English
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 2:16 ଚିତ୍ର
ତୁମ୍ଭମାନଙ୍କ ପାଇଁ ପ୍ରେତ୍ୟକକ ଉତ୍ତମ କାର୍ୟ୍ଯ କରିବାକୁ ଓ ପ୍ରେତ୍ୟକକ ଉତ୍ତମ କଥା କହିବା ପାଇଁ ସକ୍ଷମ ହବେ। ସେଥିପାଇଁ ଆମ୍ଭର ପ୍ରଭୁ ଯୀଶୁଖ୍ରୀଷ୍ଟ ନିଜେ ଓ ଆମ୍ଭର ପରମପିତା ଓ ପରମେଶ୍ବର ତୁମ୍ଭମାନଙ୍କୁ ଉତ୍ସାହ ଓ ଶକ୍ତି ପ୍ରଦାନ କରନ୍ତୁ ଓ ସାନ୍ତ୍ବନା ଦିଅନ୍ତୁ, ବୋଲି ଆମ୍ଭେ ପ୍ରାର୍ଥନା କରୁଛୁ।
⇦ ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 2:15 ଚିତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 2
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 2:17 ଚିତ୍ର ⇨