ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 3:6 in Oriya

ଓଡିଆ ଓଡିଆ ବାଇବେଲ ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 3 ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 3:6

2 Thessalonians 3:6
ଭାଇ ଓ ଭଉଣୀମାନେ ! ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କଠାରୁ ମିଳିଥିବା ଅଧିକାର ବଳ ରେ, କାମ କରିବାକୁ ମନା କରୁଥିବା ବିଶ୍ବାସୀ ଭାଇମାନଙ୍କଠାରୁ ଦୂର ରେ ରହିବା ପାଇଁ ଆମ୍ଭେ ତୁମ୍ଭମାନଙ୍କୁ ଆଦେଶ ଦେଉଛୁ। କୌଣସି କାମ କରିବା ପାଇଁ ଚାହୁଁ ନ ଥିବା ଲୋକମାନେ ଆମ୍ଭଠାରୁ ଗ୍ରହଣ କରିଥିବା ଶିକ୍ଷାଗୁଡ଼ିକୁ ମାନୁ ନାହାଁନ୍ତି।

2 Thessalonians 3:52 Thessalonians 32 Thessalonians 3:7

2 Thessalonians 3:6 in Other Translations

King James Version (KJV)
Now we command you, brethren, in the name of our Lord Jesus Christ, that ye withdraw yourselves from every brother that walketh disorderly, and not after the tradition which he received of us.

American Standard Version (ASV)
Now we command you, brethren, in the name of our Lord Jesus Christ, that ye withdraw yourselves from every brother that walketh disorderly, and not after the tradition which they received of us.

Bible in Basic English (BBE)
Now we give you orders, brothers, in the name of our Lord Jesus Christ, to keep away from all those whose behaviour is not well ordered and in harmony with the teaching which they had from us.

Darby English Bible (DBY)
Now we enjoin you, brethren, in the name of our Lord Jesus Christ, that ye withdraw from every brother walking disorderly and not according to the instruction which he received from us.

World English Bible (WEB)
Now we command you, brothers, in the name of our Lord Jesus Christ, that you withdraw yourselves from every brother who walks in rebellion, and not after the tradition which they received from us.

Young's Literal Translation (YLT)
And we command you, brethren, in the name of our Lord Jesus Christ, to withdraw yourselves from every brother disorderly walking, and not after the deliverance that ye received from us,

Now
Παραγγέλλομενparangellomenpa-rahng-GALE-loh-mane
we
command
δὲdethay
you,
ὑμῖνhyminyoo-MEEN
brethren,
ἀδελφοίadelphoiah-thale-FOO
in
ἐνenane
name
the
ὀνόματιonomatioh-NOH-ma-tee
of
our
τοῦtoutoo

κυρίουkyrioukyoo-REE-oo
Lord
ἡμῶνhēmōnay-MONE
Jesus
Ἰησοῦiēsouee-ay-SOO
Christ,
Χριστοῦchristouhree-STOO
yourselves
ye
that
στέλλεσθαιstellesthaiSTALE-lay-sthay
withdraw
ὑμᾶςhymasyoo-MAHS
from
ἀπὸapoah-POH
every
παντὸςpantospahn-TOSE
brother
ἀδελφοῦadelphouah-thale-FOO
that
walketh
ἀτάκτωςataktōsah-TAHK-tose
disorderly,
περιπατοῦντοςperipatountospay-ree-pa-TOON-tose
and
καὶkaikay
not
μὴmay
after
κατὰkataka-TA
the
τὴνtēntane
tradition
παράδοσινparadosinpa-RA-thoh-seen
which
ἣνhēnane
he
received
παρέλαβενparelabenpa-RAY-la-vane
of
παρ'parpahr
us.
ἡμῶνhēmōnay-MONE

Cross Reference

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5:14
ପରସ୍ପର ଶାନ୍ତି ରେ ରୁହ। ଯେଉଁମାନେ କାମ କରୁ ନାହାଁନ୍ତି, ଭାଇ ଓ ଭଉଣୀମାନେ, ସମାନଙ୍କେୁ ସତର୍କ କରିଦିଅ। ଯେଉଁମାନେ ଭୟ ରେ ଅଛନ୍ତି, ସମାନଙ୍କେୁ ଉତ୍ସାହିତ କର। ଦୁର୍ବଳ ଲୋକଙ୍କୁ ସାହାୟ୍ଯ କର। ପ୍ରେତ୍ୟକକ ଲୋକ ପାଇଁ ର୍ଧୈୟ୍ଯବାନ ହୁଅ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 5:4
ଆମ୍ଭର ପ୍ରଭୁ ଯୀଶୁଙ୍କ ନାମ ରେ ତୁମ୍ଭମାନେେ ଏକତ୍ର ହୁଅ।

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 2:15
ଅତଏବ, ଭାଇ ଓ ଭଉଣୀମାନେ ଦୃଢ଼ ଭାବରେ ଠିଆ ହୁଅ ଓ ଆମ୍ଭ ଦ୍ବାରା ଦିଆ ଯାଇଥିବା ଶିକ୍ଷାଗୁଡ଼ିକୁ ଅବିରତ ବିଶ୍ବାସ କର। ଆମ୍ଭେ ଏହି ଶିକ୍ଷାଗୁଡ଼ିକୁ କହି ଓ ଚିଠି ମାଧ୍ଯମ ରେ ଲେଖି, ତୁମ୍ଭମାନଙ୍କୁ ଶିଖାଇଛୁ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 16:17
ଭାଇ ଓ ଭଉଣୀମାନେ! ମୁଁ ତିମ୍ଭମାନଙ୍କୁ କହିବାକୁ ଇଛାକରେ ଯେ, ଯେଉଁ ଲୋକମାନେ ତୁମ୍ଭ ଭିତ ରେ ଦଳଭଦେ ଓ ବିଘ୍ନ ଆଣିବା ପାଇଁ ଚେଷ୍ଟା କରୁଛନ୍ତି, ସମାନଙ୍କେ ଠାରୁ ସତର୍କ ରୁହ। ଲୋକମାନଙ୍କର ବିଶ୍ବାସକୁ ଭାଗିଂବା ପାଇଁ ଚେଷ୍ଟା କରୁଥିବା ଲୋକମାନଙ୍କ ଠାରୁ ସତର୍କ ରୁହ। ଏଭଳି ଲୋକେ ତୁମ୍ଭେ ଗ୍ରହଣ କରିଥିବା ପ୍ରକୃତ ଶିକ୍ଷା ବିରୁଦ୍ଧ ରେ ଥାଆନ୍ତି।

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 4:11
ଶାନ୍ତିପୂର୍ଣ୍ଣ ଜୀବନଯାପନ ପାଇଁ ଯାହା ସମ୍ଭବ, ତାହା କର। ନିଜ କାର୍ୟ୍ଯର ଯତ୍ନ ନିଅ। ନିଜ ହାତ ରେ କାମ କର। ଆମ୍ଭେ ଏହି କଥାଗୁଡ଼ିକ କରିବା ପାଇଁ ତୁମ୍ଭମାନଙ୍କୁ ଆଗରୁ କହିଛୁ।

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 3:7
ତୁମ୍ଭମାନେେ ଜାଣିଛ ଯେ, ଆମ୍ଭ ପରି ତୁମ୍ଭମାନେେ ରହିବା ଉଚିତ। ତୁମ୍ଭମାନଙ୍କ ସହିତ ଥିଲା ବେଳେ ଆମ୍ଭେ କବେେ ହେଲେ କାମ କରିବା ପାଇଁ ମନା କରି ନ ଥିଲୁ।

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 3:10
ତୁମ୍ଭମାନଙ୍କ ସହିତ ଥିଲା ବେଳେ ଆମ୍ଭେ ତୁମ୍ଭମାନଙ୍କୁ ଗୋଟିଏ ନିୟମ ଶିଖାଇଥିଲୁ : ଯଦି ଜଣେ କାମ ନ କରିବ, ତା' ହେଲେ ସେ ଖାଇବ ନାହିଁ।

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 3:14
ଆମ୍ଭେ ଏହି ପତ୍ର ରେ ତୁମ୍ଭମାନଙ୍କୁ ଯାହା କହିଛୁ, ଯଦି କୌଣସି ଲୋକ ତାହା ପାଳନ କରେ ନାହିଁ, ତା' ହେଲେ ସହେି ଲୋକଠାରୁ ସତର୍କ ରୁହ। ତା'ସହିତ ସମ୍ପର୍କ ରଖ ନାହିଁ। ତାହାହେଲେ ସେ ଲଜ୍ଜିତ ହବେ।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 3:5
ସମାନେେ ପରମେଶ୍ବରଙ୍କ ସବେକ ହବୋର ଛଳନା କରିବେ। କିନ୍ତୁ ତାଙ୍କ ଜୀବନପଦ୍ଧତି ଦ୍ବାରା ଜଣାପଡ଼ିବ ଯେ ସମାନେେ ପ୍ରକୃତ ରେ ପରମେଶ୍ବରଙ୍କ ସବୋ କରୁନାହାଁନ୍ତି। ତୀମଥି, ତୁମ୍ଭେ ସହେି ଲୋକମାନଙ୍କଠାରୁ ଦୂର ରେ ରୁହ।

ଏବ୍ରୀମାନଙ୍କ ନିକଟକୁ ପତ୍ର 12:15
ସାବଧାନ ରୁହ ଯେପରି ତୁମ୍ଭମାନଙ୍କ ମଧ୍ଯରୁ କହେି ପରମେଶ୍ବରଙ୍କ ଅନୁଗ୍ରହ ପାଇବା ରେ ବଞ୍ଚିତ ହବେ ନାହିଁ। ସାବଧାନ ରୁହ ଯେପରି ତୁମ୍ଭମାନଙ୍କ ଭିତରୁ କୌଣସି ଲୋକ ତିକ୍ତତାମୂଳକ ନ ହେଉ। ସଭେଳି ଲୋକ ସମୁଦାୟ ଦଳକୁ ନଷ୍ଟ କରି ଦବେେ।

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 4:1
ଭାଇ ଓ ଭଉଣୀମାନେ! ବର୍ତ୍ତମାନ ତୁମ୍ଭମାନଙ୍କୁ ମାରେ କେତକେ ଅନ୍ୟ କଥାଗୁଡ଼ିକ କହିବାକୁ ଅଛି। ପରମେଶ୍ବରଙ୍କୁ ପ୍ରସନ୍ନ କରିପାରୁଥିବା ଜୀବନଯାପନ ପ୍ରଣାଳୀ ବିଷୟ ରେ ଆମ୍ଭମାନେେ ତୁମ୍ଭମାନଙ୍କୁ ଶିଖାଇଛୁ। ତୁମ୍ଭମାନେେ ସହେିଭଳି ଜୀବନଯାପନ କରୁଛ। ପ୍ରଭୁଯୀଶୁଙ୍କ ପାଇଁ ଅଧିକରୁ ଅଧିକ ସହେିଭଳି ଜୀବନଯାପନ କରିବା ପାଇଁ ଆମ୍ଭେ ତୁମ୍ଭମାନଙ୍କୁ କହୁଛୁ ଓ ଉତ୍ସାହିତ ମଧ୍ଯ କରୁଛୁ।

କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:17
ତୁମ୍ଭମାନେେ ଯାହା କହୁଛ, ଯାହା କିଛି ବା କରୁଛ, ସେ ସବୁ ତୁମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କ ପାଇଁ କର ଏବଂ ଏହି ସମସ୍ତ କାର୍ୟ୍ଯ ମଧିଅରେ ପରମପିତା ପରମେଶ୍ବରଙ୍କୁ ଯୀଶୁଙ୍କ ମାଧ୍ଯମ ରେ ଧନ୍ଯବାଦ ଜଣାଅ।

ମାଥିଉଲିଖିତ ସୁସମାଚାର 18:17
ଯଦି ସେ ଲୋକ ସମାନଙ୍କେ କଥା ମଧ୍ଯ ଶୁଣିବାକୁ ମନା କରିଦିଏ, ତବେେ ମଣ୍ଡଳୀଙ୍କୁ କୁହ। ଯଦି ସେ ଲୋକ ମଣ୍ଡଳୀ କଥା ନଶୁଣେ, ତବେେ ପରମେଶ୍ବରଙ୍କୁ ବିଶ୍ବାସ କରୁ ନଥିବା ଲୋକ କିମ୍ବା ଜଣେ କର ଆଦାୟକାରୀକୁ ଯଭେଳି ବ୍ଯବହାର କରାଯାଏ, ତାହାକୁ ସହେିଭଳି ବ୍ଯବହାର କର।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 5:11
ମାରେ ଲେଖିବାର ଅର୍ଥ ଥିଲା, ଯେ ଯେଉଁଲୋକ ନିଜକୁ ଖ୍ରୀଷ୍ଟଙ୍କର ଭାଇ ବୋଲି ଘାଷେଣା କରି ଏବେ ମଧ୍ଯ ୟୌନଗତ ପାପ କରୁଛି କିଅବା ସ୍ବାର୍ଥ, ମୂର୍ତ୍ତିପୂଜକ, ଲୋକମାନଙ୍କୁ ମନ୍ଦ କଥା କୁ ହେ, କିମ୍ବା ମଦୁଆ କି ଲୋକମାନଙ୍କୁ ଠକୁଛି। ସହେିଭଳି ଲୋକମାନଙ୍କ ସହିତ ସମ୍ପର୍କ ରଖିବ ନାହିଁ। ଏହିପରିକି ଏଭଳି ଲୋକ ସହିତ ବସି ଭୋଜନ ମଧ୍ଯ ଗ୍ରହଣ କର ନାହିଁ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 11:2
ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁଛି କାରଣ ତୁମ୍ଭମାନେେ ମାେତେ ସମସ୍ତ ବିଷୟ ରେ ମନେ ପକାଉ ଅଛ। ମୁଁ ଯେଉଁ ଉପଦେଶ ଗୁଡ଼ିକ ଦଇେଥିଲି ସେ ଗୁଡ଼ିକୁ ସ୍ମରଣ ରେ ରଖି ପାଳନ କରୁଛ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 2:10
ତୁମ୍ଭମାନେେ ଯଦି କାହାକୁ କ୍ଷମା କର, ମୁଁ ମଧ୍ଯ ତାହାକୁ କ୍ଷମା କରି ଥାଏ, ତାହା ମୁଁ ତୁମ୍ଭମାନଙ୍କ ପାଇଁ ଯୀଶୁ ଖ୍ରୀଷ୍ଟଙ୍କ ଉପସ୍ଥିତି ରେ କ୍ଷମା କରିଛି।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:17
ପ୍ରଭୁଙ୍କ ନାମ ରେ ମୁଁ ସତର୍କ କରି ଦେଉଛି ଯେ ଅବିଶ୍ବାସୀ ଲୋକଙ୍କ ଭଳି ଜୀବନଯାପନ କର ନାହିଁ। ସମାନଙ୍କେ ବିଚାରର କିଛି ମୂଲ୍ଯ ନାହିଁ।

ଯୋହନଙ୍କ ତୃତୀୟ ପତ୍ର 1:10
ମୁଁ ସଠାରୁେ ଆସିଲେ, ଦିୟତ୍ରିଫାର କାର୍ୟ୍ଯ ବିଷୟ ରେ କଥାବାର୍ତ୍ତା କରିବି। ସେ ଆମ୍ଭମାନଙ୍କ ବିଷୟ ରେ ମିଥ୍ଯା ଓ ମନ୍ଦ କଥାମାନ କହୁଛି। ଏହାଛଡ଼ା, ସେ ଖ୍ରୀଷ୍ଟଙ୍କ ପାଇଁ ସବୋ କରୁଥିବା ଭାଇମାନଙ୍କୁ ମଧ୍ଯ ସାହାୟ୍ଯ କରୁ ନାହିଁ। ଯେଉଁମାନେ ସହେି ଭାଇମାନଙ୍କୁ ସାହାୟ୍ଯ କରିବାକୁ ଚାହାଁନ୍ତି, ସମାନଙ୍କେୁ ମଧ୍ଯ ସେ ମନା କରୁଛି। ସେ ସମାନଙ୍କେୁ ମଣ୍ଡଳୀରୁ ବାହାର କରିଦିଏ।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 4:1
ପରମେଶ୍ବର ଓ ଖ୍ରୀଷ୍ଟ ଯୀଶୁଙ୍କ ଆଗ ରେ ମୁଁ ତୁମ୍ଭକୁ ଗୋଟିଏ ଆଦେଶ ଦେଉଛି। ଖ୍ରୀଷ୍ଟ ଯୀଶୁ ଜୀବିତ ଓ ମୃତଉଭୟ ଲୋକମାନଙ୍କର ବିଚାର କରିବେ। ଯୀଶୁଙ୍କର ଗୋଟିଏ ରାଜ୍ଯ ଅଛି ଓ ସେ ଆଉଥରେ ଆସୁଛନ୍ତି। ଅତଏବ ମୁଁ ତୁମ୍ଭକୁ ଏହି ଆଦେଶ ଦେଉଛି।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 6:13
ପରମେଶ୍ବର ଓ ଖ୍ରୀଷ୍ଟ ଯୀଶୁଙ୍କ ଆଗ ରେ ମୁଁ ତୁମ୍ଭକୁ ଏହି ଆଦେଶ ଦେଉଛି। ପନ୍ତିୟ ପୀଲାତଙ୍କ ଆଗ ରେ ଠିଆ ହାଇେଥିବା ବେଳେ ଖ୍ରୀଷ୍ଟ ଯୀଶୁ ସହେି ଏକା ମହାନ୍ ସତ୍ଯଟିକୁ ସ୍ବୀକାର କରିଥିଲେ। ଏକମାତ୍ର ପରମେଶ୍ବର ପ୍ରେତ୍ୟକକ ବିଷୟକୁ ଜୀବନ ପ୍ରଦାନ କରନ୍ତି।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 6:5
ତାହା ମନ୍ଦ ମନ ଥିବା ଲୋକମାନଙ୍କ ମାଧ୍ଯମ ରେ ସୀମାହୀନ ୟୁକ୍ତିତର୍କ ଆରମ୍ଭ କରେ। କୁତର୍କକୁ ମଧ୍ଯ ତାହା ଆମନ୍ତ୍ରିତ କରେ। ସହେି ଲୋକମାନେ ସତ୍ଯକୁ ହରାଇ ବସିଛନ୍ତି। ସମାନେେ ଭାବନ୍ତି ଯେ ପରମେଶ୍ବରଙ୍କ ସବୋ କରିବା ହେଉଛି ଧନୀ ହବୋର ଏକ ଉପାୟ।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5:21
ପରମେଶ୍ବର, ଖ୍ରୀଷ୍ଟ ଯୀଶୁ ଏବଂ ମନୋନୀତ ସ୍ବର୍ଗଦୂତଙ୍କ ଆଗ ରେ ଏଗୁଡ଼ିକ କରିବା ପାଇଁ ମୁଁ ତୁମ୍ଭକୁ ଆଦେଶ ଦେଉଛି। ସତ୍ଯ ଜାଣିବା ପୂର୍ବରୁ ଲୋକମାନଙ୍କର ବିଚାର କର ନାହିଁ। ସମସ୍ତଙ୍କ ପାଇଁ ସମାନ ଭାବ ଦଖାେଅ।