2 Timothy 1:14
ତୁମ୍ଭକୁ ଯେଉଁ ସତ୍ଯ ପ୍ରଦାନ କରାଯାଇଛି, ତାହାକୁ ରକ୍ଷା କର। ପବିତ୍ର ଆତ୍ମାର ସାହାୟ୍ଯ ରେ ସଗେୁଡ଼ିକୁ ରକ୍ଷା କର। ସହେି ପବିତ୍ର ଆତ୍ମା ଆମ୍ଭ ଭିତ ରେ ରହନ୍ତି।
2 Timothy 1:14 in Other Translations
King James Version (KJV)
That good thing which was committed unto thee keep by the Holy Ghost which dwelleth in us.
American Standard Version (ASV)
That good thing which was committed unto `thee' guard through the Holy Spirit which dwelleth in us.
Bible in Basic English (BBE)
That good thing which was given to you keep safe, through the Holy Spirit which is in us.
Darby English Bible (DBY)
Keep, by the Holy Spirit which dwells in us, the good deposit entrusted.
World English Bible (WEB)
That good thing which was committed to you, guard through the Holy Spirit who dwells in us.
Young's Literal Translation (YLT)
the good thing committed guard thou through the Holy Spirit that is dwelling in us;
| That | τὴν | tēn | tane |
| good thing | καλὴν | kalēn | ka-LANE |
| which was committed unto thee | παρακαταθήκην | parakatathēkēn | pa-ra-ka-ta-THAY-kane |
| keep | φύλαξον | phylaxon | FYOO-la-ksone |
| by | διὰ | dia | thee-AH |
| the Holy | πνεύματος | pneumatos | PNAVE-ma-tose |
| Ghost | ἁγίου | hagiou | a-GEE-oo |
| τοῦ | tou | too | |
| which dwelleth | ἐνοικοῦντος | enoikountos | ane-oo-KOON-tose |
| in | ἐν | en | ane |
| us. | ἡμῖν | hēmin | ay-MEEN |
Cross Reference
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 1:12
ସହେି ସୁସମାଚାର କହିଥିବାରୁ ଏବେ ମୁଁ କଷ୍ଟ ପାଉଛି। କିନ୍ତୁ ମୁଁ ଲଜ୍ଜିତ ନୁହେଁ। ମୁଁ ଯାହାଙ୍କୁ ବିଶ୍ବାସ କରିଛି, ତାହାଙ୍କୁ ମୁଁ ଜାଣେ। ମାରେ ପୂର୍ଣ୍ଣ ଆଶା ଅଛି ଯେ, ସେ ସହେି ବିଷୟଗୁଡ଼ିକ ସହେିଦିନ296 ପର୍ୟ୍ଯନ୍ତ ରକ୍ଷା କରିବେ, ଯେଉଁଗୁଡ଼ିକର ଦାଯିତ୍ବ ସେ ମାେ ଉପରେ ନ୍ଯସ୍ତ କରିଥିଲେ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 6:20
ତୀମଥି, ପରମେଶ୍ବର ତୁମ୍ଭ ଉପରେ ଅନକେ ବିଷୟର ଭାର ଦଇେଛନ୍ତି। ସଗେୁଡ଼ିକୁ ସୁରକ୍ଷିତ ରଖିଥାଅ। ପରମେଶ୍ବରଙ୍କ ନିକଟକୁ ଆସି ନ ଥିବା ଅସାର କଥା କହୁଥିବା ଲୋକମାନଙ୍କଠାରୁ ଦୂର ରେ ରୁହ। ସତ୍ଯ ବିରୁଦ୍ଧ ରେ ୟୁକ୍ତିତର୍କ କରୁଥିବା ଲୋକମାନଙ୍କଠାରୁ ଦୂର ରେ ରୁହ। ଏହାକୁ ସମାନେେ ମିଛ ରେ ଜ୍ଞାନ ବୋଲି କହିଥାନ୍ତି। କିନ୍ତୁ ଏହା ପ୍ରକୃତ ଜ୍ଞାନ ନୁହେଁ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:13
ଯଦି ତୁମ୍ଭମାନେେ ତୁମ୍ଭ ପାପପୂର୍ଣ ଶରୀର ଅନୁସାରେ ମନ୍ଦ କାମ ପାଇଁ ନିଜ ଜୀବନକୁ ବ୍ଯବହାର କର, ତା ହେଲେ ତୁମ୍ଭମାନେେ ଆତ୍ମିକ ରୂପରେ ମରିୟିବ। କିନ୍ତୁ ଯଦି ତୁମ୍ଭମାନେେ ଆତ୍ମାଙ୍କୁ ଶରୀର ମାଧ୍ଯମ ରେ ମନ୍ଦ କାମ କରିବାକୁ ରୋକିବା ପାଇଁ ବ୍ଯବହାର କର, ତା' ହେଲେ ତୁମ୍ଭମାନେେ ପ୍ରକୃତ ଜୀବନ ପାଇବ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:9
କିନ୍ତୁ ତୁମ୍ଭମାନେେ ନିଜର ପାପପୂର୍ଣ ଶରୀର ଦ୍ବାରା ଶାସିତ ନୁହଁ। ଯଦି ପ୍ରକୃତ ରେ ଖ୍ରୀଷ୍ଟଙ୍କର ଆତ୍ମା ତୁମ୍ଭମାନଙ୍କ ଭିତ ରେ ଅଛି, ତା' ହେଲେ ତୁମ୍ଭମାନେେ ଆତ୍ମା ଦ୍ବାରା ଶାସିତ ହେଉଛ। କିନ୍ତୁ ଯଦି କୌଣସି ଲୋକ ଭିତ ରେ ଖ୍ରୀଷ୍ଟଙ୍କର ଆତ୍ମା ନାହିଁ, ତା ହେଲେ ସେ ଖ୍ରୀଷ୍ଟଙ୍କର ନୁହେଁ।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:11
ୟୁସ୍ତ ନାମ ରେ ମଧ୍ଯ ଖ୍ଯାତ, (ଯୀଶୁ) ତୁମ୍ଭମାନଙ୍କୁ ନମସ୍କାର ଜଣାଉଛନ୍ତି। ୟିହୁଦୀ ବିଶ୍ବାସୀମାନଙ୍କ ମଧିଅରେ କବଳେ ଏମାନେ ପରମେଶ୍ବରଙ୍କ ରାଜ୍ଯ ପାଇଁ ମାେ ସହିତ କାମ କରନ୍ତି। ସମାନେେ ଏପର୍ୟ୍ଯନ୍ତ ମାରେସାନ୍ତ୍ବନାର କାରଣ ହାଇେଛନ୍ତି।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5:19
କଦାପି ପବିତ୍ର ଆତ୍ମାର କାର୍ୟ୍ଯ ବନ୍ଦ କର ନାହିଁ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1:11
ଏହି ଉପଦେଶ ପରମେଶ୍ବର ମାେତେ ପ୍ରଚାର କରିବାକୁ ଦଇେଥିବା ସୁସମାଚାରର ଅଂଶବିଶଷେ। ଏହି ମହିମାମୟ ସୁସମାଚାର ପରମଧନ୍ଯ ପରମେଶ୍ବରଙ୍କଠାରୁ ଆସିଛି।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 2:2
ମୁଁ ଶିକ୍ଷା ଦଇେଥିବା କଥାସବୁ ତୁମ୍ଭେ ଶୁଣିଛ। ଅନକେ ଅନ୍ୟ ଲୋକ ମଧ୍ଯ ସହେି କଥା ଶୁଣିଛନ୍ତି। ତୁମ୍ଭେ ସହେି ବିଷୟଗୁଡ଼ିକ ଶିକ୍ଷାଦବୋ ଉଚିତ। ଯେଉଁ କେତକଙ୍କେୁ ତୁମ୍ଭେ ବିଶ୍ବାସ କରିପାରିବ, ସମାନଙ୍କେୁ ସହେି ଉପଦେଶଗୁଡ଼ିକ ଦିଅ। ତା' ହେଲେ ସମାନେେ ଅନ୍ଯଲୋକମାନଙ୍କୁ ସହେି ଉପଦେଶଗୁଡ଼ିକ ଦଇପୋରିବେ।
ପିତରଙ୍କ ପ୍ରଥମ ପତ୍ 1:22
ଏବେ, ସତ୍ଯ ପାଳନ ଦ୍ବାରା ତୁମ୍ଭମାନେେ ନିଜ ନିଜକୁ ପବିତ୍ର କରିଛ। ତୁମ୍ଭମାନେେ ତୁମ୍ଭମାନଙ୍କର ଭାଇ ଓ ଭଉଣୀମାନଙ୍କ ପାଇଁ ସତ୍ଯ ପ୍ ରମେ ଦଖାଇେ ପାରିବ। ଅତଏବ, ପୂର୍ଣ୍ଣ ହୃଦୟ ସହିତ ଗଭୀର ଭାବରେ ପରସ୍ପରକୁ ପ୍ ରମେ କର।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 5:18
ମଦ ପିଇ ମାତାଲ ହୁଅ ନାହିଁ। କାରଣ ତାହା ଆତ୍ମିକ ଭାବେ ତୁମ୍ଭର ସଂପୂର୍ଣ୍ଣ ବିନାଶ ଘଟାଇବ ବରଂ ଆତ୍ମା ରେ ପରିପୂର୍ଣ୍ଣ ହୁଅ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:22
ଯୀଶୁ ଖ୍ରୀଷ୍ଟଙ୍କଠା ରେ ତୁମ୍ଭମାନେେ ଅନ୍ୟମାନଙ୍କ ସହିତ ଏକତ୍ର ନିର୍ମିତ ହେଉଅଛ। ତୁମ୍ଭମାନେେ ଏପରି ଗୋଟିଏ ମନ୍ଦିର ରୂପେ ନିର୍ମିତ ହେଉଛ, ଯେଉଁଠା ରେ ଆତ୍ମାଙ୍କ ମାଧ୍ଯମ ରେ ପରମେଶ୍ବର ବାସ କରନ୍ତି।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2:7
ଏହିସଲାକମାଲନସଦଖିଲଲସଯ, ପରଲମଶ୍ବର ପିତରଙ୍କ ଭଳିସମାଲତସଗାଟିଏ ବିଶଲଷ କାମସଦଇଛନ୍ତି। ପରଲମଶ୍ବର ଯିହୂଦୀମାନଙ୍କୁ ସୁସମାଚାର କହିବା ପାଇଁ ପିତରଙ୍କୁ ନିୟୁକ୍ତ କରିଛନ୍ତି। କିନ୍ତୁ ପରଲମଶ୍ବରସମାଲତ ଅଣଯିହୂଦୀମାନଙ୍କୁ ସୁସମାଚାର କହିବା କାମସଦଇଛନ୍ତି।
ଯୋହନଲିଖିତ ସୁସମାଚାର 14:17
ସହେି ସାହାୟ୍ଯକାରୀ ଜଣକ ସତ୍ଯମୟ ଆତ୍ମା। ଏ ଜଗତ ତାହାଙ୍କୁ ଗ୍ରହଣ କରି ପାରିବ ନାହିଁ। ଯେ ହତେୁ ଜଗତ ତାହାଙ୍କୁ ଦେଖୁନାହିଁ ବା ଜାଣି ନାହିଁ। କିନ୍ତୁ ତୁମ୍ଭେ ତାହାଙ୍କୁ ଜାଣିଛ। ସେ ତୁମ୍ଭ ସହିତ ରହନ୍ତି ଓ ତୁମ୍ଭ ହୃଦୟ ରେ ବାସ କରିବେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:2
ହଁ ଯିହୂଦୀମାନଙ୍କଠା ରେ ଅନକେ କିଛି ବିଶଷେ ବିଷୟ ଅଛି। ସବୁଠାରୁ ମହତ୍ତ୍ବପୂର୍ଣ୍ଣ କଥା ଏହି ଯେ, ସମାନଙ୍କେୁ ସର୍ବପ୍ରଥମେ ପରମେଶ୍ବର ତାହାଙ୍କ ଉପଦେଶ ଗୁଡ଼ିକୁ ସମର୍ପିତ କଲେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:11
ପରମେଶ୍ବର ଯୀଶୁଙ୍କୁ ମୃତ୍ଯୁରୁ ପର୍ନଜୀବିତ କରିଛନ୍ତି।ଓ ଯଦି ପରମେଶ୍ବରଙ୍କ ଆତ୍ମା ତୁମ୍ଭମାନଙ୍କ ଭିତ ରେ ଅଛି, ତା' ହେଲେ ତୁମ୍ଭମାନଙ୍କର ମୃତ ଶରୀରକୁ ମଧ୍ଯ ସେ ତାହାଙ୍କର ଆତ୍ମାଙ୍କ ଦ୍ବରା ଜୀବନ ପ୍ରଦାନ କରିବେ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 3:16
ତୁମ୍ଭମାନେେ ଜାଣି ରଖିବା ଉଚିତ୍ ଯେ, ତୁମ୍ଭମାନେେ ପରମେଶ୍ବରଙ୍କ ମନ୍ଦିର ଅଟ, ଏବଂ ପରମେଶ୍ବରଙ୍କ ଆତ୍ମା ତୁମ୍ଭମାନଙ୍କ ଠା ରେ ବାସ କରନ୍ତି।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 6:19
ତୁମ୍ଭମାନେେ ଜାଣି ରଖିବା ଉଚିତ୍ ଯେ, ତୁମ୍ଭମାନଙ୍କ ଶରୀର ପବିତ୍ର ଆତ୍ମାଙ୍କ ମନ୍ଦିର ଅଟେ। ପବିତ୍ର ଆତ୍ମା ଅନ୍ତର ରେ ଅଛନ୍ତି। ପବିତ୍ର ଆତ୍ମାଙ୍କୁ ତୁମ୍ଭମାନେେ ପରମେଶ୍ବରଙ୍କଠାରୁ ପାଇଛ। ତୁମ୍ଭମାନେେ ନିଜେ ନିଜର ନୁହଁ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 9:17
ତା'ପରେ ମଧ୍ଯ ଯଦି ମୁଁ ସ୍ବେଚ୍ଛା ରେ ସୁସମାଚାର ପ୍ରଚାର କରୁଛି, ତବେେ ପୁରସ୍କାର ପାଇବା ପାଇଁ ମୁଁ ଯୋଗ୍ଯ। କିନ୍ତୁ ତାହା ତ ନୁହେଁ। ସୁସମାଚାର ପ୍ରଚାର ପାଇଁ ମୁଁ ବାଧ୍ଯ। ପ୍ରଭୁ ମାେତେ ଯେଉଁ ଦାଯିତ୍ବ ଦଇେଛନ୍ତି, କବଳେ ତାହା ମୁଁ ସମ୍ପାଦନ କରୁଛି।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 5:16
ଏହି ସମୟ ପରେ, ଆମ୍ଭେ କୌଣସି ଲୋକକୁ ଜାଗତିକ ଦୃଷ୍ଟିରୁ ଦେଖିବା ନାହିଁ। ଅତୀତ ରେ ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କୁ ମଧ୍ଯ ଜାଗତିକ ଦୃଷ୍ଟି ରେ ବୁଝିଥିଲୁ। କିନ୍ତୁ ଏବେ ଆମ୍ଭେ ସପରେି ଭାବୁନାହୁଁ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 5:19
ମାେ କହିବା କଥା ଯେ, ପରମେଶ୍ବର ଖ୍ରୀଷ୍ଟଙ୍କ ହତେୁ ଲୋକମାନଙ୍କର ପାପଗୁଡ଼ିକୁ ଗଣନା ନ କରି, ନିଜକୁ ଜଗତର ଲୋକମାନଙ୍କ ସହିତ ପୁନର୍ମିଳିତ କରୁଛନ୍ତି। କବଳେ ସତେିକି ନୁହେଁ ମାତ୍ର ସେ ଆମ୍ଭମାନଙ୍କୁ, ଲୋକମାନଙ୍କୁ ପୁନର୍ମିଳନର ସମ୍ବାଦ କହିବା ଭାର ଦଇେଛନ୍ତି। ସେଥିପାଇଁ ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କ ପ୍ରତିନିଧି ଭାବେ କାମ କରୁଛୁ।
ଲୂକଲିଖିତ ସୁସମାଚାର 16:11
ତୁମ୍ଭମାନେେ ଯଦି ସାଂସାରିକ ସମ୍ପତ୍ତି ପାଇଁ ବିଶ୍ବାସ ଯୋଗ୍ଯ ବୋଲି ପ୍ରମାଣିତ ହାଇେ ପାରିବନାହିଁ, ତବେେ ତୁମ୍ଭମାନଙ୍କୁ ସତ୍ଯ ସମ୍ପତ୍ତି ପାଇଁ କିଏ ବିଶ୍ବାସ କରିବ?