ଯିହିଜିକଲ 1:4 in Oriya

ଓଡିଆ ଓଡିଆ ବାଇବେଲ ଯିହିଜିକଲ ଯିହିଜିକଲ 1 ଯିହିଜିକଲ 1:4

Ezekiel 1:4
ତାପ ରେ ଉତ୍ତର ଦିଗରୁ ଘୂର୍ଣ୍ଣିବାଯୁ ବୃହତ୍ ମେଘ ଓ ଜାଜ୍ବଲ୍ଯମାନେ ଅଗ୍ନି ଆସିବାର ମୁଁ ଦେଖିଲି। ଆଉ ତାହାର ଚତୁର୍ଦ୍ଦିଗ ରେ ଉଜ୍ଜ୍ବଳ ତଜେ ବାହାରୁଥିଲା ଓ ଏହାର ମଧ୍ଯଭାଗ ଏକ ଜ୍ବଳନ୍ତ ଧାତୁ ସଦୃଶ ଦଖାେ ଯାଉଥିଲା।

Ezekiel 1:3Ezekiel 1Ezekiel 1:5

Ezekiel 1:4 in Other Translations

King James Version (KJV)
And I looked, and, behold, a whirlwind came out of the north, a great cloud, and a fire infolding itself, and a brightness was about it, and out of the midst thereof as the colour of amber, out of the midst of the fire.

American Standard Version (ASV)
And I looked, and, behold, a stormy wind came out of the north, a great cloud, with a fire infolding itself, and a brightness round about it, and out of the midst thereof as it were glowing metal, out of the midst of the fire.

Bible in Basic English (BBE)
And, looking, I saw a storm-wind coming out of the north, a great cloud with flames of fire coming after one another, and a bright light shining round about it and in the heart of it was something coloured like electrum.

Darby English Bible (DBY)
And I looked, and behold, a stormy wind came out of the north, a great cloud, and a fire infolding itself, and a brightness was about it, and out of the midst thereof as the look of glowing brass, out of the midst of the fire.

World English Bible (WEB)
I looked, and, behold, a stormy wind came out of the north, a great cloud, with flashing lightning, and a brightness round about it, and out of the midst of it as it were glowing metal, out of the midst of the fire.

Young's Literal Translation (YLT)
And I look, and lo, a tempestuous wind is coming from the north, a great cloud, and fire catching itself, and brightness to it round about, and out of its midst as the colour of copper, out of the midst of the fire.

And
I
looked,
וָאֵ֡רֶאwāʾēreʾva-A-reh
and,
behold,
וְהִנֵּה֩wĕhinnēhveh-hee-NAY
whirlwind
a
ר֨וּחַrûaḥROO-ak

סְעָרָ֜הsĕʿārâseh-ah-RA
came
בָּאָ֣הbāʾâba-AH
out
of
מִןminmeen
north,
the
הַצָּפ֗וֹןhaṣṣāpônha-tsa-FONE
a
great
עָנָ֤ןʿānānah-NAHN
cloud,
גָּדוֹל֙gādôlɡa-DOLE
fire
a
and
וְאֵ֣שׁwĕʾēšveh-AYSH
infolding
itself,
מִתְלַקַּ֔חַתmitlaqqaḥatmeet-la-KA-haht
brightness
a
and
וְנֹ֥גַֽהּwĕnōgahveh-NOH-ɡa
was
about
ל֖וֹloh
midst
the
of
out
and
it,
סָבִ֑יבsābîbsa-VEEV
colour
the
as
thereof
וּמִ֨תּוֹכָ֔הּûmittôkāhoo-MEE-toh-HA
of
amber,
כְּעֵ֥יןkĕʿênkeh-ANE
midst
the
of
out
הַחַשְׁמַ֖לhaḥašmalha-hahsh-MAHL
of
the
fire.
מִתּ֥וֹךְmittôkMEE-toke
הָאֵֽשׁ׃hāʾēšha-AYSH

Cross Reference

ଯିହିଜିକଲ 8:2
ଏବଂ ସେତବେେଳେ ଆମ୍ଭେ ଅଗ୍ନିର ଆଭାତୁଲ୍ଯ ଏକ ମୂର୍ତ୍ତି ଦେଖିଲୁ। ତାଙ୍କର କଟୀଦେଶରୁ ତଳ ପର୍ୟ୍ଯନ୍ତ ଅଗ୍ନିମଯ ଥିଲା ଓ କଟୀଠାରୁ ଉପର ପର୍ୟ୍ଯନ୍ତ ଉତ୍ତପ୍ତ ଧାତୁ ତୁଲ୍ଯ ଜ୍ଯୋତିର୍ମଯ ଥିଲା।

ଯିହିଜିକଲ 1:27
ଏବଂ ମୁଁ ତାଙ୍କର କଟିର ଉପର ଭାଗର ଚତୁର୍ଦ୍ଦିଗ ଉତ୍ତପ୍ତ ତମ୍ବାତୁଲ୍ଯ ଉଜ୍ବଳ ଥିବାର ଦେଖିଲି। ପୁଣି କଟିଦେଶର ତଳ ଭାଗର ଚତୁର୍ଦ୍ଦିଗ ଅଗ୍ନି ସଦୃଶ ଆଭାମଯ ଥିବାର ଦେଖିଲି।

ଯିରିମିୟ 23:19
ତେଣୁ ସଦାପ୍ରଭୁଙ୍କର ପ୍ରଚଣ୍ଡ କୋର୍ଧ ଭୟଙ୍କର ଘୂର୍ଣ୍ଣିବାତ୍ଯା ସ୍ବରୂପ ଆସିବ ଓ ତାହା ଦୁଷ୍ଟମାନଙ୍କର ମସ୍ତକକୁ ଦଳି ପକାଇବ।

ଯିରିମିୟ 25:32
ପୁରି ସୈନ୍ଯାଧିପତି ସଦାପ୍ରଭୁ କହନ୍ତି, ଦେଖ, ଦେଶକୁ ଦେଶ ଅମଙ୍ଗଳ ଘଟିବ। ସମଗ୍ର ପୃଥିବୀ ରେ ମହା ତାଫୋନ ଉଠିବ।

ଯିଶାଇୟ 21:1
ସାଗର ସମୀପସ୍ଥ ପ୍ରାନ୍ତର ବିଷଯ ରେ ଶାେକବାର୍ତ୍ତା। ତାହା ଦକ୍ଷିଣ ଦିଗରୁ ଏକ ଭୟଙ୍କର ଘୂର୍ଣ୍ଣିବାତ୍ଯା ତୁଲ୍ଯ ପ୍ରାନ୍ତରରୁ ଏକ ଭୟଙ୍କର ଦେଶରୁ ଆସୁଅଛି।

ଯିହିଜିକଲ 10:2
ଏବଂ ସେ ସହେି ଶୁକ୍ଲବସ୍ତ୍ର ପରିହିତ ପୁରୁଷକୁ କହିଲେ, କିରୁବଦୂତଗଣର ନମ୍ନ ରେ ଥିବା ତୁମ୍ଭେ ସହେି ଘୂର୍ଣ୍ଣିଯମାନ ଚକ୍ର ମଧିଅରେ ଥିବା ସ୍ଥାନକୁ ପ୍ରବେଶ କର ଏବଂ ଏକ ଅଞ୍ଜଳିପୂର୍ଣ୍ଣ ଜ୍ବଳନ୍ତ ଅଙ୍ଗାର ସଂଗ୍ରହ କର ଓ ସଗେୁଡ଼ିକ ଉପ ରେ ବିଞ୍ଚି ଦିଅ।

ଯିହିଜିକଲ 10:8
ମନୁଷ୍ଯର ହାତପରି ଦଖାଯାେଉଥିବା କିଛି ଗୋଟେ କିରୂବତୂତମାନଙ୍କ ପକ୍ଷତଳେ ଦଖାଗେଲା।

ନାହୂମ 1:3
ସଦାପ୍ରଭୁ କଦାପି ଶୀଘ୍ର ରାଗନ୍ତି ନାହିଁ। ସଦାପ୍ରଭୁ ଅତି ଶକ୍ତିଶାଳୀ। ସେ ଦୋଷୀକୁ ଦଣ୍ତ ନଦଇେ କବେେ ଛାଡିବେ ନାହିଁ। ସେ ଯେଉଁଠାକୁ ୟାଆନ୍ତି ସଠାେ ରେ ଘୂର୍ଣ୍ଣିବାତ୍ଯା ଓ ଝଡ ସୃଷ୍ଟି ହୁଏ। ସଦାପ୍ରଭୁ ଗତି କଲା ବେଳେ ତାଙ୍କ ପାଦ ରେ ମେଘଗୁଡିକ ଧୂଳି ସ୍ବରୂପ ଉେଠ।

ହବକକୂକ 1:8
ସମାନଙ୍କେର ଘୋଡାଗୁଡିକ ଚିତାବାଘଠାରୁ ଦ୍ରୁତଗାମୀ ହବେେ ଏବଂ ଗଧିଆଠାରୁ ଦ୍ରୁତଗାମୀ ସମସ୍ଥଳ ରେ ହବେେ। ସମାନଙ୍କେର ସୈନ୍ଯମାନେ ଘୋଡା ଚଢି ବହୁଦୂରରୁ ଆସିବେ। ଗୋଟିଏ ଭୋକିଲା ଚିଲ ପକ୍ଷୀ ଆକାଶରୁ ଶିକାର ଉପ ରେ ଝାମ୍ପ ମାରିଲା ପରି ସମାନେେ ଦ୍ରୁତ ବଗେ ରେ ଶତୃଙ୍କୁ ଆକ୍ରମଣ କରିବେ।

ହବକକୂକ 3:3
ପରମେଶ୍ବର ତୈମନରୁ ଆସୁଛନ୍ତି। ସହେି ପବିତ୍ର ପୁରୁଷ ପାରଣ ପର୍ବତରୁ ଓହ୍ଲାଇ ଆସୁଛନ୍ତି। ସଦାପ୍ରଭୁଙ୍କ ମହିମା ସ୍ବର୍ଗକୁ ଆବୃତ କରେ। ତାଙ୍କର ପ୍ରଶଂସା ପୃଥିବୀକୁ ପୂର୍ଣ୍ଣ କରେ।

ଏବ୍ରୀମାନଙ୍କ ନିକଟକୁ ପତ୍ର 12:29
କାରଣ ଆମ୍ଭ ପରମେଶ୍ବର ଗ୍ରାସକାରୀ ଅଗ୍ନିଭଳି ଅଟନ୍ତି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 1:15
ତାହାଙ୍କ ପାଦ ଯେପରି, ପିତ୍ତଳ ନିଆଁ ଭାଟି ରେ ଦଖାଯାେଏ ସହେିପରି ଶୁଦ୍ଧ ଦଖାଯାେଉଥିଲା। ତାହାଙ୍କ ସ୍ବର ବନ୍ଯାଜଳର ଗର୍ଜନ ଭଳି ଥିଲା।

ଯିରିମିୟ 25:9
ପୁଣି ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥ ସମସ୍ତ ପରିବାରବର୍ଗକୁ ଆଣିବା।ପୁଣି ଆମ୍ଭର ଦାସ ବାବିଲର ରାଜା ନବୁଖଦ୍ନିତ୍ସରକୁ ଆଣିବା। ପୁଣି ସମାନଙ୍କେୁ ନଇେ ଯିହୁଦା ଓ ଯିହୁଦା ନିବାସୀଙ୍କ ବିରୁଦ୍ଧ ରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ଗୋଷ୍ଠୀ ବିରୁଦ୍ଧ ରେ ଛିଡ଼ା କରାଇବା। ଆଉ ସମାନଙ୍କେୁ ସୂର୍ଣ୍ଣ ଭାବରେ ବିନାଶ କରିବା। ସହେି ଦେଶକୁ ଚିରକାଳ ଏକ ଶୂନ୍ଯ ପ୍ରାନ୍ତର ରେ ପରିଣତ କରିବା। ତାହାକୁ ଦେଖି ଲୋକମାନେ ବିସ୍ମଯ ରେ ଓ ଶୀସ୍ ଶବ୍ଦ କରିବେ।

ଯିରିମିୟ 6:1
ହେ ବିନ୍ଯାମୀନ ସନ୍ତାନଗଣ, ତୁମ୍ଭମାନେେ ରକ୍ଷା ପାଇବା ପାଇଁ ୟିରୁଶାଲମରୁ ପଳାଯନ କର। ତିକୋଯ ନଗର ରେ ତୂରୀ ବଜାଅ ଓ ବୈଥହକରମେ ରେ ଧ୍ବଜା ଟକେ। କାରଣ ଉତ୍ତର ଦିଗରୁ ଅମଙ୍ଗଳ ଓ ମହାବିନାଶ ଆସୁଅଛି।

ଯାତ୍ରା ପୁସ୍ତକ 24:16
ଏଥି ରେ ସୀନଯ ପର୍ବତ ଉପରେ ସଦାପ୍ରଭୁଙ୍କ ପ୍ରତାପ ଅବସ୍ଥିତ କଲା। ଆଉ ତାହା ଛଅଦିନ ମଘାେଚ୍ଛନ୍ନ ହାଇେ ରହିଲା। ଏହାପରେ ସଦାପ୍ରଭୁ ସପ୍ତମ ଦିନ ମେଘ ମଧ୍ଯରୁ ମାଶାଙ୍କେୁ ଡାକିଲେ।

ଦିତୀୟ ବିବରଣ 4:11
ତେଣୁ ସମାନେେ ମାରେ ନିକଟବର୍ତ୍ତୀ ହାଇେ ପର୍ବତ ତଳେ ଛିଡା ହେଲେ। ସହେି ସମୟରେ ସହେି ପର୍ବତ ଅନ୍ଧକାର, ମେଘ ଓ ଘୋର ଅନ୍ଧକାର ରେ ବ୍ଯାଲ୍ଗ ହାଇେଥିଲା ଓ ଗଗନର ମଧ୍ଯ ପର୍ୟ୍ଯନ୍ତ ଅଗ୍ନି ରେ ଜଳିଲା।

ଦିତୀୟ ବଂଶାବଳୀ 5:13
ତୂରୀ ବାଦକ ଓ ଗାଯକ ଲୋକମାନେ ଜଣେ ବ୍ଯକ୍ତି ତୁଲ୍ଯ ଥିଲେ। ଯେତବେେଳେ ସଦାପ୍ରଭୁଙ୍କର ପ୍ରଶଂସା ଓ ଧନ୍ଯବାଦ ଗାନ କରାଗଲା ସମାନେେ ଏକ ଶବ୍ଦ କଲେ। ସମାନେେ ତୂରୀ, ଗିନି ଓ ବାଦ୍ଯୟନ୍ତ୍ର ସହିତ ଉଚ୍ଚସ୍ବର କଲେ। ସମାନେେ ଏହି ଗୀତ ଗାଇଲେ, 'ସଦାପ୍ରଭୁଙ୍କର ପ୍ରଶଂସା କଲେ, କାରଣ ସେ ମଙ୍ଗଳମଯ। ତାଙ୍କର ସତ୍ଯ ପ୍ ରମେ ଅନନ୍ତକାଳସ୍ଥାଯୀ ଅଟେ।

ଦିତୀୟ ବଂଶାବଳୀ 7:1
ଶଲୋମନ ପ୍ରାର୍ଥନା କରିସାରିବା ପରେ ଆକାଶରୁ ଅଗ୍ନି ଆସି ହାମବେଳି ଓ ବଳିଦାନକୁ ଗ୍ରାସ କଲା ଓ ସଦାପ୍ରଭୁଙ୍କ ଗୌରବ ମନ୍ଦିରକୁ ପୂର୍ଣ୍ଣ କଲା।

ଗୀତସଂହିତା 18:11
ପରମେଶ୍ବର କଳା, ଘନ ବାଦଲଖଣ୍ଡ ଭିତରେ ଲୁଚି ଗଲେ। ସତେ ୟମେିତି ଏକ ଘନ ଅନ୍ଧକାର ଏକ ତମ୍ବୁ ଭିତରେ ଲୁଚି ରହିଲେ। ସେ ଘନ ବିଜୁଳିୟୁକ୍ତ ମେଘ ଖଣ୍ଡ ଭିତରେ ଲୁଚି ଗଲେ।

ଗୀତସଂହିତା 50:3
ଆମ୍ଭର ପରମେଶ୍ବର ଆସୁଛନ୍ତି ଓ ସେ କବେେ ନୀରବରେ ରହିପାରିବେ ନାହିଁ। ତାଙ୍କ ସମ୍ମୁଖରେ ଅଗ୍ନି ଜଳୁଛି, ସଠାେରେ ଏକ ବିରାଟ ଝଡ଼ ତାଙ୍କ ଚାରିପାଖରେ ଘୂରି ବୁଲୁଛି।

ଗୀତସଂହିତା 97:2
ମେଘମାଳ ଓ ଅନ୍ଧାର ସଦାପ୍ରଭୁଙ୍କ ଚତୁର୍ଦ୍ଦିଗରେ ଥାଏ। ଧର୍ମ ଓ ନ୍ଯାଯ ତାହାଙ୍କ ସିଂହାସନର ମୂଳଭିତ୍ତି।

ଗୀତସଂହିତା 104:3
ପରମେଶ୍ବର ତୁମ୍ଭେ ଆକାଶର ଜଳରାଶି ଉପରେ ଘର କଲ। ତୁମ୍ଭେ ମେଘମାଳାକୁ ଆପଣା ରଥପରି କରିଛ। ତୁମ୍ଭେ ବାଯୁ ରୂପକ ପକ୍ଷ ଦ୍ବାରା ଆକାଶରେ ଗମନାଗମନ କରୁଛ।

ଯିଶାଇୟ 19:1
ମିଶର ବିଷଯକ ଲୋକ ବାର୍ତ୍ତା : ଦେଖ ! ସଦାପ୍ରଭୁ ଦ୍ରୁତଗାମୀ ମେଘ ରେ ଆସୁଛନ୍ତି। ସେ ମିଶର ରେ ପ୍ରବେଶ କରିବେ ଏବଂ ମିଶରର ସମସ୍ତ ପ୍ରତିମା ଭୟ ରେ ଥରିବେ। ମିଶର ସାହସୀ ଥିଲା, ମାତ୍ର ତା'ର ସେ ସାହସ ଉତ୍ତପ୍ତ ମହମ ପରି ତରଳି ୟିବ।

ଯିରିମିୟ 1:13
ପୁଣି ଦ୍ବିତୀୟ ଥର ସଦାପ୍ରଭୁଙ୍କ ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା। ତାହା ହେଲା, ହେ ଯିରିମିୟ, ତୁମ୍ଭେ କ'ଣ ଦେଖୁଅଛ ?

ଯିରିମିୟ 4:6
ସିୟୋନ୍ଆଡ଼େ ଧ୍ବଜା ଉଠାଅ। ଜୀବନ ରକ୍ଷା ପାଇଁ ପଳାଯନ କର। ଅପେକ୍ଷା କର ନାହିଁ, କାରଣ ଆମ୍ଭେ ଉତ୍ତର ଦିଗରୁ ଅମଙ୍ଗଳ ଓ ମହାବିନାଶ ଆଣିବା।

ଯାତ୍ରା ପୁସ୍ତକ 19:16
ତୃତୀୟ ଦିନ ପ୍ରଭାତ ରେ ଏକ ଘନ ମେଘ ପର୍ବତକୁ ସ୍ପର୍ଶ କଲା। ଘଡଘଡି, ବିଜୁଳି ଏବଂ ଏକ ଗମ୍ଭୀର ଶିଙ୍ଗା ଧ୍ବନି ଶୁଣାଗଲା। ଛାଉଣୀର ଲୋକମାନେ ଭୟଭୀତ ହାଇଗେଲେ।