2 Corinthians 4:14
କାରଣ ଆମ୍ଭେ ଜାଣୁ ଯେ, ଯେଉଁ ପରମେଶ୍ବର ଯୀଶୁଙ୍କୁ ମୃତ୍ଯୁର ପୁନରୁତ୍ଥିତ କଲେ, ସେ ଆମ୍ଭକୁ ମଧ୍ଯ ଯୀଶୁଙ୍କ ସହ ପୁନରୁତ୍ଥିତ କରିବେ।
2 Corinthians 4:14 in Other Translations
King James Version (KJV)
Knowing that he which raised up the Lord Jesus shall raise up us also by Jesus, and shall present us with you.
American Standard Version (ASV)
knowing that he that raised up the Lord Jesus shall raise up us also with Jesus, and shall present us with you.
Bible in Basic English (BBE)
Because we are certain that he who made the Lord Jesus come back from the dead, will do the same for us, and will give us a place in his glory with you.
Darby English Bible (DBY)
knowing that he who has raised the Lord Jesus shall raise us also with Jesus, and shall present [us] with you.
World English Bible (WEB)
knowing that he who raised the Lord Jesus will raise us also with Jesus, and will present us with you.
Young's Literal Translation (YLT)
knowing that He who did raise up the Lord Jesus, us also through Jesus shall raise up, and shall present with you,
| Knowing | εἰδότες | eidotes | ee-THOH-tase |
| that | ὅτι | hoti | OH-tee |
| he which | ὁ | ho | oh |
| up raised | ἐγείρας | egeiras | ay-GEE-rahs |
| the | τὸν | ton | tone |
| Lord | κύριον | kyrion | KYOO-ree-one |
| Jesus | Ἰησοῦν | iēsoun | ee-ay-SOON |
| up raise shall | καὶ | kai | kay |
| us | ἡμᾶς | hēmas | ay-MAHS |
| also | διὰ | dia | thee-AH |
| by | Ἰησοῦ | iēsou | ee-ay-SOO |
| Jesus, | ἐγερεῖ | egerei | ay-gay-REE |
| and | καὶ | kai | kay |
| shall present | παραστήσει | parastēsei | pa-ra-STAY-see |
| us with | σὺν | syn | syoon |
| you. | ὑμῖν | hymin | yoo-MEEN |
Cross Reference
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 4:14
ଆମ୍ଭେ ବିଶ୍ବାସ କରୁ ଯେ, ଯୀଶୁ ମଲେ। କିନ୍ତୁ ଆମ୍ଭେ ବିଶ୍ବାସ କରୁ ଯେ, ଯୀଶୁ ପୁନରୁତ୍ଥିତ ହେଲେ। ଅତଏବ, ଯୀଶୁଙ୍କ ହତେୁ ଯୀଶୁଙ୍କ ସହିତ ମୃତ ବ୍ଯକ୍ତିମାନଙ୍କୁ ପରମେଶ୍ବର ଏକାଠି ଆଣିବେ।
ଯିହୂଦାଙ୍କ ପତ୍ର 1:24
ପରମେଶ୍ବର ଶକ୍ତିଶାଳୀ ଓ ସେ ତୁମ୍ଭକୁ ପତନରୁ ରକ୍ଷା କରିବେ। ସେ ତୁମ୍ଭକୁ ମନ୍ଦରୁ ରକ୍ଷା କରି ନିଜର ଗୌରବ ସମ୍ମୁଖରୁ ଆଣି ପାରିବେ ଓ ତୁମ୍ଭକୁ ମହାନନ୍ଦ ଦଇେ ପାରିବେ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 5:27
ଯେପରି ସମ୍ପୂର୍ଣ୍ଣ ମହିମା(ସୌନ୍ଦର୍ୟ୍ଯ)ର ସହିତ ମଣ୍ଡଳୀକୁ ନିଜଠା ରେ ତାହାଙ୍କ କନ୍ଯା ରୂପେ ଉପସ୍ଥାପିତ କରାଇପାରନ୍ତି, ଏଥିନିମନ୍ତେ ଖ୍ରୀଷ୍ଟ ମୃତ୍ଯୁ ଭୋଗ କଲେ। ମଣ୍ଡଳୀ ମଧିଅରେ ଯେପରି କୌଣସି ମନ୍ଦ କର୍ମ, ପାପ କି ଭୁଲ କାର୍ୟ୍ଯ ଦଖାେ ନ ଯାଏ, ମାତ୍ର ତହା ପବିତ୍ର, ନିଖୁଣ ଓ ନିନ୍ଦାଶୂନ୍ଯ ହାଇପୋ ରେ, ଏଥିପାଇଁ ସେ ଆପଣାର ପ୍ରାଣ ଦେଲେ।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:22
କିନ୍ତୁ ଖ୍ରୀଷ୍ଟ ପୁଣି ଥରେ ତୁମ୍ଭମାନଙ୍କୁ ପରମେଶ୍ବରଙ୍କ ମିତ୍ର କରି ଦଇେଛନ୍ତି। ତାଙ୍କ ମାଂସମୟ ଶରୀର ରେ, ନିଜ ମୃତ୍ଯୁ ଦ୍ବାରା ସେ ଏହା କରିଛନ୍ତି। ନିଷ୍କଳଙ୍କ ଓ ନିର୍ଦ୍ ଦୋଷ ଭାବରେ ତୁମ୍ଭମାନଙ୍କୁ ପରମେଶ୍ବରଙ୍କ ଆଗକୁ ଆଣିବା ପାଇଁ ସେ ଏହା କଲେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:11
ପରମେଶ୍ବର ଯୀଶୁଙ୍କୁ ମୃତ୍ଯୁରୁ ପର୍ନଜୀବିତ କରିଛନ୍ତି।ଓ ଯଦି ପରମେଶ୍ବରଙ୍କ ଆତ୍ମା ତୁମ୍ଭମାନଙ୍କ ଭିତ ରେ ଅଛି, ତା' ହେଲେ ତୁମ୍ଭମାନଙ୍କର ମୃତ ଶରୀରକୁ ମଧ୍ଯ ସେ ତାହାଙ୍କର ଆତ୍ମାଙ୍କ ଦ୍ବରା ଜୀବନ ପ୍ରଦାନ କରିବେ।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:28
ଅତଏବ ଆମ୍ଭେ ଖ୍ରୀଷ୍ଟଙ୍କ ବିଷୟ ରେ ଲୋକଙ୍କୁ କହି ଚାଲିଛୁ। ଆମ୍ଭେ ପ୍ରେତ୍ୟକକ ଲୋକଙ୍କୁ ଶିକ୍ଷା ଦବୋ ଓ ଶକ୍ତିଶାଳୀ କରିବା ପାଇଁ ଆମ୍ଭର ସମସ୍ତ ଜ୍ଞାନ ଖଟାଇଛୁ। ଏପରି କରି ଆମ୍ଭେ ଖ୍ରୀଷ୍ଟଙ୍କଠା ରେ ଆଧ୍ଯାତ୍ମିକ ଭାବରେ ପରିପୂର୍ଣ୍ଣ ହାଇେ ପରମେଶ୍ବରଙ୍କ ଆଗ ରେ ସମସ୍ତଙ୍କୁ ଉପସ୍ଥିତ କରି ପାଇବାକୁ ଚେଷ୍ଟା କରୁଛୁ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 11:2
ମୁଁ ତୁମ୍ଭ ପ୍ରତି ଇର୍ଷା କରିଲି, ଏହା ପରମେଶ୍ବରଙ୍କ ଦତ୍ତ ମନୋଭାବ। ମୁଁ ପ୍ରତିଜ୍ଞା କରିଥିଲି ଯେ, ତୁମ୍ଭମାନଙ୍କୁ ଖ୍ରୀଷ୍ଟଙ୍କ ପବିତ୍ର ସତୀକନ୍ଯା ହବୋ ପାଇଁ ତାହାଙ୍କଠା ରେ ସମର୍ପିତ କରିବି।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 5:1
ଆପଣ ଜାଣନ୍ତି ଯେ, ଆମ୍ଭର ଶରୀରରୂପ ତମ୍ବୁ ଯେଉଁଥି ରେ ଆମ୍ଭେ ରହିଛୁ, ତାହା ନଷ୍ଟ ହବେ। ଏପରି ଘଟିଲା ପରେ ପରମେଶ୍ବରଙ୍କ ସହିତ ବାସ କରିବା ନିମନ୍ତେ ଏକ ଗୃହ ଆମ୍ଭକୁ ଦବେେ। ଏହା ମଣିଷ ଦ୍ବାରା ନିର୍ମିତ ନୁହେଁ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 15:20
କିନ୍ତୁ ବାସ୍ତବ କଥା ଏହି ଯେ, ଖ୍ରୀଷ୍ଟଙ୍କୁ ମୃତ୍ଯୁରୁ ଉଥିତ କରାଯାଇଛି। ସେ ହେଉଛନ୍ତି ମୃତ ବିଶ୍ବାସୀମାନଙ୍କ ମଧ୍ଯରୁ ଉଥିତ ପ୍ରଥମ ଫଳ ସ୍ବରୂପ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 6:14
ପରମେଶ୍ବର କବଳେ ପ୍ରଭୁଙ୍କୁ ମୃତ୍ଯୁରୁ ପୂର୍ନରୁଥିତ କରି ନାହାଁନ୍ତି, ବରଂ ନିଜର ଶକ୍ତି ଦ୍ବାରା ସେ ଆମ୍ଭମାନଙ୍କୁ ମଧ୍ଯ ମୃତ୍ଯୁରୁ ପୂର୍ନରୁଥିତ କରିବେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 2:24
କିନ୍ତୁ ଇଶ୍ବର ଏସବୁ ଘଟିବ ବୋଲି ଆଗରୁ ଜାଣିଥିଲେ। ସେଥିପାଇଁ ସେ ଯୀଶୁଙ୍କୁ ମୃତ୍ଯୁର ବନ୍ଧନରୁ ମୁକ୍ତ କରି ତାହାଙ୍କୁ ପୁଣି ଉଠାଇଅଛନ୍ତି। ମୃତ୍ଯୁ ତାହାଙ୍କୁ ବାନ୍ଧି ରଖିପାରିଲା ନାହିଁ।
ଯୋହନଲିଖିତ ସୁସମାଚାର 11:25
ଯୀଶୁ ତାକୁ କହିଲେ, ମୁଁ ସହେି ପୁନରୁତ୍ଥାନ ଓ ଜୀବନ, ମାଠାେ ରେ ବିଶ୍ବାସ କରୁଥିବା ଲୋକ ମୃତ୍ଯୁ ପରେ ପୁଣି ବଞ୍ଚି ଉଠିବ ଓ ଜୀବିତ ରହିବ।
ଯିଶାଇୟ 26:19
ମାତ୍ର ସଦାପ୍ରଭୁ କୁହନ୍ତି, ତୁମ୍ଭର ମୃତମାନେ ଜୀବିତ ହବେେ। ମୃତ ଶବଗୁଡ଼ିକ ପୁଣି ନିଃଶ୍ବାସ ନବୋ ଆରମ୍ଭ କରିବେ। ହେ ଧୂଳିନିବାସୀ ଗଣ, ଉଠ, ଆନନ୍ଦ କର, କାରଣ ତୁମ୍ଭମାନେେ ପ୍ରଭାତ ରେ ତୃଣ ଉପର ଶିଶିର ତୁଲ୍ଯ ଭୂମି ମୃତମାନଙ୍କୁ ଜନ୍ମ ଦବେ।'