ଯିହିଜିକଲ 39:6 in Oriya

ଓଡିଆ ଓଡିଆ ବାଇବେଲ ଯିହିଜିକଲ ଯିହିଜିକଲ 39 ଯିହିଜିକଲ 39:6

Ezekiel 39:6
ପରମେଶ୍ବର କହିଲେ, ପୁଣି ନିରାପଦ ରେ ବାସ କରୁଛନ୍ତି ବୋଲି ମନେ କରୁଥିବା ମାଗୋଗର ଓ ଦ୍ବୀପ ସମୂହ ଉପରକୁ ମୁଁ ଅଗ୍ନି ପ୍ ରରଣେ କରିବି। ତହିଁରେ ଏହା ସମାନେେ ଜାଣିବେ ଯେ, ଆମ୍ଭେ ସଦାପ୍ରଭୁ ଅଟୁ।

Ezekiel 39:5Ezekiel 39Ezekiel 39:7

Ezekiel 39:6 in Other Translations

King James Version (KJV)
And I will send a fire on Magog, and among them that dwell carelessly in the isles: and they shall know that I am the LORD.

American Standard Version (ASV)
And I will send a fire on Magog, and on them that dwell securely in the isles; and they shall know that I am Jehovah.

Bible in Basic English (BBE)
And I will send a fire on Magog, and on those who are living in the sea-lands without fear: and they will be certain that I am the Lord.

Darby English Bible (DBY)
And I will send a fire on Magog, and among them that dwell at ease in the isles: and they shall know that I [am] Jehovah.

World English Bible (WEB)
I will send a fire on Magog, and on those who dwell securely in the isles; and they shall know that I am Yahweh.

Young's Literal Translation (YLT)
And I have sent a fire against Magog, And against the confident inhabitants of the isles, And they have known that I `am' Jehovah.

And
I
will
send
וְשִׁלַּחְתִּיwĕšillaḥtîveh-shee-lahk-TEE
a
fire
אֵ֣שׁʾēšaysh
Magog,
on
בְּמָג֔וֹגbĕmāgôgbeh-ma-ɡOɡE
and
among
them
that
dwell
וּבְיֹשְׁבֵ֥יûbĕyōšĕbêoo-veh-yoh-sheh-VAY
carelessly
הָאִיִּ֖יםhāʾiyyîmha-ee-YEEM
in
the
isles:
לָבֶ֑טַחlābeṭaḥla-VEH-tahk
know
shall
they
and
וְיָדְע֖וּwĕyodʿûveh-yode-OO
that
כִּיkee
I
אֲנִ֥יʾănîuh-NEE
am
the
Lord.
יְהוָֽה׃yĕhwâyeh-VA

Cross Reference

ଯିହିଜିକଲ 30:8
ମୁଁ ମିଶର ରେ ଅଗ୍ନି ସଂୟୋଗ କରିବି। ଫଳ ରେ ତାହାର ସହାୟକମାନେ ବିନଷ୍ଟ ହବେେ। ସେତବେେଳେ ମୁଁ ଯେ ସଦାପ୍ରଭୁ ଅଟେ, ଏହା ସମାନେେ ଜାଣିବେ।

ଆମୋଷ 1:4
ତେଣୁ ଆମ୍ଭେ ହସାଯଲଙ୍କେ ଗୃହ ନିକଟକୁ ଅଗ୍ନି ପ୍ ରରଣେ କରିବା। ଏବଂ ସହେି ଅଗ୍ନି ବିନହଦଦଙ୍କ ବିରାଟ ଅଟ୍ଟାଳିକାକୁ ଧ୍ବଂସ କରିବ।

ଯିହିଜିକଲ 30:16
ଏବଂ ମୁଁ ମିଶର ରେ ଅଗ୍ନି ସଂୟୋଗ କରିବି। ସୀନ ମହାୟାତନାଗ୍ରସ୍ତ ହବେ ଓ ନୋ-ନଗର ଭଗ୍ନ ହବେ। ଏବଂ ନୋଫର ଶତ୍ରୁମାନେ ପ୍ରତିଦିନ ନୂଆ ଗଣ୍ଡଗୋଳ ସୃଷ୍ଟି କରିବେ।

ଯିରିମିୟ 25:22
ଆଉ ସୋରର ସମସ୍ତ ରାଜାଙ୍କୁ, ସୀଦୋନର ସମସ୍ତ ରାଜାଙ୍କୁ ଓ ସମୁଦ୍ରପାରସ୍ଥ ଦ୍ବୀପର ସମସ୍ତ ରାଜାଙ୍କୁ ତାହା ପାନ କରାଇଲି।

ନାହୂମ 1:6
ସଦାପ୍ରଭୁଙ୍କ କୋର୍ଧ ବିରୁଦ୍ଧ ରେ କହେି ତିଷ୍ଠି ପାରିବେ ନାହିଁ। ତାଙ୍କର ଭୟଙ୍କର କୋର୍ଧକୁ କହେି ସହ୍ଯ କରିପାରିବେ ନାହିଁ। ତାଙ୍କର କୋରଧ ଅଗ୍ନି ସଦୃଶ ଜଳି ଉଠିବ। ତାଙ୍କର ଆଗମନ ରେ ପଥରଗୁଡିକ ଖଣ୍ତ ଖଣ୍ତ ହାଇଯେିବ।

ଆମୋଷ 1:10
ତେଣୁ ଆମ୍ଭେ ସୋରର ଅଟ୍ଟାଳିକା ନିକଟକୁ ଅଗ୍ନି ପ୍ ରରଣେ କରିବା। ସହେି ଅଗ୍ନି ସୋରର ଉଚ୍ଚ ଅଟ୍ଟାଳିକାଗୁଡିକୁ ଧ୍ବଂସ କରିଦବେ।

ଆମୋଷ 1:7
ତେଣୁ ଆମ୍ଭେ ଘସାର କାନ୍ଥ ନିକଟକୁ ଅଗ୍ନି ପ୍ ରରଣେ କରିବା। ସହେି ଅଗ୍ନି ଘସାର ଉଚ୍ଚ ଅଟ୍ଟାଳିକାକୁ ଧ୍ବଂସ କରିବ।

ଯିଶାଇୟ 66:19
ଆମ୍ଭେ ସମାନଙ୍କେ ମଧିଅରେ ଏକ ସଙ୍କତେ ସ୍ଥାପନ କରିବା ଓ ସମାନଙ୍କେ ମଧ୍ଯରୁ ରକ୍ଷାପ୍ରାପ୍ତ ଲୋକମାନଙ୍କୁ ବିଭିନ୍ନ ଦେଶ ଯଥା - ତର୍ଶୀଶ, ଫୁଲ ଓ ଲୁଦ, ଯେଉଁମାନେ ଧନୁର୍ଦ୍ଧର, ତୁବଲ ଓ ୟବନ ତଥା ଦୂରସ୍ଥ ଦ୍ବୀପଗଣ ଆମ୍ଭର ସୁଖ୍ଯାତି ବିଷଯ ରେ କବେେ ଶୁଣି ନାହାଁନ୍ତି କିମ୍ବା ଆମ୍ଭର ପ୍ରତାପ ଦେଖିନାହାଁନ୍ତି, ସହେିମାନଙ୍କ ନିକଟକୁ ପ୍ ରରଣେ କରିବା ଓ ସମାନେେ ବିଭିନ୍ନ ଦେଶୀଯମାନଙ୍କ ମଧିଅରେ ଆମ୍ଭର ମହିମା ପ୍ରକାଶ କରିବେ।

ଗୀତସଂହିତା 72:10
ତର୍ଶୀଶର ରାଜା ଓ ଅନ୍ୟ ସୁଦୂର ରାଜାଗଣ ତାଙ୍କ ପାଇଁ ଉପହାର ଆଣନ୍ତୁ। ଶିବାର ଓ ସିବାର ରାଜାଗଣ ତାଙ୍କ ପାଇଁ ଭଟେି ଆଣନ୍ତୁ।

ସିଫନିୟ 2:11
ସହେି ଲୋକମାନେ ସଦାପ୍ରଭୁଙ୍କୁ ଭୟ କରିବେ, କାରଣ ସଦାପ୍ରଭୁ ଧ୍ବଂସ କରିବେ। ତା'ପ ରେ ସବୁ ଦେଶ ରେ ଲୋକମାନେ ସଦାପ୍ରଭୁଙ୍କୁ ଉପାସନା କରିବେ।

ଯିହିଜିକଲ 38:19
ଆଉ ମୁଁ ମାରେଅନ୍ତଜର୍‌ବାଳା ଓ କୋରଧାଗ୍ନି ରେ ପ୍ରତିଜ୍ଞା କରେ, ଇଶ୍ରାୟେଲ ରେ ଭୟଙ୍କର ଭୂମିକମ୍ପ ହବେ।

ଯିହିଜିକଲ 38:13
ଶିବା ଦାଦନ ଓ ତର୍ଶୀଶର ବଣିକଗଣ ଆଉ ସଠାେସ୍ଥିତ ୟୁବା ସିଂହାସକଳ ତୁମ୍ଭକୁ ପଚାରିବେ, 'ତୁମ୍ଭେ କ'ଣ ଲୁଟିବାକୁ ଆସିଅଛ ? ତୁମ୍ଭେ କ'ଣ ଦ୍ରବ୍ଯ ଅପହରଣ କରିବାକୁ ଆପଣାର ଜନସମାଜକୁ ଏକତ୍ରୀତ କରିଅଛ ? ରୂପା ସୁନା ବହି ନବୋର, ପଶୁ ଓ ଦ୍ରବ୍ଯାଦି ଲୁଟି ନଇୟିବୋର ଅଭିପ୍ରାଯ କ'ଣ ରଖିଅଛ ?'

ଯିହିଜିକଲ 38:11
ତୁମ୍ଭେ କହିବ, 'ମୁଁ ପ୍ରାଚୀର ବିହୀନ ସହର ବିଶିଷ୍ଟ ଦେଶକୁ ଯିବି ; ସମାନେେ ଶାନ୍ତି ରେ ଅଛନ୍ତି, ସମାନେେ ଭାବନ୍ତି ସମାନେେ ନିରାପଦ ରେ ଅଛନ୍ତି, ସମାନଙ୍କେର ନଗରର ସୁରକ୍ଷା ପାଇଁ ଚତୁର୍ଦ୍ଦିଗ ରେ ପ୍ରାଚୀର ନାହିଁ କିମ୍ବା ସମାନଙ୍କେର ଅର୍ଗଳ କି କବାଟ ନାହିଁ। ତେଣୁ ଆମ୍ଭେ ସମାନଙ୍କେ ଦେଶ ବିପକ୍ଷ ରେ ଖଡ୍ଗ ଆଣିବା।

ଯିହିଜିକଲ 38:6
ଗୋମର ଓ ତା'ର ସମସ୍ତ ସୈନ୍ଯବାହିନୀ ଉତ୍ତର ଦିଗର ପ୍ରାନ୍ତ ସୀମାସ୍ଥିତ ତାଗେର୍ମାର ବଂଶ ଓ ତାହାର ସମସ୍ତ ଦଳ, ଏହି ଅନକେ ଜାତି ସମାନଙ୍କେର ସହିତ ଥିବେ।

ବିଚାରକର୍ତାମାନଙ୍କ ବିବରଣ 18:7
ଏହାପରେ ସହେି ପାଞ୍ଚଜଣ ପ୍ରସ୍ଥାନ କରି ଲଯିଶ ରେ ପହନ୍ଚିଲେ। ସଠାେରେ ସମାନେେ ଦେଖିଲେ, ସୀଦୋନୀଯମାନଙ୍କ ଶାସନ ରେ ଲୋକମାନେ କିପରି ନିରାପଦ ରେ ରହକ୍ସ୍ଟଥିଲେ। ସହେି ଦେଶ ରେ ଶାନ୍ତି ଥିଲା, ସମାନଙ୍କେର ସବୁକିଛି ୟଥେଷ୍ଟ ଥିଲା। ସଠାେରେ ଅତ୍ଯାଗ୍ଭରୀ ଶାସକ ନଥିଲେ। ଆଉ ସମାନେେ ସୀଦୋନଠାରକ୍ସ୍ଟ ଦୂର ରେ ଥିଲେ ଓ ଅନ୍ୟ କାହାରି ସହିତ ସମାନଙ୍କେର ସଐର୍କ ନ ଥିଲା।