English
ଦିତୀୟ ରାଜାବଳୀ 6:9 ଚିତ୍ର
ମାତ୍ର ପରମେଶ୍ବରଙ୍କ ଲୋକ ଇଲୀଶାୟ ଇଶ୍ରାୟେଲ ରାଜାଙ୍କ ନିକଟକୁ ଏକ ବାର୍ତ୍ତା ପଠାଇ କହିଲେ, ସାବଧାନ, ତୁମ୍ଭେ ସହେି ସ୍ଥାନ ଦଇେ ୟିବ ନାହିଁ। କାରଣ ଅରାମୀଯମାନେ ସେ ସ୍ଥାନ ରେ ଗୋପନ ରେ ଅଛନ୍ତି।