ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:22 in Oriya

ଓଡିଆ ଓଡିଆ ବାଇବେଲ ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:22

Galatians 3:22
କିନ୍ତୁ ଏହା ସତ୍ଯ ନୁହେଁ। ଶାସ୍ତ୍ର ଘୋଷଣା କରେ ଯେ, ସବୁ ଲୋକ ପାପର ଅଧୀନ ଅଟନ୍ତି। ଏଭଳି ଘାଷେଣାର ଉଦ୍ଦେଶ୍ଯ ହେଲା ଯେ, ବିଶ୍ବାସ ମାଧ୍ଯମ ରେ ଲୋକମାନଙ୍କୁ ପ୍ରତିଶୃତି ଦିଆୟିବ। ଯେଉଁମାନେ ଯୀଶୁଖ୍ରୀଷ୍ଟଙ୍କୁ ବିଶ୍ବାସ କରନ୍ତି, ସହେି ଲୋକମାନଙ୍କୁ ପ୍ରତିଶୃତି ଦିଆୟିବ।

Galatians 3:21Galatians 3Galatians 3:23

Galatians 3:22 in Other Translations

King James Version (KJV)
But the scripture hath concluded all under sin, that the promise by faith of Jesus Christ might be given to them that believe.

American Standard Version (ASV)
But the scriptures shut up all things under sin, that the promise by faith in Jesus Christ might be given to them that believe.

Bible in Basic English (BBE)
However, the holy Writings have put all things under sin, so that that for which God gave the undertaking, based on faith in Jesus Christ, might be given to those who have such faith.

Darby English Bible (DBY)
but the scripture has shut up all things under sin, that the promise, on the principle of faith of Jesus Christ, should be given to those that believe.

World English Bible (WEB)
But the Scriptures shut up all things under sin, that the promise by faith in Jesus Christ might be given to those who believe.

Young's Literal Translation (YLT)
but the Writing did shut up the whole under sin, that the promise by faith of Jesus Christ may be given to those believing.

But
ἀλλὰallaal-LA
the
συνέκλεισενsynekleisensyoon-A-klee-sane
scripture
hath
ay
concluded
γραφὴgraphēgra-FAY

τὰtata
all
πάνταpantaPAHN-ta
under
ὑπὸhypoyoo-POH
sin,
ἁμαρτίανhamartiana-mahr-TEE-an
that
ἵναhinaEE-na
the
ay
promise
ἐπαγγελίαepangeliaape-ang-gay-LEE-ah
by
ἐκekake
faith
πίστεωςpisteōsPEE-stay-ose
of
Jesus
Ἰησοῦiēsouee-ay-SOO
Christ
Χριστοῦchristouhree-STOO
given
be
might
δοθῇdothēthoh-THAY
to
them
that
τοῖςtoistoos
believe.
πιστεύουσινpisteuousinpee-STAVE-oo-seen

Cross Reference

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11:32
ସବୁ ଲୋକେ ପରମେଶ୍ବରଙ୍କୁ ଅବଜ୍ଞା କରୁଛନ୍ତି। ସମସ୍ତଙ୍କୁ ସେ ଅବାଧ୍ଯ ସ୍ଥିତି ରେ ପକାଇଛନ୍ତି ଯେପରି ସେ ସମସ୍ତଙ୍କୁ ଦୟା ଦଖାଇେ ପାରିବେ।

ଏବ୍ରୀମାନଙ୍କ ନିକଟକୁ ପତ୍ର 9:15
ଅତଏବ, ପରମେଶ୍ବରଙ୍କ ପାଖରୁ ଯୀଶୁଖ୍ରୀଷ୍ଟ ଗୋଟିଏ ନୂତନ ନିୟମ ଆଣିଲେ। ଏହି ନୂତନ ନିୟମର ଉଦ୍ଦେଶ୍ଯ ଯେପରି ପରମେଶ୍ବରଙ୍କ ଦ୍ବାରା ଆହୂତ ପ୍ରେତ୍ୟକକ ଲୋକ ପରମେଶ୍ବରଙ୍କ ପ୍ରତିଜ୍ଞାର ଅଧିକାରୀ ହବେେ। ସମାନେେ ଅନନ୍ତକାଳ ଏହି ଅଧିକାର ଭୋଗ କରିବେ। କାରଣ ପ୍ରଥମ ନିୟମ କାଳ ରେ ଲୋକମାନେ ଯେଉଁ ପାପସବୁ କରିଥିଲେ, ତହିଁର ପ୍ରତିବାଦ ରେ ଖ୍ରୀଷ୍ଟ ମୃତ୍ଯୁ ବରଣ କଲେ।

ଯୋହନଙ୍କ ପ୍ରଥମ ପତ୍ର 2:25
ପୁତ୍ର ଆମ୍ଭମାନଙ୍କୁ ଏହି ଅନନ୍ତ ଜୀବନ ଦବେେ ବୋଲି ପ୍ରତିଜ୍ଞା କରିଛନ୍ତି।

ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:23
ଏହି ବିଶ୍ବାସ ପ୍ରକାଶ ହବୋ ପର୍ୟ୍ଯନ୍ତ ଆମ୍ଭେ ବ୍ଯବସ୍ଥା ଦ୍ବାରା ବନ୍ଦୀ ଓ ପରିଚାଳିତ ହାଇେଥିଲୁ। ଆମ୍ଭର ସେତବେେଳେ କୌଣସି ସ୍ବାଧୀନତା ନ ଥିଲା।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:9
ସେଥିପାଇଁ ଅନ୍ୟ ଲୋକମାନଙ୍କଠାରୁ ଆମ୍ଭେ ଯିହୂଦୀଗଣ କଣ ଭଲ? ନା। ଯିହୂଦୀ ଓ ଅଣଯିହୂଦୀ ସମସ୍ତେ ସମାନ ବୋଲି ଆମ୍ଭେ ଆଗରୁ କହି ସାରିଛୁ। ସମାନେେ ସମସ୍ତେ ନିଜ ନିଜ ପାପ ପାଇଁ ଦୋଷୀ।

ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:14
ଖ୍ରୀଷ୍ଟ ଆମ୍ଭକୁ ମୁକ୍ତ କରିବାର ଉଦ୍ଦେଶ୍ଯ ଥିଲା, ଯେପରି ଯେଉଁ ଆଶୀର୍ବାଦସବୁ ଅବ୍ରହାମଙ୍କୁ ପ୍ରତିଜ୍ଞା କରାଯାଇଥିଲା, ତାହା ଖ୍ରୀଷ୍ଟ ଯୀଶୁଙ୍କ ଦ୍ବାରା ଅଣଯିହୂଦୀମାନଙ୍କୁ ପ୍ରଦାନ କରାଯାଇପାରିବ ଏବଂ ଯେପରି ବିଶ୍ବାସ ଦ୍ବାରା ଆମ୍ଭେ ସମସ୍ତେ ସହେି ପ୍ରତିଜ୍ଞା ଦିଆଯାଇଥିବା ଆତ୍ମା ପାଇପାରିବା।

ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:17
ମାେ କହିବାର ଅର୍ଥ ଯେ, ଯେଉଁ ଚୁକ୍ତିଟିକୁ ପରମେଶ୍ବର ପୂର୍ବରୁ ଅନୁମାଦେନ କରିସାରିଥିଲେ, ତାହା ଚାରିଶହ ତିରିସ ବର୍ଷ ପରେ ଆସିଥିବା ବ୍ଯବସ୍ଥା ଦ୍ବାରା ମୂଲ୍ଯହୀନ ହାଇେ ଗଲା ନାହିଁ। ସହେି ବ୍ଯବସ୍ଥା ମଧ୍ଯ ସହେି ଚୁକ୍ତିର ପ୍ରଭାବକୁ ହୀନ କରି ପାରିଲା ନାହିଁ।

ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:29
ଯଦି ତୁମ୍ଭମାନେେ ସମସ୍ତେ ଖ୍ରୀଷ୍ଟଙ୍କର ଅଟ, ତବେେ ସ୍ବଭାବତଃ ତୁମ୍ଭେ ଅବ୍ରହାମଙ୍କ ବଂଶଜ ମଧ୍ଯ ଅଟ, ଓ ପରମେଶ୍ବର ଅବ୍ରହାମଙ୍କୁ ଯେଉଁ ପ୍ରତିଶୃତି ଦଇେଥିଲେ, ସହେି ପ୍ରତିଶୃତିର ମଧ୍ଯ ତୁମ୍ଭେ ଉତ୍ତରାଧିକାରୀ ଅଟ।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 1:1
ଖ୍ରୀଷ୍ଟଯୀଶୁଙ୍କ ଜଣେ ପ୍ ରରେିତ, ପାଉଲଙ୍କଠାରୁ ନମସ୍କାର। ପରମେଶ୍ବରଙ୍କ ଇଚ୍ଛାନୁଯାଯୀ ମୁଁ ପ୍ ରରେିତ ହାଇେଛି। ଖ୍ରୀଷ୍ଟଯୀଶୁଙ୍କଠା ରେ ଥିବା ଜୀବନର ପ୍ରତିଜ୍ଞା ବିଷୟ ରେ ଲୋକମାନଙ୍କୁ କହିବା ପାଇଁ ପରମେଶ୍ବର ମାେତେ ପଠାଇଲେ।

ଏବ୍ରୀମାନଙ୍କ ନିକଟକୁ ପତ୍ର 6:13
ପରମେଶ୍ବର ଅବ୍ରହାମଙ୍କୁ ପ୍ରତିଜ୍ଞା ଦଇେଥିଲେ। ପରମେଶ୍ବରଙ୍କ ବ୍ଯତୀତ ମହାନ ଲୋକ ଆଉ କହେି ନାହାଁନ୍ତି। ଅତଏବ ପରମେଶ୍ବର ନିଜ ନାମ ରେ ଯାହା ପ୍ରତିଜ୍ଞା କରିଛନ୍ତି, ତାହା ସାଧନା କରିବେ ବୋଲି କହିଛନ୍ତି।

ପିତରଙ୍କ ଦିତୀୟ ପତ୍ର 1:4
ଯୀଶୁ ନିଜ ମହିମା ଓ ଉତ୍ତମତା ହତେୁ, ପ୍ରତିଜ୍ଞା କରିଥିବା ଅତି ମୂଲ୍ଯବାନ୍ ଓ ମହତ ବିଷୟଗୁଡ଼ିକ ଆମ୍ଭକୁ ଦଇେଛନ୍ତି। ସହେି ଦାନଗୁଡ଼ିକ ସାହାୟ୍ଯ ରେ ତୁମ୍ଭେ ପରମେଶ୍ବରଙ୍କ ଆଚରଣର ଅଂଶ ହାଇପୋରିବ। ଏହାଦ୍ବାରା ଜଗତ ରେ ଥିବା ମନ୍ଦ ବିଷୟଗୁଡ଼ିକ ତୁମ୍ଭକୁ ନଷ୍ଟ କରିପାରିବ ନାହିଁ।

ପିତରଙ୍କ ଦିତୀୟ ପତ୍ର 3:13
କିନ୍ତୁ ପରମେଶ୍ବର ଆମ୍ଭକୁ ଗୋଟିଏ ପ୍ରତିଶ୍ରୁତି ଦଇେଛନ୍ତି। ଆମ୍ଭମାନେେ ତାହାଙ୍କ ପ୍ରତିଜ୍ଞାନୁସା ରେ ଏକ ନୂତନ ଆକାଶମଣ୍ଡଳ ଓ ନୂତନ ଜଗତର ଅପେକ୍ଷା ରେ ଅଛୁ। ତାହା ଧାର୍ମିକତାର ବାସସ୍ଥଳୀ ହବେ।

ଯୋହନଙ୍କ ପ୍ରଥମ ପତ୍ର 3:23
ପରମେଶ୍ବରଙ୍କର ଏହା ଆଦେଶ : ତାଙ୍କ ପୁତ୍ର ଯୀଶୁଖ୍ରୀଷ୍ଟଙ୍କ ନାମ ରେ ଆମ୍ଭମାନେେ ବିଶ୍ବାସ କରିବା ଓ ପରସ୍ପରକୁ ଭଲ ପାଇବା।

ଯୋହନଙ୍କ ପ୍ରଥମ ପତ୍ର 5:11
ପରମେଶ୍ବର ଏହା କହନ୍ତି : ପରମେଶ୍ବର ଆମ୍ଭମାନଙ୍କୁ ଅନନ୍ତ ଜୀବନ ଦଇେଛନ୍ତି ଓ ସେ ଜୀବନ ତାହାଙ୍କ ପୁତ୍ରଙ୍କଠା ରେ ଅଛି।

ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:8
ଶାସ୍ତ୍ରଗୁଡ଼ିକ ଏହା ମଧ୍ଯ କ ହେ ଯେ, ଭବିଷ୍ଯତ ରେ କ'ଣ ହବେ ? ଲଖାେଅଛି, ପରମେଶ୍ବର ଅଣଯିହୂଦୀମାନଙ୍କୁ ମଧ୍ଯ ସମାନଙ୍କେର ବିଶ୍ବାସ ପାଇଁ ଧାର୍ମିକ କରିବେ। ସୁସମାଚାର ଅବ୍ରାହମଙ୍କୁ ଆଗରୁ କୁହାୟାଇଥିଲା। ଶାସ୍ତ୍ର କ ହେ : ପରମେଶ୍ବର ପୃଥିବୀର ସମସ୍ତ ଲୋକଙ୍କୁ ଆଶୀର୍ବାଦ କରିବା ପାଇଁ ଅବ୍ରହାମଙ୍କୁ ବ୍ଯବହାର କରିବେ।271

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 10:9
ଯଦି ତୁମ୍ଭେ ନିଜ ମୁହଁ ରେ କୁହ, ଯୀଶୁ ପ୍ରଭୁ ଅଟନ୍ତି, ଓ ତୁମ୍ଭର ମନ ବିଶ୍ବାସ କରେ ଯେ, ପରମେଶ୍ବର ଯୀଶୁଙ୍କୁ ମୃତ୍ଯୁର ଉଠାଇ ଆଣି ଥିଲେ; ତବେେ ତୁମ୍ଭେ ଉଦ୍ଧାର ପାଇୟିବ।

ମାର୍କଲିଖିତ ସୁସମାଚାର 16:16
ଯେଉଁ ଲୋକ ବିଶ୍ବାସ କରିବ ଓ ବାପ୍ତିଜିତ ହବେ, ସେ ଉଦ୍ଧାର ପାଇବ। କିନ୍ତୁ ଯେଉଁ ଲୋକ ଅବିଶ୍ବାସ କରିବ, ସେ ଦୋଷୀ ସାବ୍ଯସ୍ତ ହବେ।

ଯୋହନଲିଖିତ ସୁସମାଚାର 3:15
ଏହା ଦ୍ବାରା ମନୁଷ୍ଯପୁତ୍ରଙ୍କଠା ରେ ବିଶ୍ବାସ କରୁଥିବା ପ୍ରେତ୍ୟକକ ଲୋକ ଅନନ୍ତ ଜୀବନ ଲାଭ କରିବ।

ଯୋହନଲିଖିତ ସୁସମାଚାର 3:36
ପୁତ୍ରଙ୍କୁ ବିଶ୍ବାସ କରୁଥିବା ଲୋକ ଅନନ୍ତ ଜୀବନ ପାଆନ୍ତି। କିନ୍ତୁ ପୁତ୍ରଙ୍କୁ ଅବଜ୍ଞା କରୁଥିବା ଲୋକ କଦାପି ଅନନ୍ତ ଜୀବନ ଲାଭ କରିବ ନାହିଁ। ସହେି ଲୋକମାନଙ୍କ ଉପରେ ପରମେଶ୍ବରଙ୍କର କୋରଧ ରହିବ।

ଯୋହନଲିଖିତ ସୁସମାଚାର 5:24
ମୁଁ ତୁମ୍ଭକୁ ସତ୍ଯ କହୁଛି ଯେ, ଯଦି କୌଣସି ବ୍ଯକ୍ତି ମାରେ କହିବା କଥା ଶୁଣେ ଓ ମାେତେ ୟିଏ ପଠାଇଛନ୍ତି ତାହାଙ୍କଠା ରେ ବିଶ୍ବାସ କରେ, ତବେେ ସେ ବ୍ଯକ୍ତି ଅନନ୍ତ ଜୀବନ ଲାଭ କରିଅଛି। ସେ ବ୍ଯକ୍ତି ଦୋଷୀ ବୋଲି ବିଚାରିତ ହବେ ନାହିଁ। ସେ ମୃତ୍ଯୁକୁ ପାର ହାଇେ ଜୀବନ ଭିତ ରେ ପ୍ରବେଶ କରି ମାରିଛି।

ଯୋହନଲିଖିତ ସୁସମାଚାର 6:40
ପ୍ରେତ୍ୟକକ ଲୋକ ୟିଏ ପୁତ୍ରଙ୍କୁ ଦେଖେ ଏବଂ ତାହାଙ୍କଠା ରେ ବିଶ୍ବାସ କରେ, ସେ ଅନନ୍ତ ଜୀବନ ଲାଭ କରେ। ମୁଁ ସେ ଲୋକକୁ ଶଷେ ଦିନ ରେ ଉତ୍ଥାପନ କରିବି। ଏହା ପରମପିତାଙ୍କର ଇଚ୍ଛା।

ଯୋହନଲିଖିତ ସୁସମାଚାର 11:25
ଯୀଶୁ ତାକୁ କହିଲେ, ମୁଁ ସହେି ପୁନରୁତ୍ଥାନ ଓ ଜୀବନ, ମାଠାେ ରେ ବିଶ୍ବାସ କରୁଥିବା ଲୋକ ମୃତ୍ଯୁ ପରେ ପୁଣି ବଞ୍ଚି ଉଠିବ ଓ ଜୀବିତ ରହିବ।

ଯୋହନଲିଖିତ ସୁସମାଚାର 12:46
ମୁଁ ଆଲୋକ ଓ ମୁଁ ଏ ଜଗତକୁ ଆସିଛି। ମାରେ ଆସିବାର କାରଣ, ମାଠାେ ରେ ବିଶ୍ବାସ ରଖିଥିବା ପ୍ରେତ୍ୟକକ ଲୋକ କବେେ ଅନ୍ଧକାର ରେ ରହିବ ନାହିଁ।

ଯୋହନଲିଖିତ ସୁସମାଚାର 20:31
କିନ୍ତୁ ଏହି ପୁସ୍ତକରେ ଏହି ସବୁ ଲଖାେ ହାଇେଛି ଯେପରି ତୁମ୍ଭେ ବିଶ୍ବାସ କରିବ ଯେ ଯୀଶୁ ହେଉଛନ୍ତି ଖ୍ରୀଷ୍ଟ ଓ ପରମେଶ୍ବରଙ୍କର ପୁତ୍ର ଅଟନ୍ତି ଓ ବିଶ୍ବାସ କରି, ତୁମ୍ଭମାନେେ ତାହାଙ୍କ ନାମ ଦ୍ବାରା ଜୀବନ ପ୍ରାପ୍ତ ହବେ, ଏଥିନିମନ୍ତେ ଏ ସମସ୍ତ ଲଖାଯାେଇଛି।

ରେରିତମାନଙ୍କ କାର୍ଯ୍ୟର ବିବରଣ 16:31
ସମାନେେ ତାହାଙ୍କୁ କହିଲେ, ପ୍ରଭୁ ଯୀଶୁଙ୍କଠା ରେ ବିଶ୍ବାସ କର। ଏହି ଭାବରେ ତୁମ୍ଭେ ଓ ତୁମ୍ଭ ଘ ରେ ରହୁଥିବା ସମସ୍ତେ ଉଦ୍ଧାର ପାଇପାରିବେ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:23
ସମସ୍ତେ ପାପ କରିଛନ୍ତି ଓ ପରମେଶ୍ବରଙ୍କ ମହିମା ପାଇବା ରେ ଉଣା ପଡ଼ିଛନ୍ତି।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:11
ପରମେଶ୍ବର ଗ୍ରହଣ କରି ନଇେଛନ୍ତି ବୋଲି ପ୍ରମାଣିତ କରିବା ଲାଗି ଅବ୍ରାହାମଙ୍କୁ ପରେ ସୁନ୍ନତ କରାଯାଇ ଥିଲା। ଏହି ସୁନ୍ନତ ପ୍ରମାଣ କରୁଛି ଯେ ସୁନ୍ନତ ହବୋ ପୂର୍ବରୁ ପରମେଶ୍ବରଙ୍କ ପ୍ରତି ସେ ଧାର୍ମିକ ଥିଲେ। ସେଥିପାଇଁ, ଯେଉଁମାନେ ପରମେଶ୍ବରଙ୍କୁ ବିଶ୍ବାସ କରନ୍ତି ଓ ସୁନ୍ନତ ହାଇେ ନାହାଁନ୍ତି, ସେ ସମସ୍ତ ଲୋକଙ୍କର ପିତା ଅବ୍ରାହାମ ଅଟନ୍ତି। ସମାନେେ ବିଶ୍ବାସ କରନ୍ତି ଓ ଏହି କାରଣରୁ ସମାନେେ ପରମେଶ୍ବରଙ୍କ ପାଇଁ ଧାର୍ମିକ ବୋଲି ନିରୁପିତ ହୁଅନ୍ତି।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 5:12
ଜଣେ ଲୋକ ଆଦମ ପାଇଁ ଜଗତକୁ ପାପ ଆସିଲା। ପାପ ଦ୍ବାରା ମୃତ୍ଯୁ ଆସିଲା। ସେଥିପାଇଁ ସମସ୍ତେ ନିଶ୍ଚୟ ମରିବେ, କାରଣ ସମସ୍ତେ ପାପ କରିଛନ୍ତି।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 5:20
ଲୋକମାନେ ଅଧିକ ପାପ କରିବା ପାଇଁ ବ୍ଯବସ୍ଥା ଆସିଲା, କିନ୍ତୁ ଯେତବେେଳେ ଲୋକେ ଅଧିକ ପାପ କଲେ, ପରମେଶ୍ବର ସମାନଙ୍କେୁ ପ୍ରଚୁର ମାତ୍ରା ରେ ତାହାଙ୍କ ଅନୁଗ୍ରହ ପ୍ରଦାନ କଲେ।

ଗୀତସଂହିତା 143:2
ମାେତେ ବିଚାର କର ନାହିଁ, ତୁମ୍ଭର ନିଜ ଦାସ। କାରଣ କହେି ଜୀବିତ ମଣିଷ ତୁମ୍ଭ ଆଖିରେ ଧାର୍ମିକ ବୋଲି ବିଚାରରେ ଆସିପାରିବ ନାହିଁ।