Ezekiel 22:11
ପୁଣି କହେି କହେି ନିଜ ପ୍ରତିବେଶୀର ସ୍ତ୍ରୀ ସହ ପାପକର୍ମ କରିଅଛନ୍ତି, ଆଉ କହେି ଲମ୍ଫଟାଚରଣ କରି ନିଜର ପୁତ୍ରବଧୂକୁ ଅଶୁଚି କରିଅଛନ୍ତି, ପୁଣି କହେି ନିଜର ପିତୃକନ୍ଯା ଭଗିନୀକୁ ବଳାତ୍କାର କରିଛନ୍ତି।
Ezekiel 22:11 in Other Translations
King James Version (KJV)
And one hath committed abomination with his neighbour's wife; and another hath lewdly defiled his daughter in law; and another in thee hath humbled his sister, his father's daughter.
American Standard Version (ASV)
And one hath committed abomination with his neighbor's wife; and another hath lewdly defiled his daughter-in-law; and another in thee hath humbled his sister, his father's daughter.
Bible in Basic English (BBE)
And in you one man has done what was disgusting with his neighbour's wife; and another has made his daughter-in-law unclean; and another has done wrong to his sister, his father's daughter.
Darby English Bible (DBY)
And one hath committed abomination with his neighbour's wife; and another hath lewdly defiled his daughter-in-law; and another in thee hath humbled his sister, his father's daughter.
World English Bible (WEB)
One has committed abomination with his neighbor's wife; and another has lewdly defiled his daughter-in-law; and another in you has humbled his sister, his father's daughter.
Young's Literal Translation (YLT)
And each with the wife of his neighbour hath done abomination, And each his daughter-in-law hath defiled through wickedness, And each his sister, his father's daughter, hath humbled in thee.
| And one | וְאִ֣ישׁ׀ | wĕʾîš | veh-EESH |
| hath committed | אֶת | ʾet | et |
| abomination | אֵ֣שֶׁת | ʾēšet | A-shet |
| with | רֵעֵ֗הוּ | rēʿēhû | ray-A-hoo |
| his neighbour's | עָשָׂה֙ | ʿāśāh | ah-SA |
| wife; | תּֽוֹעֵבָ֔ה | tôʿēbâ | toh-ay-VA |
| and another | וְאִ֥ישׁ | wĕʾîš | veh-EESH |
| hath lewdly | אֶת | ʾet | et |
| defiled | כַּלָּת֖וֹ | kallātô | ka-la-TOH |
| טִמֵּ֣א | ṭimmēʾ | tee-MAY | |
| law; in daughter his | בְזִמָּ֑ה | bĕzimmâ | veh-zee-MA |
| and another | וְאִ֛ישׁ | wĕʾîš | veh-EESH |
| humbled hath thee in | אֶת | ʾet | et |
| אֲחֹת֥וֹ | ʾăḥōtô | uh-hoh-TOH | |
| his sister, | בַת | bat | vaht |
| his father's | אָבִ֖יו | ʾābîw | ah-VEEOO |
| daughter. | עִנָּה | ʿinnâ | ee-NA |
| בָֽךְ׃ | bāk | vahk |
Cross Reference
ଲେବୀୟ ପୁସ୍ତକ 20:17
ଯଦି କହେି ନିଜର ଭଗିନୀକି ଅର୍ଥାତ୍ ପିତୃକନ୍ଯା କି ମାତୃକନ୍ଯାକୁ ବିବାହ କରେ ଓ ଉଭୟଙ୍କ ମଧିଅରେ ୟୌନ ସଂପର୍କ ହୁଏ, ତବେେ ତାହା ଲଜ୍ଜାଜନକ। ସମାନେେ ସର୍ବସାଧାରଣ ରେ ଦଣ୍ଡିତ ହବୋ ଉଚିତ୍ ଓ ନିଜ ଲୋକମାନଙ୍କ ଠାରୁ ପୃଥକ୍ ରହିବେ। ଯେଉଁ ଲୋକ ତା'ର ନିଜର ଭଉଣୀ ସହିତ ଶାରୀରିକ ସଂପର୍କ ଥିଲା ଏବଂ ସେ ନିଜେ ତା'ର ପରିଣାମ ଭୋଗ କରିବ।
ଲେବୀୟ ପୁସ୍ତକ 18:15
ତୁମ୍ଭେ ତୁମ୍ଭର ପୁଅର ବୋହୂ ସହିତ ଦୈହିକ ସଂପର୍କ ରଖିବ ନାହିଁ। କାରଣ ସେ ତୁମ୍ଭର ପୁତ୍ରବଧୁ। ତୁମ୍ଭେ ତାହା ସହିତ ୟୌନ ସଂପର୍କ ରଖିବ ନାହିଁ।
ଦିତୀୟ ଶାମୁୟେଲ 13:14
ତଥାପି ଅମ୍ ନୋନ ତାହାର କଥା ଶକ୍ସ୍ଟଣିଲା ନାହିଁ। ମାତ୍ର ସେ ତା'ଠାରକ୍ସ୍ଟ ବଳବାନ୍ ହବୋରକ୍ସ୍ଟ ତାହାକକ୍ସ୍ଟ ବଳତ୍କାର କରି ତା' ସଙ୍ଗେ ଶଯନ କଲା।
ଲେବୀୟ ପୁସ୍ତକ 18:9
ତୁମ୍ଭେ ନିଜର ଭଗିନୀ, ଅର୍ଥାତ୍ ତୁମ୍ଭ ପିତୃକନ୍ଯା ବା ମାତୃକନ୍ଯା, ସେ ଗୃହ ରେ ଜନ୍ମ ହାଇେଥାଉ କିମ୍ବା ଅନ୍ୟତ୍ର ଜନ୍ମ ହାଇେଥାଉ, ତା' ସହିତ ମଧ୍ଯ ଦୈହିକ ସଂପର୍କ ରଖିବ ନାହିଁ।
ଲେବୀୟ ପୁସ୍ତକ 18:20
ପୁଣି ତୁମ୍ଭେ କୌଣସି ପ୍ରତିବେଶୀ ସ୍ତ୍ରୀ ସହିତ ୟୌନ ସଂପର୍କ ରଖି ନିଜକୁ ଅଶୁଚି କରିବ ନାହିଁ।
ଲେବୀୟ ପୁସ୍ତକ 20:12
ଯଦି କୌଣସି ଲୋକ ତା'ର ପୁତ୍ରବଧୂ ସହିତ ୟୌନ ସଂପର୍କ ରେଖ, ତବେେ ସେ ପୁରୁଷ ଓ ସ୍ତ୍ରୀ ଉଭୟଙ୍କୁ ହତ୍ଯା କରାୟିବା ଉଚିତ୍। ସମାନେେ ଅତି ଜଘନ୍ଯ ଅପରାଧ କରିଛନ୍ତି ଓ ସମାନେେ ମୃତ୍ଯୁଦଣ୍ଡ ପାଇବେ।
ଯିହିଜିକଲ 18:11
ଯଦିଓ ତା'ର ବାପା ଏଗୁଡ଼ିକ ମଧ୍ଯରୁ କୌଣସିଟି କଲା ନାହିଁ। ପର୍ବତ ଉପ ରେ ମୂର୍ତ୍ତିଗୁଡ଼ିକୁ ଉତ୍ସର୍ଗ କରାୟାଇଥିବା ଜିନିଷ ଖାଆନ୍ତି ଏବଂ ଆପଣ ପ୍ରତିବେଶୀର ସ୍ତ୍ରୀ ସହିତ ବ୍ଯଭିଚାର କରେ,
ଏବ୍ରୀମାନଙ୍କ ନିକଟକୁ ପତ୍ର 13:4
ବିବାହକୁ ସବୁଲୋକଙ୍କ ଦ୍ବାରା ସମ୍ମାନ ମିଳିବା ଆବଶ୍ଯକ। ପ୍ରେତ୍ୟକକ ବିବାହକୁ କବଳେ ଦୁଇ ଜଣକ ଭିତ ରେ ନିର୍ଦ୍ଦିଷ୍ଟ ରଖିବା ଉଚିତ। ଯେଉଁମାନେ ୟୌନଗତ ପାପ ଓ ବ୍ଯଭିଚାର କରୁଛନ୍ତି ପରମେଶ୍ବର ସମାନଙ୍କେୁ ଦୋଷୀ ବୋଲି ବିଚାର କରିବେ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 5:19
ଆମ୍ଭର ପାପମୟ ସ୍ବଭାବ ଦ୍ବାରା ହେଉଥିବା ପାପପୂର୍ଣ୍ଣ କ୍ରିଯାଗୁଡ଼ିକ ବିଷୟ ରେ ସମସ୍ତେ ଜାଣନ୍ତି। ସଗେୁଡ଼ିକ ହେଲା : ୟୌନ ପାପାଚାର, ଅପବିତ୍ରତା, ଭୋଗବିଳାସ,
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 6:9
ଅଥବା, ତୁମ୍ଭମାନେେ କ'ଣ ଜାଣ ନାହିଁ ଯେ ଯେଉଁ ଲୋକମାନେ ମନ୍ଦ କର୍ମ କରନ୍ତି, ସମାନେେ ପରମେଶ୍ବରଙ୍କ ରାଜ୍ଯର ଉତ୍ତରାଧକାରୀ ହବେେ ନାହିଁ। ନିଜକୁ ପ୍ରତାରଣା କର ନାହିଁ।
ମାଥିଉଲିଖିତ ସୁସମାଚାର 5:27
ତୁମ୍ଭମାନେେ ଏ କଥା କୁହା ଯାଇଥିବାର ଶୁଣିଛ ଯେ, 'ବ୍ଯଭିଗ୍ଭର କରନାହିଁ।'
ମଲାଖୀ 3:5
ତା'ପ ରେ ଆମ୍ଭେ ତୁମ୍ଭ ନିକଟକୁ ଆସିବା ଓ ଉଚିତ୍ ବିଗ୍ଭର କରିବା। ଆମ୍ଭେ ଅତି ଶୀଘ୍ର ସାକ୍ଷ୍ଯ ଦବୋ ସମାନଙ୍କେ ବିରୁଦ୍ଧ ରେ, ଯେଉଁମାନେ ମାଯାବୀ, ବ୍ଯଭିଗ୍ଭରୀ, ମିଥ୍ଯାବାଦୀ ଏବଂ ଯେଉଁମାନେ କାମ କରିବା ଲୋକଙ୍କୁ ଠକନ୍ତି। ଯେଉଁମାନେ ବିଧବା ଓ ଅନାଥମାନଙ୍କୁ ଅତ୍ଯାଗ୍ଭର କରନ୍ତି, ବିଦେଶୀମାନଙ୍କୁ ତଡି ଦିଅନ୍ତି। ସହେିପରି ଲୋକମାନେ ଆମ୍ଭକୁ ଭୟ ଓ ସମ୍ମାନ କରନ୍ତି ନାହିଁ। ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କହିଥିଲେ।
ଦିତୀୟ ବିବରଣ 22:22
ଯଦି କୌଣସି ଲୋକ ଅନ୍ୟ ଜଣେ ବିବାହିତ ସ୍ତ୍ରୀ ସହିତ ଶାରୀରୀକ ୟୌନ ସଐର୍କ ଥିବାର ଦେଖିବାକକ୍ସ୍ଟ ତୁମ୍ଭେ ପାଅ। ସେ ଦକ୍ସ୍ଟହିଁଙ୍କକ୍ସ୍ଟ ମୃତକ୍ସ୍ଟ୍ଯ ଦଣ୍ତ ଦିଆୟିବା ଉଚିତ୍। ତୁମ୍ଭମାନେେ ଇଶ୍ରାୟେଲରକ୍ସ୍ଟ ଏହି ଦକ୍ସ୍ଟଷ୍କର୍ମ ଦୂରକରିବା ଉଚିତ୍।
ଦିତୀୟ ବିବରଣ 27:22
ଲବେୀୟମାନେ କହିବେ, ' ଯେଉଁମାନେ ସମାନଙ୍କେ ଭଉଣୀ ବା ପିତୃକନ୍ଯା ବା ମାତୃକନ୍ଯା ସହିତ ୟୌନ ସଐର୍କ ରେଖ ସେ ଅଭିଶଲ୍ଗ ହେଉ।'
ଦିତୀୟ ଶାମୁୟେଲ 13:1
ଦାଉଦଙ୍କର ଏକ ପକ୍ସ୍ଟତ୍ର ଥିଲେ, ଯାହାର ନାମ ଥିଲା ଅବଶାଲୋମ। ଅବଶା ଲୋମର ଏକ ଭଉଣୀ ଥିଲା, ଯାହାର ନାମ ଥିଲା ତାମର। ତାମର ଭାରୀ ସକ୍ସ୍ଟନ୍ଦରୀ ଥିଲା। ଦାଉଦଙ୍କର ଅନ୍ୟ ଏକ ପକ୍ସ୍ଟତ୍ର ଥିଲା ଅମ୍ମାନେ।
ଦିତୀୟ ଶାମୁୟେଲ 13:28
ଏହାପରେ ଅବଶା ଲୋମ ନିଜର ସବେକମାନଙ୍କୁ ଆଜ୍ଞା ଦେଲେ ଓ କହିଲେ, ଅମ୍ ନୋନକକ୍ସ୍ଟ ଜଗିଥାଅ, ଯେତବେେଳେ ସେ ଟିକେ ମାତାଲ ହବେ, ଦ୍ରାକ୍ଷାରସରକ୍ସ୍ଟ ଉତ୍ତମ ଅନକ୍ସ୍ଟଭବ କରିବ, ମାେ ଆଦେଶ ଅନକ୍ସ୍ଟକରଣ କରି ତାକକ୍ସ୍ଟ ହତ୍ଯା କର। ଭୟ କର ନାହିଁ, ମୁ କ'ଣ ତୁମ୍ଭମାନଙ୍କୁ ଆଜ୍ଞା ଦଇନୋହିଁ, ବଳବାନ୍ ଏବଂ ସାହସି ହକ୍ସ୍ଟଅ।
ଆୟୁବ ପୁସ୍ତକ 31:9
ଯଦି ମୁଁ ପର ସ୍ତ୍ରୀକୁ କାମନା କରିଥାଏ ବା ପଡ଼ୋଶୀ ସ୍ତ୍ରୀ ସହ ପାପ କାର୍ୟ୍ଯ କରିବା ପାଇଁ ତା'ର ଦ୍ବାର ଦେଶ ରେ ଅପେକ୍ଷା କରିଥାଏ,
ଯିରିମିୟ 5:7
ପରମେଶ୍ବର ପୁଣି କହିଲେ, ଏ ଯିହୁଦା, ତୁମ୍ଭେ ଗୋଟିଏ କାରଣ ଦିଅ, ଆମ୍ଭେ ତୁମ୍ଭକୁ କାହିଁକି କ୍ଷମା କରିବା ? ତୁମ୍ଭର ସନ୍ତାନମାନେ ଆମ୍ଭକୁ ପରିତ୍ଯାଗ କରିଛନ୍ତି। ଯେଉଁମାନେ ଈଶ୍ବର ନୁହଁନ୍ତି ସମାନେେ ସମାନଙ୍କେ ନାମ ରେ ଶପଥ କରିଅଛନ୍ତି। ଆମ୍ଭେ ସମାନଙ୍କେୁ ସମସ୍ତ ଭୋଜନ ଦଇେ ପରିତୃପ୍ତ କରାଇଲେ ମଧ୍ଯ ସମାନେେ ବ୍ଯଭିଚାରୀ ହେଲେ। ସମାନେେ ଦଳ ଦଳ ହାଇେ ବେଶ୍ଯାମାନଙ୍କ ଗୃହ ରେ ବହୁ ସମୟ ଅତିବାହିତ କଲେ।
ଯିରିମିୟ 9:2
ଆଉ ଯଦି ପଥିକମାନଙ୍କର ବସାପରି ପ୍ରାନ୍ତର ରେ ମାରେ ଗୋଟିଏ ବସା ଥାଆନ୍ତା, ତବେେ ମୁଁ ନିଜ ଲୋକମାନଙ୍କୁ ତ୍ଯାଗ କରି ସମାନଙ୍କେଠାରୁ ଦୂ ରଇେ ୟାଇ ପାରନ୍ତି। କାରଣ ସମାନେେ ସମସ୍ତେ ବ୍ଯଭିଚାରୀ ଓ ପରମେଶ୍ବରଙ୍କ ପ୍ରତି ବିଶ୍ବାସଘାତକତା କରିଛନ୍ତି।
ଯିରିମିୟ 29:23
ସମାନେେ ଇଶ୍ରାୟେଲ ରେ ଅତି ମନ୍ଦ ଆଚରଣ କରିଛନ୍ତି, ସମାନେେ ଆପଣା ଆପଣା ପ୍ରତିବେଶୀ ସ୍ତ୍ରୀ ସହିତ ବ୍ଯଭିଚାର କରିଅଛନ୍ତି। ଆମ୍ଭେ ଆଜ୍ଞା କରି ନାହୁଁ, କିନ୍ତୁ ସମାନେେ ଆମ୍ଭ ନାମ ରେ ମିଥ୍ଯା କଥା କହି ଅଛନ୍ତି। ସଦାପ୍ରଭୁ କହନ୍ତି, ଆମ୍ଭେ ଏହା ଜାଣୁ ଓ ଆମ୍ଭେ ଏଥିପାଇଁ ସାକ୍ଷୀ ଅଛୁ।
ଲେବୀୟ ପୁସ୍ତକ 20:10
ଯଦି କୌଣସି ପୁରୁଷ ତା'ର ପ୍ରତିବେଶୀର ଭାର୍ୟ୍ଯା ସହିତ ୟୌନ ସଂପର୍କ ରେଖ, ତବେେ ସେ ପୁରୁଷ ଓ ସ୍ତ୍ରୀ ଉଭୟେ ବ୍ଯଭିଚାର ପାଇଁ ଅପରାଧୀ ଓ ଉଭୟେ ମୃତ୍ଯୁବରଣ କରିବା ଉଚିତ୍।