖୁଣ ବଳିସ୍ବରୂପେ ପରମେଶ୍ବରଙ୍କୁ ଉତ୍ସର୍ଗ କଲେ। ତାହାଙ୍କର ରକ୍ତ, ଆମ୍ଭର ମନ୍ଦକାର୍ୟ୍ଯରୁ ଆମ୍ଭକୁ ଧୋଇ ପୂର୍ଣ୍ଣ ଭାବରେ ଶୁଚି କରିଦବେ। ତାହାଙ୍କର ରକ୍ତ ଆମ୍ଭ ହୃଦୟକୁ ମଧ୍ଯ ପବିତ୍ର କରିବ। ଆମ୍ଭେ ପବିତ୍ର ହାଇେ ଜୀବନ୍ତ ପରମେଶ୍ବରଙ୍କର ସବୋ କରିପାରିବା।
ଏବ୍ରୀମାନଙ୍କ ନିକଟକୁ ପତ୍ର 10:16
ପ୍ରଭୁ କହିଲେ, ଭବିଷ୍ଯତ ରେ ମାେ ଲୋକମାନଙ୍କ ସହିତ ମୁଁ ଏହି ଚୁକ୍ତି କରିବି। ମୁଁ ମାେ ନିୟମଗୁଡ଼ିକୁ ସମାନଙ୍କେ ହୃଦୟ ରେ ରଖିବି। ମୁଁ ମାେ ନିୟମଗୁଡ଼ିକୁ ସମାନଙ୍କେ ମନ ରେ ଲେଖିବି। ୟିରିମିୟ 31:33
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2:1
ଏଫିସ ନଗରର ମଣ୍ଡଳୀର ଦୂତଙ୍କୁ ଏହା ଲେଖ :
ଦାନିଏଲ 6:26
ମୁଁ ଆଦେଶ ଦଲେି ଯେ, ମାରେରାଜ୍ଯସ୍ଥ ସମୁଦାଯ ପ୍ରଦେଶର ସମସ୍ତ ଲୋକମାନେ ଦାନିୟେଲଙ୍କ ପରମେଶ୍ବରଙ୍କୁ ଭୟ ଓ ଭକ୍ତି କରିବା ଉଚିତ୍।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3:22
ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍।