Exodus 26:26
ଅର୍ଗଳ ତିଆରି କରିବାପାଇଁ ତୁମ୍ଭମାନେେ ଶିଟୀମ୍ କାଠ ବ୍ଯବହାର କରିବ। ପବିତ୍ର ତମ୍ବୁ ପାଇଁ ପାଞ୍ଚଟି ଅର୍ଗଳ ତିଆରି କରିବ ଏକ ପାଶର୍ବ ରେ।
Exodus 26:26 in Other Translations
King James Version (KJV)
And thou shalt make bars of shittim wood; five for the boards of the one side of the tabernacle,
American Standard Version (ASV)
And thou shalt make bars of acacia wood: five for the boards of the one side of the tabernacle,
Bible in Basic English (BBE)
And make rods of the same wood, five for the boards on the one side,
Darby English Bible (DBY)
And thou shalt make bars of acacia-wood; five for the boards of the one side of the tabernacle,
Webster's Bible (WBT)
And thou shalt make bars of shittim wood; five for the boards of the one side of the tabernacle,
World English Bible (WEB)
"You shall make bars of acacia wood: five for the boards of the one side of the tent,
Young's Literal Translation (YLT)
`And thou hast made bars of shittim wood: five for the boards of the one side of the tabernacle,
| And thou shalt make | וְעָשִׂ֥יתָ | wĕʿāśîtā | veh-ah-SEE-ta |
| bars | בְרִיחִ֖ם | bĕrîḥim | veh-ree-HEEM |
| shittim of | עֲצֵ֣י | ʿăṣê | uh-TSAY |
| wood; | שִׁטִּ֑ים | šiṭṭîm | shee-TEEM |
| five | חֲמִשָּׁ֕ה | ḥămiššâ | huh-mee-SHA |
| boards the for | לְקַרְשֵׁ֥י | lĕqaršê | leh-kahr-SHAY |
| of the one | צֶֽלַע | ṣelaʿ | TSEH-la |
| side | הַמִּשְׁכָּ֖ן | hammiškān | ha-meesh-KAHN |
| of the tabernacle, | הָֽאֶחָֽד׃ | hāʾeḥād | HA-eh-HAHD |
Cross Reference
ଯାତ୍ରା ପୁସ୍ତକ 36:31
ଏହାପରେ ଶିଳ୍ପୀମାନେ ପବିତ୍ର ତମ୍ବୁ ପାଇଁ ଶିଟୀମ୍ କାଠ ରେ ଅର୍ଗଳ ପ୍ରସ୍ତୁତ କଲେ। ସମାନେେ ପବିତ୍ର ତମ୍ବୁର ଗୋଟିଏ ପାଶର୍ବ ରେ ପାଞ୍ଚଟି ଅର୍ଗଳ ତିଆରି କଲେ।
ଗଣନା ପୁସ୍ତକ 3:36
ମରାରି ପରିବାରର ସଭ୍ଯମାନେ କାଠପଟାଗୁଡିକ, ଅର୍ଗଳଗୁଡିକ, ସ୍ତମ୍ଭସମସ୍ତ, ଭିତ୍ତିସମସ୍ତ ଏବଂ ଅନ୍ୟସମସ୍ତ ସାମଗ୍ରୀ ଏବଂ ଏହି ସମ୍ବନ୍ଧୀଯ କାର୍ୟ୍ଯର ଦାଯିତ୍ବ ବହନ କରିବେ।
ଗଣନା ପୁସ୍ତକ 4:31
ଏହି ଦାଯିତ୍ବ ସମାନେେ ବହନ କରିପାରିବେ, ସମାନେେ ସମାଗମ ତମ୍ବୁର କାଠପଟା ସବୁ, ଅର୍ଗଳ ସ୍ତମ୍ଭ ଓ ଚୁଙ୍ଗିସକଳ ବହନ କରିବା ଉଚିତ୍।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 15:1
ଆମ୍ଭେ ଆମ୍ଭର ବିଶ୍ବାସ ପାଇଁ ବଳବାନ୍ ଅଟୁ। ଅତଏବ, ଦୁର୍ବଳ ଲୋକମାନଙ୍କୁ ଆମ୍ଭେ ସାହାୟ୍ଯ କରିବା ଉଚିତ ଏବଂ ସମାନଙ୍କେର ଦୁର୍ବଳତାରୁ ସମାନଙ୍କେୁ ଉଦ୍ଧାର କରିବା। ଆମ୍ଭେ କବଳେ ନିଜକୁ ଖୁସି ରଖିବା ପାଇଁ ଚେଷ୍ଟା କରିବା ଉଚିତ ନୁହେଁ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 9:19
ମୁଁ ସ୍ବାଧୀନ। କିନ୍ତୁ ମୁଁ ନିଜକୁ ସମସ୍ତଙ୍କ ଦାସ କରିଛି। ୟଦ୍ଦ୍ବାରା ମୁଁ ଅଧିକ ଲୋକଙ୍କୁ ଉଦ୍ଧାର କରି ପାରିବି।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 6:1
ଏକଆ ରକରେ ସାହାୟ୍ଯ କର ଭାଇ ଓ ଭଉଣୀମାନେ ! ତୁମ୍ଭମାନଙ୍କ ଭିତରୁ କୌଣସି ଲୋକ ହୁଏତ କିଛି ଭୁଲ୍ କରି ପା ରେ। ସେତବେେଳେ ତୁମ୍ଭମାନେେ ଆତ୍ମିକ ଲୋକ ହାଇେଥିବାରୁ, ଭଦ୍ରତା ସହକା ରେ ଭୁଲକାର୍ୟ୍ଯ କରୁଥିବା ଲୋକଟିକୁ ସଂଶୋଧନ ହବୋ ପାଇଁ ସାହାୟ୍ଯ କରିବା ଉଚିତ୍। କିନ୍ତୁ ସାବଧାନ, ତୁମ୍ଭମାନେେ ଯେପରି ନିଜେ କୌଣସି ପାପ କରିବା ପାଇଁ ପରୀକ୍ଷା ରେ ପଡ଼ି ନ ଯାଅ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:16
ସମ୍ପୂର୍ଣ୍ଣ ଶରୀର ଯୀଶୁ ଖ୍ରୀଷ୍ଟଙ୍କ ଉପରେ ନିର୍ଭରଶୀଳ। ଶରୀରର ପ୍ରେତ୍ୟକକ ଅଙ୍ଗ ଏକାଠି ୟୋଡ଼ି ହାଇେ ରହିଛନ୍ତି। ପ୍ରେତ୍ୟକକ ଅଙ୍ଗ ନିଜ ନିଜର କାର୍ୟ୍ଯ କରନ୍ତି। ଏହାଦ୍ବାରା ସମଗ୍ର ଶରୀର ପ୍ ରମେ ରେ ବୃଦ୍ଧି ପାଇ ଶକ୍ତିଶାଳୀ ହୁଏ।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:19
ସମାନେେ ନିଜକୁ ମସ୍ତକ ରୂପ ଖ୍ରୀଷ୍ଟଙ୍କ ଅଧୀନ ରେ ରଖନ୍ତି ନାହିଁ। ସଂମ୍ପୂର୍ଣ୍ଣ ଶରୀର, ଖ୍ରୀଷ୍ଟଙ୍କ ଉପରେ ନିର୍ଭରଶୀଳ। ଖ୍ରୀଷ୍ଟଙ୍କ ପାଇଁ ଶରୀରର ସମସ୍ତ ସଦସ୍ଯ ପରସ୍ପରକୁ ସାହାୟ୍ଯ କରନ୍ତି ଓ ପରସ୍ପରର ଯତ୍ନ ନିଅନ୍ତି। ଏହା ଶରୀରର ସମସ୍ତ ଅଙ୍ଗଗୁଡ଼ିକୁ ଏକାଠି ଧରି ରେଖ ଓ ଶକ୍ତି ପ୍ରଦାନ କରେ। ଅତଏବ ପରମେଶ୍ବରଙ୍କ ଇଚ୍ଛାନୁସା ରେ ଶରୀର ବୃଦ୍ଧି ପାଏ।