Ecclesiastes 5:10
ସମ୍ପତ୍ତି ସୁଖ କିଣିପା ରେ ନାହିଁ। ଯେଉଁ ଲୋକ ଟଙ୍କାକୁ ଭଲପାଏ ସେ କବେେ ତା'ର ନିକଟରେ ଥିବା ଟଙ୍କା ରେ ସନ୍ତୁଷ୍ଟ ହବେ ନାହିଁ। ଯେଉଁ ଲୋକ ସମ୍ପତ୍ତିକୁ ଭଲ ପାଏ। ସେ ଯେତେ ସତ୍ତିର ଅଧିକାରୀ ହେଲେ ମଧ୍ଯ ସେ ସନ୍ତୁଷ୍ଟ ହବେ ନାହିଁ, ଏହା ମଧ୍ଯ ଅସାର ଅଟେ।
Ecclesiastes 5:10 in Other Translations
King James Version (KJV)
He that loveth silver shall not be satisfied with silver; nor he that loveth abundance with increase: this is also vanity.
American Standard Version (ASV)
He that loveth silver shall not be satisfied with silver; nor he that loveth abundance, with increase: this also is vanity.
Bible in Basic English (BBE)
When goods are increased, the number of those who take of them is increased; and what profit has the owner but to see them?
Darby English Bible (DBY)
He that loveth silver shall not be satisfied with silver, nor he that loveth abundance with increase. This also is vanity.
World English Bible (WEB)
He who loves silver shall not be satisfied with silver; nor he who loves abundance, with increase: this also is vanity.
Young's Literal Translation (YLT)
Whoso is loving silver is not satisfied `with' silver, nor he who is in love with stores `with' increase. Even this `is' vanity.
| He that loveth | אֹהֵ֥ב | ʾōhēb | oh-HAVE |
| silver | כֶּ֙סֶף֙ | kesep | KEH-SEF |
| not shall | לֹא | lōʾ | loh |
| be satisfied | יִשְׂבַּ֣ע | yiśbaʿ | yees-BA |
| with silver; | כֶּ֔סֶף | kesep | KEH-sef |
| he nor | וּמִֽי | ûmî | oo-MEE |
| that loveth | אֹהֵ֥ב | ʾōhēb | oh-HAVE |
| abundance | בֶּהָמ֖וֹן | behāmôn | beh-ha-MONE |
| increase: with | לֹ֣א | lōʾ | loh |
| this | תְבוּאָ֑ה | tĕbûʾâ | teh-voo-AH |
| is also | גַּם | gam | ɡahm |
| vanity. | זֶ֖ה | ze | zeh |
| הָֽבֶל׃ | hābel | HA-vel |
Cross Reference
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 6:10
ଧନର ଲୋଭ ସମସ୍ତ ପ୍ରକାର ମନ୍ଦର କାରଣ। ଅଧିକରୁ ଅଧିକ ଧନ ପାଇବା ଲୋଭ ରେ କେତେ ଲୋକ ସତ୍ଯ ବିଶ୍ବାସକୁ ଛାଡ଼ି ଦଇେଛନ୍ତି। କିନ୍ତୁ ସପରେି କରିବା ଦ୍ବାରା ସମାନେେ ନିଜ ଉପରକୁ ଅନକେ ଦୁଃଖ ଟାଣି ଆଣିଛନ୍ତି।
ମାଥିଉଲିଖିତ ସୁସମାଚାର 6:24
'ଜଣେ କବେେ ହେଲେ ଏକା ବେଳେ ଦୁଇଜଣ ମାଲିକଙ୍କ ସବେକ ହାଇେ ପାରିବ ନାହିଁ।
ଉପଦେଶକ 4:8
ଯଦି କୌଣସି ଲୋକ ଏକାକି ଥାଏ ଓ ତାହାର ଦ୍ବିତୀୟ କହେି ନାହିଁ, ତା'ର ପୁତ୍ର ଏବଂ ଭ୍ରାତା କହେି ନାହିଁ। ତଥାପି ତାହାର ପରିଶ୍ରମର ସୀମା ନାହିଁ, ତା'ର ଚକ୍ଷୁ କିଅବା ତା'ର ଧନ ରେ ତୃପ୍ତ ନୁହେଁ। କିନ୍ତୁ ସେ ନିଜକୁ ପଚା ରେ ନାହିଁ ଯେ, କାହିଁକି ମୁଁ ଏତେ କଠିନ କାର୍ୟ୍ଯ କରୁଛି ? କାହିଁକି ମୁଁ ମାରେ ଜୀବନକୁ ଉପ ଭୋଗ କରିବି ନାହିଁ ? ଏହା ମଧ୍ଯ ଅସାର ଓ ଅତ୍ଯନ୍ତ କ୍ଲେଶ ଜନକ।
ଲୂକଲିଖିତ ସୁସମାଚାର 12:15
ଯୀଶୁ କହିଲେ, ସାବଧାନର ସହିତ ସମସ୍ତ ପ୍ରକାର ଲୋଭରୁ ନିଜକୁ ଦୂର ରେ ରଖ। ନିଜର ଅଧିକାର ରେ ଥିବା ବିପୁଳ ସଂପତ୍ତରୁ କହେି କବେେ ଜୀବନ ପାଇ ପା ରନୋହିଁ।
ଉପଦେଶକ 2:11
ତହୁଁ ମାହେର ହସ୍ତ ଯେଉଁ ସମସ୍ତ କାର୍ୟ୍ଯ କରିଥିଲା ଓ ଯେଉଁ ପରିଶ୍ରମ ମୁଁ କରିଥିଲି, ତହିଁ ପ୍ରତି ମୁଁ ଦୃଷ୍ଟିପାତ କଲି ଏବଂ ଦେଖିଲି ଯେ, ସବୁ ଅସାର ଓ ପବନକୁ ଧରିବା ପାଇଁ ଚେଷ୍ଟା କରିବା ପରି ଏବଂ ସୂର୍ୟ୍ଯ ତଳେ କୌଣସି ଲାଭ ନ ଥିଲା।
ମାଥିଉଲିଖିତ ସୁସମାଚାର 6:19
ନିଜ ପାଇଁ ଏ ସଂସାର ରେ ଧନ ସଞ୍ଚୟ କରନାହିଁ। ଏଠା ରେ ପୋକ ଓ କଳଙ୍କ ଲାଗି ତାକୁ ନଷ୍ଟ କରି ଦବେେ। ଗ୍ଭରେ ପଶି ସିନ୍ଧି କାଟି ଗ୍ଭରେୀ କରିନବେ।
ହବକକୂକ 2:5
ପରମେଶ୍ବର କହିଲେ, ଧନ ଗୋଟିଏ ବଳବାନ୍ ବ୍ଯକ୍ତିକୁ ପ୍ରତାରଣା କରିପାରିବ। ସେ କବେେ ସଫଳ ହାଇପୋରିବ ନାହିଁ। କବର ପରି ସେ ସର୍ବଦା ଅଧିକରୁ ଅଧିକ ପାଇବାକୁ ଇଚ୍ଛା କରିବ। କିନ୍ତୁ ମୃତ୍ଯୁ ପରି ସେ କବେେ ସନ୍ତୁଷ୍ଟ ହବେନାହିଁ। ସେ ଅନ୍ୟସବୁ ଦେଶକୁ ପରାସ୍ତ କରି ଗ୍ଭଲିବ। ସେ ସହେି ଲୋକମାନଙ୍କୁ ବନ୍ଦୀ କରି ଗ୍ଭଲିବ।
ଉପଦେଶକ 6:7
ମନୁଷ୍ଯ ତା'ର ନିଜ ପଟେ ପାଇଁ ପରିଶ୍ରମ କରେ। କିନ୍ତୁ ସେ ସେଥି ରେ ସନ୍ତୁଷ୍ଟ ହୁଏ ନାହିଁ, କାହିଁକି?
ଉପଦେଶକ 4:16
ଅସଂଖ୍ଯ ଲୋକ ଉତ୍ତରାଧିକାରୀଙ୍କୁ ଅନୁସରଣ କରିବେ ଏବଂ ଯେଉଁ ଲୋକମାନେ ପ ରେ ଆସିବେ ସମାନେେ ସହେି ପ୍ରଥମ ଜ୍ଞାନୀ ୟୁବକକୁ ପ୍ରଶଂସା କରିବେ ନାହିଁ। ଏହା ମଧ୍ଯ ଅସାର ଓ ପବନର ପଶ୍ଚାତ୍ ଗମନ କଲା ପରି।
ଉପଦେଶକ 4:4
ଏହାପ ରେ ମୁଁ ଭାବିଲି, କାହିଁକି ଲୋକମାନେ କଠିନ ପରିଶ୍ରମ କରନ୍ତି। ମୁଁ ଦେଖିଲି ଲୋକମାନେ ଜୀବନ ରେ ଉପରକୁ ଉଠିବା ପାଇଁ ଓ ଅନ୍ୟମାନଙ୍କଠାରୁ ଭଲ ରହିବା ପାଇଁ କଠିନ ପରିଶ୍ରମ କରନ୍ତି। କାରଣ, ଲୋକମାନେ ଈର୍ଷାଳୁ ଅଟନ୍ତି ଏବଂ ସମାନେେ କବେେ ଚାହାଁନ୍ତି ନାହିଁ ଯେ, ଅନ୍ୟମାନେ ତା'ଠାରୁ ଅଧିକ ପାଆନ୍ତୁ। ଏହା ଅସାର ଅଟେ। ଏହା ପବନକୁ ଧରିବା ପାଇଁ ଚେଷ୍ଟା କରିବା ତୁଲ୍ଯ ଅଟେ।
ଉପଦେଶକ 3:19
ଜଣେ ମନୁଷ୍ଯ ପଶୁଠାରୁ କ'ଣ ଉତ୍ତମ? ନାଁ ! କାହିଁକି? କାରଣ ମନୁଷ୍ଯ ଓ ପଶୁମାନଙ୍କ ପାଇଁ ଏକାପରି ଘଟେ, ପଶୁମାନେ ଜନ୍ମନ୍ତି ଓ ମରନ୍ତି। ଲୋକମାନେ ମଧ୍ଯ ଜନ୍ମନ୍ତି ଓ ମରନ୍ତି, ସମସ୍ତଙ୍କର ପ୍ରାଣ ବାଯୁ ଏକାପରି। କ'ଣ ଜଣେ ମୃତ ପଶୁ ଏକ ମୃତ ମନୁଷ୍ଯ ମଧିଅରେ କୌଣସି ଉନ୍ନତି ଅଛି କି ? ପ୍ରେତ୍ୟକକ ଜିନିଷ ଅବଶ୍ଯ ଅର୍ଥହୀନ।
ଉପଦେଶକ 2:26
ପରମେଶ୍ବର ଯାହା ପ୍ରତି ତୁଷ୍ଟ ହୁଅନ୍ତି, ପରମେଶ୍ବର ତାହାକୁ ଜ୍ଞାନ, ବିଦ୍ଯା ଓ ଆନନ୍ଦ ଦିଅନ୍ତି। ମାତ୍ର ପାପୀକୁ ପରମେଶ୍ବର ସଂଗ୍ରହ କରିବାର ଓ ଗଚ୍ଛିତ କରିବାର ଦାଯିତ୍ବ ଦିଅନ୍ତି, ଯେଉଁସବୁକୁ ସେ ପ୍ରସନ୍ନ ଥିବା ଲୋକମାନଙ୍କୁ ହିଁ ଦିଅନ୍ତି। ଏହା ହିଁ ଅସାର ଓ ଏହା ବାଯୁକୁ ଧରିବା ପରି।
ଉପଦେଶକ 2:17
ସେଥିପାଇଁ ମୁଁ ଜୀବନକୁ ଘୃଣା କଲି। ସେଥି ନିମନ୍ତେ ମୁଁ ଅନୁଭବ କଲି, ସୂର୍ୟ୍ଯତଳେ ସମସ୍ତ ବିଷଯ ମନ୍ଦ। କାରଣ ଅର୍ଥହୀନ ଏବଂ ପବନକୁ ଧରିବା ପାଇଁ ଚେଷ୍ଟା କରିବା ପରି।
ଉପଦେଶକ 1:17
ତା'ପ ରେ ମୁଁ ଜ୍ଞାନ ଓ ବୁଦ୍ଧି, ପାଗଳାମି ଓ ବୋକାମି ବିଷଯ ରେ ଅଭିଜ୍ଞତା ହାସଲ କରିବା ପାଇଁ ନିଷ୍ପତ୍ତି ନଲେି। ଏବଂ ଏହାହିଁ ପବନର ପଶ୍ଚାତ୍ଧାବନ ବୋଲି ମୁଁ ଜାଣିଲି।
ହିତୋପଦେଶ 30:15
କେତକେ ଲୋକ ଅଛନ୍ତି ସମାନେେ ସବୁ ନବୋକୁ ଚାହାଁନ୍ତି। ସମାନେେ ସର୍ବଦା କହନ୍ତି, ମାେତେ ଦିଅ, ମାେତେ ଦିଅ। ଏପରି ତିନୋଟି କଥା ରେ ସମାନେେ ଆଦୌ ସନ୍ତୁଷ୍ଟ ନୁହଁନ୍ତି। ଏବଂ ଚତୁର୍ଥଟି କବେେ ହେଲେ କ ହେ ନାହିଁ, ମାରେ ପାଖ ରେ ୟଥେଷ୍ଟ ଅଛି।
ଗୀତସଂହିତା 62:10
ଦୌରତ୍ମ୍ଯରେ ଭରସା କର ନାହିଁ। ଚୋରି କରି ଲାଭ କରିବାର ଚିନ୍ତା କର ନାହିଁ, ଏବଂ ୟଦି ତୁମ୍ଭେ ଧନୀ ହେଲ ତୁମ୍ଭର ଧନ ତୁମ୍ଭକୁ ସାହାୟ୍ଯ କରିବ ବୋଲି ଆଶା କର ନାହିଁ।
ଗୀତସଂହିତା 52:7
ଦେଖ ତାଙ୍କୁ କ'ଣ ହେଲା। ସେ ରକ୍ଷା ପାଇବା ପାଇଁ ପରମେଶ୍ବରଙ୍କୁ ବିଶ୍ବାସ କଲା ନାହିଁ। ସେ ଭାବିଲା, ତା'ର ଧନ ଏବଂ ମିଥ୍ଯା ତାକୁ ଉଦ୍ଧାର କରିବ।
ଗୀତସଂହିତା 52:1
ହେ ଶ୍ରେଷ୍ଠ, ମାନବ, ତୁମ୍ଭେ କରୁଥିବା ଅନିଷ୍ଟ କର୍ମରେ ବଡ଼ିମା ହେଉଛି କାହିଁକି ? ପରମେଶ୍ବରଙ୍କ ବିଶ୍ବସ୍ତ ପ୍ରମେ ମାେତେ ଦିନ ତମାମ ସୁରକ୍ଷା କରିବ।