ଯିହିଜିକଲ 13:2 in Oriya

ଓଡିଆ ଓଡିଆ ବାଇବେଲ ଯିହିଜିକଲ ଯିହିଜିକଲ 13 ଯିହିଜିକଲ 13:2

Ezekiel 13:2
ହେ ମନୁଷ୍ଯ ପୁତ୍ର, ଇଶ୍ରାୟେଲର ଯେଉଁମାନେ ସମାନଙ୍କେ ଇଚ୍ଛା ବିରୁଦ୍ଧ ରେ ଭବିଷ୍ଯତ ବାକ୍ଯ ପ୍ରଚାର କରନ୍ତି। ସମାନଙ୍କେୁ କୁହ, 'ସଦାପ୍ରଭୁଙ୍କର ବାକ୍ଯ ଶୁଣ।

Ezekiel 13:1Ezekiel 13Ezekiel 13:3

Ezekiel 13:2 in Other Translations

King James Version (KJV)
Son of man, prophesy against the prophets of Israel that prophesy, and say thou unto them that prophesy out of their own hearts, Hear ye the word of the LORD;

American Standard Version (ASV)
Son of man, prophesy against the prophets of Israel that prophesy, and say thou unto them that prophesy out of their own heart, Hear ye the word of Jehovah:

Bible in Basic English (BBE)
Son of man, be a prophet against the prophets of Israel, and say to those prophets whose words are the invention of their hearts, Give ear to the word of the Lord;

Darby English Bible (DBY)
Son of man, prophesy against the prophets of Israel that prophesy, and say unto them that prophesy out of their own heart, Hear ye the word of Jehovah.

World English Bible (WEB)
Son of man, prophesy against the prophets of Israel who prophesy, and say you to those who prophesy out of their own heart, Hear you the word of Yahweh:

Young's Literal Translation (YLT)
`Son of man, prophesy concerning the prophets of Israel who are prophesying, and thou hast said to those prophesying from their own heart: Hear ye a word of Jehovah:

Son
בֶּןbenben
of
man,
אָדָ֕םʾādāmah-DAHM
prophesy
הִנָּבֵ֛אhinnābēʾhee-na-VAY
against
אֶלʾelel
the
prophets
נְבִיאֵ֥יnĕbîʾêneh-vee-A
Israel
of
יִשְׂרָאֵ֖לyiśrāʾēlyees-ra-ALE
that
prophesy,
הַנִּבָּאִ֑יםhannibbāʾîmha-nee-ba-EEM
and
say
וְאָֽמַרְתָּ֙wĕʾāmartāveh-ah-mahr-TA
prophesy
that
them
unto
thou
לִנְבִיאֵ֣יlinbîʾêleen-vee-A
out
of
their
own
hearts,
מִלִּבָּ֔םmillibbāmmee-lee-BAHM
Hear
שִׁמְע֖וּšimʿûsheem-OO
ye
the
word
דְּבַרdĕbardeh-VAHR
of
the
Lord;
יְהוָֽה׃yĕhwâyeh-VA

Cross Reference

ଯିହିଜିକଲ 13:17
ପରମେଶ୍ବର କହିଲେ, ହେ ମନୁଷ୍ଯ ପୁତ୍ର, ଇଶ୍ରାୟେଲର ଯେଉଁ କନ୍ଯାଗଣ ଆପଣା ଆପଣା ହୃଦଯରୁ ଭବିଷ୍ଯଦବାକ୍ଯ ପ୍ରଚାର କରନ୍ତି, ସମାନଙ୍କେ ବିରୁଦ୍ଧ ରେ ତୁମ୍ଭ ମୁଖ ରଖ ଓ ସମାନଙ୍କେ ବିରୁଦ୍ଧ ରେ ଭବିଷ୍ଯଦବାକ୍ଯ ପ୍ରଚାର କରି କୁହ,

ଯିରିମିୟ 37:19
ଆପଣମାନେ ଯେଉଁ ଭବିଷ୍ଯଦବକ୍ତାମାନେ ଆପଣମାନଙ୍କ ନିକଟରେ ମିଥ୍ଯା ଭବିଷ୍ଯଦବାକ୍ଯ ପ୍ରଚାର କରି କହିଲେ, 'ବାବିଲର ରାଜା ଆପଣମାନଙ୍କ ବିରୁଦ୍ଧ ରେ ଓ ଏହି ଦେଶ ବିରୁଦ୍ଧ ରେ ଆସିବେ ନାହିଁ, ସମାନେେ ଏବେ କାହାଁନ୍ତି ?'

ଯିଶାଇୟ 1:10
ହେ ସଦୋମର ପ୍ରାଚୀନଗଣ, ତୁମ୍ଭମାନେେ ସଦାପ୍ରଭୁଙ୍କର ବାର୍ତ୍ତା ଶୁଣ। ହେ ହ ମାରୋର ଲୋକମାନେ ପରମେଶ୍ବରଙ୍କ ଶିକ୍ଷାସମୂହ ପ୍ରତି ଧ୍ଯାନ ଦିଅ।

ଯିଶାଇୟ 9:15
ଏଠା ରେ ମସ୍ତକ ପ୍ରାଚୀନ ତଥା ସମ୍ଭ୍ରାନ୍ତମାନଙ୍କୁ ବୁଝାଉଛି ଓ ଲାଞ୍ଜ ମିଥ୍ଯାବାଦୀ ଭବିଷ୍ଯଦ୍ବକ୍ତାଙ୍କୁ ବୁଝାଉଛି।

ଯିହିଜିକଲ 22:25
ତାହାର ଭବିଷ୍ଯଦବକ୍ତାମାନେ ସଠାେ ରେ ଚକ୍ରାନ୍ତ କରିଛନ୍ତି। ସମାନେେ ପ୍ରାଣୀମାନଙ୍କୁ ହତ୍ଯା କରିବାକୁ ଉତ୍ସୁକ ଗର୍ଜ୍ଜନକାରୀ ସିଂହ ସଦୃଶ। ସମାନେେ ଲୋକମାନଙ୍କୁ ଶୋଷଣ କରନ୍ତି, ସମାନେେ ମୂଲ୍ଯବାନ ଓ ବହୁମୂଲ୍ଯ ବସ୍ତ୍ର ହରଣ କରନ୍ତି ; ସମାନେେ ବହୁ ମହିଳାଙ୍କୁ ବିଧବା କରିଅଛନ୍ତି।

ଯିହିଜିକଲ 22:28
ଭବିଷ୍ଯଦବକ୍ତାମାନେ ଏପରି ଆଚରଣକୁ ଠିକ୍ ବୋଲି ପ୍ରମାଣ କରିବାକୁ କହନ୍ତି। ସମାନେେ ମିଥ୍ଯା ଦର୍ଶନ ପାଆନ୍ତି ଓ ମିଥ୍ଯା ଭବିଷ୍ଯତବାଣୀ କରି କହନ୍ତି, 'ଏହା ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି,' ଯେତବେେଳେ ସଦାପ୍ରଭୁ କିଛି କହି ନ ଥାନ୍ତି।

ଯିହିଜିକଲ 13:3
ମାରେ ପ୍ରଭୁ ସଦାପ୍ରଭୁ ଏହା କହନ୍ତି, ଯେଉଁ ନିର୍ବୋଧ ଭବିଷ୍ଯଦବକ୍ତାମାନେ ପ୍ରକୃତ ଦର୍ଶନ ପ୍ରାପ୍ତ ନ ହାଇେ ନିଜ ନିଜ ଇଚ୍ଛାର ଅନୁସରଣ କରନ୍ତି, କିନ୍ତୁ ପ୍ରକୃତ ଦର୍ଶନ ଦେଖନ୍ତି ନାହିଁ।

ଯିହିଜିକଲ 14:9
ଯଦି କୌଣସି ଭବିଷ୍ଯଦବକ୍ତା ଏପରି ମୂର୍ଖ ଭବିଷ୍ଯତବାଣୀ ପ୍ରଚାର କରେ, ତବେେ ମୁଁ ସଦାପ୍ରଭୁ ତାକୁ ଦଖାଇେ ଦବେି ଯେ, ସେ କିପରି ମୂର୍ଖ ଥିଲା।

ଯିହିଜିକଲ 34:7
ତେଣୁ ହେ ମଷେପାଳକଗଣ, ତୁମ୍ଭମାନେେ ମାରେ ପ୍ରଭୁ ସଦାପ୍ରଭୁଙ୍କର ବାକ୍ଯ ଶୁଣ, ସେ କହନ୍ତି,

ଯିହିଜିକଲ 34:9
ତେଣୁ ହେ ମଷେପାଳକଗଣ, ତୁମ୍ଭମାନେେ ସଦାପ୍ରଭୁଙ୍କର ବାକ୍ଯ ଶୁଣ।

ଆମୋଷ 7:16
ତେଣୁ ସଦାପ୍ରଭୁଙ୍କ ବାର୍ତ୍ତା ଶୁଣ। ତୁମ୍ଭେ ମାେତେ କହୁଛ, 'ଇଶ୍ରାୟେଲ ବିରୁଦ୍ଧ ରେ ଭବିଷ୍ଯତ ବାକ୍ଯ ପ୍ରଗ୍ଭର କରନାହିଁ। ଇସ୍ହାକ ପରିବାର ବିରୁଦ୍ଧ ରେ ମଧ୍ଯ ପ୍ରଗ୍ଭର କରନାହିଁ।'

ମୀଖା 3:6
ଏଥିପାଇଁ ତୁମ୍ଭମାନେେ ଦର୍ଶନ ପାଇବ ନାହିଁ, ତୁମ୍ଭମାନଙ୍କ ପାଇଁ ତାହା ରାତ୍ରି ହବେ। ଭବିଷ୍ଯତ୍ ରେ କ'ଣ ଘଟିବ ତୁମ୍ଭମାନେେ ତାହା ଦେଖିପାରିବ ନାହିଁ। ତେଣୁ ତାହା ତୁମ୍ଭମାନଙ୍କ ପାଇଁ ଅନ୍ଧକାର ହବେ। ସୂର୍ୟ୍ଯ ସହେି ଭବିଷ୍ଯତ୍ବକ୍ତାଗଣଙ୍କ ଉପ ରେ ଅସ୍ତମିତ ହବେେ, ତେଣୁ ସମାନଙ୍କେ ପାଇଁ ଦିବସ ଅନ୍ଧକାର ତୁଲ୍ଯ ହବେ।

ମୀଖା 3:11
ୟିରୁଶାଲମର ବିଗ୍ଭରପତିଗଣ ଲାଞ୍ଚ ନଇେ ବିଗ୍ଭର କରନ୍ତି। ଆଉ ସେ ସ୍ଥାନର ଯାଜକଗଣ ଅର୍ଥ ନଇେ ଶିକ୍ଷା ଦିଅନ୍ତି ଓ ଭବିଷ୍ଯଦ୍ବକ୍ତାଗଣ ଭବିଷ୍ଯବାଣୀ ପାଇଁ ଅର୍ଥ ନିଅନ୍ତି। ତଥାପି ସେ ସ୍ଥାନର ବୃଦ୍ଧଗଣ ସଦାପ୍ରଭୁଙ୍କ ସାହାୟ୍ଯ ପାଇଁ ଆଶା କରନ୍ତି। ସମାନେେ ମଧ୍ଯ କୁହନ୍ତି, ସଦାପ୍ରଭୁ ଆମ୍ଭମାନଙ୍କ ସହିତ ଏଠା ରେ ଅଛନ୍ତି। ତେଣୁ କୌଣସି ଅମଙ୍ଗଳ ଆମ୍ଭମାନଙ୍କର ଘଟିବ ନାହିଁ।

ସିଫନିୟ 3:4
ସମାନଙ୍କେର ଭବିଷ୍ଯଦ୍-ବକ୍ତାମାନେ ନଗଣ୍ଯ ଓ ସମାନେେ ବିଶ୍ବାସଘାତକ ଅଟନ୍ତି। ସମାନଙ୍କେର ଯାଜକମାନେ ପବିତ୍ର ବସ୍ତୁକୁ ଅପବିତ୍ର କରନ୍ତି। ସମାନେେ ପରମେଶ୍ବରଙ୍କ ଶିକ୍ଷା ବିରୁଦ୍ଧ ରେ କାର୍ୟ୍ଯ କରିଛନ୍ତି।

ପିତରଙ୍କ ଦିତୀୟ ପତ୍ର 2:1
ଅତୀତକାଳ ରେ ପରମେଶ୍ବରଙ୍କ ଲୋକମାନଙ୍କ ମଧିଅରେ ମିଥ୍ଯା ଭବିଷ୍ଯଦ୍ ବକ୍ତା ଥିଲେ। ଏବେ ମଧ୍ଯ ସହଭେଳି ଅଛନ୍ତି। ତୁମ୍ଭ ଦଳ ରେ କେତେ ଜଣ ଭଣ୍ଡ ଶିକ୍ଷକ ରହିବେ। ସମାନେେ ଏପରି ଭୁଲ ଶିକ୍ଷା ଦବେେ ଯେ, ଲୋକେ ନିଜକୁ ହଜାଇ ଦବେେ। ସମାନେେ ଏଭଳି ଭାବରେ ଶିକ୍ଷା ଦବେେ ଯେ ସମାନେେ ଯେ ଭୁଲ କରୁଛନ୍ତି, ତାହା ତୁମ୍ଭେ ଜାଣିବା କଠିନ ହବେ। ସମାନେେ ମୁକ୍ତିଦାତା ଯୀଶୁଙ୍କୁ ଗ୍ରହଣ କରିବାକୁ ମଧ୍ଯ ମନା କରିବେ। ସେପ୍ରକା ରେ ସମାନେେ ନିଜକୁ ଶୀଘ୍ର ନଷ୍ଟ କରି ଦବେେ।

ଯିରିମିୟଙ୍କ ବିଳାପ 4:13
ଏହା ଘଟିଲା, କାରଣ ୟିରୁଶାଲମର ଯାଜକଗଣ ଓ ଭବିଷ୍ଯଦ୍ ବକ୍ତାଗଣ ପାପ କଲେ। ଏବଂ ସମାନେେ ତାଙ୍କ ସତ୍ ଲୋକମାନଙ୍କର ରକ୍ତପାତ କଲେ।

ଯିରିମିୟ 29:31
ହେ ଯିରିମିୟ, ତୁମ୍ଭେ ନିର୍ବାସିତ ସମସ୍ତ ଲୋକଙ୍କୁ ଏହି ସମ୍ବାଦ ଦିଅ, 'ନିହିଲାମୀଯ ଶମଯିଯର ବିଷଯ ରେ ସଦାପ୍ରଭୁ ଏହି କଥା କହନ୍ତି ; ଆମ୍ଭେ ଶମଯିଯଙ୍କୁ ଭବିଷ୍ଯଦବକ୍ତା ପ୍ରଚାର ପାଇଁ ପଠାଇ ନାହୁଁ। ମାତ୍ର ସେ ମିଥ୍ଯା କହି ତୁମ୍ଭମାନଙ୍କର ବିଶ୍ବାସ ଜନ୍ମାଇଅଛି।

ଯିରିମିୟ 29:20
ଏଣୁ ଆମ୍ଭଦ୍ବାରା ୟିରୁଶାଲମରୁ ବାବିଲକୁ ତଡ଼ିତ ନିର୍ବାସିତ ଲୋକମାନେ, ତୁମ୍ଭମାନେେ ସଦାପ୍ରଭୁଙ୍କ ବାକ୍ଯ ଶୁଣ।

ଦିତୀୟ ବଂଶାବଳୀ 18:18
ମୀଖାଯ କହିଲେ, ସଦାପ୍ରଭୁଙ୍କଠାରୁ ଆସିଥିବା ଏହି ବାର୍ତ୍ତା ଶୁଣ। ମୁଁ ସଦାପ୍ରଭୁଙ୍କୁ ତାଙ୍କର ସିଂହାସନ ରେ ବସିଥିବାର ଦେଖିଲି। ସ୍ବର୍ଗୀଯ ଦୂତଗଣ ତାଙ୍କର ଚତୁର୍ଦ୍ଦିଗ ରେ ଠିଆ ହାଇେଥିଲେ, କେତକେ ତାଙ୍କର ବାମ ପାଶର୍‌ବ ରେ ଓ କେତକେ ତାଙ୍କର ଦକ୍ଷିଣ ପାଶର୍‌ବ ରେ ଛିଡ଼ା ହାଇେଥିଲେ।

ଯିଶାଇୟ 28:14
ହେ ୟିରୁଶାଲମସ୍ଥ ଲୋକମାନଙ୍କର ଶାସନକାରୀ ନିନ୍ଦୁକମାନେ, ତୁମ୍ଭମାନେେ ସଦାପ୍ରଭୁଙ୍କର ବାକ୍ଯ ଶୁଣ।

ଯିଶାଇୟ 56:9
ହେ କ୍ଷେତ୍ରସ୍ଥ ସମସ୍ତ ପଶୁ ଓ ବନସ୍ତ ପଶୁଗଣ ତୁମ୍ଭମାନେେ ଆସ ଓ ଭକ୍ଷଣ କର।

ଯିରିମିୟ 5:31
ଭବିଷ୍ଯଦବକ୍ତାମାନେ ମିଥ୍ଯା ଭବିଷ୍ଯଦବାକ୍ଯ ପ୍ରଚାର କରନ୍ତି ଓ ସମାନଙ୍କେ ନିର୍ଦ୍ଦଶାେନୁସା ରେ ଯାଜକମାନେ କାର୍ୟ୍ଯ କରନ୍ତି। ପୁଣି ଆମ୍ଭର ଲୋକମାନେ ଏପରି ହବୋକୁ ଭଲ ପାଆନ୍ତି। ମାତ୍ର ତୁମ୍ଭ ଲୋକମାନେ ଶଷେ ରେ ଦଣ୍ଡ ସମୟରେ କ'ଣ କରିବେ ?

ଯିରିମିୟ 6:13
ଇଶ୍ରାୟେଲର େଛାଟରୁ ବଡ଼ ପର୍ୟ୍ଯନ୍ତ ସମସ୍ତ ଲୋକ ଲୋଭାସକ୍ତ। ଆଉ ଭବିଷ୍ଯଦବକ୍ତାଠାରୁ ଯାଜକ ପର୍ୟ୍ଯନ୍ତ ପ୍ରେତ୍ୟକକ ମିଥ୍ଯାଚାରୀ।

ଯିରିମିୟ 8:10
ତେଣୁ ଆମ୍ଭେ ସମାନଙ୍କେର ସ୍ତ୍ରୀମାନଙ୍କୁ ଅନ୍ୟମାନଙ୍କୁ ଦବୋ ଓ ସମାନଙ୍କେର କ୍ଷେତ୍ରକୁ ଅନ୍ୟମାନଙ୍କ ଅଧିକାରକୁ ଦବୋ। କାରଣ ଇଶ୍ରାୟେଲ କ୍ଷୁଦ୍ରଠାରୁ ମହାନ୍ ଲୋକ ପର୍ୟ୍ଯନ୍ତ ସମସ୍ତେ ଲୋଭାସକ୍ତ ଆଉ ଭବିଷ୍ଯଦବକ୍ତାଠାରୁ ଆରମ୍ଭ କରି ଯାଜକ ପର୍ୟ୍ଯନ୍ତ ସମସ୍ତେ ମିଥ୍ଯାଚରଣ କରନ୍ତି।

ଯିରିମିୟ 14:13
ମାତ୍ର ମୁଁ ସଦାପ୍ରଭୁଙ୍କୁ କହିଲି, ହେ ମାରେ ପ୍ରଭୁ ସଦାପ୍ରଭୁ, ଭବିଷ୍ଯଦବକ୍ତାଗଣ ସମାନଙ୍କେୁ ଭିନ୍ନ କଥା କହୁଛନ୍ତି। ସମାନେେ କହନ୍ତି, 'ତୁମ୍ଭମାନେେ ଖଡ୍ଗ ଦେଖିବ ନାହିଁ କିଅବା ତୁମ୍ଭମାନଙ୍କ ପ୍ରତି ଦୁର୍ଭିକ୍ଷ ଘଟିବ ନାହିଁ। ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ସ୍ଥାନ ରେ ଦୃଢ଼ ଶାନ୍ତି ଦବେେ।'

ଯିରିମିୟ 23:2
ଏଣୁ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଆପଣା ଲୋକମାନଙ୍କର ପାଳନକାରୀ ପାଳକମାନଙ୍କ ବିରୁଦ୍ଧ ରେ ଏହି କଥା କହନ୍ତି, ତୁମ୍ଭମାନେେ ଆମ୍ଭର ମଷେପଲକୁ ଛିନ୍ନଭିନ୍ନ କରି ଦୂରକୁ ତଡ଼ି ଦଇେଅଛ ଓ ସମାନଙ୍କେର ଯତ୍ନ ନଇେ ନାହଁ। ତେଣୁ ଆମ୍ଭେ ତୁମ୍ଭମାନଙ୍କର ଦୁଷ୍କର୍ମର ଫଳ ତୁମ୍ଭମାନଙ୍କୁ ଅବଶ୍ଯ ଦବୋ। ଏହା ସଦାପ୍ରଭୁ କହନ୍ତି।

ଯିରିମିୟ 23:11
ଉଭୟ ଭବିଷ୍ଯଦବକ୍ତା ଓ ଯାଜକଗଣ ସବୁ ମିଛ। କାରଣ ସଦାପ୍ରଭୁ କହନ୍ତି, ଏପରିକି ସମାନେେ ମାେ ମନ୍ଦିର ରେ ଅପକର୍ମ କରୁଥିବାର ମୁଁ ଦେଖିଲି।

ଯିରିମିୟ 23:25
ପୁଣି ଏପରି କେତକେ ଭବିଷ୍ଯଦବକ୍ତା ଅଛନ୍ତି, ' ଯେଉଁମାନେ ଆମ୍ଭ ନାମ ରେ ମିଥ୍ଯା ଭବିଷ୍ଯଦବାକ୍ଯ ପ୍ରଚାର କରନ୍ତି ଓ ଆମ୍ଭେ ସ୍ବପ୍ନ ଦେଖିଅଛୁ, ଆମ୍ଭେ ସ୍ବପ୍ନ ଦେଖିଅଛୁ' କହନ୍ତି, ସମାନଙ୍କେ କଥା ଆମ୍ଭେ ଶୁଣିଅଛୁ।

ଯିରିମିୟ 27:14
ପୁଣି ମିଥ୍ଯା ଭବିଷ୍ଯଦବକ୍ତାଗଣ ତୁମ୍ଭମାନଙ୍କୁ କହିବେ, ତୁମ୍ଭମାନେେ ବାବିଲ ରାଜାର ସବୋ କର ନାହିଁ।

ଯିରିମିୟ 27:18
ଆଉ ଯଦି ସମାନେେ ଭବିଷ୍ଯଦବକ୍ତା ଅଟନ୍ତି ଓ ସଦାପ୍ରଭୁଙ୍କର ବାକ୍ଯ ସମାନଙ୍କେଠା ରେ ଥାଏ, ତବେେ ସମାନେେ ସଦାପ୍ରଭୁଙ୍କ ଗୃହ ରେ, ଯିହୁଦାର ରାଜଗୃହ ରେ ଓ ୟିରୁଶାଲମ ରେ ଯେଉଁ ସମସ୍ତ ପାତ୍ର ଅବଶିଷ୍ଟ ଅଛି ତାହା ଯେପରି ବାବିଲକୁ ନ ୟାଏ, ଏଥିପାଇଁ ସୈନ୍ଯାଧିପତି ସଦାପ୍ରଭୁଙ୍କୁ ବୀନତି କରନ୍ତୁ।

ଯିରିମିୟ 28:12
ହନାନିଯ ଭବିଷ୍ଯଦବକ୍ତା ଯିରିମିୟଙ୍କ ସ୍କନ୍ଧରୁ ୟୁଆଳି ନଇେ ଭାଙ୍ଗିଲା ପ ରେ ଯିରିମିୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ଯ ଉପସ୍ଥିତ ହେଲା।

ଯିରିମିୟ 29:8
ସୈନ୍ଯଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହି କଥା କହନ୍ତି, ତୁମ୍ଭମାନେେ ଭବିଷ୍ଯଦବକ୍ତା ଓ ଗଣକମାନଙ୍କ କଥା ରେ ଭୁଲ ନାହିଁ। ସମାନେେ ଯେଉଁ ଗୁପ୍ତ ଦର୍ଶନ କଥା କହୁଛନ୍ତି, ତାହା ପ୍ରତି ମନୋୟୋଗ କର ନାହିଁ।

ପ୍ରଥମ ରାଜାବଳୀ 22:19
ପୁଣି ମୀଖାଯ କହିଲେ, ତୁମ୍ଭେ ସଦାପ୍ରଭୁଙ୍କ ବାକ୍ଯ ଶୁଣ, ମୁଁ ଦେଖିଲି ସଦାପ୍ରଭୁ ତାଙ୍କ ସିଂହାସନ ରେ ଉପବିଷ୍ଟ ଓ ତାଙ୍କର ଦକ୍ଷିଣ ଓ ବାମ ହସ୍ତ ରେ ତାହାଙ୍କ ନିକଟରେ ସ୍ବର୍ଗୀଯ ଦୂତମାନେ ଉଭା ହାଇେଛନ୍ତି।