2 Corinthians 4

fullscreen16 ସେଥିପାଇଁ ଆମ୍ଭେ କବେେ ହେଲେ ନିରାଶ ନ ହେଉ, ଯଦିଓ ଆମ୍ଭର ବାହ୍ଯିକ ଶରୀର କ୍ଷୀଣ ହାଇେ ଯାଉଛି, କିନ୍ତୁ ଆମ୍ଭର ଅନ୍ତଃରସ୍ଥ ଆତ୍ମା ଦିନକୁ ଦିନ ନୂତନରୁ ଅତି ନୂତନ ହାଇେ ଯାଉଅଛି।

fullscreen17 ବର୍ତ୍ତମାନ ଆମ୍ଭେ ସମ୍ମୁଖୀନ ହେଉଥିବା େଛାଟ େଛାଟ କ୍ଷଣିକ ଅସୁବିଧାଗୁଡ଼ିକ ଆମ୍ଭ ପାଇଁ ଏକ ଅତୁଳନୀୟ, ଉତ୍କୃଷ୍ଟ ଓ ଅନନ୍ତ ମହିମା ଉତ୍ପନ୍ନ କରୁଛି। ଏହି ଅତୁଳନୀୟ ମହିମା ଅସୁବିଧାଗୁଡ଼ିକ ତୁଳନା ରେ ଅତି ମହାନ୍।

16 For which cause we faint not; but though our outward man perish, yet the inward man is renewed day by day.

17 For our light affliction, which is but for a moment, worketh for us a far more exceeding and eternal weight of glory;

2 Corinthians 4 in Tamil and English

16 ସେଥିପାଇଁ ଆମ୍ଭେ କବେେ ହେଲେ ନିରାଶ ନ ହେଉ, ଯଦିଓ ଆମ୍ଭର ବାହ୍ଯିକ ଶରୀର କ୍ଷୀଣ ହାଇେ ଯାଉଛି, କିନ୍ତୁ ଆମ୍ଭର ଅନ୍ତଃରସ୍ଥ ଆତ୍ମା ଦିନକୁ ଦିନ ନୂତନରୁ ଅତି ନୂତନ ହାଇେ ଯାଉଅଛି।
For which cause we faint not; but though our outward man perish, yet the inward man is renewed day by day.

17 ବର୍ତ୍ତମାନ ଆମ୍ଭେ ସମ୍ମୁଖୀନ ହେଉଥିବା େଛାଟ େଛାଟ କ୍ଷଣିକ ଅସୁବିଧାଗୁଡ଼ିକ ଆମ୍ଭ ପାଇଁ ଏକ ଅତୁଳନୀୟ, ଉତ୍କୃଷ୍ଟ ଓ ଅନନ୍ତ ମହିମା ଉତ୍ପନ୍ନ କରୁଛି। ଏହି ଅତୁଳନୀୟ ମହିମା ଅସୁବିଧାଗୁଡ଼ିକ ତୁଳନା ରେ ଅତି ମହାନ୍।
For our light affliction, which is but for a moment, worketh for us a far more exceeding and eternal weight of glory;