ଯିହିଜିକଲ 18:5 in Oriya

ଓଡିଆ ଓଡିଆ ବାଇବେଲ ଯିହିଜିକଲ ଯିହିଜିକଲ 18 ଯିହିଜିକଲ 18:5

Ezekiel 18:5
ଯଦି ଜଣେ ମନୁଷ୍ଯ ଧାର୍ମିକ ହୁଏ, ତବେେ ନ୍ଯାଯ ଓ ଯଥାର୍ଥ କରେ।

Ezekiel 18:4Ezekiel 18Ezekiel 18:6

Ezekiel 18:5 in Other Translations

King James Version (KJV)
But if a man be just, and do that which is lawful and right,

American Standard Version (ASV)
But if a man be just, and do that which is lawful and right,

Bible in Basic English (BBE)
But if a man is upright, living rightly and doing righteousness,

Darby English Bible (DBY)
And if a man be righteous, and do judgment and justice:

World English Bible (WEB)
But if a man is just, and does that which is lawful and right,

Young's Literal Translation (YLT)
And a man, when he is righteous, And hath done judgment and righteousness,

But
if
וְאִ֖ישׁwĕʾîšveh-EESH
a
man
כִּיkee
be
יִהְיֶ֣הyihyeyee-YEH
just,
צַדִּ֑יקṣaddîqtsa-DEEK
do
and
וְעָשָׂ֥הwĕʿāśâveh-ah-SA
that
which
is
lawful
מִשְׁפָּ֖טmišpāṭmeesh-PAHT
and
right,
וּצְדָקָֽה׃ûṣĕdāqâoo-tseh-da-KA

Cross Reference

ଆଦି ପୁସ୍ତକ 18:19
ମୁଁ ତାଙ୍କୁ ମନୋନୀତ କରିଛି। ମୁଁ ଏପରି କଲି, ସେଥିପାଇଁ ସେ ତାଙ୍କର ପିଲାମାନଙ୍କୁ ଓ ବଂଶଧରଙ୍କୁ ନିର୍ଦ୍ଦେଶ ଦବେେ, ଯେଉଁପରି ଭାବରେ ମୁଁ ସମାନଙ୍କେୁ ଜୀବନଧାରଣ କରିବାକୁ ଏବଂ ଯାହା ନ୍ଯାଯ ଓ ଯଥାର୍ଥ ତାହା କରିବାକୁ ଚା ହେଁ। ତା'ପରେ ମୁଁ ସଦାପ୍ରଭୁ, ଯାହା ମୁଁ ପ୍ରତିଜ୍ଞା କଲି ତାହା ମୁଁ କରିବି।

ଯୋହନଙ୍କ ପ୍ରଥମ ପତ୍ର 5:2
ଆମ୍ଭେ ପରମେଶ୍ବରଙ୍କ ସନ୍ତାନମାନଙ୍କୁ ପ୍ ରମେ କରୁ ବୋଲି କିପରି ଜାଣିପାରୁ? ଆମ୍ଭେ ପରମେଶ୍ବରଙ୍କୁ ପ୍ ରମେ କରୁ ଓ ତାହାଙ୍କର ଆଜ୍ଞା ପାଳନ କରୁଥିବାରୁ ଜାଣିପାରୁ ଯେ, ଆମ୍ଭେ ପରମେଶ୍ବରଙ୍କ ସନ୍ତାନ ଅଟୁ।

ଯୋହନଙ୍କ ପ୍ରଥମ ପତ୍ର 3:7
ପ୍ରିୟ ପିଲାମାନେ, କହେି ତୁମ୍ଭମାନଙ୍କୁ ମନ୍ଦ ପଥରେ ୟିବା ପାଇଁ ନ ଭୁଲାଉ। ଖ୍ରୀଷ୍ଟ ଧାର୍ମିକ ଅଟନ୍ତି। ତେଣୁ ଯେକହେି ଖ୍ରୀଷ୍ଟଙ୍କ ପରି ଉତ୍ତମ ହବୋକୁ ଇଚ୍ଛା କରେ, ସେ ଉଚିତ କର୍ମ କରୁ।

ଯୋହନଙ୍କ ପ୍ରଥମ ପତ୍ର 2:29
ସେ ଧାର୍ମିକ ବୋଲି ତୁମ୍ଭେ ଜାଣିଛ। ତେଣୁ ତୁମ୍ଭେ ଏହା ମଧ୍ଯ ଜାଣିରଖ ଯେ, ଧର୍ମାଚରଣ କରୁଥିବା ସମସ୍ତ ବ୍ଯକ୍ତି ପରମେଶ୍ବରଙ୍କର ସନ୍ତାନ ଅଟନ୍ତି।

ଯୋହନଙ୍କ ପ୍ରଥମ ପତ୍ର 2:3
ଆମ୍ଭେ ଯଦି ପରମେଶ୍ବରଙ୍କର ଆଜ୍ଞା ପାଳନ କରୁ, ତବେେ ଆମ୍ଭମାନେେ ସୁନିଶ୍ଚିତ ଯେ, ଆମ୍ଭେ ପ୍ରକୃତ ରେ ତାହାଙ୍କୁ ଜାଣିଛୁ।

ଯାକୁବଙ୍କ ପତ୍ 2:14
ମାେ ଭାଇ ଓ ଭଉଣୀମାନେ !ଯଦି ଜଣେ କୁ ହେ, ଯେ, ସେ ଜଣେ ବିଶ୍ବାସୀ, କିନ୍ତୁ କିଛି କର୍ମ କରେ ନାହିଁ, ତା ହେଲେ ତାହାର ବିଶ୍ବାସ ମୂଲ୍ଯହୀନ। କ'ଣ ଏହି ଭଳି ବିଶ୍ବାସ ତାହାକୁ ରକ୍ଷା କରିପାରିବ ? ନା !

ଯାକୁବଙ୍କ ପତ୍ 1:22
ପରମେଶ୍ବରଙ୍କ ଶିକ୍ଷାଗୁଡ଼ିକ ପାଳନ କର, କବଳେ ଯେ ଶୁଣିବ ତାହା ନୁହେଁ, କିନ୍ତୁ କାର୍ୟ୍ଯ ରେ ଦଖାଇବୋ ଦରକାର। କବଳେ ବସି ରହି ଶୁଣିବା ଦ୍ବାରା ତୁମ୍ଭେ ପ୍ରକୃତ ରେ ନିଜକୁ ଠକୁଛ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:7
କେତକେ ଲୋକ ପରମେଶ୍ବରଙ୍କର ମହିମା, ସମ୍ମାନ ଓ ପରମେଶ୍ବର ଦବୋକୁ ଥିବା ଅନନ୍ତ ଜୀବନ ପାଇଁ ବଞ୍ଚିନ୍ତି। ଯେଉଁମାନେ ସର୍ବଦା ଭଲ କାମ କରି ର୍ଧୈୟ୍ଯପୂର୍ବକ ଏହି ଗୁଡ଼ିକ ପାଇଁ ଜୀବନ ଧାରଣ କରନ୍ତି, ସହେି ଲୋକମାନଙ୍କୁ ପରମେଶ୍ବର ଅନନ୍ତ ଜୀବନ ପ୍ରଦାନ କରିବେ।

ମାଥିଉଲିଖିତ ସୁସମାଚାର 7:21
ମାେତେ 'ପ୍ରଭୁ' 'ପ୍ରଭୁ' କହୁଥିବା ପ୍ରେତ୍ୟକକ ଲୋକ ସ୍ବର୍ଗରାଜ୍ଯ ରେ ପ୍ରବେଶ କରିବେ ନାହିଁ। ଯେଉଁ ଲୋକ ସ୍ବର୍ଗ ରେ ରହୁଥିବା ମାରେ ପରମପିତାଙ୍କ ଇଚ୍ଛା ଅନୁଯାଯୀ କାମ କରେ, ସହେି ବ୍ଯକ୍ତି କବଳେ ସଠାେରେ ପ୍ରବେଶ କରିବ।

ଯିହିଜିକଲ 33:14
ଏବଂ ଯେତବେେଳେ ମୁଁ ଜଣେ ଦୁଷ୍ଟ ଲୋକକୁ କୁ ହେ, ତୁମ୍ଭେ ନିଶ୍ଚିତ ଭାବରେ ମରିବ, ଏବଂ ସେ ପାପରୁ ବିରତ ହୁଏ ଯାହା ଠିକ୍ ଓ ଯଥାର୍ଥ ତାହା କରେ,

ଯିରିମିୟ 22:15
ହେ ଯିହାୟୋଦାରକୀମ, ତୁମ୍ଭେ ତୁମ୍ଭ ଗୃହ ରେ ବହୁ ଏରସ କାଠ ବ୍ଯବହାର କରି ବଡ଼ ରାଜା ହାଇଯେିବ ବୋଲି ଭାବୁଛ କି ? ତୁମ୍ଭର ପିତା ଧର୍ମ ରେ ଖାଦ୍ୟ ପାନୀଯ ଦଇେ ଉତ୍ତମ ରାଜା ହେଲେ ଓ ଏହି ଧର୍ମାଚରଣ ଯୋଗୁଁ ସଠାେ ରେ ଉନ୍ନତି ହେଲା।

ହିତୋପଦେଶ 21:3
ବଳିଦାନ ଅପେକ୍ଷା ନ୍ଯାଯ ଓ ସୁବିଚାର ସଦାପ୍ରଭୁଙ୍କ ପ୍ରିଯ ବିଷଯ।

ଗୀତସଂହିତା 24:4
ଯେଉଁ ଲୋକମାନେ କବେେ କିଛି ମନ୍ଦ କାର୍ୟ୍ଯ କରି ନାହାଁନ୍ତି, ୟାହାଙ୍କର ହୃଦଯ ଓ ମନ ନିର୍ମଳ, ଯେଉଁ ଲୋକମାନେ ମାରେ ନାମର ଅସତ୍ଯ ବ୍ଯବହାର କରି ନାହଁନ୍ତି ଯେଉଁ ମିଥ୍ଯା କହନ୍ତି ନାହିଁ କି ମିଥ୍ଯା ପ୍ରତିଶ୍ରୁତି ଦିଅନ୍ତି ନାହିଁ, କବଳେ ସହେି ଲୋକମାନେ ସଠାେରେ ଉପାସନା କରିପାରିବେ।

ଗୀତସଂହିତା 15:2
କବଳେ ଯେଉଁ ବ୍ଯକ୍ତି ଶୁଦ୍ଧ ଚିତ୍ତରେ ଜୀବନ-ୟାପନ କରେ, ଭଲ କାର୍ୟ୍ଯ କରେ ଓ ଅନ୍ତରରୁ ସତ୍ଯକଥା ପ୍ରକାଶ କରେ ସେ କବଳେ ତୁମ୍ଭର ପବିତ୍ର ପର୍ବତରେ ବାସ କରିପାରିବ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 22:14
ଯେଉଁ ଲୋକମାନେ ନିଜର ରାଜ ପୋଷାକ ଧୋଇଛନ୍ତି, ସମାନେେ ଧନ୍ଯ ହବେେ। ଜୀବନ ବୃକ୍ଷର ଫଳ ଖାଇବା ପାଇଁ ସମାନଙ୍କେର ଅଧିକାର ରହିଛି। ସମାନେେ ନଗରୀ ଭିତରକୁ ନଗରୀ ଦ୍ବାର ଦଇେ ପ୍ରବେଶ କରିପାରିବେ।