2 Corinthians 4:7
ଆମ୍ଭେ ପରମେଶ୍ବରଙ୍କଠାରୁ ଏହି ଧନ ପାଇଅଛୁ। ଆମ୍ଭେ ମାଟିପାତ୍ର ସଦୃଶ କବଳେ ଏହି ଭଣ୍ଡାରକୁ ଧରିଛୁ। ଏହା ପ୍ରମାଣିତ କରେ ଯେ, ଏହି ଆଶ୍ଚର୍ୟ୍ଯ ଶକ୍ତି ଆମ୍ଭର ନୁହେଁ, ତାହା ପରମେଶ୍ବରଙ୍କର ଅଟେ।
2 Corinthians 4:7 in Other Translations
King James Version (KJV)
But we have this treasure in earthen vessels, that the excellency of the power may be of God, and not of us.
American Standard Version (ASV)
But we have this treasure in earthen vessels, that the exceeding greatness of the power may be of God, and not from ourselves;
Bible in Basic English (BBE)
But we have this wealth in vessels of earth, so that it may be seen that the power comes not from us but from God;
Darby English Bible (DBY)
But we have this treasure in earthen vessels, that the surpassingness of the power may be of God, and not from us:
World English Bible (WEB)
But we have this treasure in clay vessels, that the exceeding greatness of the power may be of God, and not from ourselves.
Young's Literal Translation (YLT)
And we have this treasure in earthen vessels, that the excellency of the power may be of God, and not of us;
| But | Ἔχομεν | echomen | A-hoh-mane |
| we have | δὲ | de | thay |
| this | τὸν | ton | tone |
| θησαυρὸν | thēsauron | thay-sa-RONE | |
| treasure | τοῦτον | touton | TOO-tone |
| in | ἐν | en | ane |
| earthen | ὀστρακίνοις | ostrakinois | oh-stra-KEE-noos |
| vessels, | σκεύεσιν | skeuesin | SKAVE-ay-seen |
| that | ἵνα | hina | EE-na |
| the | ἡ | hē | ay |
| excellency | ὑπερβολὴ | hyperbolē | yoo-pare-voh-LAY |
| the of | τῆς | tēs | tase |
| power | δυνάμεως | dynameōs | thyoo-NA-may-ose |
| may be | ᾖ | ē | ay |
of | τοῦ | tou | too |
| God, | θεοῦ | theou | thay-OO |
| and | καὶ | kai | kay |
| not | μὴ | mē | may |
| of | ἐξ | ex | ayks |
| us. | ἡμῶν· | hēmōn | ay-MONE |
Cross Reference
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 5:1
ଆପଣ ଜାଣନ୍ତି ଯେ, ଆମ୍ଭର ଶରୀରରୂପ ତମ୍ବୁ ଯେଉଁଥି ରେ ଆମ୍ଭେ ରହିଛୁ, ତାହା ନଷ୍ଟ ହବେ। ଏପରି ଘଟିଲା ପରେ ପରମେଶ୍ବରଙ୍କ ସହିତ ବାସ କରିବା ନିମନ୍ତେ ଏକ ଗୃହ ଆମ୍ଭକୁ ଦବେେ। ଏହା ମଣିଷ ଦ୍ବାରା ନିର୍ମିତ ନୁହେଁ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 3:5
ଆମ୍ଭେ ନିଜେ ସମସ୍ତ ଉତ୍ତମ କର୍ମ କରିପାରୁ, ତାହା ନୁହେଁ, କିନ୍ତୁ ଆମ୍ଭକୁ ଏହି ସାମର୍ଥ୍ଯ ପରମେଶ୍ବରଙ୍କଠାରୁ ପ୍ରାପ୍ତ ହାଇେଛି।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:8
ତୁମ୍ଭେ ସହେି ଅନୁଗ୍ରହ ତୁମ୍ଭର ବିଶ୍ବାସ ବଳ ରେ ପାଇଛ। ତୁମ୍ଭେ ନିଜକୁ ଉଦ୍ଧାର କରି ନାହଁ, ବରଂ ଏହା ତୁମ୍ଭ ପ୍ରତି ପରମେଶ୍ବରଙ୍କ ଦାନ।
ଯିରିମିୟଙ୍କ ବିଳାପ 4:2
ଶୁଦ୍ଧ ସୁବର୍ଣ୍ଣ ତୁଲ୍ଯ ସିୟୋନର ସନ୍ତାନଗଣ ଥିଲେ। ମାତ୍ର ଶତ୍ରୁମାନେ ସମାନଙ୍କେୁ କୁମ୍ଭକାରର ହସ୍ତକୃତ ମାଟି କଳସ ତୁଲ୍ଯ ଗଣନା କରିଛନ୍ତି।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:3
ଖ୍ରୀଷ୍ଟଙ୍କଠା ରେ ଜ୍ଞାନ ଓ ବିଜ୍ଞତାର ଭଣ୍ଡାର ସୁରକ୍ଷିତ ରଖା ହାଇେଛି।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 1:28
ପରମେଶ୍ବର ଜଗତ ଦୃଷ୍ଟି ରେ ଗୁରୁତ୍ବପୂର୍ଣ୍ଣ ବିଷୟ ଗୁଡ଼ିକୁ ମନୋନୀତ ନ କରି ନୀଚ୍ଚ ଓ ଘୃଣ୍ଯ ବିଷୟଗୁଡ଼ିକ ମନୋନୀତ କଲେ। କାରଣ ପରମେଶ୍ବର ଜଗତ ଦୃଷ୍ଟି ରେ ଗୁରୁତ୍ବପୂର୍ଣ୍ଣ ବିଷୟ ଗୁଡ଼ିକ ବିନାଶ କରିବାକୁ ଚାହିଁଲେ।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:27
ଏହି ମହାନ୍ ସତ୍ଯଟି ସମସ୍ତଙ୍କ ପାଇଁ ଅଟେ। ପରମେଶ୍ବର ଏହି ମହାନ୍ ଓ ବୈଭବପୂର୍ଣ୍ଣ ସତ୍ଯକୁ ନିଜ ଲୋକଙ୍କୁ ଜଣାଇ ଦବୋ ପାଇଁ ସ୍ଥିର କଲେ। ଏହି ସତ୍ଯ ସ୍ବଯଂ ତୁମ୍ଭମାନଙ୍କ ଭିତ ରେ ଥିବା ଖ୍ରୀଷ୍ଟ ନିଜେ ଅଟନ୍ତି। ପରମେଶ୍ବରଙ୍କ ମହିମା ପ୍ରାପ୍ତ କରିବା ପାଇଁ, ସେ ହେଉଛନ୍ତି ଆମ୍ଭର ଏକମାତ୍ର ଭରସା।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1:5
ଆମ୍ଭେ ତୁମ୍ଭମାନଙ୍କୁ ସୁସମାଚାର କହିଛୁ। କିନ୍ତୁ ଆମ୍ଭେ କବଳେ ଶବ୍ଦ ବ୍ଯବହାର କରି ନାହୁଁ। ସହେି ସୁସମାଚାର ଆମ୍ଭେ ଶକ୍ତି ଓ ପବିତ୍ର ଆତ୍ମା ସହିତ ଆଣିଛୁ। ଆମ୍ଭେ ନିଶ୍ଚିତ ଭାବରେ ଜାଣିଛୁ ଯେ, ତାହା ସତ୍ଯ। ତୁମ୍ଭମାନେେ ଜାଣିଛ ଯେ, ଆମ୍ଭେ ତୁମ୍ଭମାନଙ୍କ ସହିତ ଥିଲା ବେଳେ କିଭଳି ଜୀବନ ବିତାଉଥିଲୁ, ସଭେଳି ଜୀବନଯାପନ କରି ତୁମ୍ଭମାନଙ୍କୁ ସାହାୟ୍ଯ କରିବା ପାଇଁ ଚାହୁଁଥିଲୁ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:19
ତୁମ୍ଭମାନେେ ଏହା ମଧ୍ଯ ବୁଝି ପାରିବ ଯେ, ଆମ୍ଭେ ଯେଉଁମାନେ ବିଶ୍ବାସ କରୁଛୁ, ଆମ୍ଭମାନଙ୍କ ନିମନ୍ତେ କାମ କରୁଥିବା ପରମେଶ୍ବରଙ୍କ ଶକ୍ତି କେତେ ମହାନ୍।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:5
ସେ ସମୟରେ ଆମ୍ଭେ ପରମେଶ୍ବରଙ୍କ ଇଚ୍ଛା ବିରୁଦ୍ଧ ରେ ଆଚରଣ କରୁଥିବାରୁ ଆତ୍ମିକ ଭାବରେ ମୃତ ଥିଲୁ। କିନ୍ତୁ ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ ହତେୁ ସେ ଆମ୍ଭକୁ ନୂତନ ଜୀବନ ପ୍ରଦାନ କଲେ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:8
ପରମେଶ୍ବରଙ୍କ ଲୋକମାନଙ୍କ ଭିତ ରେ ମୁଁ ଅତି କ୍ଷୁଦ୍ର ଲୋକ ଥିଲି, କିନ୍ତୁ ପରମେଶ୍ବର ମାେତେ ଏହି ଅନୁଗ୍ରହଦାନ ଦେଲେ ଯେପରି ମୁଁ ଅଣଯିହୂଦୀମାନଙ୍କୁ ଖ୍ରୀଷ୍ଟଙ୍କ ଐଶ୍ବର୍ୟ୍ଯପୂର୍ଣ୍ଣ ସୁସମାଚାର କହିବି। ସହେି ଐଶ୍ବର୍ୟ୍ଯଗୁଡ଼ିକ ଏତେ ମହାନ ଯେ ତାହାକୁ ସମ୍ପୂର୍ଣ୍ଣରୂପେ ବୁଝିବା ସମ୍ଭବପର ନୁହେଁ।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:12
ତୁମ୍ଭେ ଯେତବେେଳେ ବାପ୍ତିଜିତ ହାଇେଥିଲ, ତୁମ୍ଭର ପୁରୁଣା ସ୍ବଭାବର ମୃତ୍ଯୁ ହେଲା ଓ ତୁମ୍ଭେ ଖ୍ରୀଷ୍ଟଙ୍କଠା ରେ କବର ପ୍ରାପ୍ତ ହେଲ। ସହେି ବାପ୍ତିସ୍ମ ରେ ପରମେଶ୍ବରଙ୍କ ଶକ୍ତି ରେ ତୁମ୍ଭେ ବିଶ୍ବାସ କରିଥିବା ହତେୁ ତୁମ୍ଭେ ଖ୍ରୀଷ୍ଟଙ୍କ ସହିତ ପୁଣି ପୁନରୁଥିତ ହେଲ। ଯେତବେେଳେ ଖ୍ରୀଷ୍ଟ ମୃତ୍ଯୁରୁ ପୁନର୍ଜୀବିତ ହେଲେ, ସେତବେେଳେ ପରମେଶ୍ବରଙ୍କ ଶକ୍ତି ଦଖାେ ଯାଇଥିଲା।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 2:20
ଗୋଟିଏ ବଡ଼ ଘ ରେ ସୁନା ଓ ରୂପାଜିନିଷ ସହିତ ମାଟି ଓ କାଠର ଜିନିଷ ମଧ୍ଯ ଥାଏ। କେତକେ ଜିନିଷ ବିଶଷେ ଉଦ୍ଦେଶ୍ଯ ପାଇଁ ବ୍ଯବହାର ହୁଏ। କେତକେ ଜିନିଷ ନୀଚ କାର୍ୟ୍ଯ ପାଇଁ ବ୍ଯବହାର ହୁଏ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 13:4
ଏହା ସତ୍ଯ ଯେ, ଯେତବେେଳେ ଖ୍ରୀଷ୍ଟ କୃଶ ଉପରେ ଚଢି଼ଲେ ସେତବେେଳେ ସେ ଦୁର୍ବଳ ଥିଲେ, କିନ୍ତୁ ଏବେ ପରମେଶ୍ବରଙ୍କ ମହାଶକ୍ତି ରେ ସେ ଜୀବିତ। ଆମ୍ଭେ ମଧ୍ଯ ଖ୍ରୀଷ୍ଟଙ୍କଠା ରେ ଦୁର୍ବଳ ଅଟୁ। କିନ୍ତୁ ପରମେଶ୍ବରଙ୍କ ଶକ୍ତି ରେ ଆମ୍ଭେ ଖ୍ରୀଷ୍ଟଙ୍କ ତୁଲ୍ଯ ଜୀବିତ ହାଇେ ଉଠିବା। ନିଜକୁ ତନ୍ନ ତନ୍ନ କରି ଦେଖ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4:13
ତୁମ୍ଭମାନେେ ମାେ ପାଇଁ ଖୁବ୍ ଭଲ ଥିଲ। ତୁମ୍ଭମାନେେ ମନେ ପକାଅ, ମୁଁ ପ୍ରଥମ ଥର ତୁମ୍ଭମାନଙ୍କ ପାଖକୁ ଆସି ଥିଲି। ଯେ ହତେୁ ମୁଁ ଅସୁସ୍ଥ ଥିଲି। ସେ ସମୟରେ ମୁଁ ତୁମ୍ଭମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିଥିଲି।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 2:3
ଏଣୁ ମୁଁ ଦୁର୍ବଳ ଓ ଭୟ ରେ ଥରି ଥରି ସଠାେକୁ ଆସିଥିଲି।
ବିଚାରକର୍ତାମାନଙ୍କ ବିବରଣ 7:16
ଏହାପରେ ଗିଦ୍ଦିୟୋନ ସହେି 300 ସୈନ୍ଯଙ୍କକ୍ସ୍ଟ ତିନି ଦଳ ରେ ବିଭକ୍ତ କଲେ। ତା'ପରେ ସେ ସମାନଙ୍କେୁ ଗୋଟିଏ ଗୋଟିଏ ଶିଙ୍ଗା ଓ ଗୋଟିଏ ଗୋଟିଏ ଶକ୍ସ୍ଟନ୍ଯ ପାତ୍ର ପ୍ରେତ୍ୟକକଙ୍କକ୍ସ୍ଟ ଦେଲେ। ପ୍ରେତ୍ୟକକ ପାତ୍ର ମଧିଅରେ ଗୋଟିଏ ଗୋଟିଏ ଜଳନ୍ତା ମଶାଲ ଥିଲା।
ମାଥିଉଲିଖିତ ସୁସମାଚାର 13:44
ସ୍ବର୍ଗରାଜ୍ଯ ଜମି ରେ ପୋତା ହାଇେଥିବା ଧନଭଣ୍ଡର ଭଳି। ଦିନେ ଜଣେ ଲୋକ ଗୋଟିଏ ଧନର ଭଣ୍ଡାର ପାଇଲା ଓ ପୁଣି ଆଉ ଥରେ ସହେି ଧନକୁ ଜମି ଭିତ ରେ ପୋତି ଦଲୋ। ସେ ବହୁତ ଖୁସି ହାଇଗେଲା। ସେ ସଠାରୁେ ଯାଇ ତା ପାଖ ରେ ଯାହା ସବୁ ଥିଲା, ସବୁତକ ବିକି ସହେି ଜମିଟି କିଣିଲା।
ମାଥିଉଲିଖିତ ସୁସମାଚାର 13:52
ତା'ପରେ ଯୀଶୁ କହିଲେ, ସ୍ବର୍ଗରାଜ୍ଯ ବିଷୟ ରେ ଜାଣିଥିବା ପ୍ରେତ୍ୟକକ ଧର୍ମଶାସ୍ତ୍ରୀ ଜଣେ ଘରମାଲିକ ଭଳି। ଯେ କି ଭଣ୍ଡାର ରେ ଥିବା ତାହାଙ୍କ ନୂଆ ଓ ପୁରୁଣା ଉଭୟ ପଦାର୍ଥ ବାହାରକରି ଆଣନ୍ତି।
ବିଚାରକର୍ତାମାନଙ୍କ ବିବରଣ 7:2
ଏହାପରେ ସଦାପ୍ରଭୁ ଗିଦ୍ଦିୟୋନକକ୍ସ୍ଟ କହିଲେ, ମିଦିଯନମାନଙ୍କୁ ପରାସ୍ତ କରିବା ପାଇଁ ମୁ ତୁମ୍ଭର ଲୋକମାନଙ୍କୁ ସହାୟ ହବେି। କିନ୍ତୁ ତୁମ୍ଭର ଏତେ ସୈନ୍ଯ ଅଛନ୍ତି ଯେ ମୁ ସମାନଙ୍କେୁ ପରାସ୍ତ କରାଇଲେ ତୁମ୍ଭର ସୈନ୍ଯମାନେ ଭାବିବେ ଯେ, ସମାନେେ ନିଜ ଶକ୍ତି ବଳ ରେ ଶତୃମାନଙ୍କୁ ପରାସ୍ତ କରିଛନ୍ତି। ଇଶ୍ରାୟେଲର ଲୋକମାନେ ମାେତେ ଭୂଲିୟାଆନ୍ତକ୍ସ୍ଟ ବୋଲି ଓ ସମାନେେ ନିଜକକ୍ସ୍ଟ ନିଜେ ରକ୍ଷା କରିଛନ୍ତି ବୋଲି ଆତ୍ମାଶ୍ଲାଘା କରନ୍ତକ୍ସ୍ଟ ବୋଲି ମୁ ଗ୍ଭ ହେଁ ନାହିଁ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 4:9
କିନ୍ତୁ ମାରେ ମନେ ହୁଏ ଯେ, ପରମେଶ୍ବର ଆମ୍ଭ ପ୍ ରରେିତମାନଙ୍କୁ ସର୍ବଶଷେ ରେ ରଖିଅଛନ୍ତି। ଆମ୍ଭମାନେେ ଯେପରି ମୃତ୍ଯୁଦଣ୍ଡ ରେ ଦଣ୍ଡିତ କରା ହାଇେଛୁ ଏବଂ ସମସ୍ତ ଜଗତ ଏହା ଦେଖୁଛନ୍ତି। ସମଗ୍ର ଜଗତ, ସ୍ବର୍ଗଦୂତ ଓ ଲୋକମାନଙ୍କ ସମ୍ମୁଖ ରେ ଆମ୍ଭମାନେେ ଯେପରି ଏକ ନାଟକ କରୁଛୁ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 4:1
ପରମେଶ୍ବର ଅନୁଗ୍ରହ କରି ଆମ୍ଭମାନଙ୍କୁ ଏହି ସବୋ କାର୍ୟ୍ଯ ଦଇେଛନ୍ତି, ସେଥିପାଇଁ ଆମ୍ଭେ ଏହାକୁ ଛାଡ଼ିବା ନାହିଁ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 6:10
ଆମ୍ଭର ବହୁତ ଦୁଃଖ ଅଛି କିନ୍ତୁ ଆମ୍ଭେ ସର୍ବଦା ପ୍ରସନ୍ନ ରହୁ। ଆମ୍ଭେ ଗରିବ, କିନ୍ତୁ ଅନକଙ୍କେୁ ଧନୀ କରୁ। ଆମ୍ଭର କିଛି ନାହିଁ, କିନ୍ତୁ ଆମ୍ଭର ସବୁ କିଛି ଅଛି।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 10:10
କେତକେ ଲୋକ କୁହନ୍ତି ପାଉଲଙ୍କ ପତ୍ରଗୁଡ଼ିକ ଶକ୍ତିସମ୍ପନ୍ନ ଓ ମହତ୍ବପୂର୍ଣ୍ଣ କିନ୍ତୁ ଯେତବେେଳେ ସେ ଆମ୍ଭ ସହିତ ଥାଆନ୍ତି ସେ ଦୁର୍ବଳ ଓ ତାଙ୍କର କଥା ଗୁଡ଼ିକ ଏତେ ପ୍ରଭାବଶାଳୀ ହୁଏ ନାହିଁ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 12:7
ମାେତେ ଦିଆଯାଇଥିବା ଆଶ୍ଚର୍ୟ୍ଯଜନକ ପ୍ରତ୍ଯାଦେଶଗୁଡ଼ିକ ପାଇଁ କାଳେ ମୁଁ ଅତ୍ଯଧିକ ଗର୍ବ କରିବି, ସେଥିପାଇଁ ମାେତେ ଶରୀର ରେ ୟନ୍ତ୍ରଣାଦାୟକ ଏକ କଣ୍ଟକ ଦିଆ ହେଲା। ଶୟତାନର ଦୂତ ସ୍ବରୂପେ ଏହା ମାେତେ ଦିଆଯାଇଛି ଓ ମୁଁ ଯେପରିକି ଅଧିକ ଗର୍ବ ନ କରେ। ମାେତେ ମାଡ଼ ମାରିବା ପାଇଁ ସେଥିପାଇଁ ତାହାକୁ ପଠାଯାଇଛି।
ବିଚାରକର୍ତାମାନଙ୍କ ବିବରଣ 7:13
ଗିଦ୍ଦିୟୋନ ସଠାେରେ ଉପସ୍ଥିତ ହାଇେ ଶୁଣିଲେ ଯେ, ଜଣେ ତାଙ୍କର ସାଙ୍ଗକକ୍ସ୍ଟ ଏକ ସ୍ବପ୍ନ ବିଷଯ ରେ କହକ୍ସ୍ଟଥିଲା, ସେ କହିଲା, ମୁ ସ୍ବପ୍ନ ଦେଖିଲି, ଏକ ୟବରୋଟୀ ମିଦିଯନୀଯ ଛାଉଣୀ ଆଡକକ୍ସ୍ଟ ଗଡି ତୁମ୍ଭକୁ ଆସି ଆଘାତ କଲା, ତାହା ପଡିଗଲା, ତାକକ୍ସ୍ଟ ଓଲଟାଇଲା ପରେ ତମ୍ବୁମାନ ପଡିଗଲା।
ଆୟୁବ ପୁସ୍ତକ 4:19
ନିଶ୍ଚିତ ରୂପେ ମନୁଷ୍ଯମାନେ ଅଧିକ ଖରାପ। ସମାନେେ ମାଟି ଘ ରେ ବାସ କରନ୍ତି। ସମାନଙ୍କେର ପ୍ରାରମ୍ଭ ଧୂଳିରୁ, ସମାନେେ ଦଳିତ ହାଇେ ପକ୍ଷୟୁକ୍ତ ପୋକ ମରିବାଠାରୁ ଅଧିକ ସହଜ ରେ ମରିୟାନ୍ତି।
ଆୟୁବ ପୁସ୍ତକ 10:9
ହେ ପରମେଶ୍ବର, ତୁମ୍ଭେ ମନରେଖ ତୁମ୍ଭେ ମାେତେ ମାଟି ତୁଲ୍ଯ ତିଆରି କରିଥିଲ। ପୁଣି ମାେତେ ଧୂଳି ରେ ମିଶାଇ ଦବେ କି ?