Exodus 20:17
ତୁମ୍ଭେ ଆପଣା ପ୍ରତିବେଶୀର ଗୃହକୁ ଲୋଭ କରିବ ନାହିଁ। ତୁମ୍ଭେ ଆପଣା ପ୍ରତିବେଶୀର ଭାର୍ୟ୍ଯା କି ଦାସ, ଦାସୀ କି ତା'ର ଗୋରୁ କି ଗଧ କି ତୁମ୍ଭ ପ୍ରତିବେଶୀର କୌଣସି ବସ୍ତୁକୁ ଲୋଭ କରିବ ନାହିଁ।
Exodus 20:17 in Other Translations
King James Version (KJV)
Thou shalt not covet thy neighbor's house, thou shalt not covet thy neighbor's wife, nor his manservant, nor his maidservant, nor his ox, nor his ass, nor any thing that is thy neighbor's.
American Standard Version (ASV)
Thou shalt not covet thy neighbor's house, thou shalt not covet thy neighbor's wife, nor his man-servant, nor his maid-servant, nor his ox, nor his ass, nor anything that is thy neighbor's.
Bible in Basic English (BBE)
Let not your desire be turned to your neighbour's house, or his wife or his man-servant or his woman-servant or his ox or his ass or anything which is his.
Darby English Bible (DBY)
Thou shalt not desire thy neighbour's house, thou shalt not desire thy neighbour's wife, nor his bondman, nor his handmaid, nor his ox, nor his ass, nor anything that is thy neighbour's.
Webster's Bible (WBT)
Thou shalt not covet thy neighbor's house, thou shalt not covet thy neighbor's wife, nor his man-servant, nor his maid-servant, nor his ox, nor his ass, nor any thing that is thy neighbor's.
World English Bible (WEB)
"You shall not covet your neighbor's house. You shall not covet your neighbor's wife, nor his man-servant, nor his maid-servant, nor his ox, nor his donkey, nor anything that is your neighbor's."
Young's Literal Translation (YLT)
`Thou dost not desire the house of thy neighbour, thou dost not desire the wife of thy neighbour, or his man-servant, or his handmaid, or his ox, or his ass, or anything which `is' thy neighbour's.'
| Thou shalt not | לֹ֥א | lōʾ | loh |
| covet | תַחְמֹ֖ד | taḥmōd | tahk-MODE |
| thy neighbour's | בֵּ֣ית | bêt | bate |
| house, | רֵעֶ֑ךָ | rēʿekā | ray-EH-ha |
| not shalt thou | לֹֽא | lōʾ | loh |
| covet | תַחְמֹ֞ד | taḥmōd | tahk-MODE |
| thy neighbour's | אֵ֣שֶׁת | ʾēšet | A-shet |
| wife, | רֵעֶ֗ךָ | rēʿekā | ray-EH-ha |
| manservant, his nor | וְעַבְדּ֤וֹ | wĕʿabdô | veh-av-DOH |
| nor his maidservant, | וַֽאֲמָתוֹ֙ | waʾămātô | va-uh-ma-TOH |
| nor his ox, | וְשׁוֹר֣וֹ | wĕšôrô | veh-shoh-ROH |
| ass, his nor | וַֽחֲמֹר֔וֹ | waḥămōrô | va-huh-moh-ROH |
| nor any thing | וְכֹ֖ל | wĕkōl | veh-HOLE |
| that | אֲשֶׁ֥ר | ʾăšer | uh-SHER |
| is thy neighbour's. | לְרֵעֶֽךָ׃ | lĕrēʿekā | leh-ray-EH-ha |
Cross Reference
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 13:9
ମୁଁ ଏପରି କହୁଛି, କାରଣ ବ୍ଯବସ୍ଥା କୁ ହେ: ବ୍ଯଭିଗ୍ଭର କର ନାହିଁ, କାହାକୁ ବଧ କର ନାହିଁ, କୌଣସି ଜିନିଷ ଗ୍ଭରେି କର ନାହିଁ, ଅନ୍ୟ ଲୋକର ଜିନିଷ ପ୍ରତି ଲୋଭ ରଖ ନାହିଁ। ଏହି ସମସ୍ତ ଆଦେଶ ଗୁଡିକ ଓ ଅନ୍ୟ ସମସ୍ତ ଆଦେଶ ଗୁଡିକ ସାରାଂଶ ଭାବେ ଏହି ବ୍ଯବସ୍ଥାର ଅନ୍ତର୍ଗତ ଅଟେ, ଯଥା: ନିଜକୁ ପ୍ ରମେ କଲା ଭଳି ଅନ୍ୟ ପ୍ରତିବାଶୀକୁ ପ୍ ରମେ କର।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 7:7
ତୁମ୍ଭେ ଭାବି ପାର ଯେ, ମୁଁ କହୁଛି ପାପ ଓ ବ୍ଯବସ୍ଥା ହେଉଛି ଏକା କଥା। ଏହା ସତ୍ଯ ନୁହେଁ। କିନ୍ତୁ ବ୍ଯବସ୍ଥା ହେଉଛି ଏକମାତ୍ର ଉପାୟ ଯାହା ଦ୍ବାରା ମୁଁ ପାପର ଅର୍ଥ ଜାଣି ପାରିଲି। ମୁଁ କବେେ ହେଲେ ଜାଣି ପାରି ନଥାନ୍ତି, ଲୋଭ କରିବା ଅର୍ଥ କଣ। କିନ୍ତୁ ବ୍ଯବସ୍ଥା କହିଲା, ଅନ୍ୟମାନଙ୍କ ବସ୍ତୁ ପାଇବା ପାଇଁ କବେେ ହେଲେ ଲୋଭ କର ନାହିଁ।
ଲୂକଲିଖିତ ସୁସମାଚାର 12:15
ଯୀଶୁ କହିଲେ, ସାବଧାନର ସହିତ ସମସ୍ତ ପ୍ରକାର ଲୋଭରୁ ନିଜକୁ ଦୂର ରେ ରଖ। ନିଜର ଅଧିକାର ରେ ଥିବା ବିପୁଳ ସଂପତ୍ତରୁ କହେି କବେେ ଜୀବନ ପାଇ ପା ରନୋହିଁ।
ମାଥିଉଲିଖିତ ସୁସମାଚାର 5:28
କିନ୍ତୁ ମୁଁ ତୁମ୍ଭକୁ କହୁଛି ଯେ, ଯଦି କହେି ଲୋକ କୌଣସି ସ୍ତ୍ରୀକୁ ଦେଖେ ଓ ତା ସହିତ ବ୍ଯଭିଗ୍ଭର କରିବା ପାଇଁ ଗ୍ଭ ହେଁ, ତବେେ ସେ ନିଜ ମନ ଭତ ରେ ସହେି ସ୍ତ୍ରୀ ସହିତ ବ୍ଯଭିଗ୍ଭର କରି ସାରିଲାଣି।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 5:3
ତୁମ୍ଭ ଭିତ ରେ କୌଣସି ୟୌନ-ପାପ, କୌଣସି ପ୍ରକାର ମନ୍ଦ କାମ, ଏବଂ ଲୋଭ ଆଦୌ ନ ରହୁ। କାରଣ ଏଗୁଡ଼ିକ ପରମେଶ୍ବରଙ୍କ ପବିତ୍ର ଲୋକମାନଙ୍କ ନିମନ୍ତେ ଉପୟୁକ୍ତ ନୁହେଁ।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:5
ଅତଏବ, ୟୌନ ପାପଗୁଡ଼ିକ କରିବା, ମନ୍ଦକର୍ମ କରିବା, କାମନାର ବାଶୀଭୂତ ହବୋ, ମନ୍ଦ ଇଚ୍ଛା ରଖିବା ଓ ସର୍ବଦା ଲୋଭୀ ହାଇେ ରହିବା, ଯାହା ଏକ ମିଥ୍ଯା ଦବେତାକୁ ପୂଜା କରିବା ସଦୃଶ, ସଭେିଳ ବିଷୟଗୁଡ଼ିକୁ ନିଜ ଜୀବନଠାରୁ ଦୂର ରେ ରଖ। ଏହିଭଳି ଇଚ୍ଛାଗୁଡ଼ଇକ ଥିବାର ଅର୍ଥ ହେଲା ଯେ, ଜଣେ ମିଥ୍ଯା ଦବେତାର ସବୋ କରୁଛି।
ଏବ୍ରୀମାନଙ୍କ ନିକଟକୁ ପତ୍ର 13:5
ନିଜ ଜୀବନକୁ ଧନର ଲୋଭରୁ ମୁକ୍ତ ରଖ। ତୁମ୍ଭମାନଙ୍କ ପାଖ ରେ ଯାହା ଅଛି, ସେଥି ରେ ସନ୍ତାଷେ ଲାଭ କର। ପରମେଶ୍ବର କହିଛନ୍ତି :
ମୀଖା 2:2
ସମାନେେ କ୍ଷତେ ଗ୍ଭହାଁନ୍ତି, ତାହା ଅନ୍ୟମାନଙ୍କଠାରୁ ହରଣ କରନ୍ତି। ସମାନେେ ଗୃହ ଗ୍ଭହାଁନ୍ତି, ଅନ୍ୟଠାରୁ ଛଡାଇ ନିଅନ୍ତି। ସମାନେେ ମଧ୍ଯ ଅନ୍ୟର ଗୃହ ଅପହରଣ କରିବାକୁ ଲୋକମାନଙ୍କୁ ଠକନ୍ତି। ଆଉ ମଧ୍ଯ ସମାନେେ ଲୋକମାନଙ୍କୁ ପ୍ରତାରଣା କରି ସମାନଙ୍କେର ଭୂମି ଅପହରଣ କରନ୍ତି।
ଯିରିମିୟ 5:8
ସମାନେେ ଏକ କାମୁକି ଘୋଡୀ ପରି ବୁଲନ୍ତି, ପ୍ରେତ୍ୟକକ ତା'ର ପଡ଼ୋଶୀର ସ୍ତ୍ରୀ ପ୍ରତି ଲୋଲୁପ ଦୃଷ୍ଟି ପକାନ୍ତି।
ହବକକୂକ 2:9
ତାକୁ ଧିକ୍, ୟିଏ ଦୋଷ କରି ଧନୀ ହାଇେଛ। ସେ ଗୋଟିଏ ନିରାପଦ ସ୍ଥାନ ରେ ବାସ କରିବାକୁ ଏହିସବୁ କରେ। ସେ ଭାବେ ଯେ, ସେ କୌଣସି ଅନିଷ୍ଟରୁ ନିଜକୁ ରକ୍ଷା କରିପାରିବ।
ମାଥିଉଲିଖିତ ସୁସମାଚାର 20:15
ମାେ ଧନକୁ ମାରେ ଯଭେଳି ଇଚ୍ଛା ହବେ, ସଭେଳି ଖର୍ଚ୍ଚ କରିବାର ଅଧିକାର କ'ଣ ମାରେନାହିଁ? ବା ମୁଁ ଏହି ଲୋକଙ୍କ ପାଇଁ ଉଦାର ବୋଲି କ'ଣ ତୁମ୍ଭେ ଈର୍ଷା କରିଛ କି?'
ଲୂକଲିଖିତ ସୁସମାଚାର 16:14
ଫାରୂଶୀମାନେ ଏହି ସବୁ କଥା ଶୁଣୁଥିଲେ। ଫାରୂଶୀମାନେ ନିଜ ଟଙ୍କାକୁ ଭଲ ପାଉଥିବାରୁ ଯୀଶୁଙ୍କୁ ସମାଲୋଚନା କଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 5:4
ସେ ସମ୍ପତ୍ତି କ'ଣ ବିକ୍ରୀ ପୂର୍ବରୁ ତୁମ୍ଭର ନଥିଲା? ବିକ୍ରୀ ପରେ ସେ ସମ୍ପତ୍ତିର ମୂଲ୍ଯ କ'ଣ ତୁମ୍ଭ ଅଧିକାର ରେ ନଥିଲା? ତବେେ ତୁମ୍ଭେ ମନ ଭିତ ରେ ଏପରି ଖରାପ କଥା କାହିଁକି ଭାବିଲ? ଏହା ଦ୍ବାରା ତୁମ୍ଭେ ମନୁଷ୍ଯମାନଙ୍କ ଆଗ ରେ ମିଥ୍ଯା କହିଲ ନାହିଁ ବରଂ ତୁମ୍ଭେ ପରମେଶ୍ବରଙ୍କୁ ମିଥ୍ଯା କହିଲ।
ରେରିତମାନଙ୍କ କାର୍ଯ୍ୟର ବିବରଣ 20:33
ମୁଁ ଯେତବେେଳେ ତୁମ୍ଭମାନଙ୍କ ସହିତ ଥିଲି, ସେତବେେଳେ ମୁଁ କବେେ କାହାର ଟଙ୍କା ଓ ସୁନ୍ଦର ବସ୍ତ୍ର ପ୍ରତି ଲୋଭ ଦଖାଇେ ନାହିଁ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 6:10
ଯେଉଁମାନେ ୟୌନଗତ ପାପ କରନ୍ତି, ପୁଣି ମୂର୍ତ୍ତିପୂଜକ, ବ୍ଯଭିଚାରୀ, ସମଲିଙ୍ଗୀ, ସ୍ବାର୍ଥପର, ଚୋର, ମଦୁଆ, ପରନିନ୍ଦକ ଓ ଠକୁଆ, ସମାନେେ ପରମେଶ୍ବରଙ୍କ ରାଜ୍ଯର ଉତ୍ତରାଧିକାରୀ ହବେେ ନାହିଁ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 5:5
ଗୋଟିଏ ବିଷୟ ତୁମ୍ଭେ ନିଶ୍ଚିତ ଭାବରେ ଜାଣିଥାଅ ଯେ, ଯେଉଁ ଲୋକ ୟୌନ ପାପଗୁଡ଼ିକରେ ଲିପ୍ତ ରୁ ହେ, ମନ୍ଦ କର୍ମ କରେ ବା ଅତିଶୟ ଲୋଭ କରେ, ସେ ଲୋକ ପାଇଁ ପରମେଶ୍ବର ଓ ଖ୍ରୀଷ୍ଟଙ୍କ ରାଜ୍ଯ ରେ କୌଣସି ସ୍ଥାନ ନାହିଁ। କାରଣ ଯେଉଁ ଲୋକ ସର୍ବଦା ନିଜ ନିମନ୍ତେ କବଳେ ସମସ୍ତ ବିଷୟ ଅଧିକରୁ ଅଧିକ ପାଇବାକୁ ଇଚ୍ଛା କରେ, ସେ ଭଣ୍ଡ ଦବେତାମାନଙ୍କର ପୂଜା କରେ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 6:6
ଯଦି ଜଣେ ଲୋକ ତା ପାଖ ରେ ଯାହା ଅଛି, ସତେିକି ରେ ସନ୍ତୁଷ୍ଟ ରହେ, ତା ହେଲେ ପ୍ରକୃତ ରେ ପରମେଶ୍ବରଙ୍କ ସବୋ ଦ୍ବାରା ସହେି ଲୋକ ବହୁତ ଧନୀ ହାଇଯୋଏ।
ଆମୋଷ 2:6
ସଦାପ୍ରଭୁ ଏହା କହନ୍ତି: ଆମ୍ଭେ ବହୁ ଅପରାଧ କରିଥିବା ଇଶ୍ରାୟେଲ ଲୋକଙ୍କୁ ଦଣ୍ତ ଦବୋ। କାରଣ ସମାନେେ ରେ ୗପ୍ୟ ବଦଳ ରେ ଉତ୍ତମ ଓ ନିରୀହ ଲୋକଙ୍କୁ ବୀକ୍ରି କରିଥିଲେ। ସମାନେେ ଏକହଳ ୟୋତା ପାଇଁ ଦରିଦ୍ର ଲୋକଙ୍କୁ ବୀକ୍ରି କରିଥିଲେ।
ଯିହିଜିକଲ 33:31
ଏବଂ ସମାନେେ ମାେ ଲୋକପରି ତୁମ୍ଭ ନିକଟକୁ ଆସନ୍ତି। ମାେ ଲୋକପରି ସମାନେେ ତୁମ୍ଭ ସମ୍ମୁଖ ରେ ବସନ୍ତି ଓ ତୁମ୍ଭ କଥା ଶୁଣନ୍ତି। କିନ୍ତୁ ସମାନେେ ମାେ କଥା ମାନନ୍ତି ନାହିଁ। କାରଣ ସମାନେେ କବଳେ ତାହା କରନ୍ତି, ଯାହା ସମାନେେ କରିବାକୁ ଚାହାଁନ୍ତି। ଏବଂ ସମାନଙ୍କେ ହୃଦଯ ଅସାଧୁ ଲାଭ ପାଇଁ ଲୋଭି ଅଟେ।
ଯିରିମିୟ 22:17
ମାତ୍ର ହେ ଯିହାୟୋଦାରକୀମ, ତୁମ୍ଭେ କବଳେ ନିଜର ସ୍ବାର୍ଥ ଦେଖିଛ, ତୁମ୍ଭର ଚକ୍ଷୁ ଓ ଅନ୍ତଃକରଣ ଲୋଭ, ଉପଦ୍ରବ, ଦୌରାତ୍ମ୍ଯ ଓ ନିର୍ଦ୍ ଦୋଷର ରକ୍ତପାତ ରେ ବୁଡ଼ି ରହିଛି।
ଆଦି ପୁସ୍ତକ 3:6
ସହେି ସ୍ତ୍ରୀ ଲୋକଟି ଦେଖିଲା ଯେ, ସହେି ବୃକ୍ଷଟି ଦେଖିବାକୁ ସୁନ୍ଦର ଏବଂ ଖାଦ୍ୟ ପାଇଁ ଭଲ। ସେ ଜ୍ଞାନ ଲାଭ କରିବାକୁ ଇଚ୍ଛା କଲା। ତେଣୁ ସେ ସହେି ବୃକ୍ଷରୁ ଫଳ ତୋଳିଲା ଏବଂ ଖାଇଲା। ପୁଣି ଆପଣାର ସ୍ବାମୀକୁ ଖାଇବାକୁ ଦଲୋ ଏବଂ ସେ ମଧ୍ଯ ତାହାକୁ ଖାଇଲା।
ଆଦି ପୁସ୍ତକ 14:23
ମୁଁ ପ୍ରତିଜ୍ଞା କରିଛି ଯେ ମୁଁ ତୁମ୍ଭର କିଛି ରଖିବୀ ନାହିଁ। ଏପରିକି ତୁମ୍ଭ ପାଖ ରେ ଥିବା ସୂତା କିମ୍ବା ଜୋତାର ବନ୍ଧନୀ ମଧ୍ଯ ନବେି ନାହିଁ। ମୁଁ ତୁମ୍ଭକୁ କହିବାକୁ ଚା ହେଁ ନାହିଁ, 'ମୁଁ ଅବ୍ରାମଙ୍କୁ ଧନି କରିଛି।'
ଆଦି ପୁସ୍ତକ 34:23
ଯଦି ଆମ୍ଭେ ଏପରି କରିବା, ତବେେ ତାଙ୍କର ପଶୁମାନଙ୍କ ଦ୍ବାରା ଆମ୍ଭେ ଧନି ହାଇପୋରିବା। ତେଣୁ ଆମ୍ଭେ ସମାନଙ୍କେ ସହିତ ଚୁକ୍ତି କରିବା ଉଚିତ। ଏବଂ ସମାନେେ ଏହିଠା ରେ ଆମ୍ଭମାନଙ୍କ ସହିତ ବାସ କରିବେ।
ଯିହୋଶୂୟ 7:21
ମୁ ଲକ୍ସ୍ଟଟିତ ଦ୍ରବ୍ଯ ମଧିଅରେ ଖଣ୍ତିଏ ସକ୍ସ୍ଟନ୍ଦର ବାବିଲୀଯ କୋଟ ଓ 200 ଶକେଲ ରୂପା ଓ ଏକ ପାଉଣ୍ତ ଓଜନର ସକ୍ସ୍ଟନାମକ୍ସ୍ଟଣ୍ତା ଦେଖି ଲୋଭ କରି ତାହା ନଲେି। ଏବଂ ସଗେୁଡିକୁ ମାେ ତମ୍ବୁ ମଧିଅରେ ପୋତି ଅଛି। ଆଉ ରୂପା ତହିଁ କୋଟ ତଳେ ଅଛି।
ପ୍ରଥମ ଶାମୁୟେଲ 15:19
କିନ୍ତୁ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ଯ ଶକ୍ସ୍ଟଣିଲ ନାହିଁ କାହିଁକି? ତୁମ୍ଭେ ଚାହିଁଲ ସେ ଲକ୍ସ୍ଟଟଦ୍ରବ୍ଯ ଗକ୍ସ୍ଟଡିକ ରଖିବା ପାଇଁ ଯାହା ସଦାପ୍ରଭୁଙ୍କ ଦୃଷ୍ଟି ରେ ମନ୍ଦ ଅଟେ।
ଦିତୀୟ ଶାମୁୟେଲ 11:2
ଥରେ ସନ୍ଧ୍ଯା ସମୟରେ ଦାଉଦ ବିଛଣାରକ୍ସ୍ଟ ଉଠି ଛାତ ଉପରେ ବକ୍ସ୍ଟଲିବା ସମୟରେ ଜଣେ ସ୍ତ୍ରୀଲୋକ ଗାଧୋଉ ଥିବାର ଦେଖିଲେ। ସହେି ସ୍ତ୍ରୀ ଜଣକ ଅତି ସକ୍ସ୍ଟନ୍ଦରୀ ଥିଲା।
ଆୟୁବ ପୁସ୍ତକ 31:1
ମୁଁ ମାରଚେକ୍ଷୁ ସଙ୍ଗେ ଏପରି ଏକ ଚୁକ୍ତି କରିଛି ଯେ ମୁଁ କୌଣସି ଝିଅକୁ ଏପରି ଭାବରେ ଦେଖିବି ନାହିଁ, ୟଦ୍ଦ୍ବାରା କି ମୁଁ ତାକୁ ଚାହିଁବି।
ଆୟୁବ ପୁସ୍ତକ 31:9
ଯଦି ମୁଁ ପର ସ୍ତ୍ରୀକୁ କାମନା କରିଥାଏ ବା ପଡ଼ୋଶୀ ସ୍ତ୍ରୀ ସହ ପାପ କାର୍ୟ୍ଯ କରିବା ପାଇଁ ତା'ର ଦ୍ବାର ଦେଶ ରେ ଅପେକ୍ଷା କରିଥାଏ,
ଗୀତସଂହିତା 10:3
ଦୁଷ୍ଟ ଲୋକମାନେ ଆପଣା ମନସ୍କାମନା ବିଷଯରେ ଗର୍ବ ଅନୁଭବ କରନ୍ତି ଓ ସହେି ଲୋଭୀ ଲୋକମାନେ ପରମେଶ୍ବରଙ୍କୁ ଅଭିଶାପ ଦିଅନ୍ତି। ଏହି ଉପାଯରେ ସହେି ମନ୍ଦ ଲୋକମାନେ ଦଖାଇେ ଦବୋକୁ ଚାହାଁନ୍ତି ସମାନେେ ସଦାପ୍ରଭୁଙ୍କୁ ଘୃଣା କରନ୍ତି।
ଗୀତସଂହିତା 119:36
ମାେତେ ଧନୀ ହବୋ ପରିବର୍ତେ ମାେତେ ବାକ୍ଯ ବିଷଯରେ ବୁଝିବା ପାଇଁ ସାହାୟ୍ଯ କର।
ହିତୋପଦେଶ 4:23
ତୁମ୍ଭର ହୃଦଯକୁ ଅତି ଯତ୍ନର ସହ ପରିଚାଳିତ କର। ଯେ ହତେୁ ତହିଁରୁ ଜୀବନର ପ୍ରବାହ ଜନ୍ମ ଲାଭ କରେ।
ହିତୋପଦେଶ 6:24
ସମାନଙ୍କେର ଶିକ୍ଷା ତୁମ୍ଭକୁ ଅନ୍ୟ ପୁରୁଷର ସ୍ତ୍ରୀଠାରୁ ଓ ଗଣିକାର ଚାଟୁବାକ୍ଯଠାରୁ ଦୂ ରଇେ ରଖୁ।
ଉପଦେଶକ 4:8
ଯଦି କୌଣସି ଲୋକ ଏକାକି ଥାଏ ଓ ତାହାର ଦ୍ବିତୀୟ କହେି ନାହିଁ, ତା'ର ପୁତ୍ର ଏବଂ ଭ୍ରାତା କହେି ନାହିଁ। ତଥାପି ତାହାର ପରିଶ୍ରମର ସୀମା ନାହିଁ, ତା'ର ଚକ୍ଷୁ କିଅବା ତା'ର ଧନ ରେ ତୃପ୍ତ ନୁହେଁ। କିନ୍ତୁ ସେ ନିଜକୁ ପଚା ରେ ନାହିଁ ଯେ, କାହିଁକି ମୁଁ ଏତେ କଠିନ କାର୍ୟ୍ଯ କରୁଛି ? କାହିଁକି ମୁଁ ମାରେ ଜୀବନକୁ ଉପ ଭୋଗ କରିବି ନାହିଁ ? ଏହା ମଧ୍ଯ ଅସାର ଓ ଅତ୍ଯନ୍ତ କ୍ଲେଶ ଜନକ।
ଉପଦେଶକ 5:10
ସମ୍ପତ୍ତି ସୁଖ କିଣିପା ରେ ନାହିଁ। ଯେଉଁ ଲୋକ ଟଙ୍କାକୁ ଭଲପାଏ ସେ କବେେ ତା'ର ନିକଟରେ ଥିବା ଟଙ୍କା ରେ ସନ୍ତୁଷ୍ଟ ହବେ ନାହିଁ। ଯେଉଁ ଲୋକ ସମ୍ପତ୍ତିକୁ ଭଲ ପାଏ। ସେ ଯେତେ ସତ୍ତିର ଅଧିକାରୀ ହେଲେ ମଧ୍ଯ ସେ ସନ୍ତୁଷ୍ଟ ହବେ ନାହିଁ, ଏହା ମଧ୍ଯ ଅସାର ଅଟେ।
ଯିଶାଇୟ 33:15
ଯେଉଁ ଲୋକମାନେ ଧର୍ମ ପଥରେ ଚାଲନ୍ତି ଓ ସରଳ କଥା କୁହନ୍ତି, ସମାନେେ ଉପଦ୍ରବକାଳ ଲାଭ ତୁଚ୍ଛ କରନ୍ତି। ଲାଞ୍ଚ ଧରିବା ବିଷଯରୁ ଆପଣା ହାତ ଝାଡ଼ି ଦିଅନ୍ତି। ରକ୍ତପାତ କଥା ଶ୍ରବଣରୁ ଆପଣା କର୍ଣ୍ଣ ରୋଧ କରନ୍ତି ଓ ଦୁଷ୍କର୍ମ ଦର୍ଶନରୁ ଚକ୍ଷୁ ମୁଦ୍ରିତ କରନ୍ତି।
ଯିଶାଇୟ 57:17
ଆମ୍ଭେ ତାହାର ଲୋଭରୂପ ଅପରାଧ ହତେୁ କୃଦ୍ଧ ହାଇେ ତାହାକୁ ଆଘାତ କଲୁଁ, ଆମ୍ଭେ ନିଜର ମୁଖ ଲୁଚାଇ କ୍ରୁଦ୍ଧ ହେଲୁ ; ତହିଁରେ ସେ ଅବାଧ୍ଯ ହାଇେ ଆପଣା ମନର ମାର୍ଗ ରେ ଚାଲିଲା।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:19
ସମାନେେ ଯେପରି ଜୀବନ-ଯାପନ କରୁଛନ୍ତି, ତା'ର ପରିଣତି ବିନାଶ ଅଟେ। ସମାନେେ ପରମେଶ୍ବରଙ୍କୁ ସବୋ କରିବା ପରିବର୍ତେ ନିଜକୁ ଖୁସି କରିବା ପାଇଁ ବଞ୍ଚିଛନ୍ତି। ସମାନେେ ଲଜ୍ଜାଜନକ କାର୍ୟ୍ଯ କରନ୍ତି ଓ ସଗେୁଡ଼ିକ ପାଇଁ ଗର୍ବ କରନ୍ତି ଓ ସମାନେେ କବଳେ ପାର୍ଥିବ ବସ୍ତୁଗୁଡ଼ିକର ଚିନ୍ତା କରନ୍ତି।