ଦିତୀୟ ଶାମୁୟେଲ 7:15 in Oriya

ଓଡିଆ ଓଡିଆ ବାଇବେଲ ଦିତୀୟ ଶାମୁୟେଲ ଦିତୀୟ ଶାମୁୟେଲ 7 ଦିତୀୟ ଶାମୁୟେଲ 7:15

2 Samuel 7:15
ମୁ କବେେ ତା' ପ୍ରତି ମାରେ କରୁଣା ଓ ପ୍ ରମେ ବନ୍ଦ କରିବି ନାହିଁ। ମୁ ଶାଉଲଠାରକ୍ସ୍ଟ ମାରେ ପ୍ ରମେ ଓ କରୁଣା କଲି, କିନ୍ତୁ ମୁ ତୁମ୍ଭକୁ ସପରେି କରିବି ନାହିଁ।

2 Samuel 7:142 Samuel 72 Samuel 7:16

2 Samuel 7:15 in Other Translations

King James Version (KJV)
But my mercy shall not depart away from him, as I took it from Saul, whom I put away before thee.

American Standard Version (ASV)
but my lovingkindness shall not depart from him, as I took it from Saul, whom I put away before thee.

Bible in Basic English (BBE)
But my mercy will not be taken away from him, as I took it from him who was before you.

Darby English Bible (DBY)
but my mercy shall not depart away from him, as I took it from Saul, whom I put away from before thee.

Webster's Bible (WBT)
But my mercy shall not depart from him, as I took it from Saul, whom I put away before thee.

World English Bible (WEB)
but my loving kindness shall not depart from him, as I took it from Saul, whom I put away before you.

Young's Literal Translation (YLT)
and My kindness doth not turn aside from him, as I turned it aside from Saul, whom I turned aside from before thee,

But
my
mercy
וְחַסְדִּ֖יwĕḥasdîveh-hahs-DEE
shall
not
לֹֽאlōʾloh
away
depart
יָס֣וּרyāsûrya-SOOR
from
מִמֶּ֑נּוּmimmennûmee-MEH-noo
him,
as
כַּֽאֲשֶׁ֤רkaʾăšerka-uh-SHER
took
I
הֲסִרֹ֙תִי֙hăsirōtiyhuh-see-ROH-TEE
it
from
מֵעִ֣םmēʿimmay-EEM
Saul,
שָׁא֔וּלšāʾûlsha-OOL
whom
אֲשֶׁ֥רʾăšeruh-SHER
away
put
I
הֲסִרֹ֖תִיhăsirōtîhuh-see-ROH-tee
before
מִלְּפָנֶֽיךָ׃millĕpānêkāmee-leh-fa-NAY-ha

Cross Reference

ପ୍ରଥମ ଶାମୁୟେଲ 15:23
ବିଦ୍ରୋହିତା ମନ୍ତ୍ରପାଠ ପାପତକ୍ସ୍ଟଲ୍ଯ ଓ ଅବାଧ୍ଯତା ଅବସ୍ତକ୍ସ୍ଟର ଓ ଠାକକ୍ସ୍ଟରମାନଙ୍କର ପୂଜାତକ୍ସ୍ଟଲ୍ଯ। ତୁମ୍ଭେ ସଦାପ୍ରଭୁଙ୍କ ବାକ୍ଯ ତକ୍ସ୍ଟଚ୍ଛ କରିଅଛ। ଏଥିପାଇଁ ସେ ମଧ୍ଯ ତୁମ୍ଭକୁ ରାଜା ହବୋ ପାଇଁ ତକ୍ସ୍ଟଚ୍ଛ କରିଅଛନ୍ତି।

ପ୍ରଥମ ଶାମୁୟେଲ 15:28
ଏଣୁ ଶାମକ୍ସ୍ଟଯଲେ ତାଙ୍କୁ କହିଲେ, ସଦାପ୍ରଭୁ ଆଜି ତକ୍ସ୍ଟମ୍ଭଠାରକ୍ସ୍ଟ ଇଶ୍ରାୟେଲର ରାଜତ୍ବ ତକ୍ସ୍ଟମ୍ଭଠାରକ୍ସ୍ଟ ନଇଗେଲେ ଓ ତକ୍ସ୍ଟମ୍ଭଠାରକ୍ସ୍ଟ ଜଣେ ଉତ୍ତମ ବ୍ଯକ୍ତିକକ୍ସ୍ଟ ଦେଲେ, ୟିଏକି ତୁମ୍ଭର ସାଙ୍ଗ। ଉତ୍ତମ ତୁମ୍ଭର ଏକ ପ୍ରତିବେଶୀକକ୍ସ୍ଟ ତାହା ଦେଲେ।

ପ୍ରଥମ ରାଜାବଳୀ 11:13
ତଥାପି ସମୁଦାଯ ରାଜ୍ଯ ତୁମ୍ଭ ପୁତ୍ରଠାରୁ ଆମ୍ଭେ ଛଡଇେ ନବୋକୁ ଯାଉ ନାହୁଁ। ତୁମ୍ଭର ପୁତ୍ରକୁ ଏକ ପରିବାରବର୍ଗକୁ ଶାସନ କରିବାକୁ ଦବୋ। ଆମ୍ଭେ ଏପରି କରିବା କାରଣ ଆମ୍ଭେ ଆପଣା ଦାସ ଦାଉଦଙ୍କୁ ଭଲ ପାଉ ଓ ୟିରୁଶାଲମ ଆମ୍ଭର ମନୋନୀତ ନଗର ଅଟେ।

ଦିତୀୟ ଶାମୁୟେଲ 7:14
ମୁ ତା'ର ପିତା ହବେି ଓ ସେ ମାରେ ପକ୍ସ୍ଟତ୍ର ହବେ। ଯେତବେେଳେ ସେ ପାପ କରେ ମୁ ତାକକ୍ସ୍ଟ ଦଣ୍ତ ଦବେି, ଯେପରି ଲୋକମାନେ ସମାନଙ୍କେର ପକ୍ସ୍ଟତ୍ରମାନଙ୍କୁ ଦଣ୍ତ ଦିଅନ୍ତି।

ପ୍ରଥମ ଶାମୁୟେଲ 16:14
ମାତ୍ର ସଦାପ୍ରଭୁଙ୍କ ଆତ୍ମା ଶାଉଲଙ୍କଠାରକ୍ସ୍ଟ ପ୍ରସ୍ଥାନ କଲେ। ପକ୍ସ୍ଟଣି ସଦାପ୍ରଭୁଙ୍କଠାରୁ ଏକ ମନ୍ଦ ଆତ୍ମା ତାଙ୍କୁ ବିରକ୍ତ କରିବାକୁ ଲାଗିଲା।

ରେରିତମାନଙ୍କ କାର୍ଯ୍ୟର ବିବରଣ 13:34
ପରମେଶ୍ବର ଯୀଶୁଙ୍କୁ ମୃତ୍ଯୁରୁ ପୁନରୁତ୍ଥିତ କଲେ, ଯେପରି ତାହାଙ୍କର ଶରୀର ପୁଣିଥରେ କବରପ୍ରାପ୍ତ ହାଇେ କ୍ଷୟ ନହୁଏ। ଏ ବିଷୟ ରେ ସେ କହିଲେ,

ଯିଶାଇୟ 55:3
କର୍ଣ୍ଣଡ଼ରେି ଶୁଣ ଓ ଆମ୍ଭ ନିକଟକୁ ଆସ। ତହିଁରେ ତୁମ୍ଭମାନଙ୍କର ଆତ୍ମା ବଞ୍ଚିବ। ଆମ୍ଭେ ତୁମ୍ଭମାନଙ୍କ ପାଇଁ ଏକ ଚିରକାଳ ଚୁକ୍ତି ଅର୍ଥାତ୍ ଦାଉଦଙ୍କ ପ୍ରତି ନିଶ୍ଚିତ ଦୟା ସ୍ଥିର କରିବା।

ଯିଶାଇୟ 37:35
ମୁଁ ମାେ ନିମନ୍ତେ ଓ ମାରେ ଦାସ ଦାଉଦ ନିମନ୍ତେ ଏହି ନଗରକୁ ରକ୍ଷା କରିବି ଓ ଏହାର ସପକ୍ଷ ରେ ରହିବି ।'

ଯିଶାଇୟ 9:7
ତାଙ୍କ ରାଜ୍ଯ ରେ କତ୍ତୃର୍ତ୍ବ ଓ ଶାନ୍ତି ବିରାଜମାନ କରିବ। ଏହା ଦାଉଦଙ୍କ ପରିବାରର ଶାସକଙ୍କର କ୍ଷମତା ବୃଦ୍ଧି କରିବ। ସହେି ରାଜା ନ୍ଯାଯ ଓ ଧାର୍ମିକତା ବଳ ରେ ଅନନ୍ତକାଳ ପର୍ୟ୍ଯନ୍ତ ରାଜ୍ଯ ଶାସନ କରିବେ।

ଗୀତସଂହିତା 89:34
ଆମ୍ଭେ ଦାଉଦଙ୍କ ସହିତ କରିଥିବା ଚୁକ୍ତିକୁ ଲଙ୍ଘନ କରିବା ନାହିଁ କିଅବା ଚୁକ୍ତିର ପରିବର୍ତ୍ତନ କରିବା ନାହିଁ।

ଗୀତସଂହିତା 89:28
ଆମ୍ଭେ ସର୍ବଦା ତାଙ୍କୁ ପ୍ରମେ କରିବା ଓ ତା' ପ୍ରତି ବିଶ୍ବସ୍ତ ରହିବା। ଆମ୍ଭର ଚୁକ୍ତି ସର୍ବଦା ତା'ଠାରେ ରଖିବା, ତାହା କବେେ ଶଷେ ହବେ ନାହିଁ।

ପ୍ରଥମ ରାଜାବଳୀ 11:34
ମୁଁ ଶଲୋମନର ପରିବାରରୁ ରାଜ୍ଯ ଛଡଇେ ନବେି। କିନ୍ତୁ ମାରେ ସବେକ ଦାଉଦ ନିମନ୍ତେ ୟିଏକି ମାରେ ଆଜ୍ଞା ଓ ବିଧି ପାଳନ କଲା। ମୁଁ ଶଲୋମନକୁ ତା'ର ମୃତ୍ଯୁ ପର୍ୟ୍ଯନ୍ତ ଶାସନ କରିବାକୁ ନବେି।

ଦିତୀୟ ଶାମୁୟେଲ 7:16
ତକ୍ସ୍ଟମ୍ଭ ପରିବାର ଓ ତକ୍ସ୍ଟମ୍ଭ ରାଜତ୍ବ ଓ ତକ୍ସ୍ଟମ୍ଭ ସମ୍ମକ୍ସ୍ଟଖ ରେ ଅନନ୍ତକାଳ ସ୍ଥିରିକୃତ ହବେ। ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାଯୀ ହବେ।

ପ୍ରଥମ ଶାମୁୟେଲ 19:24
ତା'ପରେ ଶାଉଲ ନିଜର ବସ୍ତ୍ର ଉତ୍ତାରିଲେ ଓ ଶାମୁୟେଲଙ୍କ ସମ୍ମକ୍ସ୍ଟଖ ରେ ଭବିଷ୍ଯଦ୍ବାକ୍ଯ ପ୍ରଗ୍ଭର କଲେ। ସେ ସହେି ଦିନୟାକ ଏବଂ ରାତ୍ରି ତମାମ ପୋଷାକ ନ ପିନ୍ଧି ପଡି ରହିଲେ।