2 Timothy 2:26
ଶୟତାନ ସମାନଙ୍କେୁ ଫାନ୍ଦ ରେ ପକାଇଛି ଓ ତା ଇଚ୍ଛା ଅନୁସାରେ କାମ କରାଉଛି। ହାଇପୋ ରେ ଯେ ସମାନେେ ସଜାଗ ହବେେ ଓ ଶୟତାନର ସହେି କାର୍ୟ୍ଯ ଦେଖିବେ। ତା'ପରେ ସମାନେେ ଶୟତାନର ଫାନ୍ଦରୁ ମୁକ୍ତ ହବେେ।
2 Timothy 2:26 in Other Translations
King James Version (KJV)
And that they may recover themselves out of the snare of the devil, who are taken captive by him at his will.
American Standard Version (ASV)
and they may recover themselves out of the snare of the devil, having been taken captive by him unto his will.
Bible in Basic English (BBE)
And so they may get themselves free from the net of the Evil One, being made the prisoners of the Lord's servant, for the purpose of God.
Darby English Bible (DBY)
and that they may awake up out of the snare of the devil, [who are] taken by him, for *his* will.
World English Bible (WEB)
and they may recover themselves out of the devil's snare, having been taken captive by him to his will.
Young's Literal Translation (YLT)
and they may awake out of the devil's snare, having been caught by him at his will.
| And | καὶ | kai | kay |
| themselves recover may they that | ἀνανήψωσιν | ananēpsōsin | ah-na-NAY-psoh-seen |
| out of | ἐκ | ek | ake |
| the | τῆς | tēs | tase |
| snare | τοῦ | tou | too |
| the of | διαβόλου | diabolou | thee-ah-VOH-loo |
| devil, | παγίδος | pagidos | pa-GEE-those |
| who are taken captive | ἐζωγρημένοι | ezōgrēmenoi | ay-zoh-gray-MAY-noo |
| by | ὑπ' | hyp | yoop |
| him | αὐτοῦ | autou | af-TOO |
| at | εἰς | eis | ees |
| τὸ | to | toh | |
| his | ἐκείνου | ekeinou | ake-EE-noo |
| will. | θέλημα | thelēma | THAY-lay-ma |
Cross Reference
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 3:7
ଯେଉଁମାନେ ମଣ୍ଡଳୀର ସଦସ୍ଯ ନୁହଁନ୍ତି, ବାହାରର ସହେି ଲୋକମାନଙ୍କର ମଧ୍ଯ, ଅଧ୍ଯକ୍ଷଙ୍କ ନିମନ୍ତେ ସମ୍ମାନ ଭାବ ଥିବା ଆବଶ୍ଯକ। ତହିଁରେ ସେ ଅନ୍ୟମାନଙ୍କ ଦ୍ବାରା ସମାଲୋଚିତ ହବେେ ନାହିଁ କି ଶୟତାନର ଫାନ୍ଦ ରେ ପଡ଼ିବେ ନାହିଁ।
ଯିଶାଇୟ 49:25
ମାତ୍ର ସଦାପ୍ରଭୁ ଏହିକଥା କୁହନ୍ତି, ବୀରଦ୍ବାରା ବନ୍ଦୀଲୋକ ଅପହୃତ ହବେେ ଓ ଭୟଙ୍କର ଲୋକର ଲୁଣ୍ଠିତ ଦ୍ରବ୍ଯ ମୁକୁଳା ୟିବ ; କାରଣ ତୁମ୍ଭର ବିରୋଧୀକାରୀଙ୍କୁ ଆମ୍ଭେ ବିରୋଧ କରିବା ଓ ତୁମ୍ଭର ସନ୍ତାନଗଣଙ୍କୁ ଆମ୍ଭେ ରକ୍ଷା କରିବା।
ଗୀତସଂହିତା 124:7
ଆମ୍ଭମାନେେ ହେଉଛୁ ଜାଲରେ ପଡ଼ିଥିବା ଚଢ଼ଇମାନଙ୍କେ ପରି, ଯେଉଁମାନେ ଜାଲରୁ ରକ୍ଷା ପାଇଥା'ନ୍ତି। ତା'ପରେ ଜାଲ ଛିଣ୍ଡିଗଲା ଓ ଆମ୍ଭମାନେେ ରକ୍ଷା ପାଇଗଲୁ।
ଯିଶାଇୟ 8:15
ଅନକେ ଲୋକ ଏହି ପଥରଦ୍ବାରା ପତିତ ହବେେ। ସମାନେେ ପତିତ ହାଇେ ଭଗ୍ନ ହବେେ ଏବଂ ଫାଶ ରେ ପଡ଼ି ବାନ୍ଧି ହାଇଯେିବେ।
ଯିଶାଇୟ 28:13
ତେଣୁ ପରମେଶ୍ବର ବାକ୍ଯ ବିଦେଶୀ ଭାଷା ରେ କୁହାୟାଏ :
ଯିଶାଇୟ 42:6
ମୁଁ ସଦାପ୍ରଭୁ, ତୁମ୍ଭକୁ ଧାର୍ମିକରେ ଆହ୍ବାନ କରୁଛି। ତୁମ୍ଭର ହସ୍ତ ଧରି ମୁଁ ତୁମ୍ଭକୁ ପଥପ୍ରଦର୍ଶନ କରିବି। ଜାତିଗଣଙ୍କୁ ଗୋଟିଏ ଆଲୋକପରି ମୁଁ ତୁମ୍ଭକୁ ଗୋଟିଏ ନିୟୁକ୍ତ ଚିହ୍ନ ଦବେି, ଯାହା ଲୋକମାନଙ୍କ ସହିତ ଗୋଟିଏ ଚୁକ୍ତି ଅଛି।
ମାଥିଉଲିଖିତ ସୁସମାଚାର 12:28
ମୁଁ କିନ୍ତୁ ଭୁତମାନଙ୍କୁ ପରମେଶ୍ବରଙ୍କ ଆତ୍ମାର ଶକ୍ତି ସାହାୟ୍ଯ ରେ ତଡ଼ି ଦେଉଛି। ତେଣୁ ଏଥିରୁ ପ୍ରମାଣିତ ହେଉଛି ଯେ, ପରମେଶ୍ବରଙ୍କ ରାଜ୍ଯ ତୁମ୍ଭ ନିକଟରେ ପୂରାପୂରି ଆସି ପହଞ୍ଚିଗଲାଣି।
ଲୂକଲିଖିତ ସୁସମାଚାର 11:21
ଯେତବେେଳେ ଜଣେ ଶକ୍ତିଶାଳୀ ଲୋକ ଅନକେ ଅସ୍ତ୍ରଶସ୍ତ୍ର ଧରି ନିଜ ଘରକୁ ଜଗିରହେ, ସେତବେେଳେ ତା'ର ସମସ୍ତ ସମ୍ପତ୍ତି ସୁରକ୍ଷିତ ରହେ।
ଯୋହନଲିଖିତ ସୁସମାଚାର 13:27
ୟିହୂଦା ରୋଟୀ ନଲୋ ବେଳେ ଶୟତାନ ତା' ଭିତ ରେ ପ୍ରବେଶ କଲା। ଯୀଶୁ ୟିହୂଦାକୁ କହିଲେ, ତୁମ୍ଭେ ଯାହା କରିବା କଥା, ତାହା ଶୀଘ୍ର କର।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 20:2
ସ୍ବର୍ଗଦୂତ ସହେି ବିଶାଳକାୟ ପୁରୁଣା ସାପକୁ ଧରିପକାଇଲେ। ସହେି ସାପ ହେଉଛି ଶୟତାନ। ଦୂତ ତାହାକୁ ଏକହଜାର ବର୍ଷ ପର୍ୟ୍ଯନ୍ତ ଶିକୁଳି ରେ ବାନ୍ଧି ଦେଲେ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 12:9
ବିଶାଳ ସାପକୁ ସ୍ବର୍ଗରୁ ପୃଥିବୀ ରେ ନିକ୍ଷପେ କରାଗଲା। ( ସହେି ବିଶାଳ ସାପ ହେଉଛି ସହେି ଅତୀତର ପୁରୁଣା ସାପ, ଯାହାକୁ ଶୟତାନ କୁହାୟାଏ। ସେ ପୃଥିବୀ ବାସୀଙ୍କୁ ଭୁଲ ରାସ୍ତା ରେ ନିଏ। ସାପକୁ ତା'ର ଦୂତମାନଙ୍କ ସହିତ ସଦଳବଳ ରେ ପୃଥିବୀ ରେ ନିକ୍ଷପେ କରାଗଲା।
ପିତରଙ୍କ ଦିତୀୟ ପତ୍ର 2:18
ସହେି ଭଣ୍ଡ ଶିକ୍ଷକମାନେ ନିରର୍ଥକ କଥାଗୁଡ଼ିକ ପାଇଁ ଗର୍ବ କରନ୍ତି। ସମାନେେ ଲୋକମାନଙ୍କୁ ପାପ ରାସ୍ତା ରେ କଢ଼ାଇ ନିଅନ୍ତି। ମନ୍ଦ ଭାବରେ ରହୁଥିବା ଲୋକଙ୍କଠାରୁ ବାହାରି ଆସି ଭଲ ମାର୍ଗ ରେ ୟିବାକୁ ଆରମ୍ଭ କରିଥିବା ଲୋକଙ୍କୁ ଏମାନେ ଆକର୍ଷିତ କରନ୍ତି। ପାପପୂର୍ଣ୍ଣ ଆତ୍ମା ରେ ମନ୍ଦ ଇଚ୍ଛାଗୁଡ଼ିକୁ ଜାଗତ୍ର କରାଇ ଭଣ୍ଡ ଶିକ୍ଷକମାନେ ଏପରି କରନ୍ତି।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 6:9
ଯେଉଁମାନେ ଧନୀ ହବୋକୁ ଚାହୁଁଛନ୍ତି, ସମାନେେ ପ୍ରଲୋଭନ ଫାନ୍ଦ ରେ ପଡ଼ି ଯାଆନ୍ତି। ଅନକେ ମୂର୍ଖତାପୂର୍ଣ୍ଣ ଓ ଦୁଃଖ ଦେଉଥିବା ବିଷୟଗୁଡ଼ିକ ପାଇଁ ସମାନେେ ଇଚ୍ଛା ପୋଷଣ କରନ୍ତି। ସଗେୁଡ଼ିକ ଲୋକମାନଙ୍କୁ ନଷ୍ଟ କରି ତଳିତଳାନ୍ତ କରିଦିଏ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1:20
ହୁମନାୟ ଓ ଆଲେକ୍ଜାଣ୍ଡର ସମାନଙ୍କେ ମଧ୍ଯରୁ କେତକେ ଅଟନ୍ତି। ମୁଁ ସମାନଙ୍କେୁ ଶୟତାନ ହାତ ରେ ଦଇେଛି, ଯାହା ଫଳ ରେ ସମାନେେ ପରମେଶ୍ବରଙ୍କ ବିରୁଦ୍ଧ ରେ ଆଉ ନ କହିବାକୁ ଶିକ୍ଷା ଲାଭ କରିବେ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 2:9
ତା'ର ମହାନ ଶକ୍ତି ଥିବ ଓ ସେ ଅସତ୍ଯ ଆଧାରିତ ଆଶ୍ଚର୍ୟ୍ଯଜନକ କାର୍ୟ୍ଯ, ଚିହ୍ନ ଓ ଅଦ୍ଭୁତ କାର୍ୟ୍ଯମାନ ଘଟାଇବ।
ଯିଶାଇୟ 53:12
ଏହି କାରଣରୁ ଆମ୍ଭେ ମହତମାନଙ୍କ ମଧିଅରେ ତାଙ୍କୁ ଭାରି କରାଇବା ଓ ସେ ପରାକ୍ରମୀମାନଙ୍କ ସଙ୍ଗେ ଲୁଟ ଭାଗ କରି ନବେେ। କାରଣ ସେ ମୃତ୍ଯୁ ମୁଖ ରେ ତାଙ୍କର ଜୀବନ ଦଇେ ଦେଲେ ଓ ଅଧାର୍ମିକମାନଙ୍କ ସହିତ ପରିଗଣିତ ହେଲେ।
ଲୂକଲିଖିତ ସୁସମାଚାର 15:17
ଏବେ ସେ ପୁଝି ପାରିଲା ଯେ, ସେ ବହୁତ ମୂର୍ଖାମୀ କରିଛି। ସେ ଭାବିଲା, 'ମାେ ବାପାଙ୍କର ମୂଲିଆମାନଙ୍କର କେତେ ଖାଦ୍ୟ ବଳୁଛି। ଆଉ ମୁଁ ଏଠା ରେ ଭୋକରେ ମରୁଛି।
ଲୂକଲିଖିତ ସୁସମାଚାର 22:31
କୃଷକ ତା'ର ଗହମକୁ ଚାଲୁଣୀ ରେ ଚଲାଇବା ଭଳି ଶୟତାନ ତୁମ୍ଭମାନଙ୍କୁ ଚଲାଇବା ପାଇଁ ଅନୁମତି ପାଇଛି। ଶିମାନେ! ହେ ଶିମାନେ,
ଯୋହନଲିଖିତ ସୁସମାଚାର 13:2
ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ସନ୍ଧ୍ଯା ଭୋଜନ ରେ ବସିଥିଲେ। ଶିମାନରେ ପୁତ୍ର ଈଷ୍କରିଯୋଥ ୟିହୂଦାଙ୍କୁ ଯୀଶୁଙ୍କ ବିରୁଦ୍ଧ ରେ ଶୟତାନ ପ୍ରବର୍ତ୍ତାଇ ସାରିଥିଲା।
ରେରିତମାନଙ୍କ କାର୍ଯ୍ୟର ବିବରଣ 5:3
ଏହା ଦେଖି ପିତର କହିଲେ, ହେ ହନନିୟ, ତୁମ୍ଭେ କାହିଁକି ଶୟତାନକୁ ତୁମ୍ଭ ହୃଦୟକୁ ନିୟନ୍ତ୍ରଣ କରିବାକୁ ଦଲେ? ତୁମ୍ଭେ ମିଛ କହିଲ, ପବିତ୍ର ଆତ୍ମାକୁ ଠକିବାକୁ ଚେଷ୍ଟା କଲ; ତୁମ୍ଭେ ସମ୍ପତ୍ତି ବିକ୍ରୀ କଲ, କିନ୍ତୁ କାହିଁକି ସହେି ଟଙ୍କାର କିଛି ଅଂଶ ନିଜ ପାଇଁ ଲୁଚାଇ ରଖିଲ।
ରେରିତମାନଙ୍କ କାର୍ଯ୍ୟର ବିବରଣ 26:18
ତୁମ୍ଭେ ସହେି ଲୋକମାନଙ୍କୁ ସତ୍ଯ ପଥ ଦଖାଇବେ ଓ ସମାନଙ୍କେୁ ଅନ୍ଧକାରରୁ ଆଲୋକକୁ ଆଣିବ। ତୁମ୍ଭେ ସମାନଙ୍କେୁ ଶୟତାନର ଶକ୍ତି ନିକଟରୁ ଦୂ ରଇେ ନଇେ ପରମେଶ୍ବରଙ୍କ ପାଖକୁ ଆଣିବ। ତବେେ ସମାନଙ୍କେର ପାପକୁ କ୍ଷମା କରାୟିବ। ଯେଉଁମାନେ ମାେତେ ବିଶ୍ବାସ କରି ପବିତ୍ର ହାଇେଛନ୍ତି ସମାନଙ୍କେ ମଧିଅରେ ସମାନେେ ସ୍ଥାନ ପାଇବେ।'
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 15:34
ଅତଏବ, ତୁମ୍ଭେ ଜାଗ୍ରତ ହୁଅ, ଓ ପାପ କରିବା ବନ୍ଦ କର। ତୁମ୍ଭମାନଙ୍କ ମଧ୍ଯରୁ କେତକେ ପରମେଶ୍ବରଙ୍କୁ ଜାଣନ୍ତି ନାହିଁ। ତୁମ୍ଭମାନଙ୍କୁ ଲଜ୍ଜା ଦବୋ ପାଇଁ ଏକଥା ମୁଁ କହୁଛି।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 5:14
ଯାହା ସହଜ ରେ ପ୍ରକାଶିତ ହୁଏ, ତାହା ଆଲୋକ। ସେଥିପାଇଁ ଆମ୍ଭେ କହୁ :
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:13
ଅନ୍ଧକାରର ଶକ୍ତିରୁ ପରମେଶ୍ବର ଆମ୍ଭକୁ ସ୍ବାଧୀନ କରିଛନ୍ତି। ସେ ଆମ୍ଭକୁ ତାଙ୍କ ପ୍ରିୟ ପୁତ୍ରଙ୍କର ରାଜ୍ଯ ମଧ୍ଯକୁ ଆଣିଛନ୍ତି।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 2:11
ଏପରି କରିବା ଉଦ୍ଦେଶ୍ଯ ଯେ, ଶୟତାନ ଆମଠାରୁ ବିଜୟ ନ ହେଉ। ଆମ୍ଭେ ଶୟତାନର ଯୋଜନାଗୁଡ଼ିକ ବିଷୟ ରେ ଅତି ଭଲ ଭାବରେ ଜାଣୁ।
ଆୟୁବ ପୁସ୍ତକ 2:6
ଏହାପରେ ସଦାପ୍ରଭୁ ଶଯତାନକୁ କହିଲେ, ଠିକ୍ ଅଛି, ଏବେ ମୁଁ ଆୟୁବକୁ ତୁମ୍ଭ ଅଧିକାର ଭିତରକୁ ପ୍ରଦାନ କରୁଛି। ଗୋଟିଏ ସର୍ତ୍ତ ରେ, ଯେ ତୁମ୍ଭେ ତା'ର ଜୀବନକୁ ଛାଡ଼ିଦବେ।
ଆୟୁବ ପୁସ୍ତକ 1:12
ତା'ପରେ ସଦାପ୍ରଭୁ ଶଯତାନକୁ କହିଲେ, ଠିକ୍ ଅଛି, ତା'ର ଯାହାସବୁ ଅଛି, ସଗେୁଡ଼ିକ ସହିତ ତୁମ୍ଭେ ଯେପରି ଚାହଁ କର, କିନ୍ତୁ ସହେି ବ୍ଯକ୍ତିକୁ ସ୍ପର୍ଶ କର ନାହିଁ। ତା'ପରେ ଶଯତାନ ସଦାପ୍ରଭୁଙ୍କ ଉପସ୍ଥିତିରୁ ଚାଲିଗଲା।